1 Timóteo 4
ସତିଅର୍ ବାଟ୍ (DSO) vs ACF
1 ସୁକଲ୍ ଆତ୍ମା ନିକସଙ୍ଗ୍ କଇଲାନି, ସାରାସାରି ଦିନେ, ଲକ୍ମନ୍ ସତ୍ ବିସଇ ବିସ୍ବାସ୍ କର୍ବାଟା ଚାଡିଦେବାଇ । କାରାପ୍ ଆତ୍ମାମନର୍ ସିକିଆ ମାନ୍ବାଇ । ଆରି ସେମନ୍ ସିକାଇବା ବୁଲ୍ ସିକିଆ ବିସ୍ବାସ୍ କର୍ବାଇ ।
1 Mas o Espírito expressamente diz que nos últimos tempos apostatarão alguns da fé, dando ouvidos a espíritos enganadores, e a doutrinas de demônios;
2 ଏନ୍ତାରି ସିକିଆ ଦେବାବେଲେ ଏଟା ସତ୍ ସିକିଆବଲି ଲକ୍ମନ୍ ମାନ୍ବାଇ । ମାତର୍ ସେଟା ମିଚ୍ ସିକିଆ ରଇସି । ସେମନ୍ ଟିକ୍ କଲାଇନି କି ବୁଲ୍ କଲାଇନି, ସେଟା ନିଜେ ଜାନି ନ ରଅତ୍ । ଜେନ୍ତାରି କି ତପ୍ଲା ଲୁଆସଙ୍ଗ୍ ମାଉଁସ୍ଟାନେ ଚାପ୍ଲେ ମରିଜାଇସି, ସେନ୍ତାରିସେ ।
2 Pela hipocrisia de homens que falam mentiras, tendo cauterizada a sua própria consciência;
3 ସେମନ୍, ମାଇଜି ମନସ୍ ବିବା ଅଇବାର୍ ନାଇ ଆରି କାଇ କାଇ କାଦି କାଇବାର୍ ନାଇ ବଲି ବୁଲ୍ ସିକିଆ ଦେବାଇ । ସବୁ ରକାମର୍ କାଦି ପର୍ମେସର୍ ତିଆର୍ କଲାଆଚେ । ଜେନ୍ତି କି ଜେତ୍କି ସବୁ ଲକ୍ ତାର୍ ସତ୍ କବର୍ ବିସ୍ବାସ୍ କର୍ବାଇ, ସେମନ୍ ସେ କାଦିର୍ ଲାଗି ତାକେ ଦନିଅବାଦ୍ ଦେବାଇ ।
3 Proibindo o casamento, e ordenando a abstinência dos alimentos que Deus criou para os fiéis, e para os que conhecem a verdade, a fim de usarem deles com ações de graças;
4 ସେନ୍ତାରି ସିକିଆ ଦେଉମନ୍ ବୁଲ୍ ସିକିଆ ଦେଲାଇନି । କାଇକେବଇଲେ କାଦି ଆରି ପର୍ମେସର୍ ତିଆର୍କଲା ସବୁ ବିସଇ ନିକଆଚେ । ଆରି କାଇ ରକାମର୍ କାଦି ମିସା ନିଚ୍ବାର୍ ନାଇ । ତାର୍ ବାଦୁଲେ ସବୁ କାଦି ନିକ ବଲି ମାନିକରି ତାକେ ଦନିଅବାଦ୍ ଦେବାର୍ ଆଚେ ।
4 Porque toda a criatura de Deus é boa, e não há nada que rejeitar, sendo recebido com ações de graças.
5 କାଇକେବଇଲେ ପର୍ମେସର୍ କଇରଇବା ବାକିଅ ଆରି ଆମର୍ ପାର୍ତନା ବିସଇ ସବୁ ସୁକଲ୍ ଅଇଆଚେ ।
5 Porque pela palavra de Deus e pela oração é santificada.
6 ଏ ସବୁ ବିସଇ ତମେ ବିସ୍ବାସିମନ୍କେ ସିକାଇବାର୍ ଲାଗି, ତମେ ଜିସୁ କିରିସ୍ଟକେ ସେବା କଲାସ୍ନି । ତମର୍ ବିସ୍ବାସର୍ ଲାଗି ଆରି ସତ୍ ସିକିଆ ମାନ୍ଲାର୍ ଲାଗି ପର୍ମେସର୍ ତମ୍କେ ବଡାଇସି ।
6 Propondo estas coisas aos irmãos, serás bom ministro de Jesus Cristo, criado com as palavras da fé e da boa doutrina que tens seguido.
7 ଜନ୍ ସବୁ ସିକିଆ ମିଚ୍, ଆରି ଜନ୍ଟା ସବୁ ଟଣ୍ଡେପାନ୍ଦି କଇବାଟାନେ ଅନି ଦୁରିକେ ରୁଆ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇକରି ପର୍ମେସର୍ ଜନ୍ଟା ମନ୍ କଲାନି, ସେନ୍ତାରି ଚଲାଚଲ୍ତି କରା ।
7 Mas rejeita as fábulas profanas e de velhas, e exercita-te a ti mesmo em piedade;
8 କାଇକେବଇଲେ ଗାଗଡ୍କେ ବୁଲାଚାଲା କରି ନିକ ସଙ୍ଗ୍ ସଙ୍ଗଇବାଟା କେତେଟା କାମର୍ ପାଇ ନିକ ବିସଇ । କାଇକେବଇଲେ ଏଟା ଜଗତେ ବଁଚିରଇଲେ କି ମରିଗାଲେ ମିସା ତାକେ ଲଡାକେ ଆଇସି । ମାତର୍ ଆତ୍ମାଇ ଚଲାଚଲ୍ତି କର୍ବାଟା ସବୁ କାମେ ନିକ ରଇସି ।
8 Porque o exercício corporal para pouco aproveita, mas a piedade para tudo é proveitosa, tendo a promessa da vida presente e da que há de vir.
9 ଏଟା ବାଇଦରେ ସତ୍ ଆକା । ଏଟା ସବୁଲକ୍ ଅଇସି କି ନ ଅଏ ବଲିକରି ପୁରାପୁରୁନ୍ ବିସ୍ବାସ୍ କରିଅଇସି ।
9 Esta palavra é fiel e digna de toda a aceitação;
10 ଆମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ କସ୍ଟ ଅଇ କାମ୍ କରି ଏଟା ଆସା କଲୁନି । ସେ ସତଇସେ ବଁଚିଆଚେ । ସେ ଗୁଲାଇ ମନସ୍ ଜାତିର୍ ଉଦାର୍କାରିଆ, ଜେତ୍କି ସବୁ ତାକେ ବିସ୍ବାସ୍ କଲାଇନି, ତାକର୍ପାଇ ଅଦିକ୍ ।
10 Porque para isto trabalhamos e somos injuriados, pois esperamos no Deus vivo, que é o Salvador de todos os homens, principalmente dos fiéis.
11 ମୁଇ ତମ୍କେ ଜେତ୍କି ବିସଇ ଲେକ୍ଲିଆଚି ସେଟାସବୁ ବିନ୍ ଲକ୍ମନ୍କେ ସିକାଆ ଆରି ତିଆରା ।
11 Manda estas coisas e ensina-as.
12 ତକେ ଦାଙ୍ଗ୍ଡା ଆଚେ ବଲି କେ ମିସା ଇନ୍ ନ କର । ମାତର୍ ସବୁ ବିସ୍ବାସି ମନର୍ପାଇ ଗଟେକ୍ ସାକିପାରା ନିକ ଚଲାଚଲ୍ତି କର୍ । ସବୁ ବେଲେ ସତ୍ କାତା କଇତେର, ନିକସଙ୍ଗ୍ ଚଲାଚଲ୍ତି କର୍ତେରଇବା, ଲକ୍ମନ୍କେ ଆଲାଦ୍ କର୍ତେରଇବା, କିରିସ୍ଟକେ ବିସ୍ବାସ୍ କର୍ତେରଇବା, ପାପେ ରଅନାଇ ।
12 Ninguém despreze a tua mocidade; mas sê o exemplo dos fiéis, na palavra, no trato, no amor, no espírito, na fé, na pureza.
13 ମୁଇ ତର୍ଟାନେ ଆଇବା ଜାକ ବିସ୍ବାସିମନ୍ ରୁଣ୍ଡ୍ଲା ବେଲାଇ, ଜେନ୍ତାରି କି ସବୁଲକ୍ ନିକକରି ସୁନ୍ଲାପାରା ସାସ୍ତର୍ ପଡିଦେସ୍ । ତେଇର୍ ଅରତ୍ ସେମନ୍କେ ବୁଜାଇଦେସ୍ ।
13 Persiste em ler, exortar e ensinar, até que eu vá.
14 ପର୍ମେସର୍ ତର୍ପାଇସେ ବଲିକରି ଜନ୍ ଦାନ୍ ଦେଲାଆଚେ, ସେ କାମେ ଲାଗିର । ଏଟା ବବିସତ୍ବକ୍ତାମନ୍ ଆରି ପାର୍ଚିନ୍ମନ୍ ତର୍ ମୁଣ୍ଡେ ଆତ୍ ସଙ୍ଗଇ ପାର୍ତନା କଲାବେଲେ, ତୁଇ ପର୍ମେସରର୍ ଟାନେଅନି ପାଇରଇଲୁସ୍ ।
14 Não desprezes o dom que há em ti, o qual te foi dado por profecia, com a imposição das mãos do presbitério.
15 ଏ ସବୁ ବିସଇ ପୁରାପୁରୁନ୍ ମନ୍ ଦିଆନ୍ ଦେଇ କର୍ । ଜେନ୍ତାର୍କି, ସୁବ୍କବର୍ ଜାନାଇବାଟାନେ ଆରି ସିକାଇବାଟାନେ ତୁଇ ଆଗ୍ତୁ ଆଗ୍ତୁ ଗାଲୁସ୍ନି ବଲି ଲକ୍ମନ୍ ଦେକ୍ବାଇ ।
15 Medita estas coisas; ocupa-te nelas, para que o teu aproveitamento seja manifesto a todos.
16 ତୁଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କର୍ । ଆରି ପର୍ମେସରର୍ ବିସଇ ଜନ୍ଟା ସିକାଇଲୁସ୍ନି, ସେ ବିସଇଟାନେ ଜାଗ୍ରତ୍ ର । ଏଟା କରିଲାଗିର । କାଇକେବଇଲେ ସେନ୍ତାରି କଲେ, ତୁଇ ନିଜ୍କେ ଆରି ତର୍ କାତା ସୁନ୍ବା ଲକ୍କେ ରକିଆ କର୍ସୁ ।
16 Tem cuidado de ti mesmo e da doutrina. Persevera nestas coisas; porque, fazendo isto, te salvarás, tanto a ti mesmo como aos que te ouvem.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Timóteo 4, comparar traduções ou montar um estudo — tudo direto pelo WhatsApp.