1 Pedro 2
ସତିଅର୍ ବାଟ୍ (DSO) vs VC
1 ତମେ ନୁଆ ଜିବନ୍ ପାଇଲାର୍ପାଇ ସବୁ କାରାପ୍ ବିସଇର୍ଟାନେଅନି ଦୁରିକେ ରୁଆ । ସବୁ ରକାମ୍ ମିଚ୍ କଇବାଟା, ନାଡାଇବାଟା, ଇଁସା ଅଇବାଟା ଆରି ନିନ୍ଦା କାତା କଇବାଟା ଚାଡିଦିଆସ୍ ।
1 Deponde, pois, toda malícia, toda astúcia, fingimentos, invejas e toda espécie de maledicência.
2 ଏବେ ଜନମ୍ ଅଇଲା କଅଁଲା ପିଲାମନ୍ ଦୁଦ୍ କାଇବାକେ ଜେନ୍ତାରି ମନ୍ କର୍ବାଇ, ସେନ୍ତାରିସେ ତମେ ଆତ୍ମାର୍ ଦୁଦ୍ କାଇବାକେ ମନ୍ କରା । ସେଟା ଅଇଲାନି ପର୍ମେସରର୍ ସତ୍ ବାକିଅ । ସେଟା କାଇବାକେ ମନ୍ କଲେ, ତମର୍ ମୁକ୍ତି ସିଦ୍ ଅଇବାଜାକ ତମେ ବିସ୍ବାସେ ଅଦିକ୍ ଅଦିକ୍ ବଡି ଆଇସା ।
2 as newborn babes desire earnestly the pure mental milk of the word, that by it ye may grow up to salvation,
3 ସାସ୍ତରେ ଲେକା ଅଇଲାପାରା “କାଇକେ ବଇଲେ, ମାପ୍ରୁ ଜିବନ୍ ଦୁକାଇ ଦୟା କଲାଟା ତମେ ଜାନିସାରାଇ ଆଚାସ୍ ।”
3 if indeed ye have tasted that the Lord {is} good.
4 ତେବର୍ପାଇ କିରିସ୍ଟର୍ ଲଗେ ଆସା । ସେ, ଗର୍ ଡାଟ୍ କର୍ବା ଜିବନ୍ ପାକ୍ନା ପାରା ଆଚେ । ଏ ପାକ୍ନା, କାଇ ମୁଲିଅ ନାଇ ବଲି, ଲକ୍ମନ୍ ଚାଡିଦେଇରଇଲାଇ । ମାତର୍ ପର୍ମେସର୍ ସେଟାକେସେ, ବେସି ମୁଲିଅ ରଇବାଟା ବଲି ବାଚିଆଚେ ।
4 — ausente —
5 ତାର୍ ଲଗେ ଆଇଲାର୍ପାଇ ତମେ ଜିବନ୍ ରଇବା ପାକ୍ନାପାରା ଅଇଆଚାସ୍ । କାଇକେବଇଲେ, ତମ୍କେ ଜଡିକରି ଗଟେକ୍ ଆତ୍ମା ରଇବା ମଣ୍ଡଲି ତିଆର୍ ଅଇଲାନି । ଆରି ପର୍ମେସରର୍ ସୁକଲ୍ ରଇବା ପୁଜାରି ଇସାବେ ତମେ ତାକେ ସେବା କଲାସ୍ନି । ଜିସୁକିରିସ୍ଟର୍ ଲାଗି ଏ ଆତ୍ମାର୍ ସେବା ପର୍ମେସର୍କେ ସାର୍ଦା କରାଇସି ।
5 yourselves also, as living stones, are being built up a spiritual house, a holy priesthood, to offer spiritual sacrifices acceptable to God by Jesus Christ.
6 ସାସ୍ତରେ କଇଲାପାରା
6 Because it is contained in the scripture: Behold, I lay in Zion a corner stone, elect, precious: and he that believes on him shall not be put to shame.
7 ତମେ ବିସ୍ବାସି ଲକ୍ମନର୍ପାଇ, ଏ ପାକ୍ନା ବେସି ମୁଲିଅ ରଇବାଟା । ମାତର୍ ଜେତ୍କି ଲକ୍ ବିସ୍ବାସ୍ କରତ୍ ନାଇ, ସାସ୍ତରେ ଲେକା ଅଇଲା ବିସଇ ସେମନ୍ ମନେ ରକ୍ବାର୍ ଆଚେ ।
7 To you therefore who believe {is} the preciousness; but to the disobedient, the stone which the builders cast away as worthless, this is become head of {the} corner,
8 ସାସ୍ତରେ ଲେକା ଅଇଲା ଆରି ଗଟେକ୍ ବିସଇ ମିସା ସେମନ୍ ଏତାଇବାର୍ ଆଚେ ।
8 and a stone of stumbling and rock of offence; {who} stumble at the word, being disobedient to which also they have been appointed.
9 ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।
9 But *ye* {are} a chosen race, a kingly priesthood, a holy nation, a people for a possession, that ye might set forth the excellencies of him who has called you out of darkness to his wonderful light;
10 ଆଗେ ତମେ ତାର୍ ନିଜର୍ ଲକ୍ ନ ରଇଲାସ୍ । ମାତର୍ ଏବେ ତାର୍ ନିଜର୍ ଲକ୍ ଅଇଆଚାସ୍ । ଆଗେ ତାର୍ ଦୟା ପାଇ ନ ରଇଲାସ୍, ମାତର୍ ଏବେ ପାଇଆଚାସ୍ ।
10 who once {were} not a people, but now God's people; who were not enjoying mercy, but now have found mercy.
11 ଏ ମର୍ ମଇତର୍ମନ୍, ତମେ ଏ ଜଗତେ ବିଦେସି ପାରା ଆଚାସ୍ ଆରି ଚନେକର୍ ପାଇସେ ଇତି ରଇଲାସ୍ନି । ତମର୍ ଗାଗ୍ଡେ ରଇବା ପାପର୍ ଗୁନ୍ଚଲନେ ଅନି ଆଇବା ସବୁ ରକାମ୍ କାରାପ୍ ମନ୍କର୍ବା ଟାନେଅନି ଦୁରିକେ ରୁଆ ।
11 Beloved, I exhort {you}, as strangers and sojourners, to abstain from fleshly lusts, which war against the soul;
12 ତମର୍ ନଅରେ ରଇବା ବିସ୍ବାସ୍ ନ କର୍ବା ଲକ୍ମନ୍ ଦେକ୍ବା ଇସାବେ ତମର୍ ଚଲାଚଲ୍ତି ନିକ ରଇବାର୍ଆଚେ । ସେନ୍ତାରି ରଇଲେ ସେମନ୍ ତମର୍ ବିରୁଦେ ନିନ୍ଦା କାତା କଇଲେ ମିସା, ତମେ କରିରଇବା ନିକ କାମ୍ ଦେକିକରି ପର୍ମେସର୍ ବାଉଡିଆଇବା ଦିନେ ତାକେ ଡାକ୍ପୁଟା କର୍ବାଇ ।
12 having your conversation honest among the Gentiles, that {as to that} in which they speak against you as evildoers, they may through {your} good works, {themselves} witnessing {them}, glorify God in {the} day of visitation.
13 ତମର୍ ଉପ୍ରେ ଅଦିକାର୍ କର୍ବା ଲକ୍ମନ୍କେ ଆମର୍ ମାପ୍ରୁର୍ ଲାଗି ମାନିକରି ରୁଆ । ସବୁର୍ଟାନେଅନି ଅଦିକାର୍ ରଇବା ସାସନ୍କାରିଆକେ ମିସା ମାନିକରି ରୁଆ ।
13 — ausente —
14 ସବୁର୍ଟାନେଅନି ବଡ୍ ସାସନ୍କାରିଆ, ଜେ କି କାରାପ୍ କାମ୍ କର୍ବା ଲକ୍ମନ୍କେ ଡଣ୍ଡ୍ ଦେବାକେ ଆରି ନିକ କାମ୍ କର୍ବା ଲକ୍ମନ୍କେ ଡାକ୍ପୁଟା କର୍ବାକେ ପାଟାଇଆଚେ, ତାକେ ମିସା ମାନିକରି ରୁଆ ।
14 or to rulers as sent by him, for vengeance on evildoers, and praise to them that do well.
15 କାଇକେବଇଲେ, ତମେ କରିରଇବା ନିକ କାମର୍ଲାଗି କାଇ ଲଡାକେ ନ ଆଇବା କାତା କଇବୁଲ୍ବା ଲକ୍ମନ୍କେ ଚୁପ୍ କରାଇବାକେ ପର୍ମେସର୍ ମନ୍ କଲାନି ।
15 Because so is the will of God, that by well-doing ye put to silence the ignorance of senseless men;
16 ତମେ ମୁକଲ୍ଲା ଲକ୍ମନ୍ ବଲି ତମର୍ ଜିବନର୍ ଚଲାଚଲ୍ତିତେଇ ଦେକାଆ । ମାତର୍ ଆମ୍କେ ମୁକ୍ତି ମିଲ୍ଲାଆଚେ ବଲି କାଇଟା ମିସା କର୍ବୁ ବଲି ନ ବାବିକରି ପର୍ମେସର୍କେ ସେବା କରା ।
16 as free, and not as having liberty as a cloak of malice, but as God's bondmen.
17 ସବୁ ଲକ୍ମନ୍କେ ସନ୍ମାନ୍ ଦିଆସ୍ । ବିସ୍ବାସି ବାଇବଇନିମନ୍କେ ଆଲାଦ୍ କରା । ପର୍ମେସର୍କେ ମାନିକରି ରୁଆ । ଆରି ସବୁର୍ ଉପ୍ରର୍ ସାସନ୍କାରିଆକେ ସନ୍ମାନ୍ ଦିଆସ୍ ।
17 Shew honour to all, love the brotherhood, fear God, honour the king.
18 ତମର୍ ବିତ୍ରେ ଜେତ୍କି ଲକ୍ ଗତିଦାଙ୍ଗ୍ଡା ଅଇଆଚାସ୍, ତମର୍ ସାଉକାର୍ମନର୍ କାତା ମାନିକରି ରୁଆ ଆରି ସେମନ୍କେ ପୁରାପୁରୁନ୍ ସନ୍ମାନ୍ ଦିଆସ୍ । ଦରମ୍ ରଇବା ସାଉକାର୍ମନ୍ ରଇଲେ, କି ଟେରା ରଇବା ସାଉକାର୍ମନ୍କେ ମିସା ଏନ୍ତାରି କର୍ତେରୁଆ ।
18 Servants, {be} subject with all fear to your masters, not only to the good and gentle, but also to the ill-tempered.
19 ତମର୍ କାଇ ବୁଲ୍ ନ ରଇଲେ ମିସା ମୁର୍ଚିକରି ରଇଲେ, ତେଇ ପର୍ମେସର୍ ସାର୍ଦା ଅଇସି । କାଇକେବଇଲେ ତମେ ତାର୍ ମନ୍ କଲାଟା ସିଦ୍ କଲାସ୍ନି ।
19 For this {is} acceptable, if one, for conscience sake towards God, endure griefs, suffering unjustly.
20 ଜଦି ବୁଲ୍ କଲାର୍ପାଇ ଦୁକ୍କସ୍ଟ ମୁର୍ଚି କରି ଡଣ୍ଡ୍ ପାଇଲେ, ତେଇ ତମେ କଲା କରମ୍ସେ ପାଇଆଚାସ୍ । ମାତର୍ ସତ୍କାମ୍ କରି ଦୁକ୍ କସ୍ଟ ମୁରଚ୍ଲେ, ସେଟା ପର୍ମେସର୍କେ ସାର୍ଦା କରାଇସି ।
20 For what glory {is it}, if sinning and being buffeted ye shall bear {it}? but if, doing good and suffering, ye shall bear {it}, this is acceptable with God.
21 ସେନ୍ତାରି ଚଲାଚଲ୍ତି କର୍ବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । କିରିସ୍ଟ ତମର୍ପାଇ ଦୁକ୍କସ୍ଟ ମୁର୍ଚି କରି, ତମେ ଚଲାଚଲ୍ତି କର୍ବାଟା ଦେକାଇଆଚେ ।
21 For to this have ye been called; for Christ also has suffered for you, leaving you a model that ye should follow in his steps:
22 ସେ କେବେ ପାପ୍କରି ନ ରଇଲା ଆରି ତାର୍ ଟଣ୍ଡେଅନି ଗଟେକ୍ ମିସା ମିଚ୍କାତା ନ ବାରଇ ରଇଲା ।
22 who did no sin, neither was guile found in his mouth;
23 ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା ।
23 who, {when} reviled, reviled not again; {when} suffering, threatened not; but gave {himself} over into the hands of him who judges righteously;
24 ଆମେ ପାପ୍ କଲାର୍ପାଇ ପାଇବା ଡଣ୍ଡ୍ କୁରୁସ୍କାଟେ ମରିକରି କିରିସ୍ଟ ନିଜେ ବଇନେଲା । ପାପ୍ କର୍ବାଟା ଚାଡିକରି ଦରମ୍ ଚଲାଚଲ୍ତି କର୍ବାକେ ସେ ଏନ୍ତାରି କଲା । ତାର୍ ଗାଗ୍ଡେ ମାରି ରଇବା ଗାଉର୍ ଲାଗି ଆମେ ନିକ ଅଇଆଚୁ ।
24 who himself bore our sins in his body on the tree, in order that, being dead to sins, we may live to righteousness: by whose stripes ye have been healed.
25 ଆଗ୍ତୁ ତମେ ବାଟ୍ ବାନା ଅଇଲା ମେଣ୍ଡାପାରା ରଇଲାସ୍, ମାତର୍ ଏବେ ସେ ତମ୍କେ ଡାକି ଆନିଆଚେ । ସେ ଆକା ତମ୍କେ ଜତନ୍କରି ତମର୍ ଆତ୍ମାମନ୍କେ ଜାଗ୍ଲାନି ।
25 For ye were going astray as sheep, but have now returned to the shepherd and overseer of your souls.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 2, comparar traduções ou montar um estudo — tudo direto pelo WhatsApp.