1 Coríntios 6
ସତିଅର୍ ବାଟ୍ (DSO) vs ARA
1 ଜଦି ତମର୍ ବିତ୍ରେ ଗଟେକ୍ ବିସ୍ବାସି ବାଇକେ ଆରି ଗଟେକ୍ ବିସ୍ବାସି ବାଇର୍ ବିରୁଦେ କାତା ରଇଲେ, ସେଟା ବିଚାର୍ କର୍ବାକେ ବିସ୍ବାସ୍ ନ କଲା ବିଚାର୍କାରିଆର୍ ଲଗେ ଜାଆ ନାଇ । ତାର୍ ବାଦୁଲେ ବିସ୍ବାସିମନ୍ ସେଟା ବିଚାର୍ କରତ୍ ।
1 Aventura-se algum de vós, tendo questão contra outro, a submetê-lo a juízo perante os injustos e não perante os santos?
2 ମନେ ରଅ, ପର୍ମେସରର୍ ଲକ୍ମନ୍ ଜଗତର୍ ଲକ୍ମନର୍ ବିଚାର୍ କର୍ବାଇ । ସେନ୍ତାର୍ଆଲେ, ଏ ଗଟେକ୍ ସାନ୍ ବିସଇ ବିଚାର୍ କରିନାପାରାସ୍ କି ?
2 Ou não sabeis que os santos hão de julgar o mundo? Ora, se o mundo deverá ser julgado por vós, sois, acaso, indignos de julgar as coisas mínimas?
3 ଏଦେ ସୁନା ! ଦିନେକ୍ ଆମେ ସରଗର୍ ଦୁତ୍ମନ୍କେ ବିଚାର୍ କର୍ବୁ । ତେବେ ଏ ଜିବନେ ଆଇବା ସାନ୍ ସାନ୍ ବିସଇ ବିଚାର୍ କର୍ବାକେ ଅଦିକ୍ ସଅଜ୍ ନଏଁ କି ?
3 Não sabeis que havemos de julgar os próprios anjos? Quanto mais as coisas desta vida!
4 ଜଦି ବିନ୍ ବିସ୍ବାସି ମନର୍ ସଙ୍ଗ୍ ଲାଗାଜଡା ଅଇଲେ ରାଜିନାମା କର୍ବାକେ ତମର୍ ମଣ୍ଡଲି ବିତ୍ରେ ବିସ୍ବାସ୍ ଇସାବେ ସନ୍ମାନ୍ ନ ପାଇବା ଲକର୍ଟାନେ କାଇକେ ଗାଲାସ୍ନି ?
4 Entretanto, vós, quando tendes a julgar negócios terrenos, constituís um tribunal daqueles que não têm nenhuma aceitação na igreja.
5 ମୁଇ ତମ୍କେ ଲାଜ୍କରାଇବାକେ ଏ କାତା ଲେକିଆଚି । ବିସ୍ବାସି ବାଇ ବାଇ ବିତ୍ରେ କିରମାର ଅଇଲାଟା ରାଜିନାମା କର୍ବାକେ ସତଇସେ ତମର୍ ବିତ୍ରେ ଗଟେକ୍ ମିସା ବୁଦି ରଇଲା ଲକ୍ ନାଇ କି ?
5 Para vergonha vo-lo digo. Não há, porventura, nem ao menos um sábio entre vós, que possa julgar no meio da irmandade?
6 ଏଦେ ଦେକା ! ଏଟା କେନ୍ତାର୍ କଲାସ୍ନି ? ଗଟେକ୍ ବିସ୍ବାସି ବାଇ ଆରି ଗଟେକ୍ ବାଇର୍ ବିରୁଦେ ବିଚାର୍ନା ଗରେ ଗାଲାନି, ଆରି ସେ ବିଚାର୍ନା, ବିସ୍ବାସ୍ ନ କରୁମନ୍କେ ସର୍ପିଦେଲାସ୍ନି ।
6 Mas irá um irmão a juízo contra outro irmão, e isto perante incrédulos!
7 ତମେ ତମର୍ ତମର୍ ବିତ୍ରେ ଲାଗାଜଡା ଅଇକରି କରଟ୍ ଦୁଆର୍ ଜାକ ଗାଲାସ୍ନି । ଇତିଅନି ଜାନା ପଡ୍ଲାନିଜେ ମିସାବିଡାଟାନେ ପୁରାପୁରୁନ୍ ଆରି ଜାଇ ଆଚାସ୍ । ତମର୍ ପାଇ ଅନିଆଇ ମୁର୍ଚିକରି, କେତି ଅଇବାଟା ମୁର୍ଚିକରି ରଇଲେ ନିକ ଅଇତା ।
7 O só existir entre vós demandas já é completa derrota para vós outros. Por que não sofreis, antes, a injustiça? Por que não sofreis, antes, o dano?
8 ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ଅନିଆଇ ଆରି କେତି କଲାସ୍ନି । ସେଟା ମିସା ନିଜର୍ ବିସ୍ବାସି ବାଇବଇନିମନ୍କେ !
8 Mas vós mesmos fazeis a injustiça e fazeis o dano, e isto aos próprios irmãos!
9 ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି,
9 Ou não sabeis que os injustos não herdarão o reino de Deus? Não vos enganeis: nem impuros, nem idólatras, nem adúlteros, nem efeminados, nem sodomitas,
10 ଚର୍ନା ଅଇଲାନି, କି ଦନ୍ ଲବ୍ରା ଅଇଲାନି, ମାତୁଆଲ୍ କି ନିନ୍ଦା କର୍ବାଲକ୍ ଅଇଲାନି କି ଅଲ୍ଗା ଲକର୍ ଜିନିସ୍ ଚରାଇବା ଲକ୍ ଅଇଲାନି, ଏମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ ।
10 nem ladrões, nem avarentos, nem bêbados, nem maldizentes, nem roubadores herdarão o reino de Deus.
11 ମାପ୍ରୁକେ ବିସ୍ବାସ୍ କର୍ବା ଆଗ୍ତୁ, ତମର୍ ବିତ୍ରେ କେ କେ ଏନ୍ତାରି ଅଇରଇଲାସ୍, ମାତର୍ ପର୍ମେସର୍ ତମର୍ ପାପ୍ ସବୁ ଦଇ ଦେଲା । ଆରି ମାପ୍ରୁ ଜିସୁ କିରିସ୍ଟ ଆରି ସୁକଲ୍ ଆତ୍ମାର୍ ଲାଗି ଦରମ୍ ବଲାଇ ଅଇଆଚାସ୍ ।
11 Tais fostes alguns de vós; mas vós vos lavastes, mas fostes santificados, mas fostes justificados em o nome do Senhor Jesus Cristo e no Espírito do nosso Deus.
12 ତମର୍ ବିତ୍ରେ କେତେଲକ୍ କଇବାଇ, “ମୁଇ ଜନ୍ଟା ମନ୍ କଲିନି, ସେଟା କର୍ବି” । ମୁଇ କଇବି, “ଉଁ, ସେଟା ସତ୍, ମାତର୍ ସବୁ ବିସଇ ମର୍ ପାଇ ନିକ ନଏଁ ।” କେତେଲକ୍ କଇବାଇ ସବୁ କର୍ବାକେ ମର୍ ଅଦିକାର୍ ଆଚେ, । ମାତର୍ ମୁଇ କଇବି, ଜନ୍ ବିସଇ ମିସା ମକେ ଦାରି ରକିରଇବାକେ ମୁଇ ନ ଦେଇ, ।
12 Todas as coisas me são lícitas, mas nem todas convêm. Todas as coisas me são lícitas, mas eu não me deixarei dominar por nenhuma delas.
13 କେତେଲକ୍ କଇବାଇ, ପେଟ୍ ଜଦି କାଦି କାଇବାକେ ମନ୍ କଲାନି ବଇଲେ କାଦି କାଇବାଟା ନିକ, । ମାତର୍ ମୁଇ କଇଲିନି, ପର୍ମେସର୍ ଗଟେକ୍ ଦିନ୍ ଏ ଦୁଇଟାକେ ମିସା କୁରୁପ୍ନାସ୍ କର୍ସି । ଗାଗଡ୍ ବେବିଚାର୍ କାମ୍ କର୍ବାକେ ନାଇ, ମାତର୍ ମାପ୍ରୁର୍ ସେବା କର୍ବାକେ ଲାଗ । ଗାଗଡ୍କେ ଦର୍କାର୍ ଅଇବାଟା ମାପ୍ରୁ ଜାଗାଇସି ।
13 Os alimentos são para o estômago, e o estômago, para os alimentos; mas Deus destruirá tanto estes como aquele. Porém o corpo não é para a impureza, mas, para o Senhor, e o Senhor, para o corpo.
14 ପର୍ମେସର୍, ମାପ୍ରୁ ଜିସୁକେ ତାର୍ ନିଜର୍ ବପୁସଙ୍ଗ୍ ମଲାତେଇଅନି ଉଟାଇଲା । ସେନ୍ତାରିସେ ଆମ୍କେ ମିସା ଉଟାଇସି, ।
14 Deus ressuscitou o Senhor e também nos ressuscitará a nós pelo seu poder.
15 ତମର୍ ଗାଗଡ୍ କିରିସ୍ଟର୍ ଗାଗ୍ଡେ ମିସିକରି ଆଚେ, ଏଟା କାଇ ତମେ ନାଜାନାସ୍ କି ? ତେବେ ମୁଇ କାଇ କିରିସ୍ଟର୍ ଗାଗଡର୍ ଗଟେକ୍ ବାଗ୍ ନେଇକରି ବେସିଆର୍ ଗାଗ୍ଡେ ମିସାଇବି କି ? ନାଇ, ସେନ୍ତାରି କେବେ ମିସା ନ ଅ ।
15 Não sabeis que os vossos corpos são membros de Cristo? E eu, porventura, tomaria os membros de Cristo e os faria membros de meretriz? Absolutamente, não.
16 ମାତର୍ ଜେ ବେସିଆ ସଙ୍ଗ୍ ମିସ୍ସି, ସେ ତାର୍ ସଙ୍ଗ୍ ଗଟେକ୍ ଗାଗଡ୍ ଅଇସି । ଏଟା ତମେ ନାଜାନାସ୍ କି ? କାଇକେବଇଲେ ଲେକା ଅଇଆଚେ, ସେ ଦୁଇଲକ୍ ଜାକ ଗଟେକ୍ ଅଇବାଇ ।
16 Ou não sabeis que o homem que se une à prostituta forma um só corpo com ela? Porque, como se diz, serão os dois uma só carne.
17 ମାତର୍ ଜେ ମାପ୍ରୁର୍ ସଙ୍ଗ୍ ମିସ୍ସି, ତାର୍ ଆତ୍ମା ଆରି ମାପ୍ରୁର୍ ଆତ୍ମା ଗଟେକ୍ ଅଇଜାଇସି ।
17 Mas aquele que se une ao Senhor é um espírito com ele.
18 ବେବିଚାର୍ କାମେଅନି ଦୁରିକେ ରୁଆ । ଲକ୍ମନ୍ କାଇ ବିନ୍ ପାପ୍ କଲେ ମିସା, ସେଟା ତାର୍ ଗାଗଡର୍ ବିରୁଦେ ନଏଁ । ମାତର୍ ଜେ ବେବିଚାର୍ କାମ୍ କର୍ସି, ସେ ନିଜର୍ ଗାଗଡ୍ ବିରୁଦେ ପାପ୍ କର୍ସି ।
18 Fugi da impureza. Qualquer outro pecado que uma pessoa cometer é fora do corpo; mas aquele que pratica a imoralidade peca contra o próprio corpo.
19 ମନେ ରଅ, ତମର୍ ଗାଗଡ୍ ସୁକଲ୍ ଆତ୍ମା ରଇବା ମନ୍ଦିର୍, ଜନ୍ ଆତ୍ମା ତମର୍ ବିତ୍ରେ ବାସା ଅଇଲାଆଚେ, ସେଟା ପର୍ମେସରର୍ ଟାନେଅନି ମିଲାଇ ଆଚାସ୍ । ତମେ ନିଜେ, ନିଜର୍ ନୁଆସ୍ ମାତର୍ ପର୍ମେସରର୍ ।
19 Acaso, não sabeis que o vosso corpo é santuário do Espírito Santo, que está em vós, o qual tendes da parte de Deus, e que não sois de vós mesmos?
20 କାଇକେବଇଲେ ପର୍ମେସର୍ ତମ୍କେ ଜବର୍ ଦାମ୍ ଦେଇକରି ଗେନିଆଚେ, ସେଟାର୍ ପାଇ ତମର୍ ଗାଗ୍ଡର୍ କାମ୍ ସଙ୍ଗ୍ ପର୍ମେସରର୍ ମଇମା କରା ।
20 Porque fostes comprados por preço. Agora, pois, glorificai a Deus no vosso corpo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 6, comparar traduções ou montar um estudo — tudo direto pelo WhatsApp.