1 Coríntios 11
ସତିଅର୍ ବାଟ୍ (DSO) vs ARC
1 ମୁଇ ଜେନ୍ତାରି ମାପ୍ରୁର୍ ପଚେ ପଚେ ଗାଲିନି, ତମେମନ୍ ମିସା ସେନ୍ତାରି ମର୍ ପଚେ ପଚେ ଆସା ।
1 Sede meus imitadores, como também eu, de Cristo.
2 ତମେ ସବୁ ବିସଇଟାନେ ମକେ ଏତାଇଲାସ୍ନି ଆରି ମୁଇ ତମ୍କେ ଜନ୍ ସବୁ ବିଦିବିଦାନ୍ ସିକାଇଆଚି, ସେ ସବୁ ମାନ୍ଲାସ୍ନି, ସେଟାର୍ ପାଇ ମୁଇ ତମ୍କେ ଦନିଅବାଦ୍ ଦେଲିନି ।
2 E louvo-vos, irmãos, porque em tudo vos lembrais de mim e retendes os preceitos como vo-los entreguei.
3 କିରିସ୍ଟ ସବୁ ମୁନୁସ୍ ପିଲାମନର୍ ନେତା, ଆରି ମୁନୁସ୍ ମାଇଜିର୍ ନେତା, ଆରି ପର୍ମେସର୍ କିରିସ୍ଟର୍ ନେତା । ଏଟା ତମେ ଜାନିରୁଆ ବଲି ମୁଇ ମନ୍ କଲିନି ।
3 Mas quero que saibais que Cristo é a cabeça de todo varão, e o varão, a cabeça da mulher; e Deus, a cabeça de Cristo.
4 ଜେଡେବେଲେ ତମେ ମଣ୍ଡଲିତେଇ ରୁଣ୍ଡ୍ସା, ତେଇ ଗଟେକ୍ ମୁନୁସ୍ ପିଲା ପାର୍ତନା କଲାନି କି ପର୍ମେସରର୍ କାତା ଜାନାଇଲାନି, ସେ ତାର୍ ମୁଣ୍ଡ୍ ଡାବ୍ବାର୍ ନାଇ । ସେନ୍ତାର୍ କଲେ ସେ କିରିସ୍ଟକେ ଲାଜ୍ କରାଇସି ।
4 Todo homem que ora ou profetiza, tendo a cabeça coberta, desonra a sua própria cabeça.
5 ସେନ୍ତାରିସେ ଗଟେକ୍ ମାଇଜି ପାର୍ତନା କଲାନି, କି ପର୍ମେସରର୍ କାତା ଜାନାଇଲାନି, ସେ ତାର୍ ମୁଣ୍ଡେ ଅଡ୍ନା ପାକାଇବାର୍ ଆଚେ । ସେନ୍ତାର୍ ନ କଲେ ସେ ମୁନୁସ୍କେ ଲାଜ୍ କରାଇସି । ସେ ଗଟେକ୍ ମୁଣ୍ଡ୍ରି ମାଇଜିର୍ ପାରା ରଇସି ।
5 Mas toda mulher que ora ou profetiza com a cabeça descoberta desonra a sua própria cabeça, porque é como se estivesse rapada.
6 କାଇକେବଇଲେ ସେ ମାଇଜି ଜଦି ଅଡ୍ନା ନ ପାକାଏ, ତାର୍ ଚେଣ୍ଡି କାଟିଦେବାଟା ନିକ । ଗଟେକ୍ ମାଇଜି ଜଦି ତାର୍ ଚେଣ୍ଡି କାଟ୍ସି କି ମୁଣ୍ଡ୍ କୁରାଇସି, ସେଟା ତାର୍ ପାଇ ଲାଜର୍ ବିସଇ, ସେଟାର୍ପାଇ ସେ ମୁଣ୍ଡେ ଅଡ୍ନା ପାକାଇବାର୍ ଆଚେ ।
6 Portanto, se a mulher não se cobre com véu, tosquie-se também. Mas, se para a mulher é coisa indecente tosquiar-se ou rapar-se, que ponha o véu.
7 ମାତର୍ ଗଟେକ୍ ମୁନୁସ୍ ପିଲା ପାର୍ତନା କଲାବେଲେ ତାର୍ ମୁଣ୍ଡେ ଅଡ୍ନା ପାକାଇବାର୍ ଦର୍କାର୍ ନାଇ । କାଇକେ ବଇଲେ ସେ ପର୍ମେସରର୍ ଚାଇଁ ଆରି ତାର୍ ଡାକ୍ପୁଟା ଦେକାଇସି । ଆରି ମାଇଜି ମୁନୁସର୍ ଡାକ୍ପୁଟା ଦେକାଇସି ।
7 O varão, pois, não deve cobrir a cabeça, porque é a imagem e glória de Deus, mas a mulher é a glória do varão.
8 କାଇକେବଇଲେ ମୁନୁସ୍ ମାଇଜିର୍ ତେଇଅନି ତିଆର୍ ଅଏନାଇ, ମାତର୍ ମାଇଜି ମୁନୁସର୍ତେଇ ଅନି ତିଆର୍ ଅଇଆଚେ ।
8 Porque o varão não provém da mulher, mas a mulher, do varão.
9 ମନସ୍ ମାଇଜିର୍ ପାଇ ତିଆର୍ ଅଏନାଇ । ମାତର୍ ମାଇଜି ମୁନୁସର୍ ପାଇ ତିଆର୍ ଅଇଲାଆଚେ ।
9 Porque também o varão não foi criado por causa da mulher, mas a mulher, por causa do varão.
10 ସେଟାର୍ ପାଇ ମାଇଜିମନ୍ ମୁଣ୍ଡେ ଅଡ୍ନା ପାକାଇବାଟା ନିକ, ଜେନ୍ତିକି ସରଗର୍ ଦୁତ୍ମନ୍ ମିସା ସେ ତାର୍ ମୁନୁସର୍ ଅଦିକାରେ ଆଚେ ବଲି ଜାନ୍ବାଇ ।
10 Portanto, a mulher deve ter sobre a cabeça sinal de poderio, por causa dos anjos.
11 ମାତର୍ ଆମେ ବିସ୍ବାସିମନର୍ପାଇ ମାଇଜି ନଇତେ ମୁନୁସ୍ ରଇ ନାପାରେ କି ମୁନୁସ୍ ନଇତେ ମାଇଜି ରଇ ନାପାରେ ।
11 Todavia, nem o varão é sem a mulher, nem a mulher, sem o varão, no Senhor.
12 ମାଇଜି ମୁନୁସର୍ ଗାଗ୍ଡେ ଅନି ଜାତ୍ ଅଇଲେମିସା, ମୁନୁସ୍ ମିସା ମାଇଜି ଜନମ୍ ଦେଲାକେ ଜାତ୍ ଅଇଆଚେ । ମାତର୍ ସବୁ ବିସଇ ପର୍ମେସର୍ ଟାନେଅନି ଜାତ୍ ଅଇଆଚେ ।
12 Porque, como a mulher provém do varão, assim também o varão provém da mulher, mas tudo vem de Deus.
13 କନ୍ଟା ନିକ ବଲି ତମେ ନିଜେ ନିଜେ ବିଚାର୍ କରା । ଜଦି ଗଟେକ୍ ମାଇଜି ମଣ୍ଡଲିତେଇ ସବୁର୍ ମୁଆଟେ ମୁଣ୍ଡେ ଅଡ୍ନା ନ ପାକାଇ ପାର୍ତନା କଲେ ସେଟା ସୁନ୍ଦର୍ କି ? ନାଇ ସୁନ୍ଦର୍ ନାଇ ।
13 Julgai entre vós mesmos: é decente que a mulher ore a Deus descoberta?
14 ସେନ୍ତାରିସେ ଜଗତର୍ ଜାନ୍ବା ବିସଇ ନେଇକରି ମୁନୁସ୍ ପିଲା ଜଦି ମାଇଜିମନର୍ ପାରା ଚେଣ୍ଡି ବଡାଇରଇଲେ ସେଟା ଲାଜର୍ କାତା ।
14 Ou não vos ensina a mesma natureza que é desonra para o varão ter cabelo crescido?
15 ମାତର୍ ମାଇଜିଟକି ଚେଣ୍ଡି ବଡାଇଲେ ତାର୍ପାଇ ସୁନ୍ଦର୍ ବିସଇ । କାଇକେବଇଲେ ପର୍ମେସର୍ ତାର୍ ଡେଙ୍ଗ୍ ଚେଣ୍ଡି ତାର୍ ମୁଣ୍ଡେ ଡାବି ଅଇବାକେ ଦେଲା ଆଚେ ।
15 Mas ter a mulher cabelo crescido lhe é honroso, porque o cabelo lhe foi dado em lugar de véu.
16 ଜଦି ଏ ବିସଇନେଇ କେ ମିସା ମର୍ ଆଦେସ୍ ମାନ୍ବାକେ ମନ୍ ନ କରେ, ଆମେ କି ପର୍ମେସରର୍ ବିନ୍ ମଣ୍ଡଲିମନ୍କେ ମିସା ଏଟା ଚାଡି ଆରି କାଇ ଅବିଆସ୍ ନାଇ ।
16 Mas, se alguém quiser ser contencioso, nós não temos tal costume, nem as igrejas de Deus.
17 ଆରି ଗଟେକ୍ ବିସଇ ମୁଇ କଇବାର୍ ଆଚେ । ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ଗଟେକ୍ କର୍ବା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମେ ରୁଣ୍ଡ୍ଲାର୍ ଲାଗି ତମର୍ ବିସ୍ବାସ୍ ଡାଟ୍ ଅଏନାଇ, ମାତର୍ ଦୁର୍ବଲ୍ ପାରା ଅଇଗାଲାନି ।
17 Nisto, porém, que vou dizer-vos, não vos louvo, porquanto vos ajuntais, não para melhor, senão para pior.
18 ମୁଇ ସୁନିଆଚି ଜେ, ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ବାଗ୍ ବାଗ୍ ଅଇକରି ଗଟେକ୍ ବାଟର୍ ଲକ୍ ଆରି ଗଟେକ୍ ବାଟର୍ ଲକ୍କେ ବିରଦ୍ କଲାସ୍ନି ଆରି ଏଟା ସତ୍ ବଲି ମୁଇ ଜାନି ।
18 Porque, antes de tudo, ouço que, quando vos ajuntais na igreja, há entre vós dissensões; e em parte o creio.
19 ତମର୍ ବିତ୍ରେ ଏନ୍ତାରି ଅଇବାଟା ନିକ । ଜେନ୍ତାରି କି ତେଇଅନି ପରିକାଟାନେ ସିଦ୍ ଅଇଲା ଲକ୍ମନ୍ ବାରଇବାଇ ।
19 E até importa que haja entre vós heresias, para que os que são sinceros se manifestem entre vós.
20 ଜେଡେବେଲେ ତମେ ମାପ୍ରୁର୍ କାଦି କାଇବାକେ ଗଟେକ୍ ଜାଗାଇ ଜମ୍ଲାସ୍ନି, ସେଟା ସତଇସେ ମାପ୍ରୁର୍ କାଦି ନଏଁ,
20 De sorte que, quando vos ajuntais num lugar, não é para comer a Ceia do Senhor.
21 କାଇକେ ବଇଲେ, ତମର୍ ବାଇମନର୍ପାଇ କାଇଟା ଚାଡାସ୍ ନାଇ । ଏଟାର୍ପାଇ କେତେଲକ୍ ବୁକେ ଉଟିଗାଲାଇନି । ଆରି କେତେଲକ୍ ମାତ୍ଲାସ୍ନି ।
21 Porque, comendo, cada um toma antecipadamente a sua própria ceia; e assim um tem fome, e outro embriaga-se.
22 ତମେ କାଇବାକେ କାଇ ନିଜର୍ ଗର୍ ନାଇ କି ? ତମର୍ ଲାଗି ତମର୍ ଗରିବ୍ ବାଇମନ୍ ଲାଜ୍ ଅଇଗାଲାଇନି । ଆରି ବାକି ବିସ୍ବାସିମନ୍କେ ଇଜତ୍ ଜିକାଇଲାସ୍ନି । ଏ ବିସଇ ଆରି ମୁଇ ତମ୍କେ କାଇଟା ବଲି କଇବି ? ଏନ୍ତାରି ଅ ବଲି କଇବି କି ? ନାଇ, ନ କଇ ।
22 Não tendes, porventura, casas para comer e para beber? Ou desprezais a igreja de Deus e envergonhais os que nada têm? Que vos direi? Louvar-vos-ei? Nisso não vos louvo.
23 କାଇକେବଇଲେ ମାପ୍ରୁର୍ ସିକିଆ ପାଇଲି ଆଚି, ସେଟାସେ ମୁଇ ତମ୍କେ ସିକାଇଆଚି । ଜନ୍ ରାତି ଆମର୍ ମାପ୍ରୁ ଜିସୁ ବିସ୍ବାସେ ବିସ୍ ଦେଲାପାରା ଅଇଲା, ସେ ରୁଟିନେଇ, ପର୍ମେସର୍କେ ଦନିଅବାଦ୍ ଦେଲା ।
23 Porque eu recebi do Senhor o que também vos ensinei: que o Senhor Jesus, na noite em que foi traído, tomou o pão;
24 ଏଟା ତମର୍ ପାଇ ବଲିଅଇରଇବା ମର୍ ଗାଗଡ୍, ମକେ ଏତାଇବାକେ ଏନ୍ତାର୍ କରା ।
24 e, tendo dado graças, o partiu e disse: Tomai, comei; isto é o meu corpo que é partido por vós; fazei isto em memória de mim.
25 ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା “ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।” ଜିସୁ ସିସ୍ମନର୍ସଙ୍ଗ୍ ନିସ୍ତାର୍ ପରବ୍ ମାନ୍ବାଟା|alt="Jesus eating the Passover meal with his disciples" src="lb00320c.tif" size="span" copy="Horace Knowles ©" ref="୧୧:୨୩"
25 Semelhantemente também, depois de cear, tomou o cálice, dizendo: Este cálice é o Novo Testamento no meu sangue; fazei isto, todas as vezes que beberdes, em memória de mim.
26 ଆମର୍ ମାପ୍ରୁ ଜିସୁ ବାଅଡ୍ବାଜାକ, ଜେତ୍କିତର୍ ରୁଟି କାଇସା କି ଏ ମୁତାଇ ଅନି ଡୁକ୍ସା, ତମେ ମାପ୍ରୁର୍ ମରନ୍ ବିସଇର୍ କବର୍ ଜାନାଇସା ।
26 Porque, todas as vezes que comerdes este pão e beberdes este cálice, anunciais a morte do Senhor, até que venha.
27 ଏଟାର୍ ଅରତ୍ ଅଇଲାନି, ଜେ ଜଦି ମାପ୍ରୁକେ ସନ୍ମାନ୍ ନ ଦେଇ, ଏ ରୁଟି କାଇସି କି ମୁତାଇ ଅନି ଡୁକ୍ସି, ସେ ମାପ୍ରୁର୍ ଗାଗଡ୍ ଆରି ବନିର୍ ବିରୁଦେ ପାପ୍ କଲାନି ।
27 Portanto, qualquer que comer este pão ou beber o cálice do Senhor, indignamente, será culpado do corpo e do sangue do Senhor.
28 ସେଟାର୍ପାଇ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି ।
28 Examine-se, pois, o homem a si mesmo, e assim coma deste pão, e beba deste cálice.
29 କାଇକେବଇଲେ ଜଦି ସେ ରୁଟି କାଇଲାବେଲେ ଜେ ମାପ୍ରୁର୍ ଗାଗଡ୍ ଆରି ମୁତାଇଅନି ଡୁକ୍ଲାବେଲେ ସତ୍ବିସଇ ନ ବୁଜତ୍, ସେମନ୍ ନିଜେ ନିଜର୍ ଉପ୍ରେ ପର୍ମେସରର୍ ଡଣ୍ଡ୍ ଡାକି ଆନ୍ଲାଇନି ।
29 Porque o que come e bebe indignamente come e bebe para sua própria condenação, não discernindo o corpo do Senhor.
30 ସେଟାର୍ପାଇ ତମର୍ ବିତ୍ରେ ବେସି ଲକ୍ ଦୁର୍ବଲ୍ ଆଚାସ୍ ଆରି ବିନ୍ ବିନ୍ ଜର୍ ଦାରାଇ ଅଇଆଚାସ୍ ଆରି ମଲାସ୍ନି ମିସା ।
30 Por causa disso, há entre vós muitos fracos e doentes e muitos que dormem.
31 ମାତର୍ ଆମେ ଜଦି ନିଜ୍କେ ପରିକା କର୍ତା ଆଲେ, ପର୍ମେସରର୍ ଡଣ୍ଡ୍ ଆମର୍ ଉପ୍ରେ ନ ଆଇତା ।
31 Porque, se nós nos julgássemos a nós mesmos, não seríamos julgados.
32 ମାତର୍ ଜଗତର୍ ଲକ୍ମନର୍ ପଚର୍ ଡଣ୍ଡ୍ଲଗେ ଅନି ଆମ୍କେ ରକିଆ କର୍ବାକେ ପର୍ମେସର୍ ଆମ୍କେ ବିଚାର୍ କରି ଦେଇସି ।
32 Mas, quando somos julgados, somos repreendidos pelo Senhor, para não sermos condenados com o mundo.
33 ତେବେ ଏ ମର୍ ବାଇବଇନିମନ୍, ତମେ ଆମର୍ ମାପ୍ରୁର୍ କାଦି କାଇବାକେ ରୁଣ୍ଡ୍ଲା ବେଲେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଜାଗା ।
33 Portanto, meus irmãos, quando vos ajuntais para comer, esperai uns pelos outros.
34 ଜଦି କେ ବୁକେ ଆଚେ, ସେ ନିଜର୍ ଗରେ କାଇକରି ଆଇବାର୍ ଆଚେ । ଜେନ୍ତିକି ତମେ ରୁଣ୍ଡ୍ଲାବେଲେ ପର୍ମେସରର୍ ଡଣ୍ଡ୍ ତମର୍ ଉପ୍ରେ ନ ଆସେ । ଆରି ରଇଲା ବିନ୍ ବିନ୍ ବିସଇମନ୍ ମୁଇ ଆଇଲେ, ପଚେ ବୁଜାଇ ଦେବି ।
34 Mas, se algum tiver fome, coma em casa, para que vos não ajunteis para condenação. Quanto às demais coisas, ordená-las-ei quando for ter convosco.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 11, comparar traduções ou montar um estudo — tudo direto pelo WhatsApp.