1 Coríntios 15
ସତିଅର୍ ବାଟ୍ (DSO) vs NVT
1 ଏ ବାଇବଇନିମନ୍, ମୁଇ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇରଇଲି ସେଟା ତମ୍କେ ଏତାଇଦେବି ବଲି ମନ୍ କଲିନି । ସେଟା ତମେ ମାନି ରଇଲାସ୍ ଆରି ତେଇସେ ତମର୍ ବିସ୍ବାସ୍ ଡାଁଟ୍ ଆଚେ ।
1 Agora, irmãos, quero lembrá-los das boas-novas que lhes anunciei anteriormente. Vocês as receberam e nelas permanecem firmes.
2 ଜଦି ଏ ସୁସମାଚାର୍ ତମେ ଡାଟ୍ ସଙ୍ଗ୍ ଦାରିରଇସା, ତେବେ ଉଦାର୍ ପାଇସା, ନଇଲେ ତମେ ବେକାର୍ ବିସ୍ବାସି ଅଇ ଆଚାସ୍ ।
2 São essas boas-novas que os salvam, se continuarem a crer na mensagem como lhes anunciei; do contrário, sua fé é inútil.
3 କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା ।
3 Eu lhes transmiti o que era mais importante e o que também me foi transmitido: Cristo morreu por nossos pecados, como dizem as Escrituras.
4 ତାକେ ତପିରଇଲାଇଜେ, ସାସ୍ତର୍ ଇସାବେ ତିନ୍ଦିନ୍ ନ ଅଇତେ ତାକେ ପର୍ମେସର୍ ଜିବନ୍ କରି ଉଟାଇଲା ।
4 Ele foi sepultado e ressuscitou no terceiro dia, como dizem as Escrituras.
5 ସେ ପିତର୍ ଆରି ତାର୍ ବାର୍ଟା ପେରିତ୍ ସିସ୍ମନ୍କେ ଦର୍ସନ୍ଦେଲା ।
5 Apareceu a Pedro e, mais tarde, aos Doze.
6 ତାର୍ ପଚେ ତର୍ ସଙ୍ଗ୍ ଜାଇତେରଇବା ଏକାତର୍ ପାଁଚ୍ସଅ ଲଗେଅନି ଅଦିକ୍ ବାଇମନ୍କେ ଦର୍ସନ୍ ଦେଲା । ସେମନର୍ ବିତ୍ରେ ଅନି କେତେଲକ୍ ମରିଗାଲାଇ ଆରି ବେସି ଲକ୍ ଆଜିକେ ଜାକ ଜିବନ୍ ଆଚତ୍ ।
6 Depois disso, apareceu a mais de quinhentos irmãos de uma só vez, a maioria dos quais ainda está viva, embora alguns já tenham adormecido.
7 ତାର୍ପଚେ ସେ ଜାକୁବ୍କେ ଆରି ସବୁ ପେରିତ୍ମନ୍କେ ଦର୍ସନ୍ ଦେଲା ।
7 Mais tarde, apareceu a Tiago e, posteriormente, a todos os apóstolos.
8 ସେ ଦର୍ସନ୍ ଦେଲା ଲକ୍ମନର୍ ବିତ୍ରେ ସାରାସାରି ମୁଇ ରଇଲି । ସବୁର୍ ପଚେ, ଦିନ୍ ନ କେଟ୍ତେ, ଜନମ୍ ଅଇଲା ପିଲା ପାରା ମକେ ମିସା ଦର୍ସନ୍ ଦେଲା ।
8 Por último, apareceu também a mim, como se eu tivesse nascido fora de tempo.
9 ସବୁ ପେରିତ୍ ସିସ୍ମନର୍ ବିତ୍ରେ ଅନି ମୁଇସେ ସାନ୍ । ପେରିତ୍ ବଲି ଡାକାଇ ଅଇବାକେ ମର୍ ଅଦିକାର୍ ନାଇ । କାଇକେବଇଲେ ପର୍ମେସରର୍ ମଣ୍ଡ୍ଲିର୍ ବିସ୍ବାସିମନ୍କେ ମୁଇ କସ୍ଟ ଦେଇତେ ରଇଲି ।
9 Pois sou o mais insignificante dos apóstolos. Aliás, nem sou digno de ser chamado apóstolo, pois persegui a igreja de Deus.
10 ଅଇଲେ ମିସା, ପର୍ମେସରର୍ ଜିବନ୍ ଦୁକାଇଲାଟାନେଅନି ମୁଇ ଏବେ ଏନ୍ତାରି ଆଚି । ତାର୍ ଜିବନ୍ ଦୁକାଇଲାଟା ମକେ ଦାରି ଆଚେ ବଲି ଜାନା ପଡ୍ଲାନି । କାଇକେବଇଲେ ମର୍ ସଙ୍ଗର୍ ପେରିତ୍ ମନର୍ଟାନେଅନି ମୁଇ ଅଦିକ୍ କାମ୍ କରିଆଚି । ମାତର୍ ସେଟା ମର୍ ନିଜର୍ ବପୁସଙ୍ଗ୍ ନାଇ, ପର୍ମେସର୍ ଜିବନ୍ ଦୁକାଇ ମକେ ସାଇଜ କଲା ।
10 O que agora sou, porém, deve-se inteiramente à graça que Deus derramou sobre mim, e que não foi inútil. Trabalhei com mais dedicação que qualquer outro apóstolo e, no entanto, não fui eu, mas Deus que, em sua graça, operou por meu intermédio.
11 ଅଇଲେ ମିସା ମୁଇ ସୁବ୍କବର୍ ଜାନାଇଲେ କି ସେମନ୍ ଜାନାଇଲେ ମିସା କିଚି ବିନ୍ ନାଇ । କାଇକେବଇଲେ ଆମେ ସବୁ ଜାନାଇବାଟା ଗଟେକ୍ ବିସଇସେ । ସେଟା ତମେ ବିସ୍ବାସ୍ କରିଆଚାସ୍ ।
11 Logo, não faz diferença se eu prego ou se eles pregam, pois todos nós anunciamos a mesma mensagem na qual vocês já creram.
12 ଜଦି କିରିସ୍ଟକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଆଚେ ବଲି ଆମେ ସିକାଇଲୁନି, ତେବେ କାଇକେ ତମର୍ ବିତ୍ରେ କେତେଲକ୍, ମଲା ଲକ୍ମନର୍, ଆରି ତରେକ୍ ଜିବନ୍ ଅଇବାଟା ନଏଁ, ବଲି କଇଲାସ୍ନି ?
12 Pois bem, se proclamamos que Cristo ressuscitou dos mortos, por que alguns de vocês afirmam não haver ressurreição dos mortos?
13 ମଲା ଲକ୍ମନ୍ ଆରିତରେକ୍ ଜିବନ୍ ନ ଅଇବାଟା ଜଦି ସତ୍, ତେବେ କିରିସ୍ଟକେ ମିସା ଜିବନ୍ କରାଇ ଉଟାଏ ନାଇ ।
13 Pois, se não existe ressurreição dos mortos, Cristo não ressuscitou.
14 ଆରି, ଜଦି କିରିସ୍ଟକେ ମଲାତେଇ ଅନି ଉଟାଏ ନାଇ, ତେବେ ଆମେ ଜାନାଇବାଟା ଚୁଚାଇସେ, ତମେ ବିସ୍ବାସ୍ କର୍ବାଟା ମିସା ଚୁଚାଇସେ ।
14 E, se Cristo não ressuscitou, nossa pregação é inútil, e a fé que vocês têm também é inútil.
15 ସେତ୍କିସେ ନଏଁ, ଆମେ ପର୍ମେସରର୍ ବିସଇର୍ ମିଚ୍ ସାକି ଦେଇତେରଇଲୁ ବଲି ଜାନାପଡ୍ସି । କାଇକେବଇଲେ ଆମେ କିରିସ୍ଟକେ ଜିବନ୍ କରାଇ ଉଟାଇ ଆଚେ ବଲି କଇରଇଲୁ । ମାତର୍ ମଲାଲକ୍ ଜିବନ୍ ଅଇ ନ ଉଟତ୍, ସେଟା ଜଦି ସତ୍, ସେନ୍ତାର୍ଆଲେ ପର୍ମେସର୍ କିରିସ୍ଟକେ ଜିବନ୍ କରାଇ ଉଟାଏ ନାଇ ।
15 Então estamos todos mentindo a respeito de Deus, pois afirmamos que ele ressuscitou a Cristo. Mas, se não existe ressurreição dos mortos, isso não pode ser verdade.
16 ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ, କିରିସ୍ଟକେ ମିସା ଉଟାଏ ନାଇ ।
16 E, se não existe ressurreição dos mortos, então Cristo também não ressuscitou.
17 ଜଦି କିରିସ୍ଟକେ ଉଟାଏ ନାଇ, ତେବେ ତମର୍ ବିସ୍ବାସ୍ କର୍ବାଟା ଚୁଚାଇସେ । ଆରି ତମେ ଏବେ ଜାକ ନିଜର୍ ନିଜର୍ ପାପେ ଆଚାସ୍ ।
17 E, se Cristo não ressuscitou, a fé que vocês têm é inútil, e vocês ainda estão em seus pecados.
18 ସେନ୍ତାରିସେ ଜନ୍ ଲକ୍ କିରିସ୍ଟକେ ବିସ୍ବାସ୍ କରି ମରିଗାଲାଇ ଆଚତ୍, ସେମନ୍ ରକିଆ ଅଅତ୍ ନାଇ, ମାତର୍ ନସ୍ଟ ଅଇଆଚତ୍ ।
18 Nesse caso, todos que adormeceram crendo em Cristo estão perdidos!
19 ଜଦି କିରିସ୍ଟର୍ ଟାନେ ଆମର୍ ଆସା କରିରଇବାଟା ଏ ଜଗତର୍ ଜିବନ୍ ସଙ୍ଗ୍ ସାର୍ସି, ତେବେ ସବୁଲକର୍ ତେଇଅନି ଆମର୍ କେଡେକ୍ କାକୁର୍ତିର୍ କରମ୍ ।
19 Se nossa esperança em Cristo vale apenas para esta vida, somos os mais dignos de pena em todo o mundo.
20 ମାତର୍ କିରିସ୍ଟକେ ମଲାତେଇଅନି ଉଟାଇଆଚେ, ଏଟା ଅଇଲାନି ସତ୍ ଆରି ଏନ୍ତାରିସେ ସବୁ ମଲା ଲକ୍ମନ୍କେ ପର୍ମେସର୍ ଜିବନ୍ କରି ଉଟାଇସି, ଏଟା ଆମେ ଜାନୁ ।
20 Mas Cristo de fato ressuscitou dos mortos. Ele é o primeiro fruto da colheita de todos que adormeceram.
21 କାଇକେବଇଲେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍ ମର୍ବାର୍ଆଚେ । ସେନ୍ତାରିସେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍କେ ମଲାତେଇଅନି ଉଟାଅଇସି ।
21 Uma vez que a morte entrou no mundo por meio de um único homem, agora a ressurreição dos mortos começou por meio de um só homem.
22 ଜେନ୍ତି ଆଦମର୍ ବଁସେଅନି ଆଇଲା ଲକ୍ମନ୍ ମର୍ବାଇ, ସେନ୍ତାରିସେ କିରିସ୍ଟର୍ତେଇ ରଇଲା ସବୁଲକ୍ ଜିବନ୍ ଅଇ ଉଟ୍ବାଇ ।
22 Assim como todos morremos em Adão, todos que são de Cristo receberão nova vida.
23 ମାତର୍ ଗଟେକ୍ ଗଟେକ୍ ଲକ୍ ଆଗାପଚା ଇସାବେ ଉଟ୍ବାଇ । ପର୍ତୁମ୍ କିରିସ୍ଟ ତାର୍ପଚେ ସେ ଆଇବା ଦିନେ ଜେତ୍କି ଲକ୍ ସବୁ ତାର୍ଲଗେ ରଇଲାଇ ।
23 Mas essa ressurreição tem uma sequência: Cristo ressuscitou como o primeiro fruto da colheita, e depois todos que são de Cristo ressuscitarão quando ele voltar.
24 ତାର୍ପଚେ ଜୁଗର୍ ସାରାସାରି ଦିନ୍ କେଟ୍ସି । ସେଡ୍କିବେଲେ ସବୁ ସାସନ୍କାରିଆମନ୍କେ, ଅଦିକାର୍ ଆରି ବପୁ ରଇଲା ଲକ୍ମନ୍କେ ସେ ଆରାଇସି ଆରି ବାବା ପର୍ମେସର୍କେ ସେ ରାଇଜ୍ ସର୍ପି ଦେଇସି ।
24 Então virá o fim, quando ele entregará o reino a Deus, o Pai, depois de ter destruído todos os governantes e autoridades e todo poder.
25 କାଇକେବଇଲେ ପର୍ମେସର୍ ତାର୍ ସବୁ ସତ୍ରୁମନ୍କେ ଆରାଇ, ତାର୍ ପାଦ୍ତଲେ ଆନ୍ବାଜାକ କିରିସ୍ଟ ସାସନ୍ କର୍ବାର୍ ଆଚେ ।
25 Pois é necessário que Cristo reine até que tenha colocado todos os seus inimigos debaixo de seus pés.
26 ସାରାସାରି ପଚେ ସତ୍ରୁମନ୍ ମିସା ଆରିଜିବାଇ ।
26 E o último inimigo a ser destruído é a morte.
27 ଜେନ୍ତି କି ସାସ୍ତରେ ଲେକା ଅଇଲାଆଚେ, ପର୍ମେସର୍ ସବୁ ବିସଇ ତାର୍ ପାଦ୍ତଲେ ସଙ୍ଗଇଆଚେ । ସବୁ ବିସଇ ବଲି, କଇବା ବେଲେ ତାର୍ ଅରତ୍ ଅଇଲାନି, ପର୍ମେସର୍କେ ଚାଡି ସବୁ ବିସଇ । ସେ ଆକା ସବୁ ବିସଇ କିରିସ୍ଟର୍ ତଲିଆ କରି ସଙ୍ଗଇଆଚେ ।
27 Pois as Escrituras dizem: “Deus pôs todas as coisas sob a autoridade dele”. Claro que, quando se diz que “todas as coisas estão sob a autoridade dele”, isso não inclui aquele que conferiu essa autoridade a Cristo.
28 ସବୁ ବିସଇ କିରିସଟର୍ ତଲେ ସଙ୍ଗଇଲା ପଚେ, ନିଜେ କିରିସ୍ଟ ଜେ କି ପଅ, ସେ ପର୍ମେସରର୍ ତଲିଆ ଅଇ ରଇସି । ସବୁ ବିସଇ ପର୍ମେସର୍ ତାର୍ ତଲିଆ କରି ସଙ୍ଗଇଆଚେ ଆରି ପର୍ମେସର୍ ପୁରାପୁରୁନ୍ ସବୁର୍ ଉପ୍ରେ ସାସନ୍ କର୍ସି ।
28 Então, quando todas as coisas estiverem sob a autoridade do Filho, ele se colocará sob a autoridade de Deus, para que Deus, que deu a seu Filho autoridade sobre todas as coisas, seja absolutamente supremo sobre todas as coisas em toda parte.
29 ମଲାଲକ୍କେ ଆରିତରେକ୍ ନ ଉଟାଏ, ଜଦି ଏଟା କେନ୍ତାର୍ ଜେ ମଲା ଲକ୍ମନର୍ ପାଇ ତାର୍ ମଇତର୍ମନ୍ ଡୁବନ୍ ନେଲାଇନି ? ତେବେ ସେମନ୍କେ କାଇଟା ମିଲ୍ସି ? ଜଦି ମଲାଲକ୍ମନ୍କେ ନ ଉଟାଅତ୍, ସେନ୍ତାର୍ ଆଲେ କାଇକେ ଏମନ୍ ମଲା ଲକ୍ମନର୍ପାଇ ଡୁବନ୍ ନେଲାଇନି ?
29 E o que dizer dos que se batizam em favor dos mortos? Se os mortos não ressuscitam, como dizem eles, por que se batizam em favor dos que já morreram?
30 ଆରି ଆମେ ମିସା କାଇକେ ସବୁ ବେଲେ ଆମର୍ ଜିବନ୍ ବିପଦେ ପାକାଇତେ ରଇବୁ ?
30 E nós, por que arriscamos a vida o tempo todo?
31 ଏ ମର୍ ବାଇବଇନିମନ୍ ଦିନ୍କେ ଦିନ୍, ଲକ୍ମନ୍ ମକେ ମରାଇବାକେ ଚେସ୍ଟା କଲାଇନି । ମୁଇ ଏଟା କାଇକେ କଇଲିନି ବଇଲେ, ତମର୍ଟାନେ ମର୍ ଜନ୍ ବଡ୍ପନ୍ ଆଚେ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଟାନେ ଆମର୍ ଜିବନ୍ ମିସିରଇଲାଜେ ମୁଇ କଇଲିନି ।
31 Pois eu afirmo, irmãos, que enfrento a morte diariamente, assim como afirmo meu orgulho daquilo que Cristo Jesus, nosso Senhor, fez em vocês.
32 ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
32 E, se não haverá ressurreição dos mortos, de que me adiantou ter lutado contra feras, isto é, aquela gente de Éfeso? Se não há ressurreição, “comamos e bebamos, porque amanhã morreremos!”.
33 ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
33 Não se deixem enganar pelos que dizem essas coisas, pois “as más companhias corrompem o bom caráter”.
34 ଟିକ୍ସଙ୍ଗ୍ ଚିନ୍ତା କରା । ତମର୍ ପାପର୍ ଚଲାଚଲ୍ତି କର୍ବାଟା ଚାଡିଦିଆସ୍ । କାଇକେବଇଲେ ପର୍ମେସର୍କେ ନାଜାନ୍ଲା କେତେକ୍ ଲକ୍ ତମର୍ ବିତ୍ରେ ଆଚତ୍ । ଏଟା ମୁଇ ତମ୍କେ ଲାଜ୍ କରାଇବାକେ କଇଲିନି ।
34 Pensem bem sobre o que é certo e parem de pecar. Pois, para sua vergonha, eu lhes digo que alguns de vocês não têm o menor conhecimento de Deus.
35 କେତେଲକ୍ ପାଚାର୍ବାଇ, “ମଲା ଲକ୍ମନ୍କେ କେ ଜିବନ୍ ଦେଇ ଉଟାଇସି ? ଆରି ସେମନର୍ ଗାଗଡ୍ କେନ୍ତାର୍ ରଇସି ?” ଜେ ଏନ୍ତାରି ପର୍ସନ୍ ପାଚାର୍ସି, ସେ ବକୁଆଟା ।
35 Alguém pode perguntar: “Como os mortos ressuscitarão? Que tipo de corpo terão?”.
36 ତମେ ଜାନାସ୍ । ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ମୁଞ୍ଜିର୍ ଉପ୍ରର୍ ଚପା କୁଇଜାଇସି, ମାତର୍ ବିତ୍ରର୍ଟା ଆଁକର୍ସି ।
36 Que perguntas tolas! A semente só cresce e se transforma em planta depois que morre.
37 ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ସେଟା ଦାନ୍ ଅ, କି ଆରି କାଇ ମୁଞ୍ଜି ଅ, ମୁଞ୍ଜିସେ ରପି ଅଇସି । ପଚେ ବଡିରଇବା ବୁଟା ନ ରପତ୍ ।
37 E aquilo que se coloca no solo não é a planta que crescerá, mas apenas uma semente de trigo ou de alguma outra planta.
38 ପର୍ମେସର୍ ନିଜର୍ ମନ୍ କଲା ଇସାବେ ମୁଞ୍ଜିତେଇଅନି ଆଁକ୍ରି ଗଚ୍ ଅ, ବଲି ଟିକ୍ କଲା । ଆରି ସେ ବିନ୍ ବିନ୍ ରକାମର୍ ମୁଞ୍ଜି ବଡ୍ବାକେ ଦେଲା, ଜେନ୍ତିକି ଗଟେକ୍ ଗଟେକ୍କେ ତାର୍ ଗାଗଡର୍ ରୁପ୍ ବାଦ୍ଲାଇସି ।
38 Então Deus lhe dá o novo corpo como ele quer. Um tipo diferente de planta cresce de cada tipo de semente.
39 ଜିବନ୍ ରଇବା ସବୁ ଗାଗଡ୍ ସମାନ୍ ନଏଁ । ଲକ୍ମନ୍କେ ଗଟେକ୍ ରକାମ୍ ଗାଗଡ୍, ପସୁ ଚଡଇ ଆରି ମାଚ୍ମନ୍କେ ବିନ୍ ବିନ୍ ରକାମ୍ ଗାଗଡ୍ ଆଚେ ।
39 Da mesma forma, há tipos diferentes de carne: um tipo para os seres humanos, outro para os animais, outro para as aves e outro para os peixes.
40 ସେନ୍ତିସେ ସର୍ଗେ ରଇବାଟାମନ୍ ଆରି ଦର୍ତନି ରଇବାଟାମନ୍ ଆଚତ୍ । ଜେନ୍ତିକି ସର୍ଗେ ରଇବାଟାମନର୍ ସୁନ୍ଦର୍ ଗଟେକ୍ ରକାମ୍, ଦର୍ତନି ରଇବାଟାମନର୍ ବିନ୍ ବିନ୍ ରକାମ୍ ।
40 Também há corpos celestes e corpos terrestres. A glória dos corpos celestes é diferente da glória dos corpos terrestres.
41 ବେଲ୍ ତାର୍ ନିଜର୍ ଇସାବେ ସୁନ୍ଦର୍ ଆଚେ । ସେନ୍ତାରିସେ ଜନ୍ ତାରାମନ୍ ମିସା ନିଜର୍ ନିଜର୍ ଇସାବେ ସୁନ୍ଦର୍ ଆଚତ୍ ।
41 O sol tem um tipo de glória, enquanto a lua e as estrelas têm outro. E até mesmo as estrelas diferem em glória umas das outras.
42 ସେନ୍ତାରିସେ ଆମର୍ ଗାଗଡ୍ ଆରି ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ଦୁଇଟାଜାକ ବିନ୍ ଆଚେ । କାଇକେବଇଲେ ଆମର୍ ଗାଗଡ୍ ଏବେ ମରିକରି କୁଇଜାଇସି । ମାତର୍ ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ସେଟା କେବେ ନ ମରେ ।
42 O mesmo acontece com a ressurreição dos mortos. Quando morremos, o corpo terreno é plantado no solo, mas ressuscitará para viver para sempre.
43 ସେଟା ତପ୍ଲାବେଲେ ଦୁର୍ବଲ୍ ଅଇ ସୁନ୍ଦର୍ ନ ରଏ । ମାତର୍ ଉଟାଇଲାବେଲେ ସୁନ୍ଦର୍ ରଇକରି ଡାଁଟ୍ ରଇସି ।
43 Nosso corpo é enterrado em desonra, mas ressuscitará em glória. É enterrado em fraqueza, mas ressuscitará em força.
44 ତପ୍ଲା ବେଲେ ଅବ୍କା ଗାଗଡ୍, ମାତର୍ ଉଟାଇଲାବେଲେ ଆତ୍ମାର୍ ଗାଗଡ୍ ଅଇସି । ଅବ୍କା ଗାଗଡ୍ ଆଚେ ବଇଲେ ଆତ୍ମାର୍ ଗାଗଡ୍ ମିସା ରଇବାର୍ ଆଚେ ।
44 É enterrado como corpo humano natural, mas ressuscitará como corpo espiritual. Pois, assim como há corpos naturais, também há corpos espirituais.
45 ଜେନ୍ତାରିକି ଲେକା ଅଇଲାଆଚେ, ପର୍ତୁମ୍ ମୁନୁସ୍ ଜେ କି ଆଦମ୍, ତାକେ ତିଆର୍ କରି ଜିବନ୍ ଦେଇରଇଲା, ମାତର୍ ସାରାସାରିପଚର୍ ଆଦମ୍ ନ ସାର୍ବା ଜିବନ୍ ଦେବା ଆତ୍ମା ଅଇଲା ।
45 As Escrituras nos dizem: “O primeiro homem, Adão, se tornou ser vivo”. Mas o último Adão é espírito que dá vida.
46 ମାତର୍ ଆତ୍ମାର୍ ଗାଗଡ୍ ପର୍ତୁମ୍ ନ ଆସେ । ଚୁଚାଇ ଗାଗଡ୍ ଆଇସି, ତାର୍ପଚେ ଆତ୍ମାର୍ ଗାଗଡ୍ ।
46 Primeiro vem o corpo natural, depois o corpo espiritual.
47 ପର୍ତୁମ୍ ଆଦମ୍ ମାଟିସଙ୍ଗ୍ ତିଆର୍ ଅଇ ଏ ଦର୍ତନି ଆଇଲା । ମାତର୍ ପଚର୍ ଆଦମ୍ ସର୍ଗେ ଅନି ଆଇଲା ।
47 O primeiro homem foi feito do pó da terra, enquanto o segundo homem veio do céu.
48 ଜନ୍ ଲକ୍ମନ୍ ଏ ଦର୍ତନିର୍, ସେମନ୍ ଜେ କି ମାଟି ସଙ୍ଗ୍ ତିଆର୍ ଅଇରଇଲା, ତାର୍ପାରା । ଆରି ଜନ୍ ଲକ୍ ସର୍ଗର୍, ଜେ କି ସର୍ଗେ ଅନି ଆଇଲା, ତାର୍ପାରା ।
48 Os que são da terra são como o homem terreno, e os que são do céu são como o homem celestial.
49 ଜେନ୍ତିକି ଆମେ ଜନ୍ଲକ୍ ମାଟିସଙ୍ଗ୍ ତିଆର୍ ଅଇରଇଲା, ତାର୍ ବାନିମୁର୍ତି ଆଚୁ, ସେନ୍ତାରିସେ ଜେ ସର୍ଗେଅନି ଆଇଲା ତାର୍ ପାରା ବାନିମୁର୍ତି ଦାର୍ବୁ ।
49 Da mesma forma que agora somos como o homem terreno, algum dia seremos como o homem celestial.
50 ଏ ବାଇବଇନିମନ୍, ମୁଇ କଇବା ଅରତ୍ ଅଇଲାନି ବନି ମାଉଁସ୍ ରଇବା ଗାଗଡ୍ ପର୍ମେସରର୍ ରାଇଜେ ମିସିନାପାରତ୍ । ଆରି ଜନ୍ ଗାଗଡ୍ ମର୍ବାଇ, ସେମନ୍କେ ନ ସାର୍ବା ଜିବନ୍ ଦେଇ ନଏଁ ।
50 Estou dizendo, irmãos, que nosso corpo físico não pode herdar o reino de Deus. Este corpo mortal não pode herdar aquilo que durará para sempre.
51 ସୁନା, ମୁଇ ତମ୍କେ ଗଟେକ୍ ଆଗ୍ତୁ ନ ଜାନାଇରଇବା ବିସଇ କଇବି । ଆମେ ସବୁଲକ୍ ନ ମରୁ, ମାତର୍ ଆମର୍ ଗାଗଡ୍ ସବୁ ବାଦ୍ଲି ଜାଇସି ।
51 Mas eu lhes revelarei um segredo maravilhoso: nem todos dormiremos, mas todos seremos transformados!
52 ଗଟେକ୍ ଲକ୍ ଆଁକି ମିଟ୍କା ମାର୍ଲା ବିତ୍ରେ ସେଟା ଗଟ୍ସି । ସାରାସାରିର୍ ମଇରି ବାଜ୍ଲା ବେଲେ ମଲା ଲକ୍ମନ୍ ଜିବନ୍ ଅଇ ଉଟ୍ବାଇ । ସେମନ୍ ଆରି କେବେ ମିସା ନ ମରତ୍ ଆରି ଆମେ ସବୁ ବଦ୍ଲି ଜିବୁ ।
52 Acontecerá num instante, num piscar de olhos, ao som da última trombeta. Pois, quando a última trombeta soar, aqueles que morreram ressuscitarão a fim de viver para sempre. E nós que estivermos vivos também seremos transformados.
53 କାଇକେବଇଲେ ଆମର୍ ଏ ମର୍ବା ଗାଗଡ୍ ନ ମର୍ବା ଗାଗଡ୍ ଅଇ ବାଦ୍ଲିଜାଇସି ।
53 Pois nosso corpo mortal precisa ser transformado em corpo imortal.
54 ସେଟା ଅଇଲାବେଲେ ଜନ୍ଟା କି ସାସ୍ତରେ ଲେକା ଅଇରଇଲା, ସେଟା ପୁରାପୁରୁନ୍ ଅଇସି ମରନ୍ ଆରିଜାଇକରି, ଜିତ୍ବାଟା ପୁରାପୁରୁନ୍ ଅଇଲା ।
54 Então, quando nosso corpo mortal tiver sido transformado em corpo imortal, se cumprirá a passagem das Escrituras que diz: “A morte foi engolida na vitória.
55 ତେବେ ଆମେ କଇ ପାର୍ବୁ,
55 Ó morte, onde está sua vitória? Ó morte, onde está seu aguilhão?”.
56 ଆମର୍ ପାପେଅନି ଆମ୍କେ ବାଦ୍ବା ବପୁ ମରନ୍ ପାଇଲା ଆଚେ । ଆରି ପର୍ମେସରର୍ ନିୟମ୍ ନ ମାନ୍ଲାତେଇଅନି ପାପ୍ ବପୁ ପାଇସି ।
56 O pecado é o aguilhão da morte que nos fere, e a lei é o que torna o pecado mais forte.
57 ମାତର୍ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । କାଇକେବଇଲେ ଆମର୍ ମାପ୍ରୁ ଜିସୁ କିରିସ୍ଟ କଲା କାମେଅନି ପାପ୍କେ ଆରି ମରନ୍କେ ଆରାଇବା ବପୁ ସେ ଆମ୍କେ ଦେଲାଆଚେ ।
57 Mas graças a Deus, que nos dá vitória sobre o pecado e sobre a morte por meio de nosso Senhor Jesus Cristo!
58 ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
58 Portanto, meus amados irmãos, sejam fortes e firmes. Trabalhem sempre para o Senhor com entusiasmo, pois vocês sabem que nada do que fazem para o Senhor é inútil.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 15, comparar traduções ou montar um estudo — tudo direto pelo WhatsApp.