2 Coríntios 12
ସତିଅର୍ ବାଟ୍ (DSO) vs ARA
1 ସେନ୍ତାର୍ଆଲେ ମୁଇ ବଡ୍ପନ୍ ଅଇ କଇଲା ଟାନେ କାଇ ଲାବ୍ ନଇଲେ ମିସା ମୁଇ ବଡ୍ପନ୍ ଅଇ କାତା ଅଇବି । ଏବେ ମୁଇ ଦର୍ସନ୍ ବିସଇ ଆରି ମାପ୍ରୁ ମକେ ଜାନାଇଲା ବିସଇ ତମ୍କେ କଇବି ।
1 Se é necessário que me glorie, ainda que não convém, passarei às visões e revelações do Senhor.
2 ମୁଇ ଜାନିରଇବା ଗଟେକ୍ ବିସ୍ବାସି ଆଚେ । ଜାକେ କି ଚଉଦ ବରସର୍ ଆଗେ ସର୍ଗେ ନେଲାଇ । ସେ ସତ୍ରେ ସର୍ଗେ ଗାଲା କି ତାକେ ଦର୍ସନେ ସେ ସରଗ୍ ଦେକାଇଅଇଲା କି ନାଇ ବଲି ମୁଇ ନାଜାନି । ସେଟା ପର୍ମେସର୍ ସେ ଜାନେ ।
2 Conheço um homem em Cristo que, há catorze anos, foi arrebatado até ao terceiro céu (se no corpo ou fora do corpo, não sei, Deus o sabe)
3 ମାତର୍ ମୁଇ ଜାନିଆଚି, ତାକେ ସର୍ଗେ ନେଲାଇ ବଲି । ମୁଇ ଆରି ତରେକ୍ କଇଲିନି ସେ ସତଇସେ ତେଇ ଗାଲା କି ଦର୍ସନେସେ ସରଗ୍ ଦେକାଇ ଅଇରଇଲା, ସେଟା ମୁଇ ନାଜାନି । ସେଟା ପର୍ମେସର୍ସେ ଜାନେ ।
3 e sei que o tal homem (se no corpo ou fora do corpo, não sei, Deus o sabe)
4 ଆରି ସେ ତେଇ ରଇଲାବେଲେ ଲକର୍ ବାସାଇ କାତା ନ ଅଇବା ବିସଇ ସୁନ୍ଲା । ଜନ୍ଟା ମୁନୁସ୍ ମନର୍ କଇବାର୍ ଅଦିକାର୍ ନାଇ, ସେଟା ମିସା ସେ ସୁନ୍ଲା ।
4 foi arrebatado ao paraíso e ouviu palavras inefáveis, as quais não é lícito ao homem referir.
5 ଏ ଲକର୍ ବିସଇନେଇ ମୁଇ ବଡ୍ପନ୍ ଅଇ କାତା ଅଇବି, ମାତର୍ ମର୍ ନିଜର୍ ବିସଇନେଇ ବଡ୍ପନ୍ ଅଇ କାତା ନ ଅଇ । ମର୍ ଦୁର୍ବଲ୍ ରଇବା ବିସଇଟାନେସେ ମୁଇ ବଡ୍ପନ୍ ଅଇବି ।
5 De tal coisa me gloriarei; não, porém, de mim mesmo, salvo nas minhas fraquezas.
6 ମୁଇ ଜଦି ବଡ୍ପନ୍ ଅଇ କାତା ଅଇବାକେ ମନ୍ କଲେ, ସେଟା ବୁଦି ନ ରଇଲା ଲକ୍ ବଡ୍ପନ୍ ଅଇଲାପାରା ନ ଅଏ । ମୁଇ କଇବାଟା ସବୁ ସତ୍ । ମାତର୍ ମୁଇ ବଡ୍ପନ୍ ଅଇକରି କାତା ନ ଅଇ । କାଇକେବଇଲେ ଲକ୍ମନ୍ କେଡେବେଲେ ମିସା ମକେ ମୁଇ ଜେତ୍କି ଆଚି, ତାର୍ତେଇଅନି ଅଦିକ୍ ଗଟେକ୍ ବଡ୍ ଲକ୍ ଇସାବେ ଦେକ୍ବାଇ । ମୁଇ କର୍ବା କାମ୍ ଦେକିକରି ଆରି ମୁଇ କଇବା କାତା ସୁନିକରିସେ ସେମନ୍ ମାନ୍ବାଇ ।
6 Pois, se eu vier a gloriar-me, não serei néscio, porque direi a verdade; mas abstenho-me para que ninguém se preocupe comigo mais do que em mim vê ou de mim ouve.
7 ମୁଇ ପର୍ମେସର୍ ଟାନେଅନି ବେସି ବଡିଆ ଦର୍ସନ୍ ପାଇଲିଆଚି ବଲିକରି ବଡ୍ପନ୍ ନ ଅଇବାକେ ପର୍ମେସର୍ ମକେ ଦୁକାଇବା ଗଟେକ୍ ରଗ୍ ଦେଲା । ଏ ରଗ୍ ସଇତାନର୍ ଦୁତ୍ପାରା ମାର୍ବାକେ ମର୍ ଗାଗଡେ ଆଚେ । ଜେନ୍ତି କି ମୁଇ ଆରି ବଡ୍ପନ୍ ନ ଅଇ ।
7 E, para que não me ensoberbecesse com a grandeza das revelações, foi-me posto um espinho na carne, mensageiro de Satanás, para me esbofetear, a fim de que não me exalte.
8 ଏ ରଗ୍ ମର୍ଟାନେଅନି ଦାରିଜାଅ ବଲି ମୁଇ ତିନ୍ତର୍ ମାପ୍ରୁକେ ଗୁଆରି କଲି ।
8 Por causa disto, três vezes pedi ao Senhor que o afastasse de mim.
9 ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।
9 Então, ele me disse: A minha graça te basta, porque o poder se aperfeiçoa na fraqueza. De boa vontade, pois, mais me gloriarei nas fraquezas, para que sobre mim repouse o poder de Cristo.
10 ସେଟାର୍ ପାଇ ମକେ କିରିସ୍ଟର୍ ଲାଗି ଜେତ୍କି ସବୁ ଗଟ୍ସି, ମୁଇ ସାର୍ଦା ଅଇ ରଇବି । ଜେନ୍ତିକି ମର୍ଗାଗଡ୍ ଦୁର୍ବଲ୍ ରଇଲେ ମିସା, ନିନ୍ଦା ପାଇଲେ ମିସା, ଦୁକ୍ କସ୍ଟ ଅଇରଇଲେ ମିସା, ଆରି ସାଦ୍ବାନ୍ଦ୍ ଅଇ ଦୁକ୍ କସ୍ଟ ପାଇଲେ ମିସା । କାଇକେବଇଲେ ଜେଡେବେଲେ ମୁଇ ଦୁର୍ବଲ୍ ଅଇଆଚି, ସେଡ୍କି ବେଲେ ମୁଇ ବପୁ ଅଇଆଚି ।
10 Pelo que sinto prazer nas fraquezas, nas injúrias, nas necessidades, nas perseguições, nas angústias, por amor de Cristo. Porque, quando sou fraco, então, é que sou forte.
11 ନିଜେ ବଡ୍ ଅଇବାକେ ମୁଇ ବକୁଆ ଲକର୍ ପାରା ଅଇଲିନି । ମାତର୍ ମୁଇ ତମ୍କେ ଦସ୍ ଦେଲିନି । କାଇକେବଇଲେ ତମେ ଜଦି ମକେ ସନ୍ମାନ୍ ଦେଇତାସ୍, ମୁଇ ଏନ୍ତାରି ନ କର୍ତି । ମୁଇ କାଇ କାମେ ନାଇ, ବଲି କେତେଲକ୍ କଇଲେ ମିସା ତମର୍ ସେ ପେରିତ୍ମନର୍ ଟାନେ ଅନି ଉନା ନଇ ।
11 Tenho-me tornado insensato; a isto me constrangestes. Eu devia ter sido louvado por vós; porquanto em nada fui inferior a esses tais apóstolos, ainda que nada sou.
12 ଜେଡେବେଲେ ମୁଇ ତମର୍ଟାନେ ରଇଲି, ସେ ବେଲେ ମୁଇ ମୁର୍ଚିକରି ରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ତମେ ଦେକିରଇଲାସ୍ । ସେଟା ଦେକି ମୁଇ ଗଟେକ୍ ପେରିତ୍ ବଲି ତମେ ଜାନ୍ଲାସ୍ ।
12 Pois as credenciais do apostolado foram apresentadas no meio de vós, com toda a persistência, por sinais, prodígios e poderes miraculosos.
13 ବିନ୍ ମଣ୍ଡଲିମନ୍କେ ମୁଇ ଜାଇଟା କରିରଇଲି, ସେ ସମାନ୍ ବିସଇସେ ତମର୍ପାଇ ମିସା କଲି । ଏତ୍କି ସେ ଜେ ତମ୍କେ ବୁତି ମାଙ୍ଗି ତମର୍ ଉପ୍ରେ ବଜ୍ ଚାପାଇନାଇ । ଜଦି ସେଟା ମର୍ ବୁଲ୍ ଅଇଲା ଆଚେ ବଇଲେ ମକେ କେମା କରିଦିଆସ୍ ।
13 Porque, em que tendes vós sido inferiores às demais igrejas, senão neste fato de não vos ter sido pesado? Perdoai-me esta injustiça.
14 ଦେକା, ଏଟା ସଙ୍ଗ୍ ତିନ୍ ତର୍ ଅଇଲାବେ ମୁଇ ତମର୍ଲଗେ ବୁଲି ଆଇବି ବଲି ଜାଗିଆଚି । ଆଗର୍ ପାରା ଏବେ ମିସା ତମର୍ଟାନେ ଅନି କାଇଟା ନ ମାଙ୍ଗି । ତମେ ଦେବାଟା ମୁଇ ମନ୍ କରିନାଇ, ତମର୍ ଆଲାଦ୍ ମନ୍ କଲିନି । ଏନ୍ତାରି ନଏଁ ଜେ ପିଲାମନ୍ ଆୟା ବାବାର୍ପାଇ ସଙ୍ଗଇବାଇ, ମାତର୍ ଆୟାବାବା ପିଲାମନର୍ ପାଇ ସଙ୍ଗଇବାର୍ ଆଚେ ।
14 Eis que, pela terceira vez, estou pronto a ir ter convosco e não vos serei pesado; pois não vou atrás dos vossos bens, mas procuro a vós outros. Não devem os filhos entesourar para os pais, mas os pais, para os filhos.
15 ସତଇସେ ମର୍ ଜେତ୍କି ସବୁ ଆଚେ, ସେଟା ସବୁଜାକ ତମ୍କେ ଦେବାକେ ମୁଇ ସାର୍ଦା ଅଇବି । ଜେନ୍ତାରି କି ତମ୍କେ ସାଇଜ କର୍ବାକେ ମର୍ ଗାଗଡ୍ ମିସା ସର୍ପି ଅଇଦେବି । ତମର୍ ପାଇ ରଇବା ମର୍ ଆଲାଦ୍ ଅଦିକ୍ ଅଦିକ୍ ଅଇ ଆଇଲାନି, ମାତର୍ ମର୍ ପାଇ ରଇବା ତମର୍ ଆଲାଦ୍ ଉନା ଅଇ ଆଇଲାନି ।
15 Eu de boa vontade me gastarei e ainda me deixarei gastar em prol da vossa alma. Se mais vos amo, serei menos amado?
16 ମୁଇ ତମର୍ଟାନେଅନି ବୁତି ମାଙ୍ଗିନାଇ, ସେଟା ସତ୍ ବଲି ତମେ କଇଲାସ୍ନି, ମାତର୍ ତମର୍ ବିତ୍ରେ କେତେ ଲକ୍ କଇଲାଇନି, ଜେ ମୁଇ ଚାଲାକି ଆରି ମର୍ ଲାଗି ତମେ ନାଡାଇଅଇଲାସ୍ ।
16 Pois seja assim, eu não vos fui pesado; porém, sendo astuto, vos prendi com dolo.
17 ମୁଇ ତମ୍କେ କେନ୍ତି ନାଡାଇଲି ? ମୁଇ ତମର୍ ଲଗେ ଜନ୍ ଲକ୍ମନ୍କେ ପାଟାଇ ରଇଲି, ସେମନର୍ ଦେଇ ନାଡାଇଲି କି ?
17 Porventura, vos explorei por intermédio de algum daqueles que vos enviei?
18 ମୁଇ ତିତସ୍କେ ତମର୍ ଲଗେ ଜିବାକେ ବାବୁଜିଆ କଲି । ଆରି ତାର୍ସଙ୍ଗ୍ ଜିବାକେ ଗଟେକ୍ ବିସ୍ବାସି ବାଇକେ ମିସା ପାଟାଇରଇଲି । ତିତସ୍କାଇ ତମର୍ ଲଗେ ଅନି କାଇଟା ଲାବ୍ କଲା ଆଚେ କି ? ତିତସ୍ ତମ୍କେ ନାଡାଇଲା ବଲି ତମେ କଇନାପାରାସ୍ । କାଇକେବଇଲେ, ସେ ଆରି ମୁଇ, ଆମେ ସୁକଲ୍ କାମର୍ ପାଇସେ ଏଟା କଲୁନି ।
18 Roguei a Tito e enviei com ele outro irmão; porventura, Tito vos explorou? Acaso, não temos andado no mesmo espírito? Não seguimos nas mesmas pisadas?
19 ଆମେ ତମର୍ ବିରୁଦେ କାଇ ଦସ୍ କରୁନାଇ ବଲି ତମ୍କେ ଦେକାଇ ଅଇବାକେ ଚେସ୍ଟା କଲୁନି ବଲି ତମେ ବାବ୍ସା ମିସା । ମାତର୍ ସେନ୍ତାରି ନାଇ । ଆମେ କିରିସ୍ଟର୍ ଲକ୍ ଇସାବେ ପର୍ମେସରର୍ ମୁଆଟେ କାତା ଅଇଲୁନି । ଆଲାଦର୍ ମଇତର୍ମନ୍ ! ତମର୍ ଟାନେ ଆମେ ଜେତ୍କି ବିସଇ କଲୁଆଚୁ, ସେଟା ତମର୍ ବଲ୍ ପାଇ ।
19 Há muito, pensais que nos estamos desculpando convosco. Falamos em Cristo perante Deus, e tudo, ó amados, para vossa edificação.
20 ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
20 Temo, pois, que, indo ter convosco, não vos encontre na forma em que vos quero, e que também vós me acheis diferente do que esperáveis, e que haja entre vós contendas, invejas, iras, porfias, detrações, intrigas, orgulho e tumultos.
21 ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।
21 Receio que, indo outra vez, o meu Deus me humilhe no meio de vós, e eu venha a chorar por muitos que, outrora, pecaram e não se arrependeram da impureza, prostituição e lascívia que cometeram.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 12, comparar traduções ou montar um estudo — tudo direto pelo WhatsApp.