2 Timóteo 4
ସତିଅର୍ ବାଟ୍ (DSO) vs NVT
1 ପର୍ମେସର୍ ଆରି ଜିସୁକିରିସ୍ଟ ମର୍ ସାକି । ଜେକି ମଲା ଲକ୍ମନର୍ ଆରି ଜିବନ୍ ରଇଲା ଲକ୍ମନର୍ ବିଚାର୍ କର୍ସି । ତାର୍ ରାଇଜର୍ ଲାଗି, ସେ ଜଗତେ ସାସନ୍ କର୍ବାକେ ଆଇସି । ସେଟାର୍ପାଇ ମୁଇ ତମ୍କେ ତିଆର୍ଲିନି ।
1 Eu lhe digo solenemente, na presença de Deus e de Cristo Jesus, que um dia julgará os vivos e os mortos quando vier para estabelecer seu reino:
2 ସୁବ୍ କବର୍ ସବୁକେ ଜାନାଆ । ଲକ୍ମନ୍ ସେଟା ସୁନ୍ବାକେ ମନ୍ କଲାବେଲେ କି ନ ସୁନ୍ବା ବେଲେ ସେଟା ଜାନାଇବାକେ ଜାଗିର । ବୁଲ୍କରି କାରାପ୍ କାମ୍ କର୍ବା ଲକ୍ମନ୍କେ ସେଟା ଚାଡ୍ବାକେ ଡାଟ୍ ସଙ୍ଗ୍ କ । ଆସା ନ ଚାଡି ପର୍ମେସରର୍ ବାକିଅ ସିକାଇତେର । ସେମନ୍କେ ନିକ କାମ୍ କର୍ବାକେ ସାର୍ଦା କରାଆ ।
2 pregue a palavra. Esteja preparado, quer a ocasião seja favorável, quer não. Corrija, repreenda e encoraje com paciência e bom ensino.
3 ଗଟେକ୍ ବେଲା ଆଇସି, ଜେଡେବେଲେ ସତ୍ ସିକିଆ ସୁନ୍ବାକେ ଲକ୍ମନ୍ ମନ୍ ନ କରତ୍ । ତାର୍ ବାଦୁଲେ ସେମନ୍ ଜନ୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେଟା କର୍ତେରଇବାଇ । ବିନ୍ ବିନ୍ଟା ସିକାଉମନ୍କେ ଡାକିକରି, ତାକର୍ ଟାନେ ଜନ୍ ସାର୍ଦାର୍ ବିସଇ ସୁନ୍ବାକେ ମନ୍ କର୍ବାଇ, ସେନ୍ତାରି ଲକ୍ମନ୍କେ ଡାକିଆନ୍ବାଇ ।
3 Pois virá o tempo em que as pessoas já não escutarão o ensino verdadeiro. Seguirão os próprios desejos e buscarão mestres que lhes digam apenas aquilo que agrada seus ouvidos.
4 ସତ୍ ବିସଇ ଦିଆନ୍ ନ ଦେଇକରି କାତାନିମନ୍ ସୁନ୍ବାକେ ମନ୍ କର୍ବାଇ ।
4 Rejeitarão a verdade e correrão atrás de mitos.
5 ମାତର୍ ତିମତି, ତୁଇ ନିଜେ ସବୁବେଲେ ଜାଗ୍ରତ୍ ଅଇ ର । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ର । ସୁବ୍କବର୍ ଜାନାଇତେର । ତର୍ ଦାଇତେ ରଇବା ସବୁ କାମ୍ କର୍ତେରଇବାର୍ ।
5 Você, porém, deve manter a sobriedade em todas as situações. Não tenha medo de sofrer. Trabalhe para anunciar as boas-novas e realize todo o ministério que lhe foi confiado.
6 ଗଟେକ୍ ପୁଜାରି ଜେନ୍ତିକି ବେଦିଟାନେ ବଲି ଚଗାଇସି, ସେନ୍ତାରିସେ, ଏବେ ମର୍ ଜିବନ୍ ସର୍ପାଇ ଅଇବା ବେଲା କେଟିଆଚେ । ତାର୍ଲାଗି ଏ ସବୁ ଆଦେସ୍ ମୁଇ ତକେ ଦେଲିନି ।
6 Quanto a mim, minha vida já foi derramada como oferta para Deus. O tempo de minha morte se aproxima.
7 ଆରାଜିତାଟାନେ ମୁଇ ନିକସଙ୍ଗ୍ ଜୁଇଦ୍ କଲିଆଚି । ଜେତ୍କି ପାଲାଇବାର୍ ରଇଲା ମୁଇ ନିକସଙ୍ଗ୍ ସାରାଇଲି । ଆରି ମୁଇ ମର୍ ବିସ୍ବାସ୍ ଆରାଇନାଇ ।
7 Lutei o bom combate, terminei a corrida e permaneci fiel.
8 ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
8 Agora o prêmio me espera, a coroa de justiça que o Senhor, o justo Juiz, me dará no dia de sua volta. E o prêmio não será só para mim, mas para todos que, com grande expectativa, aguardam a sua vinda.
9 ତିମତି, ଜେତେକ୍ ଦାପ୍ରେ ତୁଇ ମର୍ଲଗେ ଆଇବାକେ ଚେସ୍ଟା କର୍ ।
9 Por favor, venha assim que puder.
10 କାଇକେବଇଲେ ଦିମା ଏବେ ମକେ ଚାଡିକରି ତେସଲନିକି ଗାଲାଆଚେ । ସେ ଏ ଜଗତର୍ ବିସଇ ଅଦିକ୍ ମନ୍ କଲାନି । କର୍ସିନ୍ ଗାଲାତିଆଇ ଗାଲା, ଆରି ତିତସ୍ ଦୁଲ୍ମତି ଗାଲା ।
10 Demas me abandonou, pois ama as coisas desta vida e foi para Tessalônica. Crescente foi embora para a Galácia, e Tito, para a Dalmácia.
11 ଲୁକ୍ ଗଟେକ୍ ଲକ୍ସେ ମର୍ସଙ୍ଗ୍ ଆଚେ । ତୁଇ ଆଇଲାବେଲେ ମାର୍କକେ ତର୍ ସଙ୍ଗ୍ ଡାକିଆନ୍ । କାଇକେବଇଲେ ଇତି ରଇଲାବେଲେ ମର୍ କାମେ ସେ ସାଇଜ କର୍ସି ।
11 Apenas Lucas está comigo. Traga Marcos com você, pois ele me será útil no ministério.
12 ତିକିକସ୍କେ ମୁଇ ଏପିସିଅ ପାଟାଇଆଚି ।
12 Enviei Tíquico a Éfeso.
13 ତୟସ୍ ନଅର୍ ଚାଡ୍ଲାବେଲେ କର୍ପର୍ ଗରେ ମୁଇ ମର୍ ଅଡ୍ବାଟା ଚାଡିଆଚି । ତୁଇ ଆଇବାବେଲେ ସେଟା ଦାରିଆଉ । ଆରି ମର୍ ବଇପତର୍ମନ୍ ଆରି ଲଡାକେ ଆଇବା କାଗଜ୍ପତର୍ ମିସା ଦାରିଆଉ । ମେଣ୍ଡାର୍ ଚାମ୍ ସଙ୍ଗ୍ ତିଆର୍ ଅଇଲାଟା ଚାଡ୍ବାର୍ ନାଇ ।
13 Quando vier, não se esqueça de trazer a capa que deixei com Carpo, em Trôade. Traga também meus livros e especialmente meus pergaminhos.
14 କଁସ୍ କାମ୍ କରୁ ଆଲେକ୍ଜାଣ୍ଡେର୍ ମକେ ବେସି ଅନିଆଇ କରି ଆଚେ । ସେ କଲା କାମର୍ପାଇ ମାପ୍ରୁ ତାକେ ବେସି ଡଣ୍ଡ୍ ଦେଇସି ।
14 Alexandre, o artífice que trabalha com cobre, me prejudicou muito, mas o Senhor o julgará pelo que ele fez.
15 ତୁଇ ମିସା ତାର୍ଟାନେଅନି ଜାଗ୍ରତ୍ ରଅ । ସେ ଆମର୍ ସିକିଆ ଡାଟ୍ ସଙ୍ଗ୍ ବିରଦ୍ କରିରଇଲା । ଚାମ୍ଟାନେ ସିରାସଙ୍ଗ୍ ଲେକାଅଇରଇଲାଟା |alt="Scrolls standing by ink well" src="hk00153c.tif" size="col" copy="Horace Knowles ©" ref="୪:୧୩"
15 Tome cuidado com ele, porque se opôs fortemente a tudo que dissemos.
16 ମୁଇ ପର୍ତୁମ୍ତର୍ ନିଜ୍କେ ରକିଆ କର୍ବାକେ ବିଚାର୍ନା ଜାଗାଇ ଗାଲାବେଲେ, ମର୍ବାଟେ ଅଇକରି ସାକି ଦେବାକେ କେ ନ ରଇଲାଇ । ତାର୍ ବାଦୁଲେ ସବୁଲକ୍ ମକେ ଚାଡିଦେଲାଇ । ଏ କାମର୍ପାଇ ସେମନ୍କେ ପର୍ମେସର୍ ଡଣ୍ଡ୍ ନ ଦେଅ ।
16 Na primeira vez que fui levado perante o juiz, ninguém me acompanhou. Todos me abandonaram. Que isso não seja cobrado deles.
17 ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।
17 Mas o Senhor permaneceu ao meu lado e me deu forças para que eu pudesse anunciar as boas-novas plenamente, a fim de que todos os gentios as ouvissem. E ele me livrou da boca do leão.
18 ବିପଦେ ପାକାଇବା ସବୁ ଗଟ୍ନାଇଅନି ମାପ୍ରୁ ଜିସୁ ମକେ ରକିଆ କରି, ସର୍ଗେ ରଇବା ତାର୍ ରାଇଜେ କାଇଟା ନ ଅଇତେ ଡାକିନେଇସି । କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଆକା ଡାକ୍ପୁଟା ପାଅ । ଆମେନ୍ !
18 Sim, o Senhor me livrará de todo ataque maligno e me levará em segurança para seu reino celestial. A Deus seja a glória para todo o sempre! Amém.
19 ପିର୍ସିଲାକେ ଆରି ଆକିଲାକେ ଜୁଆର୍ ଜାନାଆ । ଆରି ଅନିସିପରର୍ କୁଟୁମ୍କେ ମିସା ମର୍ ଜୁଆର୍ ଜାନାଆ ।
19 Envie minhas saudações a Priscila e a Áquila e à família de Onesíforo.
20 ଏରାସ୍ତ କରନ୍ତିଅ ନଅରେ ଆଚେ । ଆରି ତର୍ପିମସ୍କେ ଜର୍ ଅଇଲାକେ ମୁଇ ତାକେ ମିଲିତି ଚାଡିଦେଇ ଆସିଆଚି ।
20 Erasto ficou em Corinto, e deixei Trófimo doente em Mileto.
21 ତୁଇ ସିତ୍ଦିନ୍ ଅଇବା ଆଗ୍ତୁ ଆଇବାକେ ଚେସ୍ଟା କର୍ । ଇଉବୁଲ୍ ପୁଦେନ୍ସ୍, ଲିନ୍, କଲ୍ଦିଆ ଆରି ଇତିରଇବା ସବୁ ବିସ୍ବାସି ବାଇବଇନି ତକେ ଜୁଆର୍ ଜାନାଇଲାଇନି ।
21 Faça todo o possível para estar aqui antes do inverno. Êubulo lhe manda lembranças, e também Prudente, Lino, Cláudia e todos os irmãos.
22 ପର୍ମେସର୍ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ରଅ ।
22 Que o Senhor esteja com seu espírito. E que a graça esteja com todos vocês.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Timóteo 4, comparar traduções ou montar um estudo — tudo direto pelo WhatsApp.