2 Timóteo 1
ସତିଅର୍ ବାଟ୍ (DSO) vs NVT
1 ମୁଇ ପାଉଲ୍ ଏ ଚିଟି ଲେକ୍ଲିନି । ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇବାକେ ପର୍ମେସର୍ ମକେ ବାଚ୍ଲା ଆଚେ । ନ ସାର୍ବା ଜିବନ୍ ପାଇବା ଜନ୍ ସୁବ୍ କବର୍ ପର୍ମେସର୍ କାତା ଦେଇରଇଲା, ସେଟା ଜାନାଇବାକେ ମକେ ପାଟାଇଲାଆଚେ । ସେ ଜିବନ୍ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ।
1 Eu, Paulo, apóstolo de Cristo Jesus pela vontade de Deus, enviado para anunciar a vida que ele prometeu por meio da fé em Cristo Jesus,
2 ଏ ଚିଟି ତିମତି ମୁଇ ତକେ ଲେକ୍ଲିନି । ତୁଇ ମର୍ ଆଲାଦର୍ ପଅ ପାରା ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ଆମର୍ ମାପ୍ରୁ ଜିସୁକିରିସ୍ଟ, ତକେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
2 escrevo esta carta a Timóteo, meu filho amado. Que Deus, o Pai, e Cristo Jesus, nosso Senhor, lhe deem graça, misericórdia e paz.
3 ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି । ମର୍ ଆନିଦାଦିମନ୍ ଜେନ୍ତାର୍ ତାକେ ସେବା କଲାଇ, ସେନ୍ତାରି ମୁଇ ମିସା ତାକେ ସେବା କଲିନି । ମର୍ ବିବେକ୍ ମକେ ଦସ୍ ଦେଏ ନାଇ । ମୁଇ ତର୍ପାଇ ଦିନ୍ରାତି ପାର୍ତନା କଲିନି ।
3 Dou graças por você ao Deus que sirvo com a consciência limpa, como o serviram meus antepassados. Sempre me lembro de você em minhas orações, noite e dia.
4 ଆମେ ଦୁଇ ଲକ୍ ବେଗଲ୍ଲାବେଲେ ତୁଇ ଦୁକ୍ ଅଇ ଆଁସୁ ଜରାଇଲୁସ୍, ସେଟା ମର୍ ମନେଆଚେ । ତେବର୍ପାଇ ତକେ ଦେକ୍ବି ବଲି ମୁଇ ବେସି ମନ୍ କଲିନି । ଜେନ୍ତାରି କି ମୁଇ ପୁରାପୁରୁନ୍ ସାର୍ଦା ଅଇବି ।
4 Quero muito revê-lo, pois me lembro de suas lágrimas. Nosso reencontro me encherá de alegria.
5 ତୁଇ ସତଇସେ ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁସ୍ ବଲି ମର୍ ମନେଆଚେ । ତୁଇ ବିସ୍ବାସ୍ କର୍ବା ଆଗ୍ତୁ ତର୍ ଆମା ଲଇ ଆରି ତର୍ ଆୟା ଉନିସ୍ ତାକେ ବିସ୍ବାସ୍ କର୍ତେରଇଲାଇ । ସେନ୍ତାରିସେ ତୁଇ ବିସ୍ବାସ୍ କର୍ବାଟା ଡାଁଟ୍ ଆଚେବଲି ମୁଇ ଜାନ୍ଲିନି ।
5 Lembro-me de sua fé sincera, como era a de sua avó, Loide, e de sua mãe, Eunice, e sei que em você essa mesma fé continua firme.
6 ତେବର୍ପାଇ ମୁଇ ମର୍ ଆତ୍, ତର୍ ମୁଣ୍ଡେ ସଙ୍ଗଇ ପାର୍ତନା କଲାବେଲେ, ଜନ୍ ଆତ୍ମାର୍ ଦାନ୍ ପର୍ମେସର୍ ତକେ ଦେଇରଇଲା, ସେଟା ବଁଚାଇକରି ସଙ୍ଗ ବଲି ଏତାଇଦେଲିନି ।
6 Por isso quero lembrá-lo de avivar a chama do dom que Deus lhe deu quando impus minhas mãos sobre você.
7 କାଇକେବଇଲେ ଜନ୍ ଆତ୍ମା ପର୍ମେସର୍ ଆମ୍କେ ଦେଲାଆଚେ, ସେଟା ଆମ୍କେ ଡର୍ବାକେ ନ ଦେଏ । ତାର୍ ବାଦୁଲେ ଆତ୍ମାଇ ବପୁ ଦେଇସି, ବିନ୍ ଲକ୍ମନ୍କେ ଆଲାଦ୍ କର୍ବାକେ ସିକାଇସି ଆରି ନିଜ୍କେ ଜାଗରତ୍ ରଇବାକେ ସିକାଇସି ।
7 Pois Deus não nos deu um Espírito que produz temor e covardia, mas sim que nos dá poder, amor e autocontrole.
8 ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
8 Portanto, jamais se envergonhe de falar a outros sobre nosso Senhor. E também não se envergonhe de mim, que estou preso por causa dele. Com a força que Deus lhe dá, esteja pronto para sofrer comigo por causa das boas-novas.
9 ନିକ କାମ୍ କଲାର୍ ପାଇ ସେ ଆମ୍କେ ବାଚେନାଇ । ମାତର୍ ତାର୍ ନିଜର୍ ଜଜ୍ନା ଇସାବେ ସେ ଆମ୍କେ ବାଚିକରି ତାର୍ ଦୟା ଦେକାଇଲା ଆଚେ । ଏ ଜଗତ୍ ତିଆର୍ ନ ଅଇତେ ପର୍ମେସର୍ ଜିବନ୍ ଦୁକାଇ, ଜିସୁକିରିସ୍ଟକେ ଆମର୍ଲାଗି ଏ ଜଗତେ ପାଟାଇଲା ।
9 Pois Deus nos salvou e nos chamou para uma vida santa, não porque merecêssemos, mas porque este era seu plano desde os tempos eternos: mostrar sua graça por meio de Cristo Jesus.
10 ଆରି ଏବେ ସେ ଜିବନ୍ ଦୁକାଇ ଦୟା ଦେକାଇଲାଟା, ପର୍ମେସର୍ ଆମ୍କେ ଜାନାଇଆଚେ । ଏଟା ଆମର୍ ରକିଆକାରି ଜିସୁକିରିସ୍ଟ ଜେ କି ଆମର୍ଟାନେ ଆଇଲା । ମରନର୍ ବପୁକେ ସେ କୁରୁପ୍ନାସ୍ କଲା । ଆରି ସୁବ୍ କବର୍ ଜାନ୍ଲାର୍ପାଇ ନ ସାର୍ବା ଜିବନ୍ ପାଇବାକେ ସେ ଆମ୍କେ ବାଟ୍ ଦେକାଇଲା ।
10 E agora ele tornou tudo isso claro para nós com a vinda de Cristo Jesus, nosso Salvador, que destruiu o poder da morte e iluminou o caminho para a vida e a imortalidade por meio das boas-novas,
11 ଜିସୁକିରିସ୍ଟର୍ ବିସଇ ରଇବା ଏ ସୁବ୍ କବର୍ ପର୍ମେସର୍ ମକେ ଜାନାଇବାକେ କଇଆଚେ । ଗଟେକ୍ ସିକାଇବା ଲକ୍ ଆରି ପେରିତ୍ ଇସାବେ, ସେ ମକେ ବାଚିଆଚେ ।
11 das quais Deus me escolheu para ser pregador, apóstolo e mestre.
12 ଏଟାର୍ ଲାଗି ମୁଇ ଏ ବନ୍ଦିଗରେ ଦୁକ୍ କସ୍ଟ ପାଇଲିନି । ପାଇଲେ ମିସା ଲାଜ୍ ଅଇନାଇ । କାଇକେବଇଲେ ମୁଇ ଜାକେ ବିସ୍ବାସ୍ କରିଆଚି, ତାକେ ଜାନି, ଆରି ମୁଇ ତାକେ ଜନ୍ଟା ସର୍ପି ଆଚେ, ସେଟା ସେ ବାଉଡି ଆଇବା ଦିନ୍ ଜାକ, ଜତନ୍ କରି ସଙ୍ଗଇବାକେ ତାର୍ ବପୁ ଆଚେ । ଏଟା ମୁଇ ଡାଟ୍ ସଙ୍ଗ୍ ବିସ୍ବାସ୍ କଲିନି ।
12 Por isso estou sofrendo assim. Mas não me envergonho, pois conheço aquele em quem creio e tenho certeza de que ele é capaz de guardar o que me foi confiado até o dia de sua volta.
13 ତୁଇ ମର୍ଟାନେଅନି ସତ୍ ସିକିଆ ସୁନିଆଚୁସ୍ । ସେନ୍ତାରିସେ ଚଲାଚଲ୍ତି କର୍ । ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ଏଟା ବିସ୍ବାସ୍ ଆରି ଆଲାଦ୍ ସଙ୍ଗ୍ କର୍ ।
13 Apegue-se, com fé e amor em Cristo Jesus, ao modelo do ensino verdadeiro que aprendeu de mim.
14 ଜନ୍ ସୁବ୍କବର୍ ପର୍ମେସର୍ ତକେ ଦେଇଆଚେ, ସେଟାକେ ଦେକାରକା କର୍ । ଆମର୍ ବିତ୍ରେ ରଇବା ସୁକଲ୍ ଆତ୍ମାର୍ ବପୁସଙ୍ଗ୍ ସେଟା ଦେକାରକା କର୍ ।
14 Pelo poder do Espírito Santo que habita em nós, guarde a verdade preciosa que lhe foi confiada.
15 ଆସିଆ ଦେସେ ରଇବା ବେସି ବିସ୍ବାସିମନ୍ ମକେ ଚାଡିକରି ଗାଲାଇ ଆଚତ୍ ବଲି ତୁଇ ଜାନିଆଚୁସ୍ । ତେଇ ପୁଗେଲ୍ ଆରି ଅର୍ମଗେନା ମିସା ମକେ ଚାଡି ଉଟିଗାଲାଇ ।
15 Como você sabe, todos os da província da Ásia me abandonaram, incluindo Fígelo e Hermógenes.
16 ଅନିସିପର୍ ଆରି ତାର୍ କୁଟୁମ୍କେ ମାପ୍ରୁ ଦୟାକର । କାଇକେବଇଲେ ମୁଇ ବନ୍ଦିଗରେ ରଇଲାବେଲେ ସେ ମକେ ଦେକ୍ବାକେ ଲାଜ୍ ଅଏନାଇ । ତାର୍ ବାଦୁଲେ ସେ ତର୍କେ ତର୍ ଆସି ମକେ ସାର୍ଦା କରାଇଲା ।
16 Que o Senhor demonstre misericórdia a Onesíforo e sua família, pois muitas vezes me animou em suas visitas e nunca se envergonhou por eu estar na prisão.
17 ସେ ରମ୍ ଦେସେ ଆଇଲା ଦାପ୍ରେ ମକେ ବେଟ୍ ଅଇବାଜାକ ସବୁ ଜାଗାଇ କଜ୍ଲା ।
17 Pelo contrário, quando veio a Roma, procurou-me diligentemente até me encontrar.
18 ବଡ୍ ବିଚାର୍ନା ଦିନେ ତାକେ ଜେନ୍ତି ମାପ୍ରୁ ଦୟା କର । ତୁଇ ନିଜେ ଜାନିଆଚୁସ୍ ଏପିସିତେଇ ସେ ମକେ କେତେକ୍ ସାଇଜ କଲା ।
18 Que o Senhor lhe mostre misericórdia no dia da volta de Cristo. E você sabe muito bem quanto ele me ajudou em Éfeso.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Timóteo 1, comparar traduções ou montar um estudo — tudo direto pelo WhatsApp.