1 Pedro 1
ସତିଅର୍ ବାଟ୍ (DSO) vs NVI
1 ମୁଇ ପିତର୍, ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ସିସ୍ ।
1 Pedro, apóstolo de Jesus Cristo, aos eleitos de Deus, peregrinos dispersos no Ponto, na Galácia, na Capadócia, na província da Ásia e na Bitínia,
2 ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା ।
2 escolhidos de acordo com a pré-conhecimento de Deus Pai, pela obra santificadora do Espírito, para a obediência a Jesus Cristo e a aspersão do seu sangue: Graça e paz lhes sejam multiplicadas.
3 ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
3 Bendito seja o Deus e Pai de nosso Senhor Jesus Cristo! Conforme a sua grande misericórdia, ele nos regenerou para uma esperança viva, por meio da ressurreição de Jesus Cristo dentre os mortos,
4 ସେଟାର୍ପାଇ ପର୍ମେସର୍ ତାର୍ ଲକ୍ମନର୍ପାଇ ଜେତ୍କି ସବୁ ଆସିର୍ବାଦ୍ ସର୍ଗେ ଜତନ୍ କରି ସଙ୍ଗଇଆଚେ, ସେଟା ସବୁ ଆମର୍ ଅଇସି ବଲି ଆସାକଲୁନି । ତେଇ ସେଟା ନ ନସେ କି ଚିଲମ୍ ନ ଦାରେ କି ଉନା ମିସା ନ ଅଏ ।
4 para uma herança que jamais poderá perecer, macular-se ou perder o seu valor. Herança guardada nos céus para vocês
5 ଏ ସବୁ ଆସିର୍ବାଦ୍ ଆମର୍ପାଇ । ତମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ, ତାର୍ ବପୁ ତମ୍କେ କାଇଟା ନ ଅଇତେ ସଙ୍ଗଇଲା ଆଚେ । ସାରାସାରିଦିନେ ତାର୍ ମୁକ୍ତି ସବୁଲକ୍ ଜାନ୍ବା ଜାକ, ତମର୍ ଉପ୍ରେ ଜାଗ୍ତେରଇସି ।
5 que, mediante a fé, são protegidos pelo poder de Deus até chegar a salvação prestes a ser revelada no último tempo.
6 ଚନେକର୍ପାଇ ତମର୍ ଜିବନେ ବିନ୍ ବିନ୍ ଦୁକ୍କସ୍ଟ ଆଇଲାକେ ମୁର୍ଚିକରି ରଇବାକେ ପଡ୍ଲେ ମିସା, ସେଟାର୍ପାଇ ତମେ ସାର୍ଦା ଅଇକରି ରୁଆ ।
6 Nisso vocês exultam, ainda que agora, por um pouco de tempo, devam ser entristecidos por todo tipo de provação.
7 ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
7 Assim acontece para que fique comprovado que a fé que vocês têm, muito mais valiosa do que o ouro que perece, mesmo que refinado pelo fogo, é genuína e resultará em louvor, glória e honra, quando Jesus Cristo for revelado.
8 ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇ ତମର୍ ସାର୍ଦା ବେସି ବଡ୍ ।
8 Mesmo não o tendo visto, vocês o amam; e apesar de não o verem agora, crêem nele e exultam com alegria indizível e gloriosa,
9 ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
9 pois vocês estão alcançando o alvo da sua fé, a salvação das suas almas.
10 ପର୍ମେସର୍ ମୁନୁସ୍ମନ୍କେ ତାକର୍ ପାପେଅନି କେନ୍ତି ମୁକ୍ଲାଇସି ବଲି ପୁର୍ବର୍ ବବିସତ୍ବକ୍ତାମନ୍ ମନ୍ଦିଆନ୍ କରି ପଡ୍ଲାଇ । ପର୍ମେସର୍ ତମ୍କେ ଦେବା ଏ ଦାନ୍ ବିସଇ, ସେମନ୍ ଆଗ୍କେ ଗଟ୍ବା କାତା କଇଲାଇ ।
10 Foi a respeito dessa salvação que os profetas que falaram da graça destinada a vocês investigaram e examinaram,
11 କିରିସ୍ଟ କେନ୍ତି ଦୁକ୍କସ୍ଟ ମୁରଚ୍ଲା, ଆରି ସବୁ ନିନ୍ଦା ସାର୍ଲା ପଚେ ସେ କେନ୍ତି ଡାକ୍ପୁଟା ପାଇଲା, ସେ ବିସଇ ପର୍ମେସରର୍ ଆତ୍ମା ସେମନ୍କେ ଜାନାଇଲା । ଏଟା ସବୁ କେବେ ଅଇସି ଆରି କେନ୍ତାରି ଅଇସି, ସେଟା ଜାନ୍ବାକେ ସେମନ୍ ବେସି ମନ୍ କଲାଇ । ସେଟାର୍ପାଇ ସେମନ୍ ସେ ବିସଇ ମନ୍ଦିଆନ୍ କରି ପଡ୍ଲାଇ ।
11 procurando saber o tempo e as circunstâncias para os quais apontava o Espírito de Cristo que neles estava, quando lhes predisse os sofrimentos de Cristo e as glórias que se seguiriam àqueles sofrimentos.
12 ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
12 A eles foi revelado que estavam ministrando, não para si próprios, mas para vocês, quando falaram das coisas que agora lhes foram anunciadas por meio daqueles que lhes pregaram o evangelho pelo Espírito Santo enviado do céu; coisas que até os anjos anseiam observar.
13 ସେଟାର୍ପାଇ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ ।
13 Portanto, estejam com a mente preparada, prontos para a ação; sejam sóbrios e coloquem toda a esperança na graça que lhes será dada quando Jesus Cristo for revelado.
14 ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।
14 Como filhos obedientes, não se deixem amoldar pelos maus desejos de outrora, quando viviam na ignorância.
15 ମାତର୍ ତମ୍କେ ଡାକ୍ଲା ମାପ୍ରୁ ଜେନ୍ତାର୍ ସୁକଲ୍ ଆଚେ, ସେନ୍ତାରିସେ ତମେମନ୍ ମିସା ତମର୍ ସବୁ ବିସଇଟାନେ ସୁକଲ୍ ଉଆ ।
15 Mas, assim como é santo aquele que os chamou, sejam santos vocês também em tudo o que fizerem,
16 ତେବେ ସାସ୍ତରେ ଲେକା ଆଚେ, ପର୍ମେସର୍ କଇଲାଆଚେ, ମୁଇ ଜେନ୍ତାରି ସୁକଲ୍, ତମେ ମିସା ସେନ୍ତାରି ସୁକଲ୍ ଉଆ ।
16 pois está escrito: "Sejam santos, porque eu sou santo".
17 ପର୍ମେସର୍ ଜେଡେବେଲେ ମୁନୁସ୍ମନ୍କେ ବିଚାର୍ କର୍ସି, ସେ କାର୍ବିତ୍ରେ ସାନ୍ ବଡ୍ ନ ଦେକେ । ଗଟେକ୍ ଗଟେକ୍ ଲକ୍କେ ତାକର୍ କଲା କାମ୍ ଇସାବେ ସେ ବିଚାର୍ କର୍ସି । ତେବେ ତମେ ପାର୍ତନା କର୍ବାବେଲେ ପର୍ମେସର୍କେ ବାବା ବଲି ଡାକ୍ଲାସ୍ନି । ତମେ ଜେତ୍କି ଦିନ୍ ଏ ଜଗତେ ବଁଚିଆଚାସ୍, ତାକେ ମାନିକରି ରଇବାର୍ଆଚେ ।
17 Uma vez que vocês chamam Pai aquele que julga imparcialmente as obras de cada um, portem-se com temor durante a jornada terrena de vocês.
18 ତମର୍ ଆନିଦାଦିମନର୍ ଟାନେଅନି ଲଡାକେ ନ ଆଇବା ରିତିନିତିଅନି ସେ କାଇ ମୁଲିଅ ଦେଇକରି ତମ୍କେ ମୁକ୍ଲାଇଆଚେ, ସେଟା ତମେ ଜାନିଆଚାସ୍ । ତମ୍କେ ମୁକ୍ଲାଇବାକେ ସେ ନସି ଜିବା ସୁନା କି ରୁପାର୍ ମୁଲିଅ ଦେଏ ନାଇ ।
18 Pois vocês sabem que não foi por meio de coisas perecíveis como prata ou ouro que vocês foram redimidos da sua maneira vazia de viver que lhes foi transmitida por seus antepassados,
19 ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା ।
19 mas pelo precioso sangue de Cristo, como de um cordeiro sem mancha e sem defeito,
20 ଏ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ପର୍ମେସର୍ କିରିସ୍ଟକେ ବାଚିରଇଲା । ମାତର୍ ଏବେ ଏ ସାରାସାରି ଦିନେ ସେ ତାକେ ଦେକାଇଲା ଆଚେ । ଜେନ୍ତାରି କି ସେ ଆମ୍କେ ସାଇଜକରିପାର୍ସି ।
20 conhecido antes da criação do mundo, revelado nestes últimos tempos em favor de vocês.
21 ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।
21 Por meio dele vocês crêem em Deus, que o ressuscitou dentre os mortos e o glorificou, de modo que a fé e a esperança de vocês estão em Deus.
22 ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
22 Agora que vocês purificaram as suas vidas pela obediência à verdade, visando ao amor fraternal e sincero, amem sinceramente uns aos outros e de todo o coração.
23 ତମେ ଆରିତରେକ୍ ଜନମ୍ ଅଇଲାସ୍କେ ଏନ୍ତାରି କଲାସ୍ନି । କେବେ ନ ମର୍ବା ବାବାମାଆର୍ ପିଲାମନର୍ ଇସାବେ । ତାର୍ ବାକିଅ ତମ୍କେ ନୁଆ ଜିବନ୍ ଦେଲାଆଚେ । ତାର୍ ବାକିଅ ସବୁଦିନର୍ପାଇ ରଇସି ।
23 Pois vocês foram regenerados, não de uma semente perecível, mas imperecível, por meio da palavra de Deus, viva e permanente.
24 ସାସ୍ତରେ ଲେକାଅଇଲାପାରା,
24 Pois, "toda a humanidade é como a relva, e toda a sua glória, como a flor da relva; a relva murcha e cai a sua flor,
25 ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି ।
25 mas a palavra do Senhor permanece para sempre". Essa é a palavra que lhes foi anunciada.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 1, comparar traduções ou montar um estudo — tudo direto pelo WhatsApp.