2 Coríntios 9
ସତିଅର୍ ବାଟ୍ (DSO) vs ACF
1 ଜିଉଦାଦେସେ ରଇବା ପର୍ମେସରର୍ ଲକ୍ମନ୍କେ ଦାନ୍ ଦେଇ ପାଟାଇତେରଇବା ଡାବୁ ବିସଇ ତମ୍କେ ଆରି ମୁଇ ନ ଲେକି ।
1 Quanto à administração que se faz a favor dos santos, não necessito escrever-vos;
2 କାଇକେବଇଲେ ମୁଇ ଜାନି ଆଚି, ତମେ ସବୁବେଲେ ସାଇଜ କର୍ବାକେ ସାର୍ଦା ଅଇଲାସ୍ନି । ଆରି ମୁଇ ବଡ୍ପନ୍ ଅଇ ତମର୍ ବିସଇନେଇ ମାକିଦନିଆର୍ ଲକ୍ମନ୍କେ କଇ ଆଚି । ମୁଇ କଇଲି “ଆକାୟାର୍ ବାଇବଇନିମନ୍ ପରୁଅନି ସାଇଜ କର୍ବାକେ ଜାଗିଆଚତ୍ ।” ସେମନ୍ ଏଟା ସୁନ୍ଲାବେଲେ ତାକର୍ ବିତ୍ରେ ଅନି ବେସି ଲକ୍ ଦେବାକେ ମନ୍ କଲାଇ ।
2 Porque bem sei a prontidão do vosso ânimo, da qual me glorio de vós para com os macedônios; que a Acaia está pronta desde o ano passado; e o vosso zelo tem estimulado muitos.
3 ଏବେ ମୁଇ ଏ ବାଇବଇନିମନ୍କେ ପାଟାଇଲିନି । ଜେନ୍ତିକି ତମର୍ ବିସଇନେଇ ମୁଇ ବଡ୍ପନ୍ ଅଇ କଇଲାଟା ଅବ୍କା କାତାଇ ନ ରଅ । ମାତର୍ ମୁଇ କଇଲାପାରା ତମେ ଦାନ୍ ଦେବା ଡାବୁସଙ୍ଗ୍ ଜାଗ୍ରତ୍ ଅଇ ରୁଆ ।
3 Mas enviei estes irmãos, para que a nossa glória, acerca de vós, não seja vã nesta parte; para que (como já disse) possais estar prontos,
4 ମାତର୍ ମାକିଦନିଆର୍ ଲକ୍ମନ୍ ଜଦି ମର୍ ସଙ୍ଗ୍ ଆସି ତମେ ଜାଗ୍ରତ୍ ନ ଅଇଲାଟା ଦେକ୍ଲେ, ତାକର୍ ମୁଆଟେ ଆମେ ଲାଜ୍ ଅଇଜିବାର୍ ଅଇସି । ଆରି ତମେ ମିସା ଲାଜ୍ ଅଇଜାଇସା । କାଇକେବଇଲେ ଆମେ ତମ୍କେ ବେସି ଆସାକରି ରଇଲୁ ।
4 A fim de, se acaso os macedônios vierem comigo, e vos acharem desapercebidos, não nos envergonharmos nós (para não dizermos vós) deste firme fundamento de glória.
5 ତେବେ ମୁଇ ବାବ୍ଲି, ଏ ବାଇବଇନିମନ୍, ମୁଇ ଜିବା ଆଗ୍ତୁ ସେମନ୍ ଜାଇକରି ଜନ୍ ଦାନ୍ ତମେ ଦେବୁ ବଲି କଇତେରଇଲାସ୍, ସେଟା ଜମାଇକରି ସଙ୍ଗଇବାକେ ସେମନ୍କେ ବାବୁଜିଆ କର୍ବି । ଜଦି ଆମେ ସେନ୍ତାରି କର୍ବୁ ବଇଲେ, ଦାନ୍ ଦେବା ଡାବୁ ମୁଇ ଆଇଲା ବେଲେ, ଜାଗ୍ରତ୍ ଅଇରଇସି । ଆରି ସେଟା ତମେ ନିଜେ ମନ୍ କରି ଦେଲାସ୍ । ବାଦିଅ କଲାକେ ଦିଆସ୍ ନାଇ ବଲି ଜାନାପଡ୍ସି ।
5 Portanto, tive por coisa necessária exortar estes irmãos, para que primeiro fossem ter convosco, e preparassem de antemão a vossa bênção, já antes anunciada, para que esteja pronta como bênção, e não como avareza.
6 ତମର୍ ମନେ ର । ଜଦି ଗଟେକ୍ ଚାସି ଉନା ବିଅନ୍ ବୁନ୍ସି, ସେ ଉନା ପସଲ୍ ପାଇସି । ଆରି ଜନ୍ ଚାସି ବୁତେକ୍ ବିଅନ୍ ବୁନ୍ସି, ସେ ବୁତେକ୍ ପସଲ୍ ପାଇସି ।
6 E digo isto: Que o que semeia pouco, pouco também ceifará; e o que semeia em abundância, em abundância ceifará.
7 ଦାନ୍ ଦେବାକେ ତମେ ଜେନ୍ତି କାତାବାର୍ତା ଅଇଆଚାସ୍, ସେନ୍ତାରି ଦେବାର୍ଆଚେ । ଦୁକ୍ ଅଇକରି ନାଇ କି କେ ବାଇଦ କଲାର୍ପାଇ ନାଇ । କାଇକେବଇଲେ ତମେ ସାର୍ଦା ସଙ୍ଗ୍ ଦେଲେ ପର୍ମେସର୍ ସେଟା ମନ୍ କର୍ସି ।
7 Cada um contribua segundo propôs no seu coração; não com tristeza, ou por necessidade; porque Deus ama ao que dá com alegria.
8 ଆରି ତମ୍କେ ଜେତ୍କି ଲଡା ଆଚେ, ତାର୍ତେଇଅନି ଅଦିକ୍ ପର୍ମେସର୍ ଦେଇ ପାର୍ସି । ଜେନ୍ତାରିକି ନିଜର୍ପାଇ ଜେତ୍କି ଦର୍କାର୍, ସେତ୍କି ତମର୍ଟାନେ ସବୁ ବେଲେ ରଇସି ଆରି ବିନ୍ ଲକ୍ମନ୍କେ ସାଇଜ କର୍ବାକେ ମିସା ଜବର୍ ରଇସି ।
8 E Deus é poderoso para fazer abundar em vós toda a graça, a fim de que tendo sempre, em tudo, toda a suficiência, abundeis em toda a boa obra;
9 ସାସ୍ତର୍ କଇଲାପାରା
9 Conforme está escrito:Espalhou, deu aos pobres;a sua justiça permanece para sempre.
10 ଆରି ପର୍ମେସର୍ ଜେ କି ବୁନ୍ବାକେ ବିଅନ୍ ଆରି କାଇବାକେ କାଦି ଦେଇସି, । ସେ ତମ୍କେ ଜେତ୍କି ବିଅନ୍ ଦର୍କାର୍ ସେତ୍କି ଦେଇସି । ଆରି ସେଟା ବଡିକରି ବେସି ପସଲ୍ ଅଇସି । କାଇକେବଇଲେ ତମେ ଜବର୍ ଦେଲାସ୍ନି ।
10 Ora, aquele que dá a semente ao que semeia, também vos dê pão para comer, e multiplique a vossa sementeira, e aumente os frutos da vossa justiça;
11 ସେ ତମ୍କେ ସାଉକାର୍ କରାଇସି । ଜେନ୍ତାରି କି ତମେ ସବୁବେଲେ ଜବର୍ ଦେଇପାରାସ୍ । କାଇକେବଇଲେ ଆମର୍ଟାନେଅନି ପାଇରଇବା, ତମେ ଦେଲା ଦାନର୍ପାଇ ବେସି ଲକ୍ ପର୍ମେସର୍କେ ଦନିଅବାଦ୍ ଦେବାଇ ।
11 Para que em tudo enriqueçais para toda a beneficência, a qual faz que por nós se dêem graças a Deus.
12 ତମେ କର୍ବା ଏ ନିକ କାମର୍ ଲାଗି ପର୍ମେସରର୍ ଲକ୍ମନ୍କେ ଲଡାକେ ଆଇବା ବିସଇ ପୁରାପୁରୁନ୍ ଅଇଲାନି । ଆରି ପର୍ମେସର୍ଟାନେ ଦନିଅବାଦ୍ ଆଜାଡି ଅଇଲାପାରା ମିସା ଅଇଲାନି ।
12 Porque a administração deste serviço, não só supre as necessidades dos santos, mas também é abundante em muitas graças, que se dão a Deus.
13 ତମେ କର୍ବା ଏ ନିକ କାମ୍ ଦେକିକରି ଲକ୍ମନ୍ ପର୍ମେସର୍କେ ମଇମା କର୍ବାଇ । କାଇକେବଇଲେ ବିସ୍ବାସ୍ କରିରଇବା କିରିସ୍ଟର୍ ସୁବ୍କବର୍ ତମେ ମାନ୍ଲାସ୍ନି । ଆରି ସେମନ୍କେ ଆରି ବିନ୍ଲକ୍ମନ୍କେ ମିସା ଜବର୍ ଦେଲାସ୍ନି ।
13 Visto como, na prova desta administração, glorificam a Deus pela submissão, que confessais quanto ao evangelho de Cristo, e pela liberalidade de vossos dons para com eles, e para com todos;
14 ପର୍ମେସର୍ ଜିବନ୍ ଦୁକାଇ ତମ୍କେ ଦୟା ଦେକାଇଲାର୍ପାଇ ସେମନ୍ ବେସି ଆଲାଦ୍ ଅଇକରି ତମର୍ପାଇ ପାର୍ତନା କର୍ବାଇ ।
14 E pela sua oração por vós, tendo de vós saudades, por causa da excelente graça de Deus que em vós há.
15 ପର୍ମେସରର୍ ବେସି ମୁଲିଅ ରଇବା ଦାନର୍ପାଇ ଆମେ ତାକେ ଦନିଅବାଦ୍ ଦେଉଁ ।
15 Graças a Deus, pois, pelo seu dom inefável.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Coríntios 9, comparar traduções ou montar um estudo — tudo direto pelo WhatsApp.