2 Coríntios 3
ସତିଅର୍ ବାଟ୍ (DSO) vs ACF
1 ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।
1 Porventura começamos outra vez a louvar-nos a nós mesmos? Ou necessitamos, como alguns, de cartas de recomendação para vós, ou de recomendação de vós?
2 ତମେସେ ଆମର୍ ମନ୍ ବିତ୍ରେ ଲେକିଅଇ ରଇବା ଚିଟି । ସବୁ ଲକ୍ ତମ୍କେ ଦେକ୍ବାଇ ଆରି ତମର୍ ଚଲାଚଲ୍ତି ଜାନ୍ବାଇ ।
2 Vós sois a nossa carta, escrita em nossos corações, conhecida e lida por todos os homens.
3 କିରିସ୍ଟ ଆମ୍କେ ଏ ଚିଟି ଲେକ୍ଲା ଆଚେ । ଏଟା ସିରା ସଙ୍ଗ୍ ଲେକା ଅଏନାଇ, ମାତର୍ ଜିବନ୍ ରଇବା ପର୍ମେସରର୍ ଆତ୍ମା ସଙ୍ଗ୍ ଲେକାଅଇଆଚେ । ଏଟା ପାକ୍ନାଇ ଲେକା ନ ଅଇକରି ଲକ୍ମନର୍ ମନ୍ବିତ୍ରେ ଲେକାଅଇଆଚେ ।
3 Porque já é manifesto que vós sois a carta de Cristo, ministrada por nós, e escrita, não com tinta, mas com o Espírito do Deus vivo, não em tábuas de pedra, mas nas tábuas de carne do coração.
4 ଆରି କିସ୍ଟର୍ ଲାଗି ପର୍ମେସର୍କେ ଆସା କରି ଆମେ ସାଆସ୍ ସଙ୍ଗ୍ କଇପାର୍ଲୁନି ।
4 E é por Cristo que temos tal confiança em Deus;
5 ଏ କାମ୍ ଆମେ ନିଜର୍ ବପୁ ସଙ୍ଗ୍ କରି ପାର୍ବୁ ବଲି କଉନାଇ । ପର୍ମେସର୍ ଆକା ଆମ୍କେ ବପୁ ଦେଇସି ।
5 Não que sejamos capazes, por nós, de pensar alguma coisa, como de nós mesmos; mas a nossa capacidade vem de Deus,
6 ସେ ତା ଆମ୍କେ ବପୁ ଦେଲାଆଚେ, ଜେନ୍ତିକି ଆମେ ତାର୍ ନୁଆ ରାଜିନାମା କଲାଟା ସବୁକେ ଜାନାଇ ପାର୍ବୁ । ସେଟା ଲେକ୍ଲା ନିୟମ୍ ନଏଁ, ମାତର୍ ତାର୍ ଆତ୍ମାଇ ଅନି ଅଇଲାଟା । ଲେକ୍ଲା ନିୟମ୍ ମରନ୍ ଆନ୍ସି, ମାତର୍ ପର୍ମେସରର୍ ଆତ୍ମା ନ ସାର୍ବା ଜିବନ୍ ଦେଇସି ।
6 O qual nos fez também capazes de ser ministros de um novo testamento, não da letra, mas do espírito; porque a letra mata e o espírito vivifica.
7 ମସାର୍ ନିୟମ୍ ପର୍ତମେ ଚେପ୍ଟା ପାକ୍ନାଇ ଲେକା ଅଇରଇଲା ଆରି ସେ ନିୟମ୍ ଦେଲାବେଲେ ପର୍ମେସରର୍ ମଇମା ଡିସ୍ତେରଇଲା । ମସାର୍ ମୁଏ ରଇଲା ସେ ମଇମା ଉନା ଉନା ଅଇଜାଇତେରଇଲା । ଅଇଲେ ମିସା ତାର୍ ଉଜଲର୍ପାଇ ଇସ୍ରାଏଲର୍ ଲକ୍ମନ୍ ତାର୍ ମୁଏ ଆଁକି ସଙ୍ଗଇ ନାପାର୍ତେରଇଲାଇ । ଜଦି ପର୍ମେସର୍ ମରନ୍ ଆନ୍ବା ସେ ନିୟମ୍ ମଇମା ସଙ୍ଗ୍ ପାଟାଇରଇଲା,
7 E, se o ministério da morte, gravado com letras em pedras, veio em glória, de maneira que os filhos de Israel não podiam fitar os olhos na face de Moisés, por causa da glória do seu rosto, a qual era transitória,
8 ତେବେ ପର୍ମେସରର୍ ଆତ୍ମାଇ ଅନି ଆଇବା ନୁଆ ରାଜିନାମା ଆରି କେତେକ୍ ଅଦିକ୍ ମଇମାସଙ୍ଗ୍ ରଇସି ।
8 Como não será de maior glória o ministério do Espírito?
9 ଲକ୍ମନ୍ ଡଣ୍ଡ୍ ପାଇବାଇ ବଲି ଜାନାଇ ଅଇବା କାମ୍, ଜଦି ମଇମା ସଙ୍ଗ୍ ଆଇଲା, ତେବେ ଆମର୍ ସବୁ ପାପ୍ କେମା ଅଇଲାଆଚେ ବଲି ଜାନାଇବା ବାକିଅ କେତେକ୍ ଅଦିକ୍ ମଇମା ଅଇରଇସି ?
9 Porque, se o ministério da condenação foi glorioso, muito mais excederá em glória o ministério da justiça.
10 ପର୍ତୁମ୍ ନିୟମର୍ ମଇମା ବେସି ଉଜଲ୍ ରଇଲା, ମାତର୍ ଏବେ ନୁଆ ନିୟମର୍ ରାଜିନାମାର୍ ଲାଗି ପୁର୍ନା ନିୟମର୍ ମଇମା ଉନାଅଇଗାଲା ଆଚେ ।
10 Porque também o que foi glorificado nesta parte não foi glorificado, por causa desta excelente glória.
11 ଜଦି ଆଗର୍ ପର୍ମାନ୍ ନିୟମ୍ ପାକାଇ କାତା ଦେଇରଇବାଟା ଚନେକର୍ପାଇ ଅଇଲେ ମିସା ମଇମାସଙ୍ଗ୍ ରଇଲା, ତେବେ ନୁଆ ପର୍ମାନ୍ ନିୟମ୍ ପାକାଇ ଦେଇରଇବାଟା, ଜନ୍ଟା କି କେବେ ନ ସାରେ, ସେଟା କେତେକ୍ ଅଦିକ୍ ମଇମା ସଙ୍ଗ୍ ରଇସି !
11 Porque, se o que era transitório foi para glória, muito mais é em glória o que permanece.
12 ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।
12 Tendo, pois, tal esperança, usamos de muita ousadia no falar.
13 ଆମେ ମସାର୍ ପାରା ନାଇ, ସେ ମୁ ଡାବିଅଇ ରଇଲା । ଜେନ୍ତିକି, ଲିବି ଆଇତେରଇବା ଆରି ଇସ୍ରାଏଲର୍ ଲକ୍ମନ୍ ତେଇର୍ ମଇମା ଉନା ଅଇକରି ପୁରାପୁରୁନ୍ ଜିବାଟା ନ ଦେକତ୍ ।
13 E não somos como Moisés, que punha um véu sobre a sua face, para que os filhos de Israel não olhassem firmemente para o fim daquilo que era transitório.
14 ସେବେଲେ ଇସ୍ରାଏଲର୍ ଲକ୍ମନ୍ ନ ବୁଜ୍ତେରଇଲାଇ, ତାକର୍ ମନ୍ ଡାବ୍ଲା ପାରା ଅଇରଇଲା । ଆରି ସେମନ୍ ପୁର୍ନା ରାଜିନାମାର୍ ବଇମନ୍ ପଡ୍ଲାଇନି ଜେ ଏବ୍କେ ଜାକ ବୁଜତ୍ ନାଇ । ଜେଡେବେଲେ ଜାକ ସେମନ୍ କିରିସ୍ଟର୍ତେଇ ନ ମିସି ରଅତ୍, ସେ ବେଲା ଜାକ ତାକର୍ ମନର୍ ଡାବ୍ନା ନ ବେଟି ଅଏ ।
14 Mas os seus sentidos foram endurecidos; porque até hoje o mesmo véu está por levantar na lição do velho testamento, o qual foi por Cristo abolido;
15 ଏବେ ଜାକ ମିସା ସେମନ୍ ମସାର୍ ନିୟମ୍ ପଡ୍ବାବେଲେ, ତାକର୍ ମନ୍ ସେନ୍ତି ଡାବିସେ ଅଇରଇସି ।
15 E até hoje, quando é lido Moisés, o véu está posto sobre o coração deles.
16 ମାତର୍ ସାସ୍ତର୍ କଇଲାନି, “ଜଦି ଜେ ମାପ୍ରୁର୍ ବାଟେ ମନ୍ ବାଉଡାଇଲେ, ତାର୍ ମନେ ଡାବିଅଇ ରଇବାଟା ଉଗାଡି ଅଇସି ।”
16 Mas, quando se converterem ao Senhor, então o véu se tirará.
17 ଏ ଚିଟିତେଇ ମାପ୍ରୁ ବଲି କଇବାଟା ଅଇଲାନି ଆତ୍ମା ଆରି ମାପ୍ରୁର୍ ଆତ୍ମା ଜନ୍ତି ମିସା ରଇଲେ, ତେଇ ଆମେ ମୁକ୍ଲି କରି ଆଚୁ ।
17 Ora, o Senhor é o Espírito; e onde está o Espírito do Senhor, aí há liberdade.
18 ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।
18 Mas todos nós, com rosto descoberto, refletindo como um espelho a glória do Senhor, somos transformados de glória em glória na mesma imagem, como pelo Espírito do Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 3, comparar traduções ou montar um estudo — tudo direto pelo WhatsApp.