2 Coríntios 4
ସତିଅର୍ ବାଟ୍ (DSO) vs VC
1 ପର୍ମେସର୍ ତାର୍ ଜିବନ୍ ଦୁକାଇକରି ଆମ୍କେ ଏ ସେବାକାମ୍ ଦେଲାଆଚେ । ସେଟାର୍ପାଇ, ଆମେ ବପୁ ନଇଲା ଲକର୍ ପାରା କାମ୍ କରୁନାଇ ।
1 Por isso não desanimamos deste ministério que nos foi conferido por misericórdia.
2 ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
2 Afastamos de nós todo procedimento fingido e vergonhoso. Não andamos com astúcia, nem falsificamos a palavra de Deus. Pela manifestação da verdade nós nos recomendamos à consciência de todos os homens, diante de Deus.
3 ଜଦି ଆମେ ଜାନାଇବା ସୁବ୍କବର୍ ନ ବୁଜ୍ବା ଲକ୍ ଆଚତ୍, ସେନ୍ତାର୍ ଆଲେ ସେମନ୍ସେ ଆଜିଜାଇରଇବା ଲକ୍ ।
3 Se o nosso Evangelho ainda estiver encoberto, está encoberto para aqueles que se perdem,
4 ଏ ଜଗତର୍ କାରାପ୍ ସାସନ୍କାରିଆ ତାକର୍ ମନ୍ ଆନ୍ଦାର୍ କରି ଦେଇଆଚେ ଜେ, ସେମନ୍ ବିସ୍ବାସ୍ କରତ୍ ନାଇ । ଜନ୍ ଉଜଲ୍ ତାକର୍ ଉପ୍ରେ ଉଜଲ୍ ଦେଲାନି, ସେଟା ନ ଦେକ୍ବାକେ ସେ ଆଗ୍ଟିଦେଲାନି । କିରିସ୍ଟର୍ ମଇମାର୍ ଉଜଲ୍ ତାର୍ ସୁବ୍କବରେଅନି ଆଇସି । କିରିସ୍ଟ ସମାନ୍ ପର୍ମେସରର୍ ପାରାସେ ଆଚେ ।
4 para os incrédulos, cujas inteligências o deus deste mundo obcecou a tal ponto que não percebem a luz do Evangelho, onde resplandece a glória de Cristo, que é a imagem de Deus.
5 କାଇକେବଇଲେ ଆମେ ନିଜର୍ ବିସଇ ଜାନାଇ ଅଉନାଇ । ମାତର୍ ଜିସୁ କିରିସ୍ଟ ଜେ କି ମାପ୍ରୁ, ତାର୍ ବିସଇ ଜାନାଇଲୁନି । ଜିସୁର୍ ଲାଗି ତମର୍ ଗତିଦାଙ୍ଗ୍ଡା ଇସାବେ ଆମେ ନିଜେ ଜାନାଇଅଇଲୁନି ।
5 De fato, não nos pregamos, a nós mesmos, mas a Jesus Cristo, o Senhor. Quanto a nós, consideramo-nos servos vossos por amor de Jesus.
6 ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ ।
6 Porque Deus que disse: Das trevas brilhe a luz, é também aquele que fez brilhar a sua luz em nossos corações, para que irradiássemos o conhecimento do esplendor de Deus, que se reflete na face de Cristo.
7 ଆମେ ଗଟେକ୍ ମାଟି ଆଣ୍ଡି ପାରା । କାଇକେବଇଲେ ଆମ୍କେ ବପୁ ନ ରଇଲେ ମିସା ପର୍ମେସର୍ ତାର୍ ବେସି ମୁଲିଅ ରଇବା ବାକିଅ ଆମ୍କେ ସର୍ପି ଦେଲାଆଚେ । ଜେନ୍ତାରି କି ଆମ୍କେ ବପୁ ନ ରଇକରି ପର୍ମେସର୍କେସେ ବେସି ବପୁ ଆଚେ ବଲି ଲକ୍ମନ୍ ଜାନ୍ବାଇ ।
7 Porém, temos este tesouro em vasos de barro, para que transpareça claramente que este poder extraordinário provém de Deus e não de nós.
8 ଆମେ ସବୁ ରକାମର୍ ଦୁକ୍କସ୍ଟ ଅଇକରି ଗାଲୁନି, ଏଲେ ମିସା କସ୍ଟ ପାଉ ନାଇ । କେବେ କେବେ କାଇଟା କର୍ବୁ ବଲି ଗିଆନ୍ ନ ରଇଲା ଲକର୍ପାରା ଅଇଲୁନି, ଅଇଲେମିସା ମନ୍ଦୁକ୍ କରୁ ନାଇ ।
8 Em tudo somos oprimidos, mas não sucumbimos. Vivemos em completa penúria, mas não desesperamos.
9 ସତ୍ରୁମନର୍ ଟାନେଅନି ଉଡା ସୁନି ସୁନି ରଇଲୁ, ଏଲେମିସା ମାପ୍ରୁ ଆମ୍କେ ଚାଡେ ନାଇ । ଆମର୍ ଗାଗ୍ଡେ କେତେକ୍ କେତେକ୍ ମାଡ୍ ଅଇଲା । ଅଇଲେ ମିସା ମାପ୍ରୁ ଆମ୍କେ ବିନାସ୍ ଅଇବାକେ ଦେଏନାଇ ।
9 Somos perseguidos, mas não ficamos desamparados. Somos abatidos, mas não somos destruídos.
10 ଆମେ ସବୁବେଲେ ଜିସୁର୍ ମରନ୍ ଆମର୍ ଗାଗ୍ଡେ ଏତାଇଲୁନି । ଜେନ୍ତିକି ଜିସୁର୍ ଜିବନ୍ମିସା ଆମର୍ ଗାଗ୍ଡେ ଡିସ୍ସି ।
10 Trazemos sempre em nosso corpo os traços da morte de Jesus para que também a vida de Jesus se manifeste em nosso corpo.
11 ଆମେ ଜିସୁର୍ ସଙ୍ଗ୍ ରଇଲାର୍ ପାଇ ବଁଚ୍ବାଜାକ ମର୍ବା ବିପଦେ ଆଚୁ । ଜେନ୍ତିକି ଲକ୍ମନ୍ ଏ ମର୍ବା ଗାଗ୍ଡେ ଜିସୁ ବଁଚିରଇବାଟା ଦେକ୍ବାଇ ।
11 Estando embora vivos, somos a toda hora entregues à morte por causa de Jesus, para que também a vida de Jesus apareça em nossa carne mortal.
12 ଏନ୍ତାରିସେ ଆମେ ମରନ୍ ଦାରିଆଚୁ । ମାତର୍ ତମର୍ଟାନେ ଜିବନ୍ ଅଇ ଆଇଲାନି । କାଇକେବଇଲେ ତମେ ନ ସାର୍ବା ଜିବନ୍ ପାଇସା ।
12 Assim em nós opera a morte, e em vós a vida.
13 ସାସ୍ତରେ ଲେକା ଅଇଲାପାରା “ ମୁଇ ବିସ୍ବାସ୍ କଲି, ତେବର୍ପାଇ ମୁଇ କାତା ଅଇଲି ”। ସେ ସମାନ୍ ବିସ୍ବାସର୍ ଆତ୍ମାଇ, ଜନ୍ ବାକିଅ ମୁଇ ବିସ୍ବାସ୍ କଲିଆଚି, ସେଟାସେ ମୁଇ ଏବେ ଲକ୍ମନ୍କେ ଜାନାଇଲିନି ।
13 Animados deste espírito de fé, conforme está escrito: Eu cri, por isto falei {Sl 115,1}, também nós cremos, e por isso falamos.
14 କାଇକେ ବଇଲେ ଆମେ ଜାନିଆଚୁ ପର୍ମେସର୍ ଜେ କି ମାପ୍ରୁ ଜିସୁକେ ଜିବନ୍ କରି ଉଟାଇଲା, ସେ ଆମ୍କେ ମିସା ମାପ୍ରୁ ଜିସୁର୍ ସଙ୍ଗ୍ ଉଟାଇସି । ଆରି ତମର୍ ସଙ୍ଗ୍ ଆମ୍କେ ମିସା ପର୍ମେସରର୍ ମୁଆଟେ ନେଇସି ।
14 Pois sabemos que aquele que ressuscitou o Senhor Jesus, nos ressuscitará também a nós com Jesus e nos fará comparecer diante dele convosco.
15 ତେବର୍ପାଇ ଜେତ୍କି ସବୁ ସାଦ୍ନା ବାନ୍ଦ୍ନା ଆଇଲାନି, ସେ ସବୁ ବିସଇ ତମର୍ ମଙ୍ଗଲର୍ପାଇ ସେ ଅଇଲାନି । ପର୍ମେସରର୍ ଜିବନ୍ ଦୁକାଇଲାଟା ଅଦିକ୍ ଅଦିକ୍ ଅଇକରି ଲକ୍ମନର୍ଟାନେ କେଟ୍ସି, ଆରି ସେମନ୍ ସବୁଲକ୍ ତାକେ ଦନିଅବାଦ୍ ଦେବାଇ ।
15 E tudo isso se faz por vossa causa, para que a graça se torne copiosa entre muitos e redunde o sentimento de gratidão, para glória de Deus.
16 ତେବର୍ପାଇ ଆମେ ସାଆସ୍ ନ ଅଇରଇବା ଲକର୍ ପାରା ନ ଅଉଁ । କାଇକେବଇଲେ ଆମର୍ ବାଇରର୍ ଗାଗଡ୍ ମରିମରି ଆଇଲେ, ମିସା ବିତ୍ରେ ରଇବା ଲକ୍ ଦିନ୍କେ ଦିନ୍ ନୁଆ ଅଇ ଆଇଲାନି ।
16 É por isso que não desfalecemos. Ainda que exteriormente se desconjunte nosso homem exterior, nosso interior renova-se de dia para dia.
17 କାଇକେ ବଇଲେ ଆମର୍ ଦୁକ୍ କସ୍ଟ ସବୁ ଉନା ଅଇକରି ଚନେକର୍ପାଇ । ମାତର୍ ସେଟା ଆମ୍କେ ନ ସର୍ବା ସବୁଦିନର୍ ମଇମା ଆନ୍ସି । ସେଟା ଆମର୍ ଦୁକ୍ କସ୍ଟ ଟାନେଅନି ବଡ୍ ରଇସି ।
17 A nossa presente tribulação, momentânea e ligeira, nos proporciona um peso eterno de glória incomensurável.
18 ତେବର୍ ପାଇ ଆମେ ଏ ଜଗତେ ଡିସ୍ବା ବିସଇ ଆସା ନ କରି ନ ଡିସ୍ବା ବିସଇ ଆସା କଲୁନି । କାଇକେବଇଲେ ଦେକ୍ବା ବିସଇ ସବୁଦିନ୍ ନ ରଏ, ମାତର୍ ନ ଦେକ୍ବା ବିସଇ ସବୁ ଦିନର୍ପାଇ ରଇସି ।
18 Porque não miramos as coisas que se vêem, mas sim as que não se vêem . Pois as coisas que se vêem são temporais e as que não se vêem são eternas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 4, comparar traduções ou montar um estudo — tudo direto pelo WhatsApp.