1 Timóteo 5
ସତିଅର୍ ବାଟ୍ (DSO) vs ARIB
1 ତର୍ଟାନେଅନି ବୟସେ ବଡ୍ ରଇବା ଲକ୍କେ ଡାଟ୍ସଙ୍ଗ୍ ଦାକାପୁକା ଦେସ୍ନାଇ । ତାର୍ ବାଦୁଲେ ନିଜର୍ ବାବାକେ ବାବୁଜିଆ କଲାପାରା ସନ୍ମାନ୍ ସଙ୍ଗ୍ କର୍ । ବଇସେ ସାନ୍ ରଇଲା ଲକ୍ମନ୍କେ ନିଜର୍ ବାଇ ଇସାବେ କାତା ଅ ।
1 Não repreendas asperamente a um velho, mas admoesta-o como a um pai; aos moços, como a irmãos;
2 ବଇସେ ବଡ୍ ରଇବା ମାଇଜିମନ୍କେ ନିଜର୍ ମାଆ ପାରା ଆରି ଦାଙ୍ଗ୍ଡିମନ୍କେ ନିଜର୍ ବଇନି ପାରା ମାନିକରି ର । ସେମନ୍କେ ମନେ ମନେ ମିସା ପାପ୍ ଇସାବେ ଦେକ୍ନାଇ ।
2 às mulheres idosas, como a mães; às moças, como a irmãs, com toda a pureza.
3 ରାଣ୍ଡିଜୁଣ୍ଡିମନ୍କେ ସନ୍ମାନ୍ ଦେକାଇ ଜତନ୍ କର୍ ।
3 Honra as viúvas que são verdadeiramente viúvas.
4 ଜଦି କନ୍ ରାଣ୍ଡିମାଇଜିକେ ପିଲାଟକି କି ନାତିତିତି ରଇଲେ, ସେମନ୍ ନିଜର୍ କୁଟୁମର୍ ଲକ୍ ଇସାବେ ତାକେ ଜତନ୍ କରତ୍ । ସେନ୍ତାରି ସେମନ୍ ଆୟା ବାବାମନ୍କେ ଆରି ଆନିଦାଦିମନ୍କେ ତାକର୍ ଆଲାଦ୍ ବାଉଡାଇ ଦେଅତ୍ । ଏଟା ପର୍ମେସର୍କେ ସାର୍ଦା କରାଇସି ।
4 Mas, se alguma viúva tiver filhos, ou netos, aprendam eles primeiro a exercer piedade para com a sua própria família, e a recompensar seus progenitores; porque isto é agradável a Deus.
5 ଜନ୍ ରାଣ୍ଡିମାଇଜି ଜାକେ କି ଆକାସାକା ନାଇ, ସେ ପର୍ମେସର୍କେ ଆସାକରିଆଚେ, ସେ ଦିନ୍ରାତି ତାକେ ଗୁଆରିକଲାନି, ତାକେସେ ମଣ୍ଡଲିର୍ ବିସ୍ବାସିମନ୍ ଜତନ୍ କର୍ବାର୍ ଆଚେ ।
5 Ora, a que é verdadeiramente viúva e desamparada espera em Deus, e persevera de noite e de dia em súplicas e orações;
6 ମାତର୍ ଗଟେକ୍ ରାଣ୍ଡି ମାଇଜି ଅବ୍କା ନିଜେ କର୍ବା ବିସଇ ମନ୍କରି, ପର୍ମେସର୍ ତାକେ ଜନ୍ଟା କର ବଲି ମନ୍ କଲାନି, ସେଟା ନ କରିରଇଲେ, ସେ ବଁଚିରଇକରି ମିସା ମଲା ସମାନ୍ ଆଚେ ।
6 mas a que vive em prazeres, embora viva, está morta.
7 ରାଣ୍ଡି ମାଇଜିମନର୍ ଜତନ୍ ପାଇ ମୁଇ ଜେତ୍କି ଆଦେସ୍ ଦେଲିଆଚି, ସେଟା ସବୁ ମାନା ବଲି ବିସ୍ବାସିମନ୍କେ ତିଆର୍ । ଜେନ୍ତାରିକି ସେମନ୍କେ କେ ମିସା ନିନ୍ଦା କରି ନାପାରତ୍ ।
7 Manda, pois, estas coisas, para que elas sejam irrepreensíveis.
8 କେ ଜଦି, ତାର୍ ନିଜର୍ ଲକ୍ମନ୍କେ କି କୁଟୁମର୍ ଲକ୍ମନ୍କେ ଲଡାକେ ରଇବା ବିସଇ ନ ଦେଲେ, ସେ ଜନ୍ଟା ବିସ୍ବାସ୍ କଲିନି ବଲି କଇସି, ସେ ସତଇସେ ସେଟା ବିସ୍ବାସ୍ କରେନାଇ । ସେ ବିସ୍ବାସ୍ ନ କରିରଇବା ଲକର୍ଟାନେଅନି ଅଦିକ୍ ଇନ୍ ।
8 Mas, se alguém não cuida dos seus, e especialmente dos da sua família, tem negado a fé, e é pior que um incrédulo.
9 ଗଟେକ୍ ରାଣ୍ଡି ମାଇଜି କଡେଚାରି ବରସ୍ ନ ଅଇତେ, ତାକେ ରାଣ୍ଡି ବଲି ଲେକା କର୍ବାର୍ ନାଇ । ସେ ଗଟେକ୍ ମୁନୁସର୍ ସଙ୍ଗ୍ସେ ମିସିରଇବାର୍ଆଚେ ।
9 Não seja inscrita como viúva nenhuma que tenha menos de sessenta anos, e só a que tenha sido mulher de um só marido,
10 ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।
10 aprovada com testemunho de boas obras, se criou filhos, se exercitou hospitalidade, se lavou os pés aos santos, se socorreu os atribulados, se praticou toda sorte de boas obras.
11 ଡକ୍ରି ନ ରଇବା ରାଣ୍ଡିମନ୍କେ ରାଣ୍ଡି ଇସାବେ ଲେକା କର୍ ନାଇ । କାଇକେବଇଲେ ସେମନ୍ ରାଣ୍ଡି ଇସାବେ କିରିସ୍ଟକେ ସେବା କର୍ବି ବଲି କାତା ଦେଇରଇଲେ ମିସା, ମୁନୁସର୍ ସଙ୍ଗ୍ ରଇବି ବଲି ମନ୍ ଆଇଲେ, ଆଗ୍ତୁ ଦେଇରଇବା କାତା ପାସ୍ରିଜାଇ ଆରିତରେକ୍ ବିବା ଅଇବାକେ ମନ୍ କର୍ବାଇ ।
11 Mas rejeita as viúvas mais novas, porque, quando se tornam levianas contra Cristo, querem casar-se;
12 ଆରିତରେକ୍ ବିବା ଅଇଲାର୍ ପାଇ ସେମନ୍ ଦସି ଅଇବାଇ । କାଇକେବଇଲେ, ସେମନ୍ ଆଗ୍ତୁ ଦେଇରଇବା କାତା ପୁରାପୁରୁନ୍ କରତ୍ ନାଇ ।
12 tendo já a sua condenação por haverem violado a primeira fé;
13 ଏଟାର୍ ମିସ୍ତେ ସେମନ୍ ଅଲସ୍ ଅଇବାଟା ସିକ୍ବାଇ । ଆର୍ ଗରେ ତାର୍ ଗରେ ଜାଇ ବେଲା ବିତାଇବାଇ । ତିପୁଲ୍ କାତା କଇ ବିନ୍ ଲକର୍ ବିସଇ କାତାବାର୍ତା ଅଇବାଇ ।
13 e, além disto, aprendem também a ser ociosas, andando de casa em casa; e não somente ociosas, mas também faladeiras e intrigantes, falando o que não convém.
14 ତେବର୍ପାଇ ଡକ୍ରି ନ ରଇବା ରାଣ୍ଡିମନ୍କେ ମୁଇ ତିଆର୍ଲିନି, ଆରିତରେକ୍ ଗର୍ ବସାଇ ପିଲାଟକିର୍ ଜତନ୍ କରା । ସେନ୍ତାରି କଲେ ଆମର୍ ବିରଦିମନ୍ ଆମ୍କେ ନିନ୍ଦା ନ କରତ୍ ।
14 Quero pois que as mais novas se casem, tenham filhos, dirijam a sua casa, e não dêem ocasião ao adversário de maldizer;
15 କାଇକେବଇଲେ ସେମନ୍ ପର୍ମେସରର୍ ଟାନେଅନି ଦୁରିକେ ଜାଇ ସଇତାନର୍ ସଙ୍ଗ୍ ଜିଇବାକେ ଆରାମ୍ କଲାଇ ଆଚତ୍ ।
15 porque já algumas se desviaram, indo após Satanás.
16 ଜଦି କନ୍ଆଲେ ମାଇଜି କିରିସ୍ଟକେ ବିସ୍ବାସ୍ କର୍ସି, ଆରି ତାର୍ କୁଟୁମେ ରାଣ୍ଡିମାଇଜିମନ୍ ରଇବାଇ, ସେ ଆକା ସେମନ୍କେ ସାଇଜ କର୍ବାର୍ ଆଚେ । ବିନ୍ ବିସ୍ବାସିମନ୍ ସେ ଦାଇତ୍ ନେଇ କରତ୍ ବଲି ସେ ଆସା କର୍ବାର୍ ନାଇ । ଏଟା ଜେନ୍ତାରିକି ଜାକେ ଆକାସାକା ନ ରଅତ୍ ସେମନ୍କେ ବିସ୍ବାସିମନ୍ ଜତନ୍ କରିପାରତ୍ ।
16 Se alguma mulher crente tem viúvas, socorra-as, e não se sobrecarregue a igreja, para que esta possa socorrer as que são verdadeiramente viúvas.
17 ଜନ୍ ପାର୍ଚିନ୍ମନ୍ ମଣ୍ଡଲିର୍ ନେତା ଅଇ ଡାକିନେଲାଇନି, ସେମନ୍ ଦୁଇଗୁନ୍ ବୁତି ପାଇବା ଦର୍କାର୍ । କାଇକେବଇଲେ ସୁବ୍କବର୍ ଜାନାଇବାଟା ଆରି ସିକାଇବାଟା ସେମନ୍କେ ଦାଇତ୍ ଇସାବେ ଦେଲାଇ ଆଚତ୍ ।
17 Os anciãos que governam bem sejam tidos por dignos de duplicada honra, especialmente os que labutam na pregação e no ensino.
18 ସାସ୍ତରେ ଜେନ୍ତି ଲେକାଅଇଲା ଆଚେ, ଗାନାଇ ଦାନ୍ ମାଣ୍ଡାଇବାବେଲେ ବଲଦର୍ ଟଣ୍ଡେ କତ୍ରା ବାନ୍ଦା ନାଇ ଆରି କାମ୍ କରୁ ସାଉକାର୍ଟାନେଅନି ତାର୍ କୁଲି ପାଇସି ଆକା ।
18 Porque diz a Escritura: Não atarás a boca ao boi quando debulha. E: Digno é o trabalhador do seu salário.
19 ଗଟେକ୍ ପାର୍ଚିନ୍ ବିରୁଦେ ନିନ୍ଦା କାତା ଉଟ୍ଲେ, ଦୁଇ କି ତିନିଲକର୍ ସାକି ନଇଲେ, ସେଟାକେ ମାନ୍ ନାଇ ।
19 Não aceites acusação contra um ancião, senão com duas ou três testemunhas.
20 ପାପେ ରଇବା ଗଟେକ୍ ପାର୍ଚିନ୍କେ ସବୁର୍ ମୁଆଟେ ଲାଗ୍ । ଜେନ୍ତାରିକି ବିନ୍ ପାର୍ଚିନ୍ମନ୍ ସେନ୍ତାରି ପାପ୍ କର୍ବାକେ ଡର୍ବାଇ ।
20 Aos que vivem no pecado, repreende-os na presença de todos, para que também os outros tenham temor.
21 ଆମର୍ ବାବା ପର୍ମେସର୍ ଜିସୁକିରିସ୍ଟ ଆରି ସେ ବାଚିରଇବା ଦୁତ୍ମନ୍କେ ସାକିକରି ମୁଇ ତକେ ତିଆର୍ଲିନି, ମୁଇ ତିଆର୍ଲା ଏ ସବୁ ବିସଇ କାଇ ବଡ୍ସାନ୍ ନ ଦେକିକରି କର୍ ।
21 Conjuro-te diante de Deus, e de Cristo Jesus, e dos anjos eleitos, que sem prevenção guardes estas coisas, nada fazendo com parcialidade.
22 ଗଟେକ୍ ଲକ୍କେ ପରିକା ନ କର୍ବା ଜାକ ତାକେ ମୁକିଅ ଇସାବେ, ତର୍ ଆତ୍ ତାର୍ ମୁଣ୍ଡେ ସଙ୍ଗଇ, ସେବା କାମର୍ ପାଇ ସରପ୍ ନାଇ । ନଇଲେ ତାର୍ ପାପର୍ ପାଇ, ତୁଇ ଦାଇ ଅଇସୁ । ତୁଇ ନିଜେ ପାପ୍ ନ କର୍ବାକେ ଜାଗ୍ରତ୍ ର ।
22 A ninguém imponhas precipitadamente as mãos, nem participes dos pecados alheios; conserva-te a ti mesmo puro.
23 ଆରି ଚୁଚା ପାନି ନ କାଇକରି ତର୍ ପେଟର୍ ଲାଗି ଅଲପ୍ ଅଙ୍ଗୁର୍ ମଦ୍ ମିସା କାଆ । କାଇକେବଇଲେ ତୁଇତା ସବୁବେଲେ ନିକ ରଉସ୍ ନାଇ ।
23 Não bebas mais água só, mas usa um pouco de vinho, por causa do teu estômago e das tuas freqüentes enfermidades.
24 କେତେ ଲକ୍ ସବୁର୍ ଦେକ୍ତେ ପାପ୍ କଲାଇନି । ଜେନ୍ତିକି ତୁଇ ସେଟା ଜାନିପାର୍ଲୁସ୍ନି । ସେମନର୍ ଚଲାଚଲ୍ତି ପରିକା କର୍ବା ଆଗ୍ତୁ, ତୁଇ ସେଟା ଜାନ୍ସୁ । ମାତର୍ ଆରି କେତେଲକର୍ ପାପ୍ ବେସି ଦିନ୍ ଅଇଲେ ମିସା ଜାନି ନଏଁ ।
24 Os pecados de alguns homens são manifestos antes de entrarem em juízo, enquanto os de outros descobrem-se depois.
25 ସେନ୍ତାରିସେ କେତେ ଲକ୍ କର୍ବା ନିକ ବିସଇ ସବୁକେ ଡିସ୍ସି । ସେମନ୍ କର୍ବା ନିକ ବିସଇ ଦାପ୍ରେ ନ ଡିସ୍ଲେ ମିସା କେତେଦିନ୍ ପଚେ, ସେଟା ଲକ୍ମନ୍ ଜାନ୍ବାଇ ।
25 Da mesma forma também as boas obras são manifestas antecipadamente; e as que não o são não podem ficar ocultas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Timóteo 5, comparar traduções ou montar um estudo — tudo direto pelo WhatsApp.