1 Tessalonicenses 4
ସତିଅର୍ ବାଟ୍ (DSO) vs BKJ
1 ତେବେ ଏ ବାଇମନ୍ ସାରାସାରି ବେଲାଇ କେନ୍ତାରି ଚଲାଚଲ୍ତି କଲେ ପର୍ମେସର୍ ସାର୍ଦା ଅଇସି, ସେ ବିସଇ ତମେ ଆମର୍ଟାନେଅନି ସିକିଆଚାସ୍ । ଆରି ସେନ୍ତାରିସେ ଚଲାଚଲ୍ତି କଲାସ୍ନି । ତମେ ଜେନ୍ତାରି କଲାସ୍ନି, ସେ ଇସାବେ ଆରି ଆଗ୍ତୁ ଆଗ୍ତୁ ଜିବାକେ ଆମେ ତମ୍କେ ମାପ୍ରୁ ଜିସୁର୍ ନାଉଁଦାରି ବାବୁଜିଆ କରି ସାର୍ଦା କରାଇଲୁନି ।
1 Além disso, vos rogamos irmãos, e vos exortamos no Senhor Jesus que, assim como recebestes de nós, de que maneira convém andar e agradar a Deus, assim andai, para que continueis a progredir mais e mais;
2 କାଇକେବଇଲେ ମାପ୍ରୁ ଜିସୁର୍ଟାନେଅନି ଆଦେସ୍ ପାଇକରି ଜାଇ ଜାଇଟା କର୍ବାକେ କଇରଇଲୁ, ସେଟା ତମେ ଜାନାସ୍ ।
2 porque vós sabeis que mandamentos vos temos dado pelo Senhor Jesus.
3 ଜେନ୍ତାରି କି ତମେ ବେସିଆ କାମ୍ଟାନେଅନି ବିନେ ରଇକରି, ସୁକଲ୍ ସଙ୍ଗ୍ ରଇବାଟା ପର୍ମେସର୍ ମନ୍ କଲାନି ।
3 Porque esta é a vontade de Deus, a vossa santificação: Que vos abstenhais da fornicação,
4 ସବୁଲକ୍ ସୁକଲ୍ ଆରି ଆଲାଦ୍ସଙ୍ଗ୍ ନିଜର୍ ନିଜର୍ ମାଇଜିମନର୍ ସଙ୍ଗ୍ ରଇବାକେ ସିକା ।
4 que cada um de vós saiba possuir o seu vaso em santificação e honra,
5 ଆରି, ଜେନ୍ତିକି ବିସ୍ବାସ୍ ନ କଲା ଲକ୍ମନର୍ପାରା ପର୍ମେସରର୍ ବାକିଅ ନ ମାନିକରି ଆସାର୍ କାମ୍ କରାନାଇ ।
5 não na paixão de concupiscência, como os gentios, que não conhecem a Deus.
6 ଜେ ଜଦି ଏ ବିସଇ ନ ମାନିକରି କନ୍ ବିସ୍ବାସି ବାଇକେ ମିସା ଅନିଆଇ କର୍ସି ବଇଲେ, ମାପ୍ରୁ ଏ ସବୁ ବିସଇ ନେଇ ଡଣ୍ଡ୍ ଦେଇସି । ଏ କାତା ଆମେ ପୁର୍ବେ ଜାନାଇଦେଇ ଆଚୁ ।
6 Que nenhum homem oprima ou engane a seu irmão em qualquer assunto, porque o Senhor é vingador de todas estas coisas, como também, antes, vo-lo dissemos e testificamos.
7 କାଇକେବଇଲେ ପର୍ମେସର୍ ଆମ୍କେ ସୁକଲ୍ ନ ଅଇକରି ଜିଉନା କାଉନା କର୍ବାକେ ଡାକେନାଇ ମାତର୍ ସୁକଲ୍ ଅଇ ରଇବାକେ ଡାକିଆଚେ ।
7 Porque Deus não nos chamou para a imundícia, mas para a santificação.
8 ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ ।
8 Portanto, quem despreza isto não despreza ao homem, mas sim a Deus, que nos deu também o seu Espírito Santo.
9 ଏ କିରିସ୍ଟ ବିସ୍ବାସି ବାଇବଇନିମନ୍, ତମର୍ ଆଲାଦ୍ କର୍ବା ବିସଇ ଆମେ ଆରି ଅଦିକ୍ ଲେକ୍ବାର୍ ଦର୍କାର୍ ନାଇ । କାଇକେବଇଲେ ତମେ ପର୍ମେସର୍ଟାନେଅନି ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାଟା ସିକିଆଚାସ୍ ।
9 Mas, quanto ao amor fraternal, não necessitais de que vos escreva, visto que vós mesmos estais instruídos por Deus que vos ameis uns aos outros;
10 ଆରି ଗୁଲାଇ ମାକିଦନିଆଇ ରଇବା ସବୁ ବିସ୍ବାସି ବାଇମନ୍କେ ସେନ୍ତାରି କଲାସ୍ନି । ଏଲେମିସା, ତମେ ଆରି ଅଦିକ୍ ଅଦିକ୍ ସେନ୍ତାରି କରା ।
10 porque também já assim o fazeis para com todos os irmãos que estão por toda a Macedônia. Mas vos suplicamos, irmãos, que continueis a progredir mais e mais,
11 ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।
11 e que procureis viver quietos, e tratar dos vossos próprios negócios, e trabalhar com vossas próprias mãos, como já vo-lo temos mandado;
12 ଏନ୍ତାରି କଲେ ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତମ୍କେ ନାମ୍ବାଇ । ଆରି କାଇଟା ମିସା ଅବାବ୍ ନ ଅଏ । ତମ୍କେ ଦର୍କାର୍ ରଇବା ବିସଇପାଇ ବିନ୍ଲକ୍କେ ଆସା କର୍ବାକେ ନ ପଡେ ।
12 para que andeis honestamente para com os que estão de fora e para que não tenhais falta de nada.
13 ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ ।
13 Não quero, porém que sejais ignorantes, irmãos, acerca dos que dormem, para que não vos entristeçais, como os demais, que não têm esperança.
14 କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି ।
14 Porque, se cremos que Jesus morreu e ressuscitou, assim também aos que em Jesus dormem, Deus trará com ele.
15 ଏବେ ଆମେ ତମ୍କେ ଜନ୍ ସିକିଆ ଦେଲୁନି, ସେଟା ମାପ୍ରୁର୍ ସିକିଆ । ମାପ୍ରୁ ଆଇବା ବେଲେ ଜେତ୍କି ଲକ୍ ଆମେ ନ ମରିକରି ଜିଇ ଆଚୁ, ଆମେ ଦେକ୍ବା ଆଗ୍ତୁ ମରିଜାଇରଇବା ବିସ୍ବାସିମନ୍ ମାପ୍ରୁକେ ଦେକ୍ବାଇ ।
15 Dizemos, pois, isto a vós, pela palavra do Senhor: Que nós, os que estamos vivos e permanecemos para a vinda do Senhor, não precederemos os que dormem.
16 କାଇକେବଇଲେ ମାପ୍ରୁ ନିଜେ ଆଦେସ୍ ଦେଇ, ମୁକିଆ ଦୁତର୍ ସର୍ ଆରି ପର୍ମେସରର୍ ବାଜାମଇରି ସଙ୍ଗ୍ ସର୍ଗେ ଅନି ଉତର୍ସି । ଜିସୁକିରିସ୍ଟକେ ବିସ୍ବାସ୍କରି ଜନ୍ଲକ୍ମନ୍ ମରିଆଚତ୍ ସେମନ୍ ତେଇ ପର୍ତମେ ଉଟ୍ବାଇ ।
16 Porque o mesmo Senhor descerá do céu com brado, e com a voz de arcanjo, e com a trombeta de Deus; e os mortos em Cristo ressuscitarão primeiro;
17 ତାର୍ପଚେ ଆମେ ଜେତ୍କି ଲକ୍ ଜିବନ୍ ରଇବୁ, ସେବେଲେ ମେଗ୍ମାଲାଇଅନି ସେମନର୍ସଙ୍ଗ୍ ଉତ୍ରିକରି ସବୁବେଲେ ମାପ୍ରୁର୍ ସଙ୍ଗ୍ ସରଗ୍ପୁରେ ରଇବୁ ।
17 depois, nós, os que estamos vivos e permanecemos, seremos arrebatados juntamente com eles nas nuvens, a encontrar o Senhor no ar, e assim estaremos para sempre com o Senhor.
18 ଏସବୁ କାତାମନ୍ ସୁନାଇକରି ତମେ ନିଜର୍ ନିଜର୍ ଲକ୍ମନ୍କେ ସାଆସ୍ କରାଆ ।
18 Portanto, consolai-vos uns aos outros com estas palavras.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 1 Tessalonicenses 4, comparar traduções ou montar um estudo — tudo direto pelo WhatsApp.