1 João 4
ସତିଅର୍ ବାଟ୍ (DSO) vs ARIB
1 ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
1 Amados, não creiais a todo espírito, mas provai se os espíritos vêm de Deus; porque muitos falsos profetas têm saído pelo mundo.
2 ଗଟେକ୍ ଲକର୍ଟାନେ ପର୍ମେସରର୍ ଆତ୍ମା ଆଚେ କି ନାଇ ବଲି ଏନ୍ତାରି ତମେ ଜାନ୍ସା । ଜେ ଜିସୁକିରିସ୍ଟ ନର୍ରୁପ୍ ଦାରି ଏ ଜଗତେ ଆଇଲା ବଲି କଇଲେ, ତାର୍ଟାନେ ପର୍ମେସରର୍ ଆତ୍ମା ଆଚେ ।
2 Nisto conheceis o Espírito de Deus: todo espírito que confessa que Jesus Cristo veio em carne é de Deus;
3 ମାତର୍ ଜେ କି ଏ କାତା ନ ମାନେ, ତାର୍ଟାନେ ପର୍ମେସରର୍ ଆତ୍ମା ନାଇ । ସେନ୍ତାରି ଲକ୍ମନର୍ଟାନେ କିରିସ୍ଟର୍ ବିରଦିର୍ ଆତ୍ମା ଆଚେ । ଏ ଆତ୍ମା ଜଗତେ ଆଇସି ବଲି ତମେ ସୁନିଆଚାସ୍ । ସେନ୍ତାରି ସେ ଆତ୍ମା ଆଇଲାଆଚେ । ଆରି ଏବେ ମିସା ସେଟା ଜଗତେ ଆଚେ ।
3 e todo espírito que não confessa a Jesus não é de Deus; mas é o espírito do anticristo, a respeito do qual tendes ouvido que havia de vir; e agora já está no mundo.
4 ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
4 Filhinhos, vós sois de Deus, e já os tendes vencido; porque maior é aquele que está em vós do que aquele que está no mundo.
5 ସେମନ୍ ଏ ଜଗତର୍ ଲକ୍ । ଆରି ଏ ଜଗତର୍ ଲକ୍ମନ୍ ତାକର୍ କାତା ସୁନ୍ବାଇ । କାଇକେବଇଲେ ସେମନର୍ ସିକିଆ ଆରି ଏ ଜଗତର୍ ଲକ୍ମନର୍ ସିକିଆ ସମାନ୍ଆଚେ ।
5 Eles são do mundo, por isso falam como quem é do mundo, e o mundo os ouve.
6 ମାତର୍ ଆମେ ପର୍ମେସରର୍ ଲକ୍ । ଆରି ଜେତ୍କି ଲକ୍ ପର୍ମେସର୍କେ ଜାନିଆଚତ୍, ସେମନ୍ ସବୁ ଆମର୍ ସିକିଆ ମାନ୍ବାଇ । ମାତର୍ ଜେତ୍କି ପର୍ମେସରର୍ ଲକ୍ ନଅତ୍, ଆମର୍ ସିକିଆ ନ ମାନତ୍ । ଏଟାର୍ଲାଗି ଗଟେକ୍ ଲକ୍କେ ସତ୍ ଆତ୍ମା ଆଚେ କି ସଇତାନର୍ ଆତ୍ମା ଆଚେ ବଲି ଜାନିଅଇସି ।
6 Nós somos de Deus; quem conhece a Deus nos ouve; quem não é de Deus não nos ouve. assim é que conhecemos o espírito da verdade e o espírito do erro.
7 ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରାକରି ଅଉଁ । କାଇକେବଇଲେ ଆଲାଦ୍ କର୍ବାକେ ପର୍ମେସର୍ ଆମ୍କେ ସାଇଜ କର୍ସି । ଜେ ଜଦି ବିନ୍ ଲକ୍ମନ୍କେ ଆଲାଦ୍ କର୍ସି, ସେ ପର୍ମେସରର୍ ପିଲା ଆରି ପର୍ମେସର୍କେ ଜାନେ ।
7 Amados, amemo-nos uns aos outros, porque o amor é de Deus; e todo o que ama é nascido de Deus e conhece a Deus.
8 ଜେ ବିନ୍ ଲକ୍ମନ୍କେ ଆଲାଦ୍ ନ କରେ, ସେ ପର୍ମେସର୍କେ ନାଜାନେ । କାଇକେବଇଲେ ପର୍ମେସର୍ ସବୁବେଲେ ଆଲାଦ୍କାରିଆ ।
8 Aquele que não ama não conhece a Deus; porque Deus é amor.
9 ପର୍ମେସର୍ ଏନ୍ତାରି ଆମର୍ପାଇ ତାର୍ ଆଲାଦ୍ ଦେକାଇଲା । ସେ ଗଟେକ୍ ବଲି ତାର୍ ପିଲାକେ ଏ ଜଗତେ ପାଟାଇଲା । ଜେନ୍ତାରିକି ତାର୍ଲାଗି ଆମେ ନ ସାର୍ବା ଜିବନ୍ ପାଇବୁ ।
9 Nisto se manifestou o amor de Deus para conosco: em que Deus enviou seu Filho unigênito ao mundo, para que por meio dele vivamos.
10 ଏନ୍ତାରି ନଏଁଜେ, ଆମେ ପର୍ମେସର୍କେ ଆଲାଦ୍ କଲୁ, ମାତର୍ ସେ ଆମ୍କେ ଆଲାଦ୍ କଲା । ଆରି କୁରୁସ୍କାଟେ ମଲାର୍ପାଇ ଆମର୍ ଡଣ୍ଡ୍ ପାଇବାକେ ତାର୍ ପଅକେ ପାଟାଇଲା । ଏଟା ଅଇଲାନି ସତ୍ସଙ୍ଗ୍ ଆଲାଦ୍ କର୍ବାଟା ।
10 Nisto está o amor: não em que nós tenhamos amado a Deus, mas em que ele nos amou a nós, e enviou seu Filho como propiciação pelos nossos pecados.
11 ଏ ମର୍ ଆଲାଦର୍ ମଇତର୍ମନ୍, ଜେନ୍ତିକି ପର୍ମେସର୍ ଆମ୍କେ ଏତେକ୍ ଆଲାଦ୍ କଲାର୍ପାଇ, ଆମେମିସା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ସେନ୍ତାରି ଆଲାଦ୍ କର୍ବାର୍ ଆଚେ ।
11 Amados, se Deus assim nos amou, nós também devemos amar-nos uns aos outros.
12 କେ ମିସା ପର୍ମେସର୍କେ ଦେକତ୍ ନାଇତା । ମାତର୍ ଆମେ ଜଦି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସର୍ ଆମର୍ ସଙ୍ଗ୍ ମିସିଆଚେ । ସେ ଆମର୍ଟାନେ ତାର୍ ଆଲାଦ୍ ସିଦ୍ କର୍ସି ।
12 Ninguém jamais viu a Deus; e nos amamos uns aos outros, Deus permanece em nós, e o seu amor é em nós aperfeiçoado.
13 ପର୍ମେସରର୍ ସଙ୍ଗ୍ ମିସିଆଚୁ ବଲି ଆମେ ଜାନୁ । ଆରି ସେ ମିସା ଆମର୍ ସଙ୍ଗ୍ ମିସିଆଚେ । କାଇକେବଇଲେ ସେ ତାର୍ ଆତ୍ମା ଆମ୍କେ ଦେଲାଆଚେ ।
13 Nisto conhecemos que permanecemos nele, e ele em nós: por ele nos ter dado do seu Espírito.
14 ଆରି ଆମେ ଦେକିଆଚୁ ପାପର୍ ଡଣ୍ଡେଅନି ଲକ୍ମନ୍କେ ରକିଆ କର୍ବାକେ ବାବା ପର୍ମେସର୍ ତାର୍ ପଅକେ ଏ ଜଗତେ ପାଟାଇଲା । ଏଟା ସତ୍ କାତା ବଲି ବିନ୍ ଲକ୍ମନ୍କେ କଇଲୁନି ।
14 E nós temos visto, e testificamos que o Pai enviou seu Filho como Salvador do mundo.
15 ଜେ ମିସା ଜିସୁକେ ପର୍ମେସରର୍ ପଅ ବଲି ନାମ୍ଲେ, ପର୍ମେସର୍ ସେ ଲକର୍ ସଙ୍ଗ୍ ମିସିରଇସି । ଆରି ସେ ମିସା ପର୍ମେସରର୍ ସଙ୍ଗ୍ ରଇସି ।
15 Qualquer que confessar que Jesus é o Filho de Deus, Deus permanece nele, e ele em Deus.
16 ପର୍ମେସର୍ ଜନ୍ ଆଲାଦ୍ ଆମର୍ପାଇ ଦେକାଇଆଚେ, ସେଟା ଆମେ ଜାନ୍ଲୁନି ଆରି ବିସ୍ବାସ୍ କଲୁନି ।
16 E nós conhecemos, e cremos no amor que Deus nos tem. Deus é amor; e quem permanece em amor, permanece em Deus, e Deus nele.
17 ପର୍ମେସର୍ ଆମ୍କେ ଦେଇ ବିନ୍ ଲକ୍ମନ୍କେ ଆଲାଦ୍ କର୍ବା କାମ୍ କଲାଆଚେ । ଜେନ୍ତିକି ସେ ସବୁକେ ବିଚାର୍ନା କର୍ବା ଦିନେ ଆମେ ଡରିକରି ନ ରଉଁ । କିରିସ୍ଟ ଏ ଜଗତେ ରଇଲାବେଲେ, ଜେନ୍ତି ଚଲାଚଲ୍ତି କର୍ତେରଇଲା, ସେନ୍ତାରିସେ ଆମେମିସା ଚଲାଚଲ୍ତି କରୁ । ଆରି ଆମେ ଡରିକରି ନ ରଉଁ ।
17 Nisto é aperfeiçoado em nós o amor, para que no dia do juízo tenhamos confiança; porque, qual ele é, somos também nós neste mundo.
18 ଜେ ପର୍ମେସର୍କେ ଆଲାଦ୍ କର୍ସି, ସେ ତାକେ ନ ଡରେ । ତାର୍ ଆଲାଦ୍ ଆମର୍ ବିତ୍ରେ କାମ୍ କର୍ସି, ଆମେ ତାକେ ଡରିନଏଁ । ସେ ସେମନ୍କେ ଡଣ୍ଡ୍ ଦେଇସି ବଲି ଲକ୍ମନ୍ ତାକେ ଡର୍ଲାଇନି । ଜଦି କେ ମିସା ପର୍ମେସର୍କେ ଡର୍ସି, ତାର୍ ଆଲାଦ୍ ସେ ଲକର୍ଟାନେ କାମ୍ କରେନାଇ ବଲି ଜାନାପଡ୍ସି ।
18 No amor não há medo antes o perfeito amor lança fora o medo; porque o medo envolve castigo; e quem tem medo não está aperfeiçoado no amor.
19 ଆମେ ତାକେ ଆଲାଦ୍ କର୍ବା ଆଗ୍ତୁ ପର୍ମେସର୍ ଆମ୍କେ ଆଲାଦ୍ କଲା । ସେଟାର୍ପାଇ ଆମେ ତାକେ ଆଲାଦ୍ କଲୁନି ।
19 Nós amamos, porque ele nos amou primeiro.
20 ଜଦି କେ ମିସା ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇସି, ମାତର୍ ନିଜର୍ ବିସ୍ବାସି ବାଇବଇନିକେ ଗିନ୍ କର୍ସି, ସେନ୍ତାର୍ଆଲେ ସେ ମିଚ୍ କଇଲାନି । କାଇକେବଇଲେ ଦୁଇଟା ଆଁକିତେଇ ଡିସ୍ବା ବାଇବଇନିମନ୍କେ ଆଲାଦ୍ ନ କର୍ବା ଗଟେକ୍ ଲକ୍, ନ ଡିସ୍ବା ପର୍ମେସର୍କେ ଆଲାଦ୍ କରିନାପାରେ ।
20 Se alguém diz: Eu amo a Deus, e odeia a seu irmão, é mentiroso. Pois quem não ama a seu irmão, ao qual viu, não pode amar a Deus, a quem não viu.
21 ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।
21 E dele temos este mandamento, que quem ama a Deus ame também a seu irmão.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 João 4, comparar traduções ou montar um estudo — tudo direto pelo WhatsApp.