2 Timóteo 2
ସତିଅର୍ ବାଟ୍ (DSO) vs NVI
1 ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।
1 Portanto, você, meu filho, fortifique-se na graça que há em Cristo Jesus.
2 ଜେତ୍କି ଲକ୍ମନ୍ ବିନ୍ ଲକ୍ମନ୍କେ ସିକାଇବାକେ ଅଦିକାର୍ ପାଇଆଚତ୍, ଏନ୍ତାରି ଲକ୍ମନ୍କେ ସବୁ ବିସଇ ସର୍ପିଦେସ୍ । କେତେକ୍ କେତେକ୍ ସାକିମନର୍ ମୁଆଟେ ତୁଇ ମର୍ଟାନେଅନି ଜନ୍ ସାକି ସୁନିଆଚୁସ୍, ସେନ୍ତାରି ଲକ୍ମନ୍କେ ସେ ସବୁଜାକ ସର୍ପିଦେସ୍ ।
2 E as coisas que me ouviu dizer na presença de muitas testemunhas, confie a homens fiéis que sejam também capazes de ensinar a outros.
3 କିରିସ୍ଟ ଜିସୁର୍ ଗଟେକ୍ ନିକ ସନିଅ ଅଇ, ମର୍ପାରା ଦୁକ୍ କସ୍ଟ ମୁର୍ଚିକରି ରଅ ।
3 Suporte comigo os sofrimentos, como bom soldado de Cristo Jesus.
4 ଗଟେକ୍ ସନିଅର୍ ବିସଇ ବାବିଦେକା । ସଇନ ଜୁଇଦ୍କେ ଜିବାକେ ଜାଗ୍ରତ୍ ଅଇବାବେଲେ, ଏ ଜଗତର୍ ବିସଇ କର୍ବାକେ ମନ୍ ନ ଦେଏ । କାଇକେବଇଲେ, ସେ ତାର୍ ଉପ୍ରର୍ ଅଦିକାରିକେ ସାର୍ଦା କରାଇବାକେ ମନ୍ କର୍ସି ।
4 Nenhum soldado se deixa envolver pelos negócios da vida civil, já que deseja agradar aquele que o alistou.
5 ସେନ୍ତାରିସେ, ଗଟେକ୍ ପାଲାଇବା ଲକର୍ ବିସଇ ବାବିଦେକ୍ । ଜେ ଆରାଜିତାଟାନେ ପାଲାଇବାକେ ମନ୍ କର୍ସି, ସେ ଜଦି ଆରାଜିତାର୍ ନିୟମ୍ ମାନିକରି ନ ପାଲାଇଲେ, ତାକେ ସେ ଇନାମ୍ ନ ମିଲେ ।
5 Semelhantemente, nenhum atleta é coroado como vencedor, se não competir de acordo com as regras.
6 ଗଟେକ୍ ଚାସିର୍ ବିସଇ ବାବିଦେକ୍, ଜନ୍ ଚାସି କସ୍ଟ କରିରଇସି, ସେ ପର୍ତୁମ୍ ପଲ୍ ପାଇବା ଦର୍କାର୍ ।
6 O lavrador que trabalha arduamente deve ser o primeiro a participar dos frutos da colheita.
7 ମୁଇ ଜାଇଟା କଇଲିନି, ସେଟା ବାବିଦେକ୍, ମାପ୍ରୁ ସବୁ ବିସଇଟାନେ ତକେ ଗିଆନ୍ ଦେଇସି ।
7 Reflita no que estou dizendo, pois o Senhor lhe dará entendimento em tudo.
8 ମୁଇ ଜନ୍ ସୁବ୍କବର୍ ତକେ ଜାନାଇରଇଲି, ତେଇ ଜିସୁକିରିସ୍ଟକେ ଏତାଉଁ । ସେ ଦାଉଦର୍ କୁଟୁମେ ଜନମ୍ ଅଇଲା ଆରି ପର୍ମେସର୍ ତାକେ ମରନେଅନି ଉଟାଇଲା ।
8 Lembre-se de Jesus Cristo, ressuscitado dos mortos, descendente de Davi, conforme o meu evangelho,
9 ସେ ସୁବ୍କବରର୍ ଲାଗି ମୁଇ ଦୁକ୍ କସ୍ଟ ଅଇ ଆଇଲିନି ଆରି ଗଟେକ୍ ଦସ୍ କଲା ଲକର୍ପାରା ବନ୍ଦିଗରେ ଆଚି । ମାତର୍ ପର୍ମେସରର୍ ବାକିଅ ବାନ୍ଦାଇଅଇ ରଏନାଇ ।
9 pelo qual sofro a ponto de estar preso como criminoso; contudo a palavra de Deus não está presa.
10 ସେନ୍ତାରିସେ ବାଚିଅଇଲା ଲକ୍ମନ୍ ମିସା କେବେ ନ ସାର୍ବା ମଇମା ସଙ୍ଗ୍ ଜିସୁକିରିସ୍ଟ ଦେବା ମୁକ୍ତି, ପାଇବାଇ । ସେମନର୍ଲାଗି ଏ ସବୁ ବିସଇ ମୁଇ ମୁର୍ଚିକରି ରଇଲିନି ।
10 Por isso, tudo suporto por causa dos eleitos, para que também eles alcancem a salvação que está em Cristo Jesus, com glória eterna.
11 ଏ ବାକିଅ ସତ୍,
11 Esta palavra é digna de confiança: Se morremos com ele, com ele também viveremos;
12 ଜଦି ଆମେ ମୁର୍ଚିକରି ରଇବୁ
12 se perseveramos, com ele também reinaremos. Se o negamos, ele também nos negará;
13 ମାତର୍ ଆମେ ବିସ୍ବାସ୍ କର୍ବାଟା ଏଲା କଲେ ମିସା
13 se somos infiéis, ele permanece fiel, pois não pode negar-se a si mesmo.
14 ପଦେକ୍ କାତା ନେଇ ଦଦାପେଲା ଅଇତେରଇଲେ, ସେଟା ଚୁଚାଇସେ । ସୁନ୍ବା ଲକ୍ମନ୍କେ ନସ୍ଟକରି ଦେଇସି । ଏନ୍ତାରି କଇ ପର୍ମେସରର୍ ମୁଆଟେ ଲକ୍ମନ୍କେ ଡାଟ୍ସଙ୍ଗ୍ ଆଦେସ୍ ଦେସ୍ ।
14 Continue a lembrar essas coisas a todos, advertindo-os solenemente diante de Deus, para que não se envolvam em discussões acerca de palavras; isso não tem proveito, e serve apenas para perverter os ouvintes.
15 ସତ୍ ବାକିଅ ନିମାନ୍ ସଙ୍ଗ୍ ଜାନା । ଲାଜ୍ ନଇଲା କାମ୍ କର୍ବା ଲକ୍ପାରା ମାପ୍ରୁର୍ ଲଗେ ନିଜ୍କେ ଅଦିକାର୍ ପାଇଲା ଲକ୍ ବଲି ଦେକାଇଅଇବାକେ ଜତନ୍ ଅ ।
15 Procure apresentar-se a Deus aprovado, como obreiro que não tem do que se envergonhar, que maneja corretamente a palavra da verdade.
16 ମାତର୍ ଜନ୍ ଲକ୍ମନ୍ ଆସାର୍ କାତାଇ ଆରି ବକୁଆ କାତାଇ ଦିଆନ୍ ଦେଇତେ ରଇବାଇ, ସେନ୍ତାରି ଲକ୍ମନର୍ ଟାନେଅନି ଦୁରିକେ ର । ଜନ୍ ଲକ୍ମନ୍ ସେନ୍ତାରିଟାନେ ମିସ୍ବାଇ, ସେ ଲକ୍ମନ୍ ପର୍ମେସରର୍ ଟାନେଅନି ଦୁରିକେ ଜିବାଇ ।
16 Evite as conversas inúteis e profanas, pois os que se dão a isso prosseguem cada vez mais para a impiedade.
17 ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।
17 O ensino deles alastra como câncer; entre eles estão Himeneu e Fileto.
18 ସେମନ୍ ମଲାଲକ୍ ଉଟି ସାରିଆଚେ ବଲି କଇକରି ସତ୍କେ ଚାଡିଦେଇଆଚତ୍ । ଏନ୍ତାରି କଇକରି କେତେ କେତେ ଲକର୍ ବିସ୍ବାସ୍ ନସାଇଦେଇ ଆଚତ୍ ।
18 Estes se desviaram da verdade, dizendo que a ressurreição já aconteceu, e assim a alguns pervertem a fé.
19 ଅଇଲେମିସା ପର୍ମେସର୍ ଜନ୍ କୁନାଦି ବସାଇଆଚେ, ସେଟା ଡାଟ୍ସେ ରଇସି । ସେ କୁନାଦି ଉପ୍ରେ ଏନ୍ତାରି ଲେକା ଅଇଲାଆଚେ, “ମାପ୍ରୁ ତାର୍ ନିଜର୍ ଲକ୍କେ ଜାନେ, ଆରି ଜେତ୍କିଲକ୍ ସବୁ ଆମେ ମାପ୍ରୁର୍ ଲକ୍ ବଲାଇଅଇଲାଇନି, ସେମନ୍ ବୁଲ୍ କାମେ ଅନି ଦୁରିକେ ରଅତ୍ ।”
19 Entretanto, o firme fundamento de Deus permanece inabalável e selado com esta inscrição: "O Senhor conhece quem lhe pertence" e "afaste-se da iniqüidade todo aquele que confessa o nome do Senhor".
20 ଗଟେକ୍ ରାଜାର୍ ଗରେ କେତେ ରକାମର୍ ଗିନାକୁଡ୍କା ରଇସି, କେତେଟା ସୁନା ରୁପା ସଙ୍ଗ୍ ତିଆର୍ ଅଇଲାଟା, କେତେଟା ଗଚ୍ ଆରି ଚିକଟ୍ ମାଟିସଙ୍ଗ୍ ତିଆର୍ ଅଇଲା, କେତେଟା ବିବା ବଜି ବେଲର୍ପାଇ ଆରି କେତେଟା ଦିନ୍କେ ବାଇବାକେ ରଇସି ।
20 Numa grande casa há vasos não apenas de ouro e prata, mas também de madeira e barro; alguns para fins honrosos, outros para fins desonrosos.
21 ଜେ ନିଜ୍କେ ସବୁ ରକାମର୍ ପାପେଅନି ଜାଗ୍ରତ୍ କରିରଇସି, ମାପ୍ରୁ ସେମନ୍କେ ନିକ କାମର୍ପାଇ ବାଇସି । କାଇକେବଇଲେ, ସେ ଦେକ୍ବା ଇସାବେ, ସେମନ୍ ନିକ ଲକ୍ ଆରି ସବୁ ରକାମର୍ ଦରମ୍ କାମର୍ପାଇ ନିଜେ ସର୍ପି ଅଇଲାଇ ଆଚତ୍ ।
21 Se alguém se purificar dessas coisas, será vaso para honra, santificado, útil para o Senhor e preparado para toda boa obra.
22 ମାତର୍ ଦାଙ୍ଗ୍ଡା ବଇସେ ରଇବା ଗାଗଡର୍ ମନ୍କର୍ବାଟାନେଅନି ତୁଇ ଦୁରିକେ ର । ଟିକ୍ ବିସଇ କର୍ବାକେ ଚେସ୍ଟା କର୍ । ବିସ୍ବାସେ ଡାଁଟ୍ ରଅ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ଆରି ତାକର୍ ସଙ୍ଗ୍ ସାନ୍ତିସଙ୍ଗ୍ ର । ମନ୍କେ ସୁକଲ୍ କରି ଜେତ୍କି ସବୁଲକ୍ ମାପ୍ରୁକେ ପୁଜା କଲାଇନି, ସେମନର୍ ସଙ୍ଗ୍ ଏ ସବୁଜାକ କର୍ ।
22 Fuja dos desejos malignos da juventude e siga a justiça, a fé, o amor e a paz, juntamente com os que, de coração puro, invocam o Senhor.
23 ଆସାର୍ କାତାଇଅନି, ଚୁଚାଇ ଦଦାପେଲା ଅଇବା କାତାଇଅନି ଦୁରିକେ ର । କାଇକେବଇଲେ, ସେନ୍ତାରି ଟାନେ ମିସ୍ବା ଲକ୍ମନ୍ ସବୁ କିରଜାଟି ଅଇକରି ସାରିଜିବାଇ । ଏଟା ତୁଇ ଜାନିଆଚୁସ୍ ।
23 Evite as controvérsias tolas e fúteis, pois você sabe que acabam em brigas.
24 ମାପ୍ରୁକେ ସେବା କର୍ବା ଏନ୍ତାରି ଗଟେକ୍ ଲକ୍ କିରଜାଟି କର୍ବାର୍ନାଇ । ତାର୍ ବାଦୁଲେ, ସେ ସବୁକେ ସୁଆଲେ ଚଲାଚଲ୍ତି କର୍ବାର୍ । ସେ ନିକସଙ୍ଗ୍ ସିକାଇବାକେ ଜାନ୍ବାର୍ଆଚେ । ଦାପ୍ରେ ରିସା ନ ଅଇକରି ମୁର୍ଚି ରଇବାର୍ ଆଚେ ।
24 Ao servo do Senhor não convém brigar mas, sim, ser amável para com todos, apto para ensinar, paciente.
25 ପର୍ମେସର୍ ତାର୍ ମନ୍ ବାଉଡାଇବାକେ ଦେଇସି, ସେଟା ଆସାଅଇ ତାର୍ ବିରଦେ କାତା ଅଇବା ଲକ୍ମନ୍କେ ସେ ଦରମ୍ ସଙ୍ଗ୍ ସୁଆଲ୍ କର୍ବାର୍ ଆଚେ । ସତ୍ ବିସଇ ଜାନ୍ବାକେ ସେମନ୍କେ ସାଇଜ କର ।
25 Deve corrigir com mansidão os que se lhe opõem, na esperança de que Deus lhes conceda o arrependimento, levando-os ao conhecimento da verdade,
26 ତାର୍ ଚିନ୍ତା କର୍ବାଟାନେ ସେମନ୍ ସତ୍ ବିସଇ ଅଇସି କି ନାଇ ବଲି ନ ବାବିକରି ରଇବାର୍ । ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସଇତାନ୍ ସେମନ୍କେ ବନ୍ଦିକରି ନେଲାଆଚେ । ତାର୍ ପାନ୍ଦେଅନି ସେମନ୍ ରକିଆ ପାଅତ୍ ।
26 para que assim voltem à sobriedade e escapem da armadilha do diabo, que os aprisionou para fazerem a sua vontade.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Timóteo 2, comparar traduções ou montar um estudo — tudo direto pelo WhatsApp.