1 Pedro 3
ସତିଅର୍ ବାଟ୍ (DSO) vs ARIB
1 ସେନ୍ତାରିସେ ତମେ ବିବାଅଇ ରଇବା ଏ ମାଇଜିମନ୍, ନିଜର୍ ନିଜର୍ ମୁନୁସ୍ମନର୍ କାତାମାନିକରି ରୁଆ । କାଇକେବଇଲେ ତାକର୍ ବିତ୍ରେ କେ ଜଦି ପର୍ମେସରର୍ ବାକିଅ ବିସ୍ବାସ୍ ନ କରିରଅତ୍, ତମର୍ ନିକ ଚଲାଚଲ୍ତି ଦେକିକରି ସେମନ୍ ମିସା ମନ୍ ବାଦ୍ଲାଇବାଇ । ତମ୍କେ ପଦେକ୍ କଇବାକେ ନ ପଡେ ।
1 Semelhantemente vós, mulheres, sede submissas a vossos maridos; para que também, se alguns deles não obedecem à palavra, sejam ganhos sem palavra pelo procedimento de suas mulheres,
2 କାଇକେବଇଲେ ତମର୍ ସୁଆଲ୍ ଚଲାଚଲ୍ତି ଆରି ପର୍ମେସର୍କେ ମାନିକରି ରଇବାଟା ସେମନ୍ ଦେକ୍ବାଇ ।
2 considerando o vosso procedimento casto e com temor.
3 ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ ।
3 Não seja o seu adorno o enfeite exterior dos cabelos entrançados, das guarnições de renda de ouro ou da compostura dos vestidos,
4 ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
4 mas seja o homem que está escondido no coração, no vestido incorruptível de um espírito manso e tranqüilo, que é de grande estima diante de Deus.
5 ପୁର୍ବେ ରଇବା ସୁକଲ୍ ମାଇଜିମନ୍ ଏନ୍ତାରିସେ ସେମନ୍ ଆସା କର୍ବାଟା ପର୍ମେସର୍କେ ସର୍ପିଦେଇ ନିଜର୍ ମୁନୁସ୍ମନର୍ କାତା ମାନିକରି ସୁନ୍ଦର୍ ଅଇତେରଇଲାଇ ।
5 Pois assim se adornavam também noutro tempo as santas mulheres que esperavam em Deus, estando sujeitas a seus maridos,
6 ପୁର୍ବେ ସାରା ସେନ୍ତାରି କର୍ତେରଇଲା । ସେ ତାର୍ ମନସ୍ ଅବ୍ରାଆମ୍କେ ନିଜର୍ ସାଉକାର୍ ଇସାବେ କାତା ମାନିକରି ରଇଲା । ତମେ ଜଦି ସତ୍କାମ୍ କରି କାଇଟାର୍ ପାଇ ଡରି ନ ରଇଲେ, ତମ୍କେ ମିସା ତାର୍ ଟକିମନ୍ ଇସାବେ ଲେକା କର୍ସି ।
6 como Sara obedeceu a Abraão, chamando-lhe senhor, da qual vos tornais filhas, se fazeis o bem e não temeis perturbação alguma.
7 ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।
7 Igualmente vós, maridos, vivei com elas segundo a ciência, como sendo vaso mulheril mais fraco, dando-lhes honra como a herdeiras juntamente convosco da graça da vida, para que as vossas orações não sejam impedidas.
8 ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।
8 Finalmente, sede todos de um mesmo sentimento, compassivos, cheios de amor fraternal, misericordiosos, humildes,
9 ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା ।
9 não retribuindo mal por mal, nem injúria por injúria; mas, pelo contrário, bendizendo, porque para isto fostes chamados, a fim de que recebais bênção por herança.
10 ସାସ୍ତରେ ଲେକା ଅଇଲାପାରା,
10 Pois: Quem quer amar a vida E ver os dias bons, Refreie a sua língua do mal E os seus lábios não falem engano,
11 “ସେ କରାପ୍ କାମ୍ ଚାଡିକରି, ନିକ ବିସଇ କର୍ବାର୍ ଆଚେ ।
11 Aparte-se do mal, e faça o bem, Busque a paz e vá após dela;
12 କାଇକେବଇଲେ ଦରମ୍ଲକ୍କେ ମାପ୍ରୁ ଜାଗିଲାଗିରଇସି ।
12 Porque os olhos do Senhor estão sobre os justos E os seus ouvidos atentos às súplicas deles, Mas o rosto do Senhor está sobre os que fazem o mal.
13 ତମେ ଜଦି ନିକ କାମ୍ କର୍ବାକେ ମନ୍ କଲେ, ତମର୍ ବିରଦେ କେ ମିସା କାରାପ୍ କାମ୍ ନ କରତ୍ ।
13 Quem é o que vos fará mal, se fordes zelosos do bem?
14 ସତ୍ କାମ୍ କରି ମୁର୍ଚି ରଇଲେ ତମେ କେଡେକ୍ କରମର୍ ଲକ୍ । ଜନ୍ ଲକ୍ମନ୍ ତମ୍କେ କସ୍ଟ ଦେଲାଇନି, ସେମନ୍କେ ଡରିକରି ଚିନ୍ତା କରାନାଇ ।
14 Mas também, se padecerdes por amor da justiça, bem-aventurados sereis; e não temais as suas ameaças, nem vos turbeis;
15 ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
15 antes santificai em vossos corações a Cristo como Senhor; e estai sempre preparados para responder com mansidão e temor a todo aquele que vos pedir a razão da esperança que há em vós;
16 ମାତର୍ ମନ୍ବିତ୍ରେ ସୁଆଲ୍ ରଇକରି, ସନ୍ମାନ୍ ଦେଇକରି କାତାଉଆ । ତମର୍ ବିବେକ୍ ତମ୍କେ ଦସି ନ କର । ଜେନ୍ତାରିକି ତମର୍ ନିକ ଚଲାଚଲ୍ତି ବିରୁଦେ ଜେତ୍କି ଲକ୍ ନିନ୍ଦା କର୍ବାଇ, ତାକର୍ କାତାଇସେ ସେମନ୍ ଲାଜ୍ ଅଇବାଇ ।
16 tendo uma boa consciência, para que, naquilo em que falam mal de vós, fiquem confundidos os que vituperam o vosso bom procedimento em Cristo.
17 କାଇକେବଇଲେ ତମେ ନିକ କାମ୍ କଲାର୍ ଲାଗି ଦୁକ୍ କସ୍ଟ ମୁରଚ୍ବାକେ ପର୍ମେସର୍ ଜଦି ମନ୍ କଲେ, ସେନ୍ତାରି ଅଇବାଟା ନିକ । କାରାପ୍ କରି ଦୁକ୍ କସ୍ଟ ମୁରଚ୍ବା ବାଦୁଲେ, ସେଟା ନିକ ।
17 Porque melhor é sofrerdes fazendo o bem, se a vontade de Deus assim o quer, do que fazendo o mal.
18 କିରିସ୍ଟ ମିସା ଆମର୍ ପାପର୍ଲାଗି ଏକାତରେକ୍ ସବୁଲକର୍ପାଇ ଦୁକ୍କସ୍ଟ ଅଇ ମୁର୍ଚିକରି ମଲା । ସେ ଦରମ୍ ରଇ ପାପ୍କରିରଇବା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ମରିଜାଇରଇଲା । ଲକ୍ମନ୍ ତାର୍ ଗାଗଡ୍ ମରାଇଲାଇ, ମାତର୍ ତାର୍ ଆତ୍ମା ଜିବନ୍ ଅଇଆଚେ ।
18 Porque também Cristo morreu uma só vez pelos pecados, o justo pelos injustos, para levar-nos a Deus; sendo, na verdade, morto na carne, mas vivificado no espírito;
19 ମଲା ଲକ୍ମନର୍ ଆତ୍ମା ବନ୍ଦିଅଇରଇବା ଜାଗାଇ, ଆତ୍ମାର୍ ଇସାବେ ସେ ସୁବ୍ କବର୍ ଜାନାଇଲା ।
19 no qual também foi, e pregou aos espíritos em prisão;
20 ଏ ବନ୍ଦି ଆତ୍ମାମନ୍ ପୁର୍ବେ ନଅର୍ ବେଲେ ପର୍ମେସରର୍ କାତା ନ ମାନ୍ଲାଟାମନ୍ । ସେଡ୍କିବେଲେ ନଅ ବଡ୍ ଡଙ୍ଗା ତିଆର୍ କର୍ତେରଇଲା । ତାର୍ କାତା ଲକ୍ମନ୍ ବିସ୍ବାସ୍ କର୍ବାଇ ବଲି ପର୍ମେସର୍ ମୁର୍ଚିକରି ରଇଲା । କାଇକେବଇଲେ, ଏକାଇ ଆଟ୍ ଲକ୍ସେ ସେ ପାନିତେଇ ବୁଡତ୍ନାଇ । ସେମନ୍ ଡଙ୍ଗାଇ ଚଗିରଇଲାଇ ଆରି ରକିଆ ପାଇଲାଇ ।
20 os quais noutro tempo foram rebeldes, quando a longanimidade de Deus esperava, nos dias de Noé, enquanto se preparava a arca; na qual poucas, isto é, oito almas se salvaram através da água,
21 ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
21 que também agora, por uma verdadeira figura-o batismo, vos salva, o qual não é o despojamento da imundícia da carne, mas a indagação de uma boa consciência para com Deus, pela ressurreição de Jesus Cristo,
22 ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।
22 que está à destra de Deus, tendo subido ao céu; havendo-se-lhe sujeitado os anjos, e as autoridades, e as potestades.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 3, comparar traduções ou montar um estudo — tudo direto pelo WhatsApp.