1 Coríntios 13
ସତିଅର୍ ବାଟ୍ (DSO) vs NVT
1 ଜଦି ମୁଇ ଲକ୍ମନର୍ ବାସାଇ କି ସରଗର୍ ଦୁତ୍ମନର୍ ବାସାଇ କାତା ଅଇବି । ମର୍ ବାଇମନ୍କେ ମୁଇ ଆଲାଦ୍ ନ କରି ବଇଲେ, ମର୍ କାତା ଚୁଚାଇସେ, ଜେନ୍ତିକି ଗଟେକ୍ ସବଦ୍ ଅଇକରି ବାଜ୍ବା ଗଁଟା ପାରା ।
1 Se eu falasse as línguas dos homens e dos anjos, mas não tivesse amor, seria como um sino que ressoa ou um címbalo que retine.
2 ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
2 Se eu tivesse o dom de profecias, se entendesse todos os mistérios de Deus e tivesse todo o conhecimento, e se tivesse uma fé que me permitisse mover montanhas, mas não tivesse amor, eu nada seria.
3 ଜଦି ମୁଇ ମର୍ ସବୁ ଦନ୍ ସଁପତି ଅର୍କିତ୍ ଲକ୍ମନ୍କେ ଦେଇରଇଲେ ମିସା, ଆରି କିରିସ୍ଟର୍ପାଇ ମର୍ ଗାଗଡ୍ ପଡାଇବାକେ ସର୍ପି ଦେଲେ ମିସା ମର୍ ଆଲାଦ୍ ନାଇ ବଇଲେ, ମର୍ପାଇ କାଇ ଲାବ୍ ନାଇ ।
3 Se desse tudo que tenho aos pobres e até entregasse meu corpo para ser queimado, e não tivesse amor, de nada me adiantaria.
4 ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ ।
4 O amor é paciente e bondoso. O amor não é ciumento, nem presunçoso. Não é orgulhoso,
5 ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ ।
5 nem grosseiro. Não exige que as coisas sejam à sua maneira. Não é irritável, nem rancoroso.
6 ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ ।
6 Não se alegra com a injustiça, mas sim com a verdade.
7 ସବୁ ବିସ୍ବାସ୍ କର୍ବୁ, ସବୁଟା ଆସାକର୍ବୁ, ସବୁବିସଇ ମୁରଚ୍ବାଟା ନ ଚାଡୁ ।
7 O amor nunca desiste, nunca perde a fé, sempre tem esperança e sempre se mantém firme.
8 ଆଲାଦ୍ କରାକରି ଅଇବାଟାର୍ ସେସ୍ ନାଇ । ପର୍ମେସରର୍ ବାକିଅ କଇବା ବପୁ, ଆରି ନାଜାନ୍ବା ବାସା କଇବା ବପୁ, ସବୁ ସାରିଜାଇସି । ସେନ୍ତାରିସେ ଆମ୍କେ ଗିଆନ୍ ରଇଲେ ମିସା ସେଟା ଆଜିଜାଇସି ।
8 Um dia, profecia, línguas e conhecimento desaparecerão e cessarão, mas o amor durará para sempre.
9 ମାତର୍ ଆମର୍ ଗିଆନ୍ ଏବେ ଜାକ ପୁରାପୁରୁନ୍ ଅଏ ନାଇତା । ଆରି ପର୍ମେସରର୍ ବାକିଅ କଇବାଟା ମିସା ଏବେ ଜାକ ପୁରାପୁରୁନ୍ ଅଏ ନାଇତା ।
9 Agora nosso conhecimento é parcial e incompleto, e até mesmo o dom da profecia revela apenas uma parte do todo.
10 ମାତର୍ ଜେଡେବେଲେ ଗଟେକ୍ ଦିନ୍ ଆଇସି, ଆମେ ସବୁ ନିକକରି ଜାନ୍ବୁ । ସେ ଦିନ୍ମନ୍କେ ଲକ୍ମନ୍ ସଙ୍ଗର୍ ବିସ୍ବାସିମନ୍କେ ସିକାଇବାକେ ଦର୍କାର୍ ନ ପଡେ ।
10 Mas, quando vier o que é perfeito, essas coisas imperfeitas desaparecerão.
11 ମୁଇ ଜେଡେବେଲେ ପିଲା ରଇଲି, ପିଲାମନ୍ କଇଲାପାରା କାତା ଅଇଲି ଆରି ପିଲାମନ୍ ଚିନ୍ତା କଲାପାରା ଚିନ୍ତା କର୍ତେରଇଲି ଆରି ସେମନ୍ ବାବ୍ଲା ପାରା ବାବ୍ତେରଇଲି । ମାତର୍ ମୁଇ ଏବେ ବୟସେ ବଡ୍ ଅଇଗାଲିଜେ ପିଲାମନର୍ ପାରା ଚଲାଚଲ୍ତି କର୍ବାଟା ଚାଡିଦେଲି ।
11 Quando eu era criança, falava, pensava e raciocinava como criança. Mas, quando me tornei homem, deixei para trás as coisas de criança.
12 ମାତର୍ ଜନ୍ଟା ଆମେ ଏବେ ଦେକ୍ଲୁନି, ସେଟା ଦର୍ପନେ ଦେକ୍ଲାପାରା ସେତେକ୍ ନିକ ଡିସେ ନାଇ । ମାତର୍ ଗଟେକ୍ ଦିନ୍ ଆଇସି, ଜେବେ କିରିସ୍ଟକେ ଆମର୍ ମୁଆଟେ ଦେକ୍ବୁ । ସେ ବେଲେ ଆମେ ନିକସଙ୍ଗ୍ ଜାନ୍ବୁ । ଏବେ ଆମେ ଉନା ବିସଇ ଜାନ୍ଲୁନି, ମାତର୍ ସେ ଦିନ୍ମନ୍କେ ଆମେ ପୁରାପୁରୁନ୍ ବାବେ ଜାନ୍ବୁ । ଜେନ୍ତାର୍ କି ପର୍ମେସର୍ ଆମ୍କେ ପୁରାପୁରୁନ୍ ବାବେ ଜାନେ ।
12 Agora vemos de modo imperfeito, como um reflexo no espelho, mas então veremos tudo face a face. Tudo que sei agora é parcial e incompleto, mas conhecerei tudo plenamente, assim como Deus já me conhece plenamente.
13 ସାରାସାରି ତିନ୍ଟା ବିସଇ ଆଚେ, ପର୍ମେସର୍ ଟାନେ ବିସ୍ବାସ୍ କର୍ବାଟା, ସେ କାତା କଇଲାଟା ଆସା କର୍ବାଟା, ଆରି ବାଇମନର୍ ପାଇ ରଇବା ଆମର୍ ଆଲାଦ୍ । ଏ ତିନ୍ଟା ବିତ୍ରେଅନି ବାଇମନ୍କେ ଆଲାଦ୍ କର୍ବାଟା ସବୁର୍ଟାନେଅନି ମୁକିଅ ବିସଇ ।
13 Três coisas, na verdade, permanecerão: a fé, a esperança e o amor, e a maior delas é o amor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 13, comparar traduções ou montar um estudo — tudo direto pelo WhatsApp.