2 Coríntios 5
ସତିଅର୍ ବାଟ୍ (DSO) vs NVT
1 ଆମର୍ ଗାଗଡ୍ ତୁମ୍ ଟାନିକରି ବାନ୍ଦିରଇବା ଗର୍ପାରା । ଆରି ଆମେ ଜାନୁ ଜେ ଜେଡେବେଲେ ମିସା ଏଟା ବାଙ୍ଗି ଜାଇସି, ତେବେ ସର୍ଗେ ରଇବାପାଇ ଆମ୍କେ ଗଟେକ୍ ଗର୍ ଆଚେ । ଏଟା ନିଜେ ପର୍ମେସର୍ ତିଆର୍ କଲାଟା । ସେଟା କେବେ ବିନାସ୍ ନ ଅଏ । ସବୁ ଦିନର୍ପାଇ ରଇସି ।
1 Sabemos que, quando nosso corpo terreno, esta tenda em que vivemos, se desfizer, teremos um corpo eterno, uma casa no céu feita para nós pelo próprio Deus, e não por mãos humanas.
2 ମାତର୍ ଆମେ ଏ ଜଗତେ ରଉ ରଉ ଏତ୍କି କସ୍ଟ ପାଇଲୁନି । ସର୍ଗେ ରଇବା ଆମର୍ ନୁଆ ଗାଗଡ୍ ଏବେଆକା ଆମ୍କେ ମିଲ ବଲି ଆମେ ମନ୍ କଲୁନି ।
2 Na tenda terrena, gememos e desejamos ansiosamente nos vestir com nosso lar celestial, como se fosse uma roupa nova.
3 କାଇକେବଇଲେ ମଲାତେଇଅନି ଆମ୍କେ ଉଟାଇଲାବେଲେ ଆମର୍ପାଇ ଗଟେକ୍ ଗାଗଡ୍ ଦର୍କାର୍ ଆଚେ ।
3 Porque de fato nos vestiremos com um corpo celestial, e não ficaremos despidos.
4 ଏ ଜଗତେ ଆମେ ବଁଚି ରଇଲାବେଲେ, ଇତିର୍ ଗାଗଡ୍ ନେଇକରି ଜେତ୍କି ଦୁକ୍ କସ୍ଟ ପାଇବାର୍ ଆଚେ, ସେଟା ସବୁ ବଇକରି ଆଉଜି ଗାଲୁନି । ମାତର୍ ଏ ଗାଗଡ୍ ଚାଡ୍ବାକେ ଆମେ ମନ୍ କରୁ ନାଇ । ସର୍ଗେ ଅନି ଆଇବା ନୁଆ ଗାଗଡ୍ ଆମ୍କେ ମିଲ ବଲି ମନ୍ କଲୁନି । ସେନ୍ତାର୍ଆଲେ ମରନ୍କେ ସର୍ପି ଦେଇରଇବା ଏ ଗାଗଡର୍ ବାଦୁଲେ ସବୁଦିନର୍ ପାଇ ଜିବନ୍ ରଇବା ଗଟେକ୍ ଗାଗଡ୍ ମିଲାଇବୁ ।
4 Enquanto vivemos nesta tenda que é o corpo terreno, gememos e suspiramos, mas isso não significa que queremos ser despidos. Na verdade, queremos vestir nosso corpo novo, para que este corpo mortal seja engolido pela vida.
5 ମାତର୍ ପର୍ମେସର୍ ଆମର୍ପାଇ ଏ ସବୁ ବିସଇ ଜାଗାଇଦେଇ ସାରାଇଆଚେ । ଜେନ୍ତିକି ଆଇବା ଦିନ୍ମନ୍କେ ଏଟାସବୁ ଅଇସି । ଏଟା ସବୁ ସେ ପୁରାପୁରୁନ୍ କର୍ସି ବଲି ଆମ୍କେ ଚିନ୍ ଇସାବେ ସୁକଲ୍ ଆତ୍ମା ଦେଲାଆଚେ ।
5 Deus nos preparou para isso e, como garantia, nos deu o Espírito.
6 ସେଟାର୍ ପାଇ ଆମେ ସବୁବେଲେ ସାଆସ୍ ଅଇକରି ଆଚୁ । ଏ ସାର୍ବା ଗାଗ୍ଡେ ଆମେ ରଉ ରଉ, ମାପ୍ରୁ ରଇବା ଗରେ ଅନି ଦୁରିକେ ବାସା ଅଇଆଚୁ ବଲି ଜାନିଆଚୁ ।
6 Portanto, temos sempre confiança, apesar de sabermos que, enquanto vivemos neste corpo, não estamos em nosso lar com o Senhor.
7 ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା ।
7 Porque vivemos por fé, e não pelo que vemos.
8 ଉଁ ଆମର୍ ବିସ୍ବାସ୍ ସବୁବେଲେ ଡାଁଟ୍ ଆଚେ । ଏ ସାରିଜିବା ଗାଗଡ୍ ଚାଡିକରି ମାପ୍ରୁର୍ ଗରେ ଜିବାକେ ବଲି ଆମେ ଜାନିଆଚୁ ।
8 Sim, temos confiança absoluta e preferíamos deixar este corpo terreno, pois então estaríamos em nosso lar com o Senhor.
9 ମାତର୍ ଏବେ ଆମେ ଜନ୍ତି ରଇଲେ ମିସା, ଏ ଜଗତେ ରଇଲେ କି, ପର୍ମେସର୍ ରଇବାଟାନେ ରଇଲେ ମିସା, ସେ ଜନ୍ଟା ଆମର୍ଟାନେଅନି ଆସା କଲାନି, ସେଟା ପୁରାପୁରୁନ୍ ଅ ବଲି ଆମେ ମନ୍ କଲୁନି ।
9 Assim, quer estejamos neste corpo, quer o deixemos, nosso objetivo é agradar ao Senhor.
10 ଆମେ ସବୁଲକ୍ କିରିସ୍ଟର୍ ମୁଆଟେ ଆଇବାକେ ପଡ୍ସି । କାଇକେବଇଲେ ସେ ଆମର୍ କାମ୍ ବିଚାର୍ କର୍ସି । ଏ ଜଗତେ ରଇକରି ଆମେ ଜନ୍ଟା କଲୁଆଚୁ, ସେଟା ନିକ ଅ କି ନ ଅ, ସେ ଇସାବେ ଆମ୍କେ ଗଟେକ୍ ଗଟେକ୍ ଲକ୍କେ ବୁତି ମିଲ୍ସି ।
10 Pois todos nós teremos de comparecer diante do tribunal de Cristo, para que cada um receba o que merecer pelo bem ou pelo mal que tiver feito neste corpo terreno.
11 ଆମେ ଜାନିଆଚୁ ମାପ୍ରୁ ଆମ୍କେ ବିଚାର୍ କର୍ବାବେଲେ ଗଟେକ୍ ଡର୍ବା ବେଲା ଅଇସି । ସେଟାର୍ପାଇ ଆମେ ଲକ୍ମନ୍କେ ମାନାଇଲୁନି । ପର୍ମେସର୍ ଆମ୍କେ ପୁରାପୁରୁନ୍ ଜାନ୍ଲାନି । ଆରି ମୁଇ ଆସା କଲିନି ତମେ ମିସା ତମର୍ ମନେ ମନେ ମକେ ଜାନିରୁଆ ।
11 Assim, conhecendo o temor ao Senhor, procuramos persuadir outros. Deus sabe que somos sinceros, e espero que vocês também o saibam.
12 ଏଟା ସବୁ ଲେକିକରି ତମେ ଆମ୍କେ ଆରିତରେକ୍ ଏ ଲକ୍ ନିକ ବଲିକରି କୁଆଇଅଇବାକେ ଆମେ ମନ୍ କରୁନାଇ । ମାତର୍ ଆମେ ଆସା କର୍ବାଟା ଟିକ୍ ଆଚେ, ସେଟା ତମେ ଜାନା ବଲି ଆମେ ମନ୍ କଲୁନି । ଆରି ଜନ୍ ଲକ୍ମନ୍ ନିକ ଗୁନ୍ ନ ମାନିକରି, ବାଇରେ ଡିସ୍ବା ବିସଇଟାନେ ବଡ୍ପନ୍ ଅଇବାଇ, ସେମନ୍କେ ବୁଜାଇପାରାସ୍ ।
12 Estamos mais uma vez nos recomendando a vocês? Nada disso, estamos apenas lhes dando motivos para que se orgulhem de nós, a fim de que possam responder àqueles que se orgulham nas aparências, e não no coração.
13 କେତେଲକ୍ ଆମେ ବାୟା ଅଇଗାଲୁଆଚୁ ବଲି ବାବ୍ବାଇ । ସେନ୍ତାର୍ଆଲେ ସେନ୍ତି ଅଇବାଟା ପର୍ମେସର୍ ମନ୍ କଲା ଇସାବେ । ଜଦି ଆମେ ନିକ ଆଚୁ ବଲି ବାବ୍ଲେ ସେଟା ତମର୍ ବଲ୍ ପାଇ ।
13 Se parecemos loucos, é para dar glória a Deus, e se mantemos o juízo, é para o bem de vocês.
14 କିରିସ୍ଟର୍ ଆଲାଦ୍ ଆମ୍କେ ବାଟ୍ ଦେକାଇଲାନି । ସେଟା ଆମେ ଜାନିଆଚୁ । ସେଟାର୍ ଲାଗି ଆମେ ସବୁଲକ୍ ତାର୍ ମରନେ ମିସିଆଚୁ ।
14 De qualquer forma, o amor de Cristo nos impulsiona. Porque cremos que ele morreu por todos, também cremos que todos morreram.
15 ସେ ସବୁ ଲକର୍ପାଇ ମଲାଆଚେ । ଜେନ୍ତି କି ଜନ୍ଲକ୍ମନ୍ ବଁଚି ଆଚତ୍, ସେମନ୍ ନିଜର୍ ପାଇ ନ ବଁଚତ୍ । ଜେ ତାକର୍ ପାଇ ମରିକରି ଜିବନ୍ ଅଇ ଉଟ୍ଲା, ଅବ୍କା ତାର୍ ପାଇସେ ବଁଚ୍ବାର୍ ଆଚେ ।
15 Ele morreu por todos, para que os que recebem sua nova vida não vivam mais para si mesmos, mas para Cristo, que morreu e ressuscitou por eles.
16 ଏ ଜଗତର୍ ଲକ୍ମନ୍ ବିଚାର୍ କଲାପାରା ଆମେ ଲକ୍ମନ୍କେ ବିଚାର୍ନା କରୁନାଇ । ପୁର୍ବେ ଆମେ କିରିସ୍ଟକେ ମିସା ଏ ଜଗତର୍ ଲକ୍ ବିଚାର୍ କଲାପାରା କର୍ତେରଇଲୁ । ମାତର୍ ଏବେ ଆମେ ସେନ୍ତି କରୁନାଇ ।
16 Portanto, não avaliamos mais ninguém do ponto de vista humano. Em outros tempos, pensávamos em Cristo apenas do ponto de vista humano, mas agora o conhecemos de modo bem diferente.
17 ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
17 Logo, todo aquele que está em Cristo se tornou nova criação. A velha vida acabou, e uma nova vida teve início!
18 ଏଟା ସବୁ ପର୍ମେସର୍ କଲାଆଚେ । ସେ କିରିସ୍ଟକେ ଦେଇ ଆମ୍କେ ସତ୍ରୁ ରଇବା ତେଇଅନି ମଇତର୍ କରିଆଚେ । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
18 E tudo isso vem de Deus, aquele que nos trouxe de volta para si por meio de Cristo e nos encarregou de reconciliar outros com ele.
19 ତେବେ ଆମେ ଏ ବିସଇ ଜାନାଇଦେଲୁନି, ଜେ କିରିସ୍ଟର୍ ଲାଗି ପର୍ମେସର୍ ସବୁ ମୁନୁସ୍ ଜାତିକେ ତାର୍ ନିଜର୍ ମଇତର୍ କରିପାର୍ସି । ଆରି ସେ ତାକର୍ ସବୁ ପାପ୍ କେମା କରିଦେଇସି । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
19 Pois, em Cristo, Deus estava reconciliando consigo o mundo, não levando mais em conta os pecados das pessoas. E ele nos deu esta mensagem maravilhosa de reconciliação.
20 ପର୍ମେସର୍ ଆମ୍କେ ଦେଇ ତମ୍କେ ବାବୁଜିଆ କଲାନି । ଏଟାର୍ପାଇ କିରିସ୍ଟ ଆମ୍କେ ପାଟାଇଲା ଆଚେ । ଆରି କିରିସ୍ଟର୍ ଲାଗି ଆମେ ମିସା ତମ୍କେ ବାବୁଜିଆ କଲୁନି । ପର୍ମେସର୍ ତମ୍କେ ସତ୍ରୁଟାନେଅନି ମଇତର୍ କର ।
20 Agora, portanto, somos embaixadores de Cristo; Deus faz seu apelo por nosso intermédio. Falamos em nome de Cristo quando dizemos: “Reconciliem-se com Deus!”.
21 କିରିସ୍ଟକେ କାଇ ପାପ୍ ନ ରଇଲା । ମାତର୍ ଆମର୍ ପାପର୍ ପାଇ ଆକା ସେ ଡଣ୍ଡ୍ ପାଅ ବଲି ପର୍ମେସର୍ ଟିକ୍ କଲା । କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ଏବେ ପର୍ମେସର୍ ଆମ୍କେ ଦରମ୍ ଲକ୍ ଇସାବେ ଦେକ୍ଲାନି ।
21 Pois Deus fez de Cristo, aquele que nunca pecou, a oferta por nosso pecado, para que por meio dele fôssemos declarados justos diante de Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 5, comparar traduções ou montar um estudo — tudo direto pelo WhatsApp.