1 Pedro 5
ସତିଅର୍ ବାଟ୍ (DSO) vs ARIB
1 ତମର୍ ମଣ୍ଡଲିର୍ ପାର୍ଚିନ୍ମନ୍କେ ଗଟେକ୍ ବିସଇ କଇବାକେ ମୁଇ ମନ୍ କଲିନି । କାଇକେବଇଲେ ମୁଇ ମିସା ଗଟେକ୍ ପାର୍ଚିନ୍ । କିରିସ୍ଟ ଦୁକ୍କସ୍ଟ ମୁରଚ୍ଲାଟା ମୁଇ ଦେକିଆଚି । ଆରି ତାର୍ ଡାକ୍ପୁଟା ଜାନାଇବା ଦିନେ ମୁଇ ମିସା ତେଇ ମିସ୍ବି । ମୁଇ ତମ୍କେ ବାବୁଜିଆ କଲିନି,
1 Aos anciãos, pois, que há entre vós, rogo eu, que sou ancião com eles e testemunha dos sofrimentos de Cristo, e participante da glória que se há de revelar:
2 ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
2 Apascentai o rebanho de Deus, que está entre vós, não por força, mas espontaneamente segundo a vontade de Deus; nem por torpe ganância, mas de boa vontade;
3 ତମେ ଦେକାରକା କର୍ବା ଲକ୍ମନ୍କେ ବାଦିଅ କରାନାଇ । ତାର୍ ବାଦୁଲେ ତମର୍ ନିକ ଚଲାଚଲ୍ତି ଦେକି ସେମନ୍ ସିକତ୍ ।
3 nem como dominadores sobre os que vos foram confiados, mas servindo de exemplo ao rebanho.
4 ଆରି ଜେଡେବେଲେ ଜିସୁକିରିସ୍ଟ ଜେ କି ସବୁ ବିସ୍ବାସିମନର୍ ବଡ୍ ନେତା ଦେକାଇ ଅଇସି, ଉଜଲ୍ ଉନା ନ ଅଇବା ଡାକ୍ପୁଟାର୍ ପୁରୁସ୍କାର୍ ତମ୍କେ ଦେଇସି ।
4 E, quando se manifestar o sumo Pastor, recebereis a imarcescível coroa da glória.
5 ସେନ୍ତାରିସେ ଏ ଦାଙ୍ଗ୍ଡାମନ୍, ତମେ ବଡ୍ଲକ୍ମନର୍ କାତା ମାନିକରିରୁଆ । ମନ୍ ବିତ୍ରେ ସୁଆଲ୍ ରଇ ଗଟେଲକ୍ ଆରି ଗଟେଲକ୍କେ ସେବା କରାକରି ଅଇରୁଆ । କାଇକେବଇଲେ ସାସ୍ତରେ ଲେକା ଅଇଲାଆଚେ ବଡ୍ପନ୍ ଅଇବା ଲକ୍ମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ମନେ ମନେ ସୁଆଲ୍ ରଇବା ଲକ୍ମନ୍କେ ଦୟା ଦେକାଇସି ।
5 Semelhantemente vós, os mais moços, sede sujeitos aos mais velhos. E cingi-vos todos de humildade uns para com os outros, porque Deus resiste aos soberbos, mas dá graça aos humildes.
6 ସବୁର୍ଟାନେ ଅନି ବପୁ ରଇବା ପର୍ମେସର୍କେ ନିଜେ ସର୍ପିଉଆ । ତାର୍ ସମାନ୍ ବେଲାଇ ସେ ତମ୍କେ ଉଟାଇସି ।
6 Humilhai-vos, pois, debaixo da potente mão de Deus, para que a seu tempo vos exalte;
7 ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।
7 lançando sobre ele toda a vossa ansiedade, porque ele tem cuidado de vós.
8 ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।
8 Sede sóbrios, vigiai. O vosso adversário, o Diabo, anda em derredor, rugindo como leão, e procurando a quem possa tragar;
9 ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।
9 ao qual resisti firmes na fé, sabendo que os mesmos sofrimentos estão-se cumprindo entre os vossos irmãos no mundo.
10 ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।
10 E o Deus de toda a graça, que em Cristo vos chamou à sua eterna glória, depois de haverdes sofrido por um pouco, ele mesmo vos há de aperfeiçoar, confirmar e fortalecer.
11 ତାକେ ସବୁର୍ଟାନେଅନି ବପୁଆଚେ, ସେ ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି । ଆମେନ୍ ।
11 A ele seja o domínio para todo o sempre. Amém.
12 ଏ ଅଲପ୍ ବିସଇର୍ ଚିଟି ଲେକ୍ବାକେ ସିଲା ମକେ ସାଇଜ କରିରଇଲା । ସେ ଗଟେକ୍ ଆମର୍ ବିସ୍ବାସି ବାଇ । ତମର୍ ବିସ୍ବାସ୍ ଡାଟ୍ କରାଇବାକେ ଆରି ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମେ ସତଇସେ ଜାନ୍ଲାସ୍ନି ବଲି ଟିକ୍ କର୍ବାକେ ମୁଇ ଏ ଚିଟି ଲେକ୍ଲିନି । ତାର୍ ଜିବନ୍ ଦୁକାଇଲାଟାନେ ତମେ ଡାଟ୍ ସଙ୍ଗ୍ ରୁଆ ।
12 Por Silvano, nosso fiel irmão, como o considero, escravo abreviadamente, exortando e testificando que esta é a verdadeira graça de Deus; nela permanecei firmes.
13 ବାବିଲନେ ରଇବା ତମର୍ ବିସ୍ବାସି ବାଇବଇନିମନ୍ ତାକର୍ ଜୁଆର୍ ଜାନାଇଲାଇନି । ପର୍ମେସର୍ ସେମନ୍କେ ବାଚ୍ଲାଆଚେ । ମାର୍କ ଜାକେ କି ମର୍ ପଅ ଇସାବେ ଦେକ୍ଲିନି, ସେମିସା ତାର୍ ଜୁଆର୍ ଜାନାଇଲାନି ।
13 A vossa co-eleita em Babilônia vos saúda, como também meu filho Marcos.
14 ତମର୍ ବିତ୍ରେ ଆଲାଦ୍ ଆଚେ ବଲି ଦେକାଇବାକେ ଆତେ ଦାରି ଜୁଆର୍ କରାକରିଉଆ ।
14 Saudai-vos uns aos outros com ósculo de amor. Paz seja com todos vós que estais em Cristo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Pedro 5, comparar traduções ou montar um estudo — tudo direto pelo WhatsApp.