2 Tessalonicenses 1
ସତିଅର୍ ବାଟ୍ (DSO) vs NVI
1 ମୁଇ ପାଉଲ୍, ବାବା ପର୍ମେସର୍ ଲଗେ ଆରି ମାପ୍ରୁ ଜିସୁକିରିସ୍ଟ ତେଇ ରଇବା ତେସଲନିକିୟ ମଣ୍ଡଲିର୍ ଲକ୍ମନ୍କେ ଏ ଚିଟି ଲେକି ପାଟାଇଲିନି । ମର୍ ସଙ୍ଗ୍ ରଇକରି ସିଲା ଆରି ତିମତି ମିସା ଜୁଆର୍ ଜାନାଇଲାଇନି ।
1 Paulo, Silvano e Timóteo, à igreja dos tessalonicenses, em Deus nosso Pai e no Senhor Jesus Cristo:
2 ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
2 A vocês, graça e paz da parte de Deus Pai e do Senhor Jesus Cristo.
3 ଏ ବାଇବଇନିମନ୍ ତମର୍ପାଇ ଆମେ ପର୍ମେସର୍କେ ସବୁବେଲେ ଦନିଅବାଦ୍ ଦେବା କାତା । ଏଟା ଟିକ୍ ବିସଇ । କାଇକେବଇଲେ ତମର୍ ବିସ୍ବାସ୍ ଅଦିକ୍ ଅଦିକ୍ ଅଇଲାନି । ଆରି ତମର୍ ନିଜର୍ ନିଜର୍ ବିତ୍ରେ ସବୁଲକ୍କେ ଆଲାଦ୍ ବଡିଗାଲାନି ।
3 Irmãos, devemos sempre dar graças a Deus por vocês; e isso é apropriado, porque a fé que vocês têm cresce cada vez mais, e muito aumenta o amor que todos vocês têm uns pelos outros.
4 ତମେ ଜେତ୍କି ସବୁ ଉଡାସୁନିକରି ମିସା ବିସ୍ବାସ୍ କରି ବପୁସଙ୍ଗ୍, ଡାଟ୍ ଅଇକରି ଆଚାସ୍ । ଏ କାତା ଆମେ ପରମେସରର୍ ମଣ୍ଡଲିମନ୍କେ ବଡ୍ପନ୍ ଅଇକରି କଇଲୁନି ।
4 Por esta causa nos gloriamos em vocês entre as igrejas de Deus pela perseverança e fé que mostram em todas as perseguições e tribulações que vocês estão suportando.
5 ପର୍ମେସରର୍ ଜନ୍ ରାଇଜର୍ପାଇ ତମେ ଦୁକ୍ କସ୍ଟ ପାଇଲାସ୍ନି, ସେ ରାଇଜ୍ ପାଇସା । ପର୍ମେସରର୍ ବିଚାର୍ କର୍ବାଟା ଟିକ୍ ଆକା, ଇତିଅନି ସେଟା ଜାନିଅଇଲାନି ।
5 Elas dão prova do justo juízo de Deus, que deseja que vocês sejam considerados dignos do seu Reino, pelo qual vocês também estão sofrendo.
6 ଜନ୍ଟା ଟିକ୍, ସେଟା ପର୍ମେସର୍ ପୁରାପୁରୁନ୍ କର୍ସି । ଜନ୍ଲକ୍ମନ୍ ଏବେ ତମ୍କେ କସ୍ଟ ଦେଲାଇନି, ସେମନ୍ କସ୍ଟ ପାଇବାଇ ।
6 É justo da parte de Deus retribuir com tribulação aos que lhes causam tribulação,
7 ପର୍ମେସର୍ ତମର୍ ଦୁକ୍ କସ୍ଟ ଅଇବାଟା ସାରାଇକରି ଆମ୍କେ ମିସା ସାନ୍ତି ଦେଇସି । ଜେଡେବେଲେ ମାପ୍ରୁ ଜିସୁ ସର୍ଗେଅନି ତାର୍ ବପୁର୍ ଦୁତ୍ମନର୍ ମଜାଇ ବପୁଅଇ ଆଇସି, ପର୍ମେସର୍ ଏ କାମ୍ ପୁରାପୁରୁନ୍ କର୍ସି ।
7 e dar alívio a vocês, que estão sendo atribulados, e a nós também. Isso acontecerá quando o Senhor Jesus for revelado lá do céu, com os seus anjos poderosos, em meio a chamas flamejantes.
8 ଜନ୍ଲକ୍ମନ୍ ପର୍ମେସର୍କେ ନାଜାନତ୍, ଆରି ଆମର୍ ମାପ୍ରୁ ଜିସୁର୍ ବାକିଅ ନ ମାନତ୍, ସେନ୍ତାରି ଲକ୍ମନ୍କେ ସେ ଡଣ୍ଡ୍ ଦେବାକେ ଲାଗ୍ତେରଇବା ଜଇସଙ୍ଗ୍ ଆଇସି ।
8 Ele punirá os que não conhecem a Deus e os que não obedecem ao evangelho de nosso Senhor Jesus.
9 ସେ ଲକ୍ମନ୍ ମାପ୍ରୁର୍ ମୁଆଟେ ଡାଟ୍ସଙ୍ଗ୍ ଡାକ୍ପୁଟା ପାଇବା ତେଇଅନି, କାଲ୍ କାଲ୍ ଜୁଗ୍ ଜୁଗ୍ ପାଇ କୁରୁପ୍ନାସ୍ ଅଇଜିବାଇ ।
9 Eles sofrerão a pena de destruição eterna, a separação da presença do Senhor e da majestade do seu poder.
10 ସେଦିନେ ମାପ୍ରୁ ତାର୍ ଲକ୍ମନର୍ ଟାନେଅନି ଆରି ସବୁ ଲକ୍ମନର୍ ଟାନେଅନି ଡାକ୍ପୁଟା ଅଇ ସନ୍ମାନ୍ ପାଇସି । ଏମନର୍ ବିତ୍ରେ ତମେ ମିସା ମିସ୍ସା । କାଇକେବଇଲେ ଆମେ ଜନ୍ କବର୍ ଦେଇରଇଲୁ, ସେଟା ତମେ ବିସ୍ବାସ୍ କଲାସ୍ ଆରି ମାନ୍ଲାସ୍ ।
10 Isso acontecerá no dia em que ele vier para ser glorificado em seus santos e admirado em todos os que creram, inclusive vocês que creram em nosso testemunho.
11 ତମ୍କେ ଜେନ୍ତି ଜିଉନା କାଉନା କର୍ବାପାଇ ପର୍ମେସର୍ ବାଚ୍ଲା ଆଚେ, ସେନ୍ତାରି ଚଲାଚଲ୍ତି କରାଇବାକେ ଆମେ ପର୍ମେସର୍କେ ଗୁଆରି କଲୁନି । ସେ ତାର୍ ବପୁସଙ୍ଗ୍ ସବୁ ଆସା କର୍ବା ସତ୍ ପୁରାପୁରୁନ୍ କରି ତମର୍ ବିସ୍ବାସ୍ ଡାଁଟ୍ କର । ସେଟାର୍ପାଇ ଆମେ ସବୁବେଲେ ତମର୍ଲାଗି ପାର୍ତନା କଲୁନି ।
11 Conscientes disso, oramos constantemente por vocês, para que o nosso Deus os faça dignos da vocação e, com poder, cumpra todo bom propósito e toda obra que procede da fé.
12 ଏନ୍ତାରି କଲେ ଆମର୍ ସବୁଲକର୍ ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇ ତମ୍କେ ମିସା ଡାକ୍ପୁଟା କରାଇସି । ଆରି ତମେ ମିସା ତାର୍ଟାନେ ଡାକ୍ପୁଟା ଅଇସା ।
12 Assim o nome de nosso Senhor Jesus será glorificado em vocês, e vocês nele, segundo a graça de nosso Deus e do Senhor Jesus Cristo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Tessalonicenses 1, comparar traduções ou montar um estudo — tudo direto pelo WhatsApp.