1 Coríntios 9
ସତିଅର୍ ବାଟ୍ (DSO) vs VC
1 ମର୍ ଜାଇଟା ମନ୍ କଲାଟା, ସେଟା କାଇ କରିନାପାରି କି ? ମୁଇ କାଇ ଗଟେକ୍ ପେରିତ୍ ନଇ କି ? ମୁଇ କାଇ ଆମର୍ ମାପ୍ରୁ ଜିସୁର୍ ଦର୍ସନ୍ ପାଇ ନାଇ କି ? ତମେ ସବୁ, ମୁଇ ମାପ୍ରୁର୍ ପାଇ କରିରଇବା କାମର୍ ଲାଗି ବିସ୍ବାସ୍ କଲାସ୍ ନାଇ କି ?
1 Não sou eu livre? Não sou apóstolo? Não vi Jesus nosso Senhor? Não sois vós minha obra no Senhor?
2 ଜଦି ମକେ ବିନ୍ ଲକ୍ମନ୍ ଗଟେକ୍ ପେରିତ୍ ବଲି ନ ନାମ୍ଲେ ମିସା, ତମେ ମକେ ସତ୍ ଇସାବେ ନାମି ଆଚାସ୍ । କାଇକେବଇଲେ ମାପ୍ରୁର୍ ସଙ୍ଗ୍ ତମର୍ ଜିବନ୍ ମିସ୍ଲାର୍ ଲାଗି, ମର୍ ପେରିତ୍ ପଦର୍ ସାକି ଆଚାସ୍ ।
2 Se para outros não sou apóstolo, ao menos para vós o sou, porque vós sois no Senhor o selo do meu apostolado.
3 ତମେ ଗଟେକ୍ ପେରିତ୍ କି ? ବଲି ମକେ ପର୍ସନ୍ କର୍ବା ଲକ୍ମନ୍କେ ମୁଇ ଏ କାତା କଇବି ।
3 Esta é a minha defesa contra os que me denigrem.
4 ଆମେ ମାପ୍ରୁ ଜିସୁର୍ ପେରିତ୍ ମନ୍ । ତାର୍ କାମର୍ ଲାଗି, କାଇବାଟା କି ପିଇବାଟା ମିଲ୍ଲେ, ସେଟା ନେବାର୍ ମର୍ ଅଦିକାର୍ ନାଇ କି ?
4 Não temos nós porventura o direito de comer e beber?
5 ଅଲ୍ଗା ପେରିତ୍ମନର୍ ପାରା, ପିତର୍ ଆରି ଆମର୍ ମାପ୍ରୁ ଜିସୁର୍ ବାଇମନର୍ ପାରା, ବିସ୍ବାସ୍ କରିରଇବା ମାଇଜିକେ ବିବା ଅଇକରି ତାକେ ମର୍ ସଙ୍ଗ୍ ନେବାକେ କାଇ ମର୍ ଅଦିକାର୍ ନାଇ କି ?
5 Acaso não temos nós direito de deixar que nos acompanhe uma mulher irmã, a exemplo dos outros apóstolos e dos irmãos do Senhor e de Cefas?
6 ଅବ୍କା ଜିଇବା କାଇବାକେ ମୁଇ ଆରି ବର୍ନବା ଆବଡ୍ କାମ୍ କର୍ତେ ରଇବୁ କି ?
6 Ou só eu e Barnabé não temos direito de deixar o trabalho?
7 ବାବିଦେକା, ଗଟେକ୍ ସଇନ ଜୁଇଦେ ରଇଲାବେଲେ ନିଜେ କର୍ଚ କରି କେବେ କାମ୍ କରିପାରେ କି ? ନାଇ, ନାପାରେ । କି ଗଟେକ୍ ଚାସି ତାର୍ କେତେ ଅନି ଅଇଲା ପସଲ୍, ତାର୍ କାଇବାର୍ ଅଦିକାର୍ ନାଇ କି ? ଆରି କେ ଗରୁଗାଇ ପସିରଇକରି ସେମନର୍ ଦୁଦ୍ ନ କାଅତ୍ କି ?
7 Quem, jamais, vai à guerra à sua custa? Quem planta uma vinha e não come do seu fruto? Quem apascenta um rebanho e não se alimenta do leite do rebanho?
8 ମୁଇ କାଇ ଏଟା ମୁନୁସ୍ ଇସାବେ କଇଲିନି କି ? ନିୟମେ ଏଟା ଲେକା ଅଏ ନାଇ କି ?
8 Trata-se, acaso, de simples norma entre os homens? Ou a lei não diz também o mesmo?
9 ସେ ନିୟମେ ଏନ୍ତାରି ଲେକା ଅଇଆଚେ । ଦାନ୍ ଗାନାଇ ବୁଲ୍ତେ ରଇବା ବଲଦର୍ ତମ୍ନାଇ ବାନ୍ଦାନାଇ । ଜେନ୍ତି କି ସେ ଅଲପ୍ ଅଲପ୍ କାଇତେରଇସି । ଏ ନିୟମ୍ ଲେକ୍ଲାବେଲେ ପର୍ମେସର୍ କାଇ ଏ ବଲଦ୍ମନର୍ ବିସଇସେ ଚିନ୍ତା କର୍ତେରଇଲା କି ?
9 Na Lei de Moisés está escrito: Não atarás a boca ao boi que debulha {Dt 25,4}. Acaso Deus tem dó dos bois?
10 ଏଟା ଆମର୍ ପାଇ ଲେକା ଅଇଲାଆଚେ । ଜେନ୍ତିକି ଜନ୍ ଲକ୍ମନ୍ କସ୍ବାତେଇ ଆରି କାଟ୍ବାତେଇ ମିସ୍ଲାଇ ଆଚତ୍, ସେମନ୍କେ ତେଇର୍ ପସଲ୍ଟାନେ ବାଗ୍ ମିଲ୍ସି ବଲି ଆସା କରି କାମ୍ କର୍ବାଇ ।
10 Não é, na realidade, em atenção a nós que ele diz isto? Sim! É por nós que está escrito. Quem trabalha deve trabalhar com esperança e igualmente quem debulha deve debulhar com esperança de receber a sua parte.
11 ଆମେ ତମର୍ ବିତ୍ରେ ଆତ୍ମାର୍ ମୁଞ୍ଜି ବୁନ୍ଲୁ ଆଚୁ । ସେଟାର୍ ପାଇ ତମର୍ଟାନେ ଅନି କାଇ ଜଗତର୍ ପସଲ୍ ପାଇବାକେ ମନ୍ କର୍ବାଟା, ଗଟେକ୍ କାରାପ୍ କାତା କି ?
11 Se entre vós semeamos bens espirituais, será, porventura, demasiada exigência colhermos de vossos bens materiais?
12 ତମର୍ ଟାନେଅନି ଏଟା ଆସା କର୍ବାକେ ଜଦି ବିନ୍ ଲକ୍ମନର୍ ଅଦିକାର୍ ଆଚେ, ସେନ୍ତି ବଇଲେ ତାକର୍ଟାନେଅନି ଆମର୍ ଅଦିକାର୍ ବେସି ନଏଁ କି ?
12 Se outros se arrogam este direito sobre vós, não o temos muito mais? Entretanto, não temos feito uso deste direito: sofremos tudo para não pôr obstáculo algum ao Evangelho de Cristo.
13 ଜନ୍ ଲକ୍ମନ୍ ମନ୍ଦିରେ ସେବା କଲାଇନି, ସେମନ୍ ମନ୍ଦିରେ ଅନି କାଦି ପାଇବାଇ । ଆରି ଜେ ସବୁଦିନେ ବେଦିଟାନେ ବଲି ଦେଲାଇନି, ସେମନ୍ ବେଦିଟାନେ ବଲିକଲା ବାଟାଇ ମିସ୍ବାଇ, ଏଟା ତମେ ଜାନିଆଚାସ୍ ।
13 Não sabeis que os ministros do culto vivem do culto, e que os que servem ao altar participam do altar?
14 ସୁସମାଚାର୍ ଜାନାଇବା ଲକ୍, ତେଇଅନି ଜିଉନା କାଉନା କରା ବଲି ମାପ୍ରୁ ଆଦେସ୍ ଦେଲାଆଚେ ।
14 Assim também ordenou o Senhor que os que anunciam o Evangelho vivam do Evangelho.
15 ମାତର୍ ମୁଇ ଏନ୍ତାରି କାଇମିସା ଅଦିକାର୍ ମାଙ୍ଗିନାଇ, ଏ ବିସଇ ଦାବି କର୍ବାକେ ମୁଇ ଲେକିନାଇ । ତମର୍ଟାନେଅନି ମାଙ୍ଗ୍ବା ବାଦୁଲେ ମୁଇ ମରିଜିବି ସିନା, ନ ମାଙ୍ଗି । କାଇକେବଇଲେ ମୁଇ ତମର୍ଟାନେ କାଇଟା ନ ମାଙ୍ଗ୍ତେ କାମ୍ କଲି, ବଲି ବଡ୍ପନ୍ ଅଇବି ।
15 Mas não tenho usado de nenhum desses direitos; e nem escrevo isto para reclamá-los. Preferiria morrer a... Mas ninguém me tirará este título de glória.
16 ସୁବ୍କବର୍ ସୁନାଇଲିନି ବଲି ମର୍ ବଡ୍ପନ୍ ଅଇବା ଅଦିକାର୍ ନାଇ, କାଇକେବଇଲେ ଏଟା ମକେ ତିଆରିରଇବା କାମ୍ । ଜଦି ମୁଇ ସୁବ୍କବର୍ ନ ଜାନାଇଲେ ମକେ ବଡ୍ ଡଣ୍ଡ୍ ମିଲ୍ସି ।
16 Anunciar o Evangelho não é glória para mim; é uma obrigação que se me impõe. Ai de mim, se eu não anunciar o Evangelho!
17 ଏଟା ଜଦି ମୁଇ ନିଜର୍ ମନ୍ କଲା ଇସାବେ କଲେ, କୁଲି ପାଇବାକେ ମର୍ ଅଦିକାର୍ ରଇତା । ମାତର୍ ପର୍ମେସର୍ ମକେ ଏ କାମ୍ ସର୍ପି ଦେଲାକେ, ମୁଇ ଏଟା କଲିନି ।
17 Se o fizesse de minha iniciativa, mereceria recompensa. Se o faço independentemente de minha vontade, é uma missão que me foi imposta.
18 ସେନ୍ତାର୍ଆଲେ ମକେ କେତେକ୍ କୁଲି ମିଲ୍ଲାନି ? ମର୍ କର୍ଚା ପାଇ ମାଙ୍ଗ୍ବାକେ ମର୍ ଦାବି ରଇଲେ ମିସା, ମୁଇ କୁଲି ନ ପାଇତେ ସୁବ୍କବର୍ ଜାନାଇଲିନି । ସୁବ୍କବର୍ ଜାନାଇବାକେ ଜନ୍ ଅଦିକାର୍ ମୁଇ ପାଇ ଆଚି, ସେଟାସେ ମର୍ କୁଲି ।
18 Então em que consiste a minha recompensa? Em que, na pregação do Evangelho, o anuncio gratuitamente, sem usar do direito que esta pregação me confere.
19 ଏଟାର୍ପାଇ ମୁଇ କାର୍ ତଲିଆ ନାଇ କି କାର୍ ଗତିଦାଙ୍ଗ୍ଡା ନାଇ । ଅଇଲେ ମିସା କେତେକ୍ କେତେକ୍ ଲକ୍କେ କିରିସ୍ଟର୍ତେଇ ଆନ୍ବାକେ ମୁଇ ସବୁଲକର୍ ଗତିଦାଙ୍ଗ୍ଡା ଅଇଆଚି ।
19 Embora livre de sujeição de qualquer pessoa, eu me fiz servo de todos para ganhar o maior número possível.
20 ମୁଇ ଜିଉଦି ଲକ୍ମନ୍କେ ପାଇବାକେ, ତାକର୍ ପାରା ଚଲାଚଲ୍ତି କଲିନି, ଜେନ୍ତିକି ମୁଇ ସେମନ୍କେ କିରିସ୍ଟର୍ ବାଟେ ଆନିପାର୍ବି । ମୁଇ ଜଦି ମସାର୍ ନିୟମର୍ ତଲିଆର୍ ନ ଅଇରଇଲେ ମିସା, ସେମନ୍କେ କିରିସ୍ଟର୍ ବାଟେ ଆନ୍ବାକେ, ନିୟମ୍ ମାନ୍ବା ଲକର୍ ପାରା ଚଲାଚଲ୍ତି କଲିନି ।
20 Para os judeus fiz-me judeu, a fim de ganhar os judeus. Para os que estão debaixo da lei, fiz-me como se eu estivesse debaixo da lei, embora o não esteja, a fim de ganhar aqueles que estão debaixo da lei.
21 ସେନ୍ତାରିସେ ଜିଉଦି ନ ଅଇଲା ଲକ୍ମନର୍ ସଙ୍ଗ୍ ରଇଲାବେଲେ, ମୁଇ ଜିଉଦି ନିୟମ୍ ମାନି ନାଇ । ସେ ବେଲେ ମୁଇ ଜିଉଦି ନ ଅଇଲା ଲକର୍ ପାରା ଚଲାଚଲ୍ତି କର୍ବି । ଜେନ୍ତିକି ସେମନ୍କେ କିରିସ୍ଟର୍ ବାଟେ ଆନିପାର୍ବି । ଏଟାର୍ ଅରତ୍ ନଏଁ ଜେ ମୁଇ ପର୍ମେସରର୍ ନିୟମ୍ ମାନି ନାଇ । କାଇକେବଇଲେ ମୁଇ କିରିସ୍ଟର୍ ନିୟମର୍ ତଲେ ଆଚି ।
21 Para os que não têm lei, fiz-me como se eu não tivesse lei, ainda que eu não esteja isento da lei de Deus - porquanto estou sob a lei de Cristo -, a fim de ganhar os que não têm lei.
22 ଜେଡେବେଲେ ମୁଇ ବିସ୍ବାସେ ଦୁର୍ବଲ୍ ଲକର୍ ସଙ୍ଗ୍ ରଇବି, ତାକର୍ପାରା ଦୁର୍ବଲ୍ ଅଇବି । ଜେନ୍ତିକି ସେନ୍ତିଅଇକରି ସେମନ୍କେ କିରିସ୍ଟର୍ ବାଟେ ଆନି ପାର୍ବି । ସେଟାର୍ପାଇ ମୁଇ ବିନ୍ ବିନ୍ ଲକର୍ଟାନେ ବିନ୍ ବିନ୍ ରକାମ୍ ଅଇରଇଲି । କେନ୍ତିକରି ମିସା ମୁଇ ସେମନ୍କେ ରକିଆ କର୍ବି ।
22 Fiz-me fraco com os fracos, a fim de ganhar os fracos. Fiz-me tudo para todos, a fim de salvar a todos.
23 କିରିସ୍ଟର୍ ସୁବ୍କବର୍ ସବୁବାଟେ ଜାନାଇବାକେ ଆରି ତାର୍ ଆସିର୍ବାଦ୍ ପାଇବାକେ ମୁଇ ସବୁଟା କଲିନି ।
23 E tudo isso faço por causa do Evangelho, para dele me fazer participante.
24 ଆରାଜିତା ଟାନେ ପାଲାଇବା ଲକ୍ ବେସି ଆଚତ୍, ଏଟା ସତ୍ । ମାତର୍ ଗଟେକ୍ ଲକ୍କେସେ ପୁରୁସ୍କାର୍ ମିଲ୍ସି । ଏଟା ତମେ ଜାନିଆଚାସ୍ । ତମେ ମିସା ପୁରୁସ୍କାର୍ ପାଇଲା ପାରା ପାଲାଆ ।
24 Nas corridas de um estádio, todos correm, mas bem sabeis que um só recebe o prêmio. Correi, pois, de tal maneira que o consigais.
25 ଜେ ପାଲାଇବାଟାନେ ବାଗ୍ ନେଇସି, ସେ ଅବିଆସ୍ କରି, ତାର୍ ଗାଗଡ୍ ଡାଟ୍ କରିରଇସି । ଆରି ସେ ଦାପେ ନସିଜିବା ପୁରୁସ୍କାର୍ ମିଲାଇବାକେ ସେଟା କର୍ସି । ମାତର୍ ଆମେ, କେବେ ମିସା ନ ନସ୍ବା ପୁରୁସ୍କାର୍ ପାଇବାକେ, ସେଟା କଲୁନି ।
25 Todos os atletas se impõem a si muitas privações; e o fazem para alcançar uma coroa corruptível. Nós o fazemos por uma coroa incorruptível.
26 ମୁଇ ଏନେତେନେ ନ ଦେକି ସାରାସାରି କେଟ୍ବାଟାନେ ପାଲାଇବା ଲକର୍ ପାରା ଆଚି । ମୁଇ ଗଟେକ୍ ବିଦା ସଙ୍ଗ୍ ଜୁଇଦ୍ କର୍ବା ଲକର୍ପାରା, ଜେକି ତାର୍ ବିଦା ମାର୍ଲେ ପାଇସି ଆକା ।
26 Assim, eu corro, mas não sem rumo certo. Dou golpes, mas não no ar.
27 ମୁଇ କସ୍ଟ ମୁର୍ଚିକରି ଗାଗଡ୍ ମେଲା ଚାଡିନାଇ । କାଇକେ ବଇଲେ ବିନ୍ ଲକ୍ମନର୍ ଲଗେ ସୁବ୍କବର୍ ଜାନାଇରଇଲେ ମିସା ମକେ ଜେନ୍ତିକି ନାଇବଲିକରି ନ କଅତ୍ ।
27 Ao contrário, castigo o meu corpo e o mantenho em servidão, de medo de vir eu mesmo a ser excluído depois de eu ter pregado aos outros.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Coríntios 9, comparar traduções ou montar um estudo — tudo direto pelo WhatsApp.