2 Timóteo 3
ସତିଅର୍ ବାଟ୍ (DSO) vs ARA
1 ମାତର୍ ଜାନିର । ଜଗତର୍ ସାରାସାରି ଦିନ୍ମନ୍କେ ବେସି ଦୁକ୍ କସ୍ଟ ବେଲା ଆଇସି ।
1 Sabe, porém, isto: nos últimos dias, sobrevirão tempos difíceis,
2 କାଇକେବଇଲେ ଲକ୍ମନ୍ ନିଜେ ଆଲାଦ୍ ଅଇକରି ବିନ୍ ଲକ୍କେ ଆଲାଦ୍ ନ କରତ୍ । ସେମନ୍ ଡାବୁକାସୁ ଆସାକର୍ବା ଲକ୍, ନିଜର୍ ବିସଇଟାନେ ବଡ୍ପନ୍ ଅଇବା ଲକ୍, ବିନ୍ ଲକ୍କେ ନିନ୍ଦା କର୍ବା ଲକ୍, ତାକର୍ ଆୟା ବାବାର୍ କାତା ନ ମାନ୍ବା ଲକ୍, ଦନିଅବାଦ୍ ଦେବାଟା ପାସର୍ବା ଲକ୍, ପର୍ମେସରର୍ ବିସଇକେ ସନ୍ମାନ୍ ନ ଦେବା ଲକ୍,
2 pois os homens serão egoístas, avarentos, jactanciosos, arrogantes, blasfemadores, desobedientes aos pais, ingratos, irreverentes,
3 ବିନ୍ ଲକ୍ମନ୍କେ କେମା ନ ଦେବା ଲକ୍, ବିନ୍ ଲକର୍ ବିସଇ ମିଚ୍ କଇବା ଲକ୍, ନିଜେ ଜାଗ୍ରତ୍ ନ ରଇବା ଲକ୍, କିରଜାଟି ଅଇବା ଲକ୍, ନିକ ବିସଇ ଗିନ୍ କର୍ବା ଲକ୍,
3 desafeiçoados, implacáveis, caluniadores, sem domínio de si, cruéis, inimigos do bem,
4 ବିସ୍ବାସେ ବିସ୍ ଦେବା ଲକ୍, ବକୁଆ ବିସଇ କର୍ବା ଲକ୍, ବିନ୍ ଲକର୍ଟାନେଅନି ବଡ୍ ବଲାଇଅଇବା ଲକ୍, ପର୍ମେସର୍କେ ଆଲାଦ୍ କର୍ବା ବାଦୁଲେ ନିଜ୍କେ ସାର୍ଦା କରାଇବା ଲକ୍ ।
4 traidores, atrevidos, enfatuados, mais amigos dos prazeres que amigos de Deus,
5 ପର୍ମେସର୍କେ ସେବା କଲିନି ବଲି ଦେକାଇବାଇ, ମାତର୍ ତାର୍ ବପୁ ତାକର୍ ଜିବନ୍ ବାଦ୍ଲାଇବାକେ ନ ଦେଅତ୍ । ସେନ୍ତାରି ଲକ୍ମନର୍ଟାନେଅନି ଦୁରିକେ ର ।
5 tendo forma de piedade, negando-lhe, entretanto, o poder. Foge também destes.
6 କାଇକେବଇଲେ ଏନ୍ତାରି ଲକ୍ ବିନ୍ ଗର୍ମନ୍କେ ପୁରିଦେଇ ତେଇ ରଇବା ମାଇଜିମନ୍କେ ନାଡାଇଲାଇନି । ଏ ମାଇଜିମନ୍ ତାକର୍ ପାପର୍ ଲାଗି ନିଜ୍କେ ଦସ୍ ଦେଇ ବିନ୍ ବିନ୍ ରକାମର୍ କରାପ୍ ମନ୍କର୍ବାଟାସଙ୍ଗ୍ ପୁରାପୁରୁନ୍ ଅଇଲାଇଆଚତ୍ ।
6 Pois entre estes se encontram os que penetram sorrateiramente nas casas e conseguem cativar mulherinhas sobrecarregadas de pecados, conduzidas de várias paixões,
7 ସେମନ୍ ସବୁବେଲେ ବିନ୍ ବିନ୍ ରକାମର୍ ସିକିଆ ସିକ୍ବାକେ ମନ୍ କଲାଇନି । ମାତର୍ ତେଇର୍ ସତ୍ ବିସଇ ନାଜାନ୍ଲାଇନି ।
7 que aprendem sempre e jamais podem chegar ao conhecimento da verdade.
8 ଆଗର୍ କାଲେ ଜେନ୍ତାରିକି, ଜୁନସ୍ ଆରି ଜମ୍ବିରିସ୍ ମସାର୍ ବିରୁଦେ ଉଟ୍ଲାଇ, ସେନ୍ତାରିସେ ଏ ସିକାଉମନ୍ ମିସା ସତ୍କେ ବିରଦ୍ କଲାଇନି । ସେମନର୍ ମନ୍ କରାପ୍ ଅଇଆଚେ । ଆରି ବିସ୍ବାସର୍ କାତା ଉଟ୍ଲେ ତାକର୍ଟା ଚୁଚାଇସେ ।
8 E, do modo por que Janes e Jambres resistiram a Moisés, também estes resistem à verdade. São homens de todo corrompidos na mente, réprobos quanto à fé;
9 ମାତର୍ ସେମନ୍ ନିଜେ ପାଁଚିରଇବାଟା ସବୁବେଲର୍ପାଇ ନ ରଏ । କାଇକେବଇଲେ ଜାନାସ୍ ଆରି ଜିମିରସ୍ ବକୁଆଟାମନ୍ ବଲି ଆଗ୍ତୁର୍ ଲକ୍ ଜାନ୍ଲାଇ, ସେନ୍ତାରିସେ ଏବର୍ ଲକ୍ମନ୍ ମିସା ସେମନ୍ ବକୁଆ ବଲି ଜାନ୍ବାଇ ।
9 eles, todavia, não irão avante; porque a sua insensatez será a todos evidente, como também aconteceu com a daqueles.
10 ମାତର୍ ତିମତି ତୁଇ ମର୍ ସବୁ ବିସଇ ଜାନିଆଚୁସ୍ । ମୁଇ ଲକ୍ମନ୍କେ କେନ୍ତାରି ସିକାଇଲିନି, କେନ୍ତାରି ଚଲାଚଲ୍ତି କଲିନି, ମର୍ ଆଦେସ୍ କାଇଟା, ମର୍ ବିସ୍ବାସ୍ କେନ୍ତିଟା, ମୁଇ କେନ୍ତି ମୁର୍ଚିକରି ରଇଲିଆଚି, ବିନ୍ ବିନ୍ ଲକ୍ମନ୍କେ କେନ୍ତି ଆଲାଦ୍ କରିଆଚି ଆରି ମକେ ଆଇଲା ଦୁକ୍ କସ୍ଟ ମିସା ଜାନୁସ୍ ।
10 Tu, porém, tens seguido, de perto, o meu ensino, procedimento, propósito, fé, longanimidade, amor, perseverança,
11 ଲକ୍ମନ୍ ମକେ ଦୁକ୍ କସ୍ଟ ଦେଲାଟା ଆନ୍ଟିକିୟ, ଇକନିୟ ଆରି ଲୁସ୍ତା ନଅର୍ମନ୍କେ କାଇ କାଇଟା ଅଇରଇଲା ଆରି କେତେକ୍ ଅଦିକ୍ କସ୍ଟ ପାଇରଇଲି, ସେ ସବୁ ବିସଇ ତୁଇ ଜାନୁସ୍ । ମାତର୍ ମାପ୍ରୁ ଜିସୁ ମକେ ସବୁ ଦୁକ୍ କସ୍ଟ ଟାନେଅନି ରକିଆ କଲା ।
11 as minhas perseguições e os meus sofrimentos, quais me aconteceram em Antioquia, Icônio e Listra, — que variadas perseguições tenho suportado! De todas, entretanto, me livrou o Senhor.
12 ଦେକ୍ବାକେଗାଲେ ଜେତ୍କି ଲକ୍ ଜିସୁକିରିସ୍ଟକେ ବିସ୍ବାସ୍ କରି ପର୍ମେସର୍ ଦେକ୍ବା ଇସାବେ ଦରମ୍ ଚଲାଚଲ୍ତି କର୍ବାକେ ମନ୍ କଲାଇନି, ସେମନ୍ ସବୁ ବିସ୍ବାସ୍ ନ କଲା ଲକ୍ମନର୍ଟାନେଅନି ଦୁକ୍ କସ୍ଟ ପାଇବାଇ ।
12 Ora, todos quantos querem viver piedosamente em Cristo Jesus serão perseguidos.
13 ମାତର୍ କରାପ୍ ଲକ୍ମନ୍ ଆରି ନାଡାଉମନ୍ ଅଦିକ୍ ଅଦିକ୍ କରାପ୍ ଅଇଜିବାଇ । ସେମନ୍ ଲକ୍ମନ୍କେ ନାଡାଇକରି ନିଜେ ନାଡାଇଅଇବାଇ ।
13 Mas os homens perversos e impostores irão de mal a pior, enganando e sendo enganados.
14 ମାତର୍ ତୁଇ ଜେତ୍କି ବିସଇ ସିକିଆଚୁସ୍, ଆରି ସେଟା ସବୁ ସତ୍ ବଲି ବିସ୍ବାସ୍ କରିଆଚୁସ୍, ସେଟା ସବୁ ଡାଟ୍ ସଙ୍ଗ୍ ଦାରି ର । କାଇକେବଇଲେ, ନିକ ସିକାଇବା ଲକ୍ମନର୍ ଟାନେଅନି ଏ ସବୁ ସିକିଆଚୁସ୍ ।
14 Tu, porém, permanece naquilo que aprendeste e de que foste inteirado, sabendo de quem o aprendeste
15 ଆରି ତୁଇ ପିଲାବେଲେ ଅନି ସୁକଲ୍ ସାସ୍ତର୍ ଜାନିଆଚୁସ୍ । କିରିସ୍ଟ ଜିସୁକେ ବିସ୍ବାସ୍ କଲାର୍ ପାଇ ପର୍ମେସର୍ ତକେ ରକିଆ କର୍ସି ବଲି ତୁଇ ଜାନ୍ଲୁସ୍ନି ।
15 e que, desde a infância, sabes as sagradas letras, que podem tornar-te sábio para a salvação pela fé em Cristo Jesus.
16 ସବୁ ସାସ୍ତର୍ ପର୍ମେସରର୍ ଟାନେଅନି ଆଇଲା ଆଚେ, ଆରି ସେଟା ଲକ୍ମନ୍କେ ସିକାଇବାକେ, ବୁଲ୍ ଅଇଲାଟା ଟିକ୍ କର୍ବାକେ, ଟିକ୍ ବିସଇ କର୍ବାକେ, ଆରି ଲକ୍ମନ୍କେ ସିକାଇବାକେ ଆମ୍କେ ସାଇଜ କର୍ସି ।
16 Toda a Escritura é inspirada por Deus e útil para o ensino, para a repreensão, para a correção, para a educação na justiça,
17 ଜେନ୍ତାରି କି, ପର୍ମେସର୍କେ ସେବା କର୍ବା ଗଟେକ୍ ଲକ୍ ପୁରାପୁରୁନ୍ ତିଆର୍ ଅଇ, ସବୁ ଦରମ୍ କାମ୍ କର୍ବାକେ ବପୁ ପାଇସି ।
17 a fim de que o homem de Deus seja perfeito e perfeitamente habilitado para toda boa obra.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Timóteo 3, comparar traduções ou montar um estudo — tudo direto pelo WhatsApp.