1 Timóteo 6
ସତିଅର୍ ବାଟ୍ (DSO) vs VC
1 ଜନ୍ ବିସ୍ବାସିମନ୍ ଗତିଦାଙ୍ଗ୍ଡା ଇସାବେ ଗଟେକ୍ ସାଉକାର୍ ତଲେ କାମ୍ କଲାଇନି, ସେମନ୍ ତାକର୍ ସାଉକାର୍ମନ୍କେ ଅଦିକ୍ ସନ୍ମାନ୍ ଦେବାର୍ ଆଚେ । ଜେନ୍ତାରି କି, ପର୍ମେସରର୍ ନାଉଁ ଆରି ଆମେ ସିକାଇବାଟା କେ ନିନ୍ଦା ନ କରତ୍ ।
1 Todos os que vivem sob o jugo da servidão considerem seus senhores dignos de toda honra, para que não sejam caluniados o nome de Deus e sua doutrina.
2 ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।
2 E os que têm patrões que abraçaram a fé, nem por isto os menosprezem, sob pretexto de serem irmãos. Ao contrário, deverão servi-los ainda melhor, pelo fato de que eles são fiéis amados de Deus e participantes de seus benefícios. Tal deve ser o tema de teus ensinamentos e de tuas exortações.
3 ଜଦି କେ ବୁଲ୍ ବିସଇ ସିକାଇଲାଇନି, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ସତ୍ ସିକିଆଟାନେ ରାଜି ନ ଅଅତ୍,
3 Quem ensina de outra forma e discorda das salutares palavras de nosso Senhor Jesus Cristo, bem como da doutrina conforme à piedade,
4 ସେନ୍ତାରି ଲକ୍ ବେସି ବଡ୍ପନିଆ ଆରି ସେ କାଇଟା ନାଜାନେ । ସେ ସବୁବେଲେ ଦଦାପେଲା କରି କାଇ ମୁଲିଅ ନ ରଇବା ବିସଇନେଇ ଜଗ୍ଡାଜାଟି କର୍ତେରଇବାକେ ମନ୍ କର୍ସି । ଏନ୍ତାରି କରି କରି ଲକ୍କେ ଇଁସା କର୍ବାଟା, କିରଜାଟି କର୍ବାଟା, ନିନ୍ଦା କର୍ବାଟା ଆରି କାରାପ୍ ଚିନ୍ତା,
4 é um obcecado pelo orgulho, um ignorante, doentio por questões ociosas e contendas de palavras. Daí se originam a inveja, a discórdia, os insultos, as suspeitas injustas,
5 ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ କିରଜାଟି ଅଇ ଲାଗି ରଇସି । ସେନ୍ତାରି ଲକର୍ ମନ୍ କାରାପ୍ ଅଇଲା ଆଚେ ଆରି ସତ୍ ବିସଇ ତାକର୍ ମନ୍କେ ନ ଜାଏ । ସେମନ୍ ପର୍ମେସରର୍ ବିସଇ ସିକାଇତେରଇଲେ ଡାବୁ ମିଲ୍ତେରଇସି ବଲି ବାବ୍ଲାଇନି ।
5 os vãos conflitos entre homens de coração corrompido e privados da verdade, que só vêem na piedade uma fonte de lucro.
6 ତାର୍ ବାଦୁଲେ ଆମେ ଜେଡେବେଲେ ପର୍ମେସର୍କେ ସାର୍ଦା କରାଉଁ, ଆରି ଆମ୍କେ ଜେତ୍କି ଆଚେ ସେତ୍କି ସଙ୍ଗ୍ ସୁସ୍ତା ସଙ୍ଗ୍ ରଉଁ, ତେବେ ଆମେ ଜବର୍ ଅଇତେ ମିଲାଇଆଚୁ ।
6 Sem dúvida, grande fonte de lucro é a piedade, porém quando acompanhada de espírito de desprendimento.
7 କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ ।
7 Porque nada trouxemos ao mundo, como tampouco nada poderemos levar.
8 ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
8 Tendo alimento e vestuário, contentemo-nos com isto.
9 କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
9 Aqueles que ambicionam tornar-se ricos caem nas armadilhas do demônio e em muitos desejos insensatos e nocivos, que precipitam os homens no abismo da ruína e da perdição.
10 କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
10 Porque a raiz de todos os males é o amor ao dinheiro. Acossados pela cobiça, alguns se desviaram da fé e se enredaram em muitas aflições.
11 ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ ।
11 Mas tu, ó homem de Deus, foge desses vícios e procura com todo empenho a piedade, a fé, a caridade, a paciência, a mansidão.
12 ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ ।
12 Combate o bom combate da fé. Conquista a vida eterna, para a qual foste chamado e fizeste aquela nobre profissão de fé perante muitas testemunhas.
13 ପର୍ମେସର୍ ମର୍ ସାକି, ଜେ କି ସବୁକେ ବଁଚ୍ବାକେ ଦେଇସି । ଆରି ଜିସୁକିରିସ୍ଟ ଜେ କି, ପନ୍ତିଅ ପିଲାତ୍ ପାଚାର୍ଲା ବେଲେ ସତ୍ କଇଲା, ଏ ଦୁଇ ଲକର୍ ସାକି ନେଇକରି ମୁଇ ତକେ ତିଆର୍ଲିନି,
13 Em presença de Deus, que dá a vida a todas as coisas, e de Cristo Jesus, que ante Pôncio Pilatos abertamente testemunhou a verdade,
14 ଆମର୍ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଜାକ ମୁଇ ତକେ ତିଆରିରଇବା ଜେତ୍କି ସବୁ ବିସଇ ମାନିକରି, କାଇ ନିନ୍ଦା ନ ଅଇତେ ର ।
14 recomendo-te que guardes o mandamento sem mácula, irrepreensível, até a aparição de nosso Senhor Jesus Cristo,
15 ସେ ବାଉଡି ଆଇବାଟା ପର୍ମେସର୍ ଟିକ୍ କଲା ବେଲାଇ ଗଟ୍ସି, ସେ ଗଟେକ୍ ଲକ୍ସେ ସାସନ୍କାରିଆ । ସେ ସେ ରାଜାମନର୍ ଉପ୍ରେ ରଇବା ରାଜା ଆରି ମାପ୍ରୁମନର୍ ଉପ୍ରେ ରଇବା ମାପ୍ରୁ ।
15 a qual a seu tempo será realizada pelo bem-aventurado e único Soberano, Rei dos reis e Senhor dos senhores,
16 ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି ଆରି ତାର୍ ଚାରିବେଟ୍ତି ରଇବା ଉଜ୍ଲେ କେ ଆସିନାପାରତ୍ । ବଁଚି ରଇବା କେ ମିସା ତାକେ ଦେକତ୍ ନାଇ ଆରି କେବେ ମିସା ଦେକିନାପାରତ୍ । ଲକ୍ମନ୍ ତାକେ ଡାକ୍ପୁଟା କର୍ବାଇ ଆରି ତାର୍ଟାନେ ସବୁବେଲେ ବେସି ବପୁ ରଇସି । ଆମେନ୍ ।
16 o único que possui a imortalidade e habita em luz inacessível, a quem nenhum homem viu, nem pode ver. A ele, honra e poder eterno! Amém.
17 ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
17 Exorta os ricos deste mundo a que não sejam orgulhosos nem ponham sua esperança nas riquezas volúveis, mas em Deus, que nos dá abundantemente todas as coisas para delas fruirmos.
18 ଦରମ୍ ମନେ ଲକ୍ମନ୍କେ ସାଇଜ କର୍ବାକେ ସେମନ୍କେ କଇଦେସ୍ । ଅର୍କିତ୍ ଲକ୍ମନ୍କେ କାଇଟା ନ ବାବି ଦେବାକେ, ତାକର୍ ଟାନେ ରଇଲାଟା ସାର୍ଦା ସଙ୍ଗ୍ ବାଟାକର୍ବାକେ କଇଦେସ୍ ।
18 Que pratiquem o bem, se enriqueçam de boas obras, sejam generosos, comunicativos,
19 ଏନ୍ତାରି ତାକର୍ ନିକ କାମ୍ସବୁ ଗଟେକ୍ ବଡ୍ ଦନ୍ ଇସାବେ ସେମନ୍ ସର୍ଗେ ସଙ୍ଗଇଆଚତ୍ । ସେନ୍ତାର୍ ଆଲେ ସେମନ୍ ତାକର୍ ନିଜର୍ପାଇ ଜିବନ୍ ମିଲାଇବାଇ ।
19 ajuntem um tesouro sólido e excelente para seu futuro, a fim de conquistarem a verdadeira vida.
20 ଏ ତିମତି, ପର୍ମେସର୍ ତକେ ଜନ୍ଟା କର୍ବାକେ ଦାଇତ୍ ଦେଲାଆଚେ, ସେ ଦାଇତ୍ ନିକ ସଙ୍ଗ୍ କର୍ । ଆସା ନ ରଇବା ଚୁଚା କାତା, କାଇ ଲଡାକେ ନ ଆଇବା କାତାବାର୍ତା ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ଜନ୍ ଲକ୍ ବିରଦ୍ କଲାଇନି, ସେମନର୍ ଟାନେଅନି ଦୁରିକେ ର । ସେଟା ସେମନ୍ ସିକ୍ବା ଗିଆନ୍ ବଲି ବୁଲ୍ ବୁଜ୍ଲାଇନି ।
20 Ó Timóteo, guarda o bem que te foi confiado! Evita as conversas frívolas e mundanas, assim como as contradições de pretensa ciência.
21 ଏ ବୁଲ୍ ସିକିଆ କେତେଲକ୍ ମାନିକରି କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଇଆଚତ୍ । ପର୍ମେସର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତର୍ ସଙ୍ଗ୍ ସବୁବେଲେ ରଅ । ଆମେନ୍ !
21 Alguns, por segui-las, se transviaram da fé. A graça esteja convosco.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Timóteo 6, comparar traduções ou montar um estudo — tudo direto pelo WhatsApp.