2 Coríntios 6
ସଃର୍ଗାର୍ ବାଟ୍ ନଃଉଁଆ ନିଅମ୍ (BDV) vs ARA
1 ଆରେକ୍ ହେଁ ଇସ୍ୱରାର୍ ଦଃୟା ହାୟ୍ଲାର୍ ଜଃନ୍କଃରି ତୁମିମଃନାର୍ ତଃୟ୍ ହଲ୍ୟା ନୟେ, ଇତାର୍ ଗିନେ ଇସ୍ୱର୍ ସଃଙ୍ଗ୍ ଗଟେକ୍ ତଃୟ୍ କାମ୍ କଃରୁ କଃରୁ ଅଃମିମଃନ୍ ଗଃଉଆରି କଃରୁଲୁ ।
1 E nós, na qualidade de cooperadores com ele, também vos exortamos a que não recebais em vão a graça de Deus
2 କାୟ୍ତାକ୍ବଃଲେକ୍ ଇସ୍ୱର୍ ଜାୟ୍ରି କଃଉଁଲା ସୁଣା,
2 (porque ele diz: Eu te ouvi no tempo da oportunidade e te socorri no dia da salvação; eis, agora, o tempo sobremodo oportuno, eis, agora, o dia da salvação);
3 ଜଃନ୍କଃରି ଅଃମିମଃନାର୍ ସେବାକଃର୍ତା ହଃଦ୍ ବାଦା ନାହାୟ୍, ସେତାର୍ଗିନେ ଅଃମିମଃନ୍ କୁୟ୍ କଃତାୟ୍ ହେଁ ବାଦା ନଃଦେଉଁକେ ଚେସ୍ଟା କଃରୁଲୁ ।
3 não dando nós nenhum motivo de escândalo em coisa alguma, para que o ministério não seja censurado.
4 ମଃତର୍ ଅଃମି ସଃବୁ ଅବୁସ୍ତାୟ୍ ନିଜ୍କେ ଇସ୍ୱରାର୍ ସେବାକାରି ହର୍ ଚିନାୟ୍ ଦେଉଁଲୁ । ବୁତେକ୍ ସାସ୍ ସଃଙ୍ଗ୍ ଅଃମି ସଃବୁ ରଃକମାର୍, କଃସ୍ଟ୍ ତଃୟ୍, ଦୁର୍ଦଃସା ତଃୟ୍, ବିପ୍ତି ତଃୟ୍ ସଃମ୍ବାଳି ଆଚୁ,
4 Pelo contrário, em tudo recomendando-nos a nós mesmos como ministros de Deus: na muita paciência, nas aflições, nas privações, nas angústias,
5 ମାଡ୍ ତଃୟ୍, ଜଃଇଲେ ହୁର୍ଲା ତଃୟ୍, ଗଃଣ୍ଡ୍ଗଳ୍ ତଃୟ୍, ହାୟ୍ଟି କଃର୍ତା ତଃୟ୍, ନଃସଉତା ରାତି ତଃୟ୍, ବୁକାର୍ ତଃୟ୍,
5 nos açoites, nas prisões, nos tumultos, nos trabalhos, nas vigílias, nos jejuns,
6 ପବିତ୍ର ତଃୟ୍, ଗ୍ୟାନ୍ ତଃୟ୍, ସଃମ୍ବାଳ୍ତା ତଃୟ୍, ଦିରାବାବ୍ ତଃୟ୍, ପବିତ୍ର ଆତ୍ମାର୍ ତଃୟ୍, ନିକ ଲାଡ୍ ତଃୟ୍,
6 na pureza, no saber, na longanimidade, na bondade, no Espírito Santo, no amor não fingido,
7 ସଃତ୍ କଃତା ତଃୟ୍, ଇସ୍ୱରାର୍ ସଃକ୍ତି ତଃୟ୍ । ଅଃମାର୍ କାତା ଆର୍ ଡେବ୍ରି ଆତେ ଦଃର୍ମାର୍ କଃଣ୍ଡାକାତି ଆଚେ ।
7 na palavra da verdade, no poder de Deus, pelas armas da justiça, quer ofensivas, quer defensivas;
8 ଅଃମି ମାନ୍ତି ଆର୍ ଅମାନ୍ୟାର୍ ହାୟ୍ଆଚୁ । ଅଃମି ଲାଜ୍ ହାୟ୍ଆଚୁ ଆର୍ ଗୁଣ୍ଗିତ୍ ହାୟ୍ଆଚୁ । ମିଚ୍ କଃଉତା ଲକାର୍ ହର୍ ଅୟ୍ ଆଚୁ ମଃତର୍ ଅଃମି ସଃତ୍ କଃଉତା ଲକ୍,
8 por honra e por desonra, por infâmia e por boa fama, como enganadores e sendo verdadeiros;
9 ନଃଚିନ୍ଲା ଲକାର୍ ହର୍ ମଃତର୍ ଚିନଃଲା ଲକ୍, ମଃଲା ଲକାର୍ ହର୍, ମଃତର୍ ଦଃକା, ଅଃମିମଃନ୍ ଜିବନ୍ ଆଚୁ, ଡଃଣ୍ଡ୍ ହାୟ୍ଲା ଲକାର୍ ହର୍, ମଃତର୍ ମାରାୟ୍ ନଃଉଁ,
9 como desconhecidos e, entretanto, bem-conhecidos; como se estivéssemos morrendo e, contudo, eis que vivemos; como castigados, porém não mortos;
10 ଦୁକାର୍ ଲକ୍ ହର୍, ମଃତର୍ ସଃବୁବଃଳ୍ ସଃର୍ଦା, ଗଃରିବ୍ ଲକାର୍ ହର୍, ମଃତର୍ ଗାଦେକ୍ ଲକ୍କେ ଦଃନ୍ ଦେଉଁକେ ଲକ୍, କାୟ୍ରି ନଃହାଉତା ଲକାର୍ ହର୍, ମଃତର୍ ସଃବୁ ହାୟ୍ଲା ଲକ୍ ।
10 entristecidos, mas sempre alegres; pobres, mas enriquecendo a muitos; nada tendo, mas possuindo tudo.
11 ଏ କରନ୍ତିର୍ ଲାଡାର୍ ବାୟ୍ ଆର୍ ବେଣିମଃନ୍, ତୁମିମଃନ୍କେ ଅଃମିମଃନାର୍ ସଃବୁ କଃତା କୟ୍ଆଚୁ, ଅଃମିମଃନ୍ ତୁମିକେ ମଃନ୍ ଦଃୟ୍ ଲାଡ୍ କଃରୁଲୁ ।
11 Para vós outros, ó coríntios, abrem-se os nossos lábios, e alarga-se o nosso coração.
12 ତୁମିମଃନାର୍ ହାକ୍ ଅଃମିମଃନାର୍ ଲାଡ୍ ଉଣା ନାୟ୍, ମଃତର୍ ତୁମିମଃନାର୍ ଲାଡ୍ ଉଣା ।
12 Não tendes limites em nós; mas estais limitados em vossos próprios afetos.
13 ନିଜାର୍ ହିଲାମଃନ୍କେ କୟ୍ଲା ହର୍ ମୁୟ୍ଁ କଃଉଁଲେ, ଅଃମିମଃନ୍ ତୁମିକେ ଜଃନ୍କଃରି ଲାଡ୍ କଃରୁଲୁ ସେବାନ୍ୟା ଅଃମିମଃନ୍କ୍ ହେଁ ଲାଡ୍ କଃରା । ତୁମିମଃନାର୍ ମଃନ୍ ହେଁ ଅସାର୍ କଃରି ଉଗାଳା ।
13 Ora, como justa retribuição (falo-vos como a filhos), dilatai-vos também vós.
14 ଅବିସ୍ୱାସିମଃନାର୍ ସଃଙ୍ଗ୍ ସଃମାନ୍ ବାବେ ନିଜ୍କେ ଗଃଣାୟ୍ ଅଃଉଆ ନାୟ୍, କାୟ୍ତାକ୍ବଃଲେକ୍ ଦଃର୍ମ୍ ଆର୍ ଅଃଦଃର୍ମ୍ ବିତ୍ରେ କାୟ୍ ମିଳାମିସା ? କି ଅଃନ୍ଦାର୍ ସଃଙ୍ଗ୍ ଉଜାଳାର୍ କାୟ୍ ମିଳାମିସା ?
14 Não vos ponhais em jugo desigual com os incrédulos; porquanto que sociedade pode haver entre a justiça e a iniquidade? Ou que comunhão, da luz com as trevas?
15 ସୟ୍ତାନ୍ ସଃଙ୍ଗ୍ କ୍ରିସ୍ଟର୍ କାୟ୍ ମିଳାମିସା ? କି ଅବିସ୍ୱାସି ସଃଙ୍ଗ୍ ବିସ୍ୱାସିର୍ କାୟ୍ ବାଗ୍ ?
15 Que harmonia, entre Cristo e o Maligno? Ou que união, do crente com o incrédulo?
16 ମୁର୍ତି ସଃଙ୍ଗ୍ ଇସ୍ୱରାର୍ ମନ୍ଦିରାର୍ କାୟ୍ ମିସାଣ୍ ଆଚେ ? କାୟ୍ତାକ୍ବଃଲେକ୍ ଆମିମଃନ୍ ଜିବନ୍ ଇସ୍ୱରାର୍ ମନ୍ଦିର୍,
16 Que ligação há entre o santuário de Deus e os ídolos? Porque nós somos santuário do Deus vivente, como ele próprio disse: Habitarei e andarei entre eles; serei o seu Deus, e eles serão o meu povo.
17 ଇତାର୍ ଗିନେ ମାପ୍ରୁ ଇରି କଃଉଁଲା,
17 Por isso, retirai-vos do meio deles, separai-vos, diz o Senhor; não toqueis em coisas impuras; e eu vos receberei,
18 ମୁୟ୍ଁ ତୁମିମଃନାର୍ ଉବାଦି ଅୟ୍ନ୍ଦ୍,
18 serei vosso Pai, e vós sereis para mim filhos e filhas, diz o Senhor Todo-Poderoso.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 6, comparar traduções ou montar um estudo — tudo direto pelo WhatsApp.