2 Pedro 1
ସତିଅର୍ ବାଟ୍ (DSO) vs ACF
1 ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି ।
1 Simão Pedro, servo e apóstolo de Jesus Cristo, aos que conosco alcançaram fé igualmente preciosa pela justiça do nosso Deus e Salvador Jesus Cristo:
2 ପର୍ମେସର୍କେ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟକେ ତମେ ଜାନ୍ଲାର୍ ପାଇ ତାର୍ ସାନ୍ତି ଆରି ସେ ଜିବନ୍ ଦୁକାଇ ଦୟା କଲାଟା ତମ୍କେ ମିଲ ।
2 Graça e paz vos sejam multiplicadas, pelo conhecimento de Deus, e de Jesus nosso Senhor;
3 ତାକେ ସାର୍ଦା କରାଇଲାପାରା ଚଲାଚଲ୍ତି କର୍ବାକେ ସେ ଆମ୍କେ ଲଡାକେ ଆଇବା ସବୁ ବିସଇ ଦେଲାଆଚେ । ତାର୍ ବପୁର୍ଲାଗି ସେ ଆମ୍କେ ଏଟା ଦେଲାଆଚେ ଆରି ଆମେ ତାକେ ଜାନ୍ଲାର୍ପାଇ ମିସା । ତାର୍ ମଇମାଇ ଆରି ଦରମେ ମିସ୍ବାକେ ସେ ସେ ଆମ୍କେ ଡାକିଆଚେ ।
3 Visto como o seu divino poder nos deu tudo o que diz respeito à vida e piedade, pelo conhecimento daquele que nos chamou pela sua glória e virtude;
4 ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।
4 Pelas quais ele nos tem dado grandíssimas e preciosas promessas, para que por elas fiqueis participantes da natureza divina, havendo escapado da corrupção, que pela concupiscência há no mundo.
5 ତେବେ କିରିସ୍ଟକେ ବିସ୍ବାସ୍ କଲାର୍ ପାଇ ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ଏଟାର୍ ସଙ୍ଗ୍, ଗିଆନ୍ ସଙ୍ଗ୍ ଜିଉନାକାଉନା କର୍ବାକେ,
5 E vós também, pondo nisto mesmo toda a diligência, acrescentai à vossa fé a virtude, e à virtude a ciência,
6 ଜିଉନାକାଉନା ସଙ୍ଗ୍ ନିଜେ ଜାଗ୍ରତ୍ ଅଇରଇବାକେ, ଜାଗ୍ରତ୍ ରଇକରି ମୁର୍ଚି ରଇବାକେ, ମୁର୍ଚିକରି ରଇ ପର୍ମେସର୍କେ ସାର୍ଦା କର୍ବା ଗୁନ୍ଚଲନ୍ କର୍ବାକେ,
6 E à ciência a temperança, e à temperança a paciência, e à paciência a piedade,
7 ଗୁନ୍ଚଲନ୍ସଙ୍ଗ୍ ବାଇବଇନିକେ ଆଲାଦ୍ କର୍ବାକେ, ବାଇବଇନିକେ ଆଲାଦ୍ କରି ସବୁଲକ୍କେ ଆଲାଦ୍ କର୍ବାକେ ଚେସ୍ଟା କରା ।
7 E à piedade o amor fraternal, e ao amor fraternal a caridade.
8 ତମର୍ ଚଲାଚଲ୍ତି ଜଦି ଏନ୍ତାରି ଅଦିକ୍ ଅଦିକ୍ ଅଇ ଆଇଲେ, ଆମର୍ ମାପ୍ରୁ ଜିସୁକିରିସ୍ଟକେ ଜାନ୍ବା ବିସଇତେଇ ତମେ ଅଦିକ୍ ଅଦିକ୍ ବଡିଆଇସା ।
8 Porque, se em vós houver e abundarem estas coisas, não vos deixarão ociosos nem estéreis no conhecimento de nosso Senhor Jesus Cristo.
9 ଜଦି ଗଟେକ୍ ଲକ୍ ଏନ୍ତାରି ଜିଉନାକାଉନା ନ କଲେ, ସେ ଗଟେକ୍ ନିକ ନ ଡିସ୍ବା ଲକର୍ପାରା ଅଇଆଚେ । ସେ ପୁର୍ବେ କରିରଇଲା ପାପର୍ ଲାଗି ପର୍ମେସର୍ କେମା ଦେଲାଆଚେ ବଲି ପାସ୍ରିଦେଇ ଆଚେ ।
9 Pois aquele em quem não há estas coisas é cego, nada vendo ao longe, havendo-se esquecido da purificação dos seus antigos pecados.
10 ତେବର୍ପାଇ ଏ ମର୍ ବାଇବଇନିମନ୍, ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ସେନ୍ତାର୍କଲେ ପର୍ମେସର୍ ତମ୍କେ ବାଚିକରି ତାର୍ ଲକ୍ ଅଇବାକେ ଡାକ୍ଲାଆଚେବଲି ସବୁଲକ୍କେ ଡିସ୍ସି । ଏ ସବୁ ବିସଇ କଲେ ତମେ କେବେ ମିସା ତାର୍ତେଇଅନି ବିନ୍ବାଟେ ନ ଜାଆସ୍ ।
10 Portanto, irmãos, procurai fazer cada vez mais firme a vossa vocação e eleição; porque, fazendo isto, nunca jamais tropeçareis.
11 ଆମର୍ ମାପ୍ରୁ ଜିସୁକିରିସ୍ଟର୍ କେବେ ନ ସାର୍ବା ରାଇଜେ ପର୍ମେସର୍ ତମ୍କେ ସାର୍ଦା ସଙ୍ଗ୍ ଡାକିନେଇସି ।
11 Porque assim vos será amplamente concedida a entrada no reino eterno de nosso Senhor e Salvador Jesus Cristo.
12 ଏ ସବୁ ବିସଇ ତମେ ଜାନିରଇଲେ ମିସା, ଆରି ପାଇଲା ସତ୍ ବିସଇଟାନେ ଡାଟ୍ ଆଚାସ୍ ମିସା, ଏ ସବୁ ବିସଇ ତମ୍କେ ଏତାଇଦେଇତେ ରଇବି ।
12 Por isso não deixarei de exortar-vos sempre acerca destas coisas, ainda que bem as saibais, e estejais confirmados na presente verdade.
13 ମୁଇ ବଁଚିରଇବା ଜାକ ଏ ସବୁ ବିସଇ କାତା ଅଇବାଟା ନିକ । ଜେନ୍ତିକି ତମେ ସେଟା ଆରି ନ ପାସ୍ରାସ୍ ।
13 E tenho por justo, enquanto estiver neste tabernáculo, despertar-vos com admoestações,
14 ମର୍ ଜିବନ୍ ଦାପ୍ରେ ସାରିଜାଇସି ବଲି ମୁଇ ଜାନି । କାଇକେବଇଲେ ଆମର୍ ମାପ୍ରୁ ଜିସୁକିରିସ୍ଟ ମକେ ନିକସଙ୍ଗ୍ ଜାନାଇଆଚେ ।
14 Sabendo que brevemente hei de deixar este meu tabernáculo, como também nosso Senhor Jesus Cristo já mo tem revelado.
15 ଏ ସବୁ ବିସଇ ତମ୍କେ ଏତାଇଦେବାକେ ମୁଇ ବେସି ଆବଡ୍ ଅଇଲିନି । ଜେନ୍ତାରିକି ମୁଇ ମଲାପଚେ ମିସା ଏ ସବୁ ବିସଇ ଏତାଇସା ।
15 Mas também eu procurarei em toda a ocasião que depois da minha morte tenhais lembrança destas coisas.
16 ଆମର୍ ମାପ୍ରୁ ଜିସୁକିରିସ୍ଟ ତାର୍ ସବୁ ବପୁର୍ସଙ୍ଗ୍ ବାଉଡି ଆଇସି ବଲି ତମ୍କେ କଇରଇଲୁ । ସେଟା ବିନ୍ ଲକ୍ ତାକର୍ ଚାଲାକିକରି ତିଆର୍କଲା ଗଟେକ୍ କାତାନି ନଏଁ ।
16 Porque não vos fizemos saber a virtude e a vinda de nosso Senhor Jesus Cristo, seguindo fábulas artificialmente compostas; mas nós mesmos vimos a sua majestade.
17 ଆମେ ନିଜେ ଆଁକିସଙ୍ଗ୍ ତାର୍ ମଇମା ଦେକ୍ଲୁ । ବାବା ପର୍ମେସର୍ ତାକେ ଡାକ୍ପୁଟା କରି ମଇମା ଦେଲାବେଲେ ଆମେ ତେଇ ରଇଲୁ । ସେ ନିଜେ ସବୁର୍ଟାନେଅନି ମଇମାର୍ ପର୍ମେସର୍ କଇରଇଲା “ଏଟା ମର୍ ଆଲାଦର୍ ପ, ତାର୍ଟାନେ ମୁଇ ବେସି ସାର୍ଦା ।”
17 Porquanto ele recebeu de Deus Pai honra e glória, quando da magnífica glória lhe foi dirigida a seguinte voz: Este é o meu Filho amado, em quem me tenho comprazido.
18 ସେ ସବଦ୍ ସୁନ୍ଲାବେଲେ ପର୍ମେସରର୍ ସୁକଲ୍ ପର୍ବତେ ଆମେ ମିସା କିରିସ୍ଟର୍ ସଙ୍ଗ୍ ରଇଲୁ ।
18 E ouvimos esta voz dirigida do céu, estando nós com ele no monte santo;
19 ବବିସତ୍ବକ୍ତାମନର୍ କାତା ସତ୍ ଆଚେ ବଲି ଆମେ ଜାନିଆଚୁ । ଏ ସବୁ କାତା ତମେ ମନ୍ଦିଆନ୍ ଦେଇ ସୁନା । କାଇକେବଇଲେ ସେଟା ଆନ୍ଦାରେ ଲାଗିରଇବା ଗଟେକ୍ ବତିର୍ ଉଜଲ୍ ପାରା ଆଚେ । ସାକ୍ଲିଆ ଉଜଲ୍ ଡିସ୍ବା ତାରାର୍ପାରା ତମର୍ ମନ୍ବିତ୍ରେ ଉଜଲ୍ ଦେଇସି ।
19 E temos, mui firme, a palavra dos profetas, à qual bem fazeis em estar atentos, como a uma luz que alumia em lugar escuro, até que o dia amanheça, e a estrela da alva apareça em vossos corações.
20 ବବିସତ୍ବକ୍ତାମନ୍ କେ ମିସା ନିଜେ ବାବିକରି ସାସ୍ତର୍ଟାନେ ଲେକତ୍ନାଇ । ଏଟା ତମେ ବାଇଦରେ ଜାନ୍ବାର୍ ଆଚେ ।
20 Sabendo primeiramente isto: que nenhuma profecia da Escritura é de particular interpretação.
21 କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।
21 Porque a profecia nunca foi produzida por vontade de homem algum, mas os homens santos de Deus falaram inspirados pelo Espírito Santo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Pedro 1, comparar traduções ou montar um estudo — tudo direto pelo WhatsApp.