1 Coríntios 12
ସତିଅର୍ ବାଟ୍ (DSO) vs ACF
1 ମର୍ ବାଇମନ୍, ତମେ ସୁକଲ୍ ଆତ୍ମା ଦେବା ଦାନ୍ ବିସଇର୍ ଜାଇଟା ଲେକିରଇଲାସ୍ ସେଟା ନିକସଙ୍ଗ୍ ବୁଜା ବଲି ମୁଇ କଲିନି ।
1 Acerca dos dons espirituais, não quero, irmãos, que sejais ignorantes.
2 ତମେ ଜିସୁକେ ବିସ୍ବାସ୍ କର୍ବା ଆଗ୍ତୁ ଜିବନ୍ ନ ରଇବା ପୁତ୍ଲାମନ୍କେ ପୁଜାକରି ବାଟ୍ ବାନା ଅଇଜାଇ ରଇଲାସ୍ ।
2 Vós bem sabeis que éreis gentios, levados aos ídolos mudos, conforme éreis guiados.
3 ସେଟାର୍ପାଇ ମୁଇ ଏବେ ତମ୍କେ କଇଲିନି, ଜନ୍ ଲକ୍ ସୁକଲ୍ ଆତ୍ମାର୍ ଚାଲ୍ନା ପାଇଲାଆଚେ, ସେ ଜିସୁକେ ଅବିସାପ୍ ଦେଇ ନାପାରେ । ଆରି ଜନ୍ ଲକ୍ ତାର୍ ଆତ୍ମା ପାଏନାଇ, ସେ ଜିସୁ ପର୍ମେସର୍ ବଲି କଇନାପାରେ ।
3 Portanto, vos quero fazer compreender que ninguém que fala pelo Espírito de Deus diz: Jesus é anátema, e ninguém pode dizer que Jesus é o Senhor, senão pelo Espírito Santo.
4 ସୁକଲ୍ ଆତ୍ମାର୍ ଦାନ୍ ବିନ୍ ବିନ୍ ରକାମ୍, ମାତର୍ ଜନ୍ ଆତ୍ମା ସେଟାମନ୍ ଦେଇସି ସେ ଗଟେକ୍ ସେ ।
4 Ora, há diversidade de dons, mas o Espírito é o mesmo.
5 ସେବା ବିନ୍ ବିନ୍ ରକାମର୍, ମାତର୍ ଜନ୍ ମାପ୍ରୁ ସେବା ପାଇଲାନି, ସେ ଗଟେକ୍ ସେ ।
5 E há diversidade de ministérios, mas o Senhor é o mesmo.
6 କାମ୍ କର୍ବା ବପୁ ବିନ୍ ବିନ୍ ରକାମର୍, ମାତର୍ ପର୍ମେସର୍ ଗଟେକ୍ । ସେ ଆକା ସବୁକେ ବପୁ ଦେଲାନି ।
6 E há diversidade de operações, mas é o mesmo Deus que opera tudo em todos.
7 ମାତର୍ ସବୁ ଲକର୍ ମଙ୍ଗଲ୍ ପୁରାପୁରୁନ୍ ଅଇବାକେ ବିନ୍ ବିନ୍ ଲକର୍ ବିତ୍ରେ ସୁକଲ୍ ଆତ୍ମାର୍ ବପୁ ବିନ୍ ବିନ୍ ଇସାବେ ଜାନାପଡ୍ସି ।
7 Mas a manifestação do Espírito é dada a cada um, para o que for útil.
8 ସୁକଲ୍ ଆତ୍ମା କାକେ କାକେ ବୁଦିର୍ ବାକିଅ କଇବାକେ ଦେଇସି, ଆରି କାକେ କାକେ ଗିଆନର୍ ବାକିଅ ଦେଇସି ।
8 Porque a um pelo Espírito é dada a palavra da sabedoria; e a outro, pelo mesmo Espírito, a palavra da ciência;
9 ସେ ଗଟେକ୍ ସୁକଲ୍ ଆତ୍ମାସେ କାକେ କାକେ ବିସ୍ବାସ୍ ଦେଇସି ଆରି କାକେ କାକେ ନିକ ଅଇବା ବପୁର୍ ଦାନ୍ ଦେଇସି ।
9 E a outro, pelo mesmo Espírito, a fé; e a outro, pelo mesmo Espírito, os dons de curar;
10 କାକେ କାକେ କାବାଅଇଜିବା କାମ୍ କରିପାର୍ବା ବପୁ, କାକେ କାକେ ପର୍ମେସର୍ ଜାନାଇଲା କାତା କଇବା ବପୁ, କେତେ ଲକ୍କେ ଆତ୍ମା ଦେଇରଇବା ଦାନ୍ ଚିନ୍ବା ବପୁ, ଆରି କେତେକ୍ ଲକ୍କେ ସେ ନାଜାନି ରଇବା ବିନ୍ ବିନ୍ ବାସାଇ କାତା କଇବା ବପୁ, ଆରି କେତେକ୍ ଲକ୍କେ ସେ ବାସାର୍ ଅରତ୍ ବୁଜାଇବା ବପୁ ଦେଇରଇସି ।
10 E a outro a operação de maravilhas; e a outro a profecia; e a outro o dom de discernir os espíritos; e a outro a variedade de línguas; e a outro a interpretação das línguas.
11 ମାତର୍ ଏ ସବୁଜାକ ବପୁ ଗଟେକ୍ ଆତ୍ମାସେ କରି ରଇସି । ସେ ନିଜର୍ ମନ୍ କଲା ଇସାବେ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ ବିସଇର୍ ଦାନ୍ ଦେଇରଇସି ।
11 Mas um só e o mesmo Espírito opera todas estas coisas, repartindo particularmente a cada um como quer.
12 ଜେନ୍ତିକି ବିନ୍ ବିନ୍ ବାଗ୍ ମିସିକରି ରଇଲେ ମିସା ଗାଗଡ୍ ଗଟେକ୍ସେ, ସେନ୍ତାରିସେ କିରିସ୍ଟ ଗଟେକ୍ ଗାଗଡ୍ ପାରା । ଜନ୍ତେଇ କି ବିନ୍ ବାଗ୍ ମିସିଆଚତ୍ ।
12 Porque, assim como o corpo é um, e tem muitos membros, e todos os membros, sendo muitos, são um só corpo, assim é Cristo também.
13 କାଇକେବଇଲେ ଆମେ ସବୁ ଜିଉଦି ଅଇଲେ କି ଜିଉଦି ନ ଅଇଲେ ମିସା, ଗତିଦାଙ୍ଗ୍ଡା ଅଇଲେ କି ନିଜର୍ ଇସାବେ ଚଲାଚଲ୍ତି କଲେ ମିସା ପର୍ମେସରର୍ ସେ ସମାନ୍ ଗଟେକ୍ ଆତ୍ମାର୍ ଲାଗି, ଗଟେକ୍ ଗାଗଡ୍ ଅଇବାକେ ଡୁବନ୍ ନେଇଆଚୁ । ଆରି ଏ ସମାନ୍ ସୁକଲ୍ ଆତ୍ମା ପାଇଆଚୁ ।
13 Pois todos nós fomos batizados em um Espírito, formando um corpo, quer judeus, quer gregos, quer servos, quer livres, e todos temos bebido de um Espírito.
14 ଆମର୍ ଗାଗଡ୍ ବିସଇ ଆରି ଗଟେକ୍ତର୍ ଚିନ୍ତା କରିଦେକୁ । ସେଟାକେ ଗଟେକ୍ ବାଗ୍ ନାଇ ମାତର୍ ବେସି ବାଗ୍ ଆଚେ ।
14 Porque também o corpo não é um só membro, mas muitos.
15 ଜଦି ପାଦ୍, “ମୁଇ ଆତ୍ ନଇ, ମୁଇ ଗାଗଡର୍ ନଇ ।” ବଲିକରି କଇଲେ ମିସା ପାଦ୍ ଗାଗ୍ଡର୍ ସେ ।
15 Se o pé disser: Porque não sou mão, não sou do corpo; não será por isso do corpo?
16 ସେନ୍ତିସେ କାନ୍ ଜଦି, ମୁଇ ଆଁକି ନଇ, ମୁଇ ଗାଗଡେ ମିସ୍ବାଟା ନଇ ସେନ୍ତି କଇଲେ ମିସା ଆଁକି ଗାଗଡର୍ଟାସେ ।
16 E se a orelha disser: Porque não sou olho não sou do corpo; não será por isso do corpo?
17 ସବୁ ଗାଗଡ୍ ଜଦି ଗଟେକ୍ ଆଁକିସେ ରଇଲେ, ତେବେ ସୁନ୍ବାଟା କନ୍ତି ରଇତା ? ସବୁ ଗାଗଡ୍ ଜଦି ଗଟେକ୍ କାନ୍ସେ ଅଇତା, ତେବେ ସୁଙ୍ଗ୍ବାଟା କନ୍ତି ରଇତା ?
17 Se todo o corpo fosse olho, onde estaria o ouvido? Se todo fosse ouvido, onde estaria o olfato?
18 ମାତର୍ ଗାଗଡ୍ ସେନ୍ତାରି ନଏଁ । କାଇକେବଇଲେ ପର୍ମେସର୍ ତାର୍ ନିଜର୍ ମନ୍ କଲା ଇସାବେ ଗାଗଡର୍ ସବୁ ବାଗ୍, ସମାନ୍ ଜାଗାଇ ସାଜାଡି ସଙ୍ଗଇଆଚେ ।
18 Mas agora Deus colocou os membros no corpo, cada um deles como quis.
19 ଆରି ଗାଗଡ୍କେ ଜଦି ଗଟେକ୍ସେ ବାଗ୍ ରଇତା, ତେବେ ଗାଗଡ୍ ବଲି କେନ୍ତି ବଲାଇ ଅଇତା ?
19 E, se todos fossem um só membro, onde estaria o corpo?
20 ମାତର୍ ସତ୍ ବିସଇ ଅଇଲାନି ବେସି ବାଗ୍ ରଇଲେ ମିସା ଗାଗଡ୍ ଗଟେକ୍ସେ ।
20 Assim, pois, há muitos membros, mas um corpo.
21 ତର୍ ଟାନେ ମର୍ କାଇ ଲଡା ନାଇ, ବଲି ଆଁକି ଆତ୍କେ କଇନାପାରେ କି, ମୁଣ୍ଡ୍ ପାଦ୍କେ କଇ ନାପାରେ ।
21 E o olho não pode dizer à mão: Não tenho necessidade de ti; nem ainda a cabeça aos pés: Não tenho necessidade de vós.
22 କାଇକେବଇଲେ ଜନ୍ ଗାଗଡର୍ ବାଗ୍ ବିନ୍ଟାମନର୍ ତେଇଅନି ଦୁର୍ବଲ୍ ଆଚେ ବଲି ଆମେ ବାବ୍ଲୁନି, ସେଟାମନ୍ସେ ଆମ୍କେ ବେସି ଲଡାକେ ଆଇସି ।
22 Antes, os membros do corpo que parecem ser os mais fracos são necessários;
23 ଆରି ଜନ୍ ଗାଗଡର୍ ବାଗ୍ ବେସି ମୁକିଅ ନାଇ, ଆରି ସୁନ୍ଦର୍ ନ ଡିସେ, ସେଟାମନ୍ସେ ଆମେ ନିକସଙ୍ଗ୍ ଜତନ୍ କରି ଡାବ୍ଲୁନି ।
23 E os que reputamos serem menos honrosos no corpo, a esses honramos muito mais; e aos que em nós são menos decorosos damos muito mais honra.
24 ଆରି ଜନ୍ ବାଗ୍ ବାଇରେ ଅନି ସୁନ୍ଦର୍ ଡିସ୍ସି, ସେଟାମନ୍ ସେନ୍ତାରି ଜତନ୍ କର୍ବା ଦର୍କାର୍ ନାଇ । ପର୍ମେସର୍ ଆମର୍ ଗାଗଡର୍ ବାଗ୍ମନ୍କେ କାଇକେ ଏନ୍ତି ସାଜାଇଲା ବଇଲେ, ଜନ୍ଟାକି ବେସି ମୁକିଅ ନାଇ ବଲି ଆମେ ବାବ୍ଲୁନି, ସେଟାମନ୍କେ ଆମେ ନିକସଙ୍ଗ୍ ଜତନ୍ କରି ସନ୍ମାନ୍ ଦେବୁ ।
24 Porque os que em nós são mais nobres não têm necessidade disso, mas Deus assim formou o corpo, dando muito mais honra ao que tinha falta dela;
25 ଜେନ୍ତାରି କି ଗାଗଡର୍ ବାଗ୍ ସବୁ ଗଟେକ୍ ବାଗ୍ ଆରି ଗଟେକ୍ ବାଗ୍କେ ବିରଦ୍ ନ କରେ, ମାତର୍ ତାକର୍ ତାକର୍ ବିତ୍ରେ ସାଇଜ ଅଇବାଇ । ତେବେ ଗାଗଡର୍ ଗଟେକ୍ ବାଗ୍କେ ଦୁକା ଅଇଲେ, ସେଟା ସବୁର୍ପାଇ ଦୁକା ।
25 Para que não haja divisão no corpo, mas antes tenham os membros igual cuidado uns dos outros.
26 ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
26 De maneira que, se um membro padece, todos os membros padecem com ele; e, se um membro é honrado, todos os membros se regozijam com ele.
27 ଆମେ ଜେତ୍କି ଲକ୍ ବିସ୍ବାସି, କିରିସ୍ଟର୍ ଗାଗଡ୍ ସଙ୍ଗ୍ ସମାନ୍ କରିଅଇସି । ଆରି ତେଇ ଆମେ ଗଟେକ୍ ଗଟେକ୍ ବାଗ୍ ।
27 Ora, vós sois o corpo de Cristo, e seus membros em particular.
28 କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
28 E a uns pôs Deus na igreja, primeiramente apóstolos, em segundo lugar profetas, em terceiro doutores, depois milagres, depois dons de curar, socorros, governos, variedades de línguas.
29 ସେମନ୍ ସବୁଲକ୍ ପେରିତ୍ ନଅତ୍ କି ବବିସତ୍ବକ୍ତା କି ସିକାଉମନ୍ ନଅତ୍ । ସବୁଲକ୍କେ କାବା ଅଇଜିବା କାମ୍ କର୍ବା ବପୁ ନାଇ ।
29 Porventura são todos apóstolos? são todos profetas? são todos doutores? são todos operadores de milagres?
30 କି ନିକ କର୍ବା ବପୁ କି ନାଜାନ୍ବା କାତାଇ କଇବା ବପୁ, କି ଜନ୍ଟା କଇଲାଟା ବୁଜାଇବା ବପୁ ନାଇ ।
30 Têm todos o dom de curar? falam todos diversas línguas? interpretam todos?
31 ତେବେ ଅଦିକ୍ ମୁକିଅ ରଇବା ବପୁ ପାଇବାକେ ଆମେ ମନ୍ କର୍ବାର୍ ଆଚେ । ସବୁର୍ଟାନେ ଅନି ମୁକିଅ ବପୁର୍ ବିସଇ ମୁଇ ତମ୍କେ ଜାନାଇବି ।
31 Portanto, procurai com zelo os melhores dons; e eu vos mostrarei um caminho mais excelente.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 12, comparar traduções ou montar um estudo — tudo direto pelo WhatsApp.