2 Coríntios 13
ସତିଅର୍ ବାଟ୍ (DSO) vs NVI
1 ଏଟାସଙ୍ଗ୍ ତିନ୍ତର୍ ଅଇଲାବେ ତମର୍ ଲଗେ ମୁଇ ଆଇଲିନି । ସାସ୍ତର୍ କଇଲାପାରା "ମଣ୍ଡଲିର୍ ବାଇମନର୍ ବିରୁଦେ ନିନ୍ଦା କାତା ଉଟ୍ଲେ, ସେଟା ତିନ୍ ଲକ୍ ନଇଲେ ଦୁଇଲକର୍ ସାକିର୍ ମୁଆଟେ ସବୁଜାକ ରାଜିନାମା କରାଇବାର୍ ଆଚେ ।
1 Esta será minha terceira visita a vocês. "Toda questão precisa ser confirmada pelo depoimento de duas ou três testemunhas".
2 ଆଗେ ପାପ୍କରି ରଇବା ଲକ୍ମନ୍କେ, ଆରି ଏବେ ପାପ୍ କଲା ଲକ୍ମନ୍କେ ମୁଇ ତମର୍ ଲଗେ ଦୁଇପାଲି ଆଇଲା ବେଲେ କଇରଇଲି । ମୁଇ ତେଇ ନ ଆଇବା ଆଗ୍ତୁ କଇଲିନି, ମୁଇ ଆରିତରେକ୍ ଆଇଲାବେଲେ କେ ଜଦି ତାକର୍ ପାପେ ଅନି ନ ବାଉଡତ୍, । ସେମନ୍କେ ଦୟା ନ ଦେକାଇ ।
2 Já os adverti quando estive com vocês pela segunda vez. Agora, estando ausente, escrevo aos que antes pecaram e aos demais: quando voltar, não os pouparei,
3 ମୁଇ କଇବାଟା ଏ ସବୁ କିରିସ୍ଟର୍ ଆଦେସେ ଅନି ଆଚେବଲି ଜାନ୍ବାକେ ଚିନ୍ ମାଙ୍ଗ୍ଲାସ୍ନି । ମୁଇ ତମ୍କେ ଡଣ୍ଡ୍ ଦେଲାବେଲେ ସେ ଚିନ୍ ବିସଇ ଜାନ୍ସା । କିରିସ୍ଟ ତମର୍ ବିତ୍ରେ କାଇ କାମ୍ କଲେ ମିସା ବପୁର୍ ସଙ୍ଗ୍ କର୍ସି, ଦୁର୍ବଲ୍ ଅଇକରି ନାଇ ।
3 visto que vocês estão exigindo uma prova de que Cristo fala por meu intermédio. Ele não é fraco ao tratar com vocês, mas poderoso entre vocês.
4 କାଇକେବଇଲେ କୁର୍ସେ ଚଗାଇଲାବେଲେ ସେ ଦୁର୍ବଲ୍ ପାରା ଡିସ୍ଲେ ମିସା ପର୍ମେସରର୍ ବପୁସଙ୍ଗ୍ ସେ ବଁଚିଆଚେ । ସେନ୍ତାରିସେ କିରିସ୍ଟର୍ତେଇ ମିସି ରଇଲାର୍ପାଇ ଆମେ ମିସା ଦୁର୍ବଲ୍ ପାରା ଡିସ୍ଲୁନି । ମାତର୍ ପର୍ମେସରର୍ ବପୁ ସଙ୍ଗ୍ ଜିଇ ରଇବୁ ଆରି ତମର୍ ବିତ୍ରେ କର୍ବା ଜନ୍ କାମେ ମିସା ତାର୍ ବପୁ ରଇସି ।
4 Pois, na verdade, foi crucificado em fraqueza, mas vive pelo poder de Deus. Da mesma forma, somos fracos nele, mas, pelo poder de Deus, viveremos com ele para servir a vocês.
5 ତମେ ନିଜେ ନିଜେ ବିସ୍ବାସେ ଆଚାସ୍ କି ନାଇ, ବିଚାର୍ କରି ଦେକା । ଜିସୁକିରିସ୍ଟ ତମର୍ ବିତ୍ରେ ବାସା ଅଇଆଚେ ବଲି ନାଜାନାସ୍ କି ? ତମେ ବିସ୍ବାସ୍ କରାସ୍ ନାଇକେ, କିରିସ୍ଟ ତମର୍ଟାନେ ବାସା ଅଏନାଇ ।
5 Examinem-se para ver se vocês estão na fé; provem-se a si mesmos. Não percebem que Cristo Jesus está em vocês? A não ser que tenham sido reprovados!
6 ମାତର୍ ମୁଇ ଆସା କଲିନିଜେ, ଆମେ ସବୁଲକ୍ କିରିସ୍ଟର୍ ପେରିତ୍ ଅଇଆଚୁ ।
6 E espero que saibam que nós não fomos reprovados.
7 ତମେ କାଇ କରାପ୍ କାମ୍ ନ କରା ବଲି, ଆମେ ପର୍ମେସର୍କେ ଗୁଆରି କଲୁନି । ଇତି ପୁରାପୁରୁନ୍ ଟିକ୍ କରିଆଚୁ ବଲି ଆମେ ଦେକାଇବାକେ ଜାଉନାଇ, ମାତର୍ ସେଟା ନାପାରି ରଇଲେ ମିସା, ତମେ ଜେନ୍ତିକି ସତ୍କାମ୍ କର୍ସା, ଏଟାର୍ପାଇ ଆମେ ପାର୍ତନା କଲୁନି ।
7 Agora, oramos a Deus para que vocês não pratiquem mal algum. Não para que os outros vejam que temos sido aprovados, mas para que vocês façam o que é certo, embora pareça que tenhamos falhado.
8 ସତ୍ ବିସଇର୍ ବିରୁଦେ ଆମେ କାଇଟା ନ କରୁ, ମାତର୍ ତାର୍ ପାଇ ଟିଆ ଅଇବୁ ।
8 Pois nada podemos contra a verdade, mas somente em favor da verdade.
9 ଜଦି ଲକ୍ମନ୍ ଆମ୍କେ ଦୁର୍ବଲ୍ ଆଚତ୍ ବଲି କଇଲେ ମିସା, ଆମେ ସାର୍ଦାସଙ୍ଗ୍ ଆଚୁ । ତମେ ଆକା ବିସ୍ବାସେ ଡାଁଟ୍ ରଇବାର୍ଆଚେ । ଆରି ତମର୍ ଚଲାଚଲ୍ତି ସିଦ୍ ଅଇଜାଅ ବଲି ଆମେ ଗୁଆରି କଲୁନି ।
9 Ficamos alegres sempre que estamos fracos, e vocês estão fortes; nossa oração é que vocês sejam aperfeiçoados.
10 ମୁଇ ନ ଆଇତେ ଏ ସବୁଜାକ ତମ୍କେ କାଇକେ ଲେକ୍ଲିନି ବଇଲେ, ଜେନ୍ତିକି ମୁଇ ଆଇଲାବେଲେ ମାପ୍ରୁ ମକେ ଦେଇରଇବା ଅଦିକାର୍ ସଙ୍ଗ୍ ତମ୍କେ ଡଣ୍ଡ୍ ଦେବାକେ ନ ପଡେ । ଜନ୍ ଅଦିକାର୍ ତମର୍ ବିସ୍ବାସ୍ ବଡାଇବାକେ ଦେଲାଆଚେ, ମାତର୍ ସେଟା ଉନା କର୍ବାକେ ନାଇ ।
10 Por isso escrevo estas coisas estando ausente, para que, quando eu for, não precise ser rigoroso no uso da autoridade que o Senhor me deu para edificá-los, e não para destruí-los.
11 ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
11 Sem mais, irmãos, despeço-me de vocês! Procurem aperfeiçoar-se, exortem-se mutuamente, tenham um só pensamento, vivam em paz. E o Deus de amor e paz estará com vocês.
12 ତମେ ରୁଣ୍ଡ୍ଲା ବେଲେ ନିଜର୍ ନିଜର୍ ବିତ୍ରେ କିରିସ୍ଟର୍ ଆଲାଦେ ଜୁଆର୍ବେଟ୍ ଉଆ । ଇତି ରଇବା ପର୍ମେସରର୍ ଲକ୍ମନ୍ ତମ୍କେ ଜୁଆର୍ ଜାନାଇଲାଇନି ।
12 Saúdem uns aos outros com beijo santo.
13 ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା, ପର୍ମେସରର୍ ଆଲାଦ୍ ଆରି ସୁକଲ୍ ଆତ୍ମାର୍ ମିସିକରି ରଇବାଟା, ତମର୍ ସବୁ ଲକର୍ ସଙ୍ଗ୍ ରଅ । ଜୁଆର୍ ।
13 Todos os santos lhes enviam saudações.
14 — ausente —
14 A graça do Senhor Jesus Cristo, o amor de Deus e a comunhão do Espírito Santo sejam com todos vocês.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 13, comparar traduções ou montar um estudo — tudo direto pelo WhatsApp.