1 Coríntios 10
ସତିଅର୍ ବାଟ୍ (DSO) vs NVI
1 ଏ ମର୍ ବାଇବଇନିମନ୍, ଆମର୍ ଆନିଦାଦିମନ୍, ଜନ୍ ଲକ୍ମନ୍ ମସାର୍ ବାଟେ ଜାଇତେରଇଲାଇ, ସେମନ୍କେ କାଇଟା ଅଇଲା ଏତାଇ ଦେକା । ସେମନ୍ ସବୁ ଲକ୍ ବାଦଲ୍ ତଲେ ରଇ ରକିଆ ପାଇତେରଇଲାଇ । ଆରି ରଙ୍ଗ୍ ସମ୍ଦୁରେ ନ ବୁଡ୍ତେ ଇଣ୍ଡି ଇଣ୍ଡି ଲଙ୍ଗ୍ଲାଇ ।
1 Porque não quero, irmãos, que vocês ignorem o fato de que todos os nossos antepassados estiveram sob a nuvem e todos passaram pelo mar.
2 ସେମନ୍ ସବୁ ବାଦ୍ଲେ ଆରି ସମ୍ଦୁରେ ଡୁବନ୍ ନେଲାଇ । ମସାର୍ ସିସ୍ମନ୍ ବଲି ସେମନ୍କେ ଗଟେକ୍ ଚିନ୍ ରଇଲା ।
2 Em Moisés, todos eles foram batizados na nuvem e no mar.
3 ଆରି ସବୁଲକ୍ ପର୍ମେସର୍ ଜାଗାଇ ରଇବା କାଦି କାଇଲାଇ,
3 Todos comeram do mesmo alimento espiritual
4 ଆରି ସେ ପାକ୍ନାଇ ଅନି ଆଇବା ପାନି କାଇଲାଇ । ସେ ପାକ୍ନା ଅଇଲାନି କିରିସ୍ଟ ।
4 e beberam da mesma bebida espiritual; pois bebiam da rocha espiritual que os acompanhava, e essa rocha era Cristo.
5 ଏଲେମିସା ସେମନର୍ ବିତ୍ରେ ଅନି ବେସି ଲକ୍କେ ପର୍ମେସରର୍ ସାର୍ଦା ନ ରଇଲା । ସେଟାର୍ ପାଇ ସେମନ୍ ମରୁବାଲି ବୁଏଁ ମଲାଇ ।
5 Contudo, Deus não se agradou da maioria deles; por isso os seus corpos ficaram espalhados no deserto.
6 ସେମନ୍ ଜନ୍ ରକାମ୍ ଆସାର୍ ବିସଇର୍ ପାଇ ଲାଲ୍ସା ଅଇ ରଇଲାଇ, ଆମେ ମିସା ସେ ରକାମ୍ ଲାଲ୍ସା ନ ଅଉଁ । ସେଟାର୍ପାଇ ଏ ସବୁ ଗଟ୍ଲା ବିସଇ ଆମର୍ପାଇ ଲେକାଅଇଆଚେ ।
6 Essas coisas ocorreram como exemplos para nós, para que não cobicemos coisas más, como eles fizeram.
7 ଜେନ୍ତିକି ସେମନର୍ ବିତ୍ରେ ଅନି କେତେଲକ୍ ପୁତ୍ଲା ପୁଜା କର୍ବାର୍ ଦାର୍ଲାଇ, ତମେ ସେନ୍ତାରି ପୁତ୍ଲା ପୁଜା କର୍ବାଟା, ଆରାମ୍ କରା ନାଇ । ସାସ୍ତରେ ଲେକା ଅଇଆଚେ, ଜେନ୍ତିକି ଲକ୍ମନ୍ ପୁଜାକଲାଟା କାଇବାକେ ବସିରଇଲାଇ ଆରି ମଦ୍ କାଇକରି ବେବିଚାର୍ କର୍ବାର୍ ଦାର୍ଲାଇ ।
7 Não sejam idólatras, como alguns deles foram, conforme está escrito: "O povo se assentou para comer e beber, e levantou-se para se entregar à farra".
8 ଜେନ୍ତିକି ସେମନର୍ ବିତ୍ରେ କେତେଲକ୍ ବେସିଆ କାମ୍କରି ଗଟେକ୍ ଦିନେ କଡେ ତିନ୍ ଅଜାର୍ ଲକ୍ ପର୍ମେସରର୍ ଡଣ୍ଡ୍ ପାଇକରି ମରିଗାଲାଇ । ସେନ୍ତାରି ଆମେ ବେସିଆ କାମ୍ ନ କରୁ ।
8 Não pratiquemos imoralidade, como alguns deles fizeram — e num só dia morreram vinte e três mil.
9 ସେନ୍ତିସେ ସେମନର୍ ବିତ୍ରେ କେତେଲକ୍ ମାପ୍ରୁକେ ପରିକା କଲାଇ ଆରି ବିସ୍ ରଇବା ସାଁପ୍ ଟକାଇ ଅଇକରି ମଲାଇ । ସେନ୍ତାରି ଆମେ ମାପ୍ରୁକେ ପରିକା ନ କରୁ ।
9 Não devemos pôr o Senhor à prova, como alguns deles fizeram — e foram mortos por serpentes.
10 ସେମନ୍ ଜେନ୍ତିକି ପର୍ମେସରର୍ ବିରୁଦେ ତାକର୍ ତାକର୍ ବିତ୍ରେ ଦଦାପେଲା ଅଇକରି, କୁରୁପ୍ ନାସ୍ କର୍ବା ଦୁତର୍ଲାଗି ମରିଆଜିଗାଲାଇ । ତମେ ସେନ୍ତାରି ଦଦାପେଲା ଉଆନାଇ ।
10 E não se queixem, como alguns deles se queixaram — e foram mortos pelo anjo destruidor.
11 ସବୁ ଲକର୍ପାଇ ଏ ସବୁ ଗଟ୍ନା ଗଟ୍ଲା । ଆରି ଆମ୍କେ ଚେତ୍ନା ପାଇବାକେ ସେଟା ସବୁ ଲେକାଅଇଆଚେ । କାଇକେବଇଲେ ଏ ଜଗତର୍ ସାରାସାରି ବେଲା ଆସି କେଟ୍ଲା ଆଚେ ।
11 Essas coisas aconteceram a eles como exemplos e foram escritas como advertência para nós, sobre quem tem chegado o fim dos tempos.
12 ସେଟାର୍ପାଇ ଜେ ମୁଇ ନିଜେ ଡାଟ୍ ଆଚି ବଲି ମନେ ମନେ ଏତାଇସି, ସେ ବିସ୍ବାସେ ଅନି ବିନ୍ବାଟେ ନ ଜାଆ, ସେଟାର୍ପାଇ ଜାଗ୍ରତ୍ ରୁଆ ।
12 Assim, aquele que julga estar firme, cuide-se para que não caia!
13 ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।
13 Não sobreveio a vocês tentação que não fosse comum aos homens. E Deus é fiel; ele não permitirá que vocês sejam tentados além do que podem suportar. Mas, quando forem tentados, ele lhes providenciará um escape, para que o possam suportar.
14 ସେଟାର୍ ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ପୁତ୍ଲା ପୁଜା କର୍ବା ଟାନେଅନି ଦୁରିକେ ଉଟିଜା ।
14 Por isso, meus amados irmãos, fujam da idolatria.
15 ମୁଇ ବୁଦି ରଇଲା ଲକ୍ମନ୍କେ କଇଲା ପାରା କଇଲିନି। ମୁଇ କାଇଟା କଇଲିନି ସେଟା ତମେ ବିଚାର୍ କରା ।
15 Estou falando a pessoas sensatas; julguem vocês mesmos o que estou dizendo.
16 ଜେଡେବେଲେ ଆମେ ମାପ୍ରୁର୍ କାଦିର୍ପାଇ ରୁଣ୍ଡ୍ବୁ, ଜନ୍ ମୁତାଇଅନି ଆମେ କାଇବୁ, ସେ ମୁତାର୍ପାଇ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । ସେ ମୁତାଇଅନି କାଇଲାବେଲେ ଆମେ କିରିସ୍ଟର୍ ବନିତେଇ ମିସ୍ଲୁନି । ଜନ୍ ରୁଟିଆମେ ବାଙ୍ଗାଇବୁ, ସେଟା କାଇଲାବେଲେ କିରିସ୍ଟର୍ ଗାଗ୍ଡେ ମିସ୍ଲୁନି ।
16 Não é verdade que o cálice da bênção que abençoamos é uma participação no sangue de Cristo, e que o pão que partimos é uma participação no corpo de Cristo?
17 କାଇକେବଇଲେ ରୁଟି ଗଟେକ୍ ଅଇଲେ ମିସା ଆମେ ବୁତେକ୍ ଲକ୍ ଆଚୁ । ସେ ଗଟେକ୍ ରୁଟି ଆମେ ମିସିକରି କାଇବାବେଲେ ଗଟେକ୍ ଗାଗଡ୍ ଅଇଗାଲୁନି ।
17 Por haver um único pão, nós, que somos muitos, somos um só corpo, pois todos participamos de um único pão.
18 ଜିଉଦି ମନର୍ ବିସଇ ବାବିଦେକା । ଜନ୍ ଲକ୍ମନ୍ ପୁଜାକଲା ମାଉଁସ୍ କାଇଲାଇନି, ସେମନ୍ କାଇ ବେଦିଲଗେ ଉପାସନା କଲାବେଲେ ନ ମିସତ୍ ?
18 Considerem o povo de Israel: os que comem dos sacrifícios não participam do altar?
19 ଏଟାର୍ପାଇ ମୁଇ କଇଲିନି ଜେ, ଦେବ୍ତାମନର୍ ବଲି କଲା ପର୍ସାଦ୍ କାଇଟା ନାଇ କି ପୁତ୍ଲା ବଲି କାଇଟା ନାଇ ।
19 Portanto, que estou querendo dizer? Será que o sacrifício oferecido a um ídolo é alguma coisa? Ou o ídolo é alguma coisa?
20 ପୁତ୍ଲାକେ ପୁଜା କରୁମନ୍ ସେମନ୍ ଜନ୍ ଜନ୍ଟା ବଲି ଇସାବେ ସର୍ପି ଦେଲାଇନି, ସେସବୁ ପର୍ମେସର୍କେ ନ ସର୍ପାଇ କରି ଡୁମାମନ୍କେ ସରପ୍ଲାଇନି । ସେଟାର୍ପାଇ, ତମେ ଡୁମାମନର୍ ପୁଜାଟାନେ ମିସା ନାଇ ।
20 Não! Quero dizer que o que os pagãos sacrificam é oferecido aos demônios e não a Deus, e não quero que vocês tenham comunhão com os demônios.
21 ତମେ ଜଦି ମାପ୍ରୁର୍ କାଦିଟାନେ ମିସିଆଚାସ୍, ସେନ୍ତାର୍ଆଲେ ଡୁମାମନ୍କେ ପୁଜିରଇବା କାଦି ତମେ କାଇବାର୍ ନାଇ ।
21 Vocês não podem beber do cálice do Senhor e do cálice dos demônios; não podem participar da mesa do Senhor e da mesa dos demônios.
22 ଜଦି ମାପ୍ରୁ ଆମର୍ ଉପ୍ରେ ରିସା ଅଇଲେ, ତାର୍ ଡଣ୍ଡେଅନି ଆମେ ରକିଆ ପାଇ ନାପାରୁ । କାଇ ମାପ୍ରୁର୍ ଟାନେଅନି ଆମେ ଅଦିକ୍ ବପୁ ଆଚୁକି ?
22 Porventura provocaremos o ciúme do Senhor? Somos mais fortes do que ele?
23 ସବୁ ବିସଇ କର୍ବାକେ ଆମର୍ ଅଦିକାର୍ ଆଚେ, ସେନ୍ତି ସେମନ୍ କଇବାଇ, ସେଟା ସତ୍ । ମାତର୍ ମୁଇ କଇଲିନି ସବୁ ବିସଇ ଆମ୍କେ ସାଇଜ ନ କରେ ।
23 "Tudo é permitido", mas nem tudo convém. "Tudo é permitido", mas nem tudo edifica.
24 କେ ମିସା ଅବ୍କା ନିଜର୍ ପାଇ କାଇଟା ନିକ ଅଇସି ବଲି ଚିନ୍ତା ନ କରି, ନିଜର୍ ବାଇମନର୍ ମଙ୍ଗଲ୍ ବିସଇ ମିସା ଚିନ୍ତା କରା ।
24 Ninguém deve buscar o seu próprio bem, mas sim o dos outros.
25 ଆଟେ ବିକ୍ରି ଅଇବା ଜନ୍ ମାଉଁସ୍ ମିସା କାଇବାର୍ ତମର୍ ଅଦିକାର୍ ଆଚେ, ତମର୍ ବିବେକର୍ ପାଇ ଏଟା ପୁଜା କଲାଟା କି ନାଇ ? ବଲି ନ ପାଚାରି କାଇଦିଆସ୍ ।
25 Comam de tudo o que se vende no mercado, sem fazer perguntas por causa da consciência,
26 ଜେନ୍ତିକି ସାସ୍ତରେ ଲେକା ଅଇଲାପାରା ଏ ଗୁଲାଇ ଜଗତେ ରଇବାଟା ମାପ୍ରୁର୍ଟା ।
26 pois "do Senhor é a terra e tudo o que nela existe".
27 ଜଦି ବିସ୍ବାସ୍ ନ କଲା ଗଟେକ୍ ଲକ୍ ତମ୍କେ ତାର୍ ଗରେ କାଇବାକେ ଡାକ୍ଲେ, ତମେ ଜିବାକେ ମନ୍ କର୍ସା ବଇଲେ ତେଇ ତମ୍କେ ଜାଇଟା ଦେଲେ ମିସା ସେଟା କାଇଦିଆସ୍ । ମାତର୍ ତମର୍ ବିବେକର୍ ଲାଗି ଏଟା ପୁଜାକଲାଟା କି ନାଇ ? ବଲି ପାଚାରା ନାଇ ।
27 Se algum descrente o convidar para uma refeição e você quiser ir, coma de tudo o que lhe for apresentado, sem nada perguntar por causa da consciência.
28 ମାତର୍ କେମିସା ତମ୍କେ ଏ କାଦି ପୁଜା କଲାଟା । ବଲି କଇଲେ, ସେଟା ନିଚା । ଜେନ୍ତିକି ସେ କଇଲାର୍ପାଇ ଆରି ତମର୍ ବିବେକର୍ପାଇ ସେଟା କାଆ ନାଇ ।
28 Mas se alguém lhe disser: "Isto foi oferecido em sacrifício", não coma, tanto por causa da pessoa que o comentou, como da consciência,
29 ସେଟା ତର୍ ବିବେକର୍ ପାଇ ନାଇ, ସେଟା କଇଲା ଲକର୍ ବିବେକର୍ ପାଇ ।
29 isto é, da consciência do outro e não da sua própria. Pois, por que minha liberdade deve ser julgada pela consciência dos outros?
30 ସେ କଇସି, “ଜଦି ମୁଇ ପର୍ମେସର୍କେ ଦନିଅବାଦ୍ ଦେଇ କାଇବି, ତେବେ ମର୍ ସଙ୍ଗର୍ ବିସ୍ବାସିମନ୍ ମକେ କାଇକେ ନିନ୍ଦା ଦେବାର୍ ଆଚେ ?”
30 Se participo da refeição com ação de graças, por que sou condenado por algo pelo qual dou graças a Deus?
31 ତେବର୍ପାଇ ବାତ୍ କା, କି ପାନି କା, କି ଜାଇଟା ମିସା କରା, ପର୍ମେସର୍ ଡାକ୍ପୁଟା ପାଇବାକେ ସବୁ କରା ।
31 Assim, quer vocês comam, bebam ou façam qualquer outra coisa, façam tudo para a glória de Deus.
32 ଜିଉଦି ଅ କି ଜିଉଦି ନ ଅଇଲା ଲକ୍ ଅ କି ତମର୍ ସଙ୍ଗର୍ ପର୍ମେସରର୍ ମଣ୍ଡଲିର୍ ବିସ୍ବାସି ଅ, କାକେ ମିସା ତମର୍ ଚଲାଚଲ୍ତି ଦେକି ନିନ୍ଦା ପାଇବାକେ ଦିଆସ୍ନାଇ ।
32 Não se tornem motivo de tropeço, nem para judeus, nem para gregos, nem para a igreja de Deus.
33 ତମେ ମର୍ପାରା ଚଲାଚଲ୍ତି କରା, ମୁଇ ସବୁଲକର୍ ମଙ୍ଗଲ୍ ଅ ବଲି ଚେସ୍ଟା କଲିନି । ମୁଇ ମର୍ ନିଜର୍ ମଙ୍ଗଲ୍ ଅ, ବଲି ଚିନ୍ତା କରିନାଇ, ମାତର୍ ସବୁଲକର୍ ମଙ୍ଗଲ୍ ଅ ବଲି ଚିନ୍ତା କଲିନି । ଜେନ୍ତିକି ସେମନ୍ ସବୁଲକ୍ ରକିଆ ପାଇବାଇ ।
33 Também eu procuro agradar a todos de todas as formas. Porque não estou procurando o meu próprio bem, mas o bem de muitos, para que sejam salvos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 10, comparar traduções ou montar um estudo — tudo direto pelo WhatsApp.