2 Tessalonicenses 3
ସତିଅର୍ ବାଟ୍ (DSO) vs ARA
1 ଏ ବାଇବଇନିମନ୍, ସାରାସାରି ଆମର୍ପାଇ ପାର୍ତନା କରା । ମାପ୍ରୁର୍ ବାକିଅ ତମର୍ ବିତ୍ରେ ଜେନ୍ତିକି ଦାପ୍ରେ ଡାବିଅଇ ଜାଇରଇଲା, ସେନ୍ତାରିସେ ଦାପ୍ରେ ଗୁଲାଇବାଟେ ବିଚିଅଇକରି ଡାକ୍ପୁଟା ଅ ।
1 Finalmente, irmãos, orai por nós, para que a palavra do Senhor se propague e seja glorificada, como também está acontecendo entre vós;
2 ଜେନ୍ତାରି କି ପର୍ମେସର୍ ଆମ୍କେ ପଟ୍କାର୍ ଆରି କୁଟିଆଲ୍ ଲକ୍ମନର୍ ଟାନେଅନି ରକିଆ କର । କାଇକେବଇଲେ, ସବୁଲକ୍ ମାପ୍ରୁର୍ ବାକିଅ ବିସ୍ବାସ୍ କରତ୍ ନାଇ । ଏଟାର୍ପାଇ ଆରିତରେକ୍ ପାର୍ତନା କରା ।
2 e para que sejamos livres dos homens perversos e maus; porque a fé não é de todos.
3 ମାତର୍ ମାପ୍ରୁ, କାତା ରକିଆକାରି । ସେ ତମ୍କେ କାରାପ୍ଟାନେଅନି ରକିଆ କରି ତବିର୍ କରାଇସି ।
3 Todavia, o Senhor é fiel; ele vos confirmará e guardará do Maligno.
4 ଆମେ ଜେତ୍କି ସବୁ ଆଦେସ୍ ଦେଲେ ମିସା ତମେ ସେଟା କଲାସ୍ନି, ଆରି କର୍ସା ମିସା । ଏଟା ମାପ୍ରୁର୍ ଟାନେ ତମର୍ ବିସଇ ନେଇ ଆମେ ଡାଟ୍ସଙ୍ଗର୍ ବିସ୍ବାସ୍ ।
4 Nós também temos confiança em vós no Senhor, de que não só estais praticando as coisas que vos ordenamos, como também continuareis a fazê-las.
5 ଆରି ମାପ୍ରୁ ତମର୍ ମନ୍କେ ପର୍ମେସରର୍ ଆଲାଦ୍ ଆରି କିରିସ୍ଟର୍ ସାଆସ୍ ବାଟେ ଜିବାକେ ସାଇଜ କର ।
5 Ora, o Senhor conduza o vosso coração ao amor de Deus e à constância de Cristo.
6 ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ ।
6 Nós vos ordenamos, irmãos, em nome do Senhor Jesus Cristo, que vos aparteis de todo irmão que ande desordenadamente e não segundo a tradição que de nós recebestes;
7 କାଇକେବଇଲେ, ତମେ, ଆମେ କଲାପାରା କର୍ବା ଦର୍କାର୍ । ଆରି ସେଟା କେନ୍ତାରି କର୍ବାର୍ ନିଜେ ଜାନିଆଚାସ୍ । ସେଟାର୍ପାଇ ଆମେ ତମର୍ ଟାନେ ବାଡୁଅଇକରି ଚଲାଚଲ୍ତି କରୁନାଇ ।
7 pois vós mesmos estais cientes do modo por que vos convém imitar-nos, visto que nunca nos portamos desordenadamente entre vós,
8 କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ ।
8 nem jamais comemos pão à custa de outrem; pelo contrário, em labor e fadiga, de noite e de dia, trabalhamos, a fim de não sermos pesados a nenhum de vós;
9 ତମ୍କେ କାଇବାଟା ମାଙ୍ଗ୍ବାକେ ଆମର୍ ଅଦିକାର୍ ରଇଲା, ମାତର୍ ସେନ୍ତାରି କରୁନାଇ । କାଇକେବଇଲେ ତମର୍ପାଇ ଗଟେକ୍ ଉଦାଅରନ୍ ଦେକାଇବାକେ ସେନ୍ତାରି କଲୁ ।
9 não porque não tivéssemos esse direito, mas por termos em vista oferecer-vos exemplo em nós mesmos, para nos imitardes.
10 ତମର୍ ସଙ୍ଗ୍ ରଇଲାବେଲେ ଆମେ ତମ୍କେ କଇରଇଲୁ, ଜନ୍ ଲକ୍ ପାଇଟି କାବାଡ୍ ନ କରେ, ସେ ବାତ୍ପେଜ୍ ନ କାଅ ।
10 Porque, quando ainda convosco, vos ordenamos isto: se alguém não quer trabalhar, também não coma.
11 ଏବେ ଏ କାତା ଆରିତରେକ୍ କଇଲୁନି, କାଇକେବଇଲେ ଆମେ କବର୍ ପାଇଲୁ ଆଚୁଜେ, ତମର୍ ବିତ୍ରେ କେତେକ୍ ଲକ୍ମନ୍ ବାଡୁ ଅଇକରି ଜିଉନାକାଉନା କଲାଇନି । କାଇ ପାଇଟି ନକରି ବିନ୍ ଲକର୍ କାମେ ମଜାଇ ଅଇସି ଆରି କାଇଟାମିସା ନ କରତ୍ ।
11 Pois, de fato, estamos informados de que, entre vós, há pessoas que andam desordenadamente, não trabalhando; antes, se intrometem na vida alheia.
12 ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି ଆମେ ସେ ଲକ୍ମନ୍କେ ଜାଗ୍ରତ୍କରି ଆଦେସ୍ଦେଲୁନି, ସେମନ୍ ସେନ୍ତାରି କର୍ବାଟା ଚାଡିଦେସ୍ । ଜେନ୍ତାରିକି ନିଜର୍ ପେଟର୍ପାଇ କାଦି ପାଇବାକେ ପାଇଟି କରତ୍ ।
12 A elas, porém, determinamos e exortamos, no Senhor Jesus Cristo, que, trabalhando tranquilamente, comam o seu próprio pão.
13 ମାତର୍ ଏ ବାଇବଇନିମନ୍ ତମେ ସତ୍କାମ୍ କର୍ବାକେ ତାକିଜାଆ ନାଇ ।
13 E vós, irmãos, não vos canseis de fazer o bem.
14 ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ ।
14 Caso alguém não preste obediência à nossa palavra dada por esta epístola, notai-o; nem vos associeis com ele, para que fique envergonhado.
15 ସେନ୍ତାର୍ କଲେ ସେ ଲାଜ୍ ଅଇଜାଇସି । ମାତର୍ ତାର୍ସଙ୍ଗ୍ ସତ୍ରୁର୍ ପାରା କାତାବାର୍ତା ନ ଅଇକରି, ନିଜର୍ ବିସ୍ବାସି ବାଇପାରା ତାକେ ଜାଗ୍ରତ୍ କରା ।
15 Todavia, não o considereis por inimigo, mas adverti-o como irmão.
16 ଜନ୍ମାପ୍ରୁ ଆମ୍କେ ସାନ୍ତି ଦେଲାନି, ସେ ତମ୍କେ ସବୁବେଲେ ଆରି ସବୁରକାମ୍ ସାନ୍ତିଦେଅ । ମାପ୍ରୁ ତମର୍ ସବୁର୍ଲଗେ ରଅ ।
16 Ora, o Senhor da paz, ele mesmo, vos dê continuamente a paz em todas as circunstâncias. O Senhor seja com todos vós.
17 ମୁଇ ମର୍ ନିଜର୍ ଆତେ ଏଟା ଲେକ୍ଲିନି । ପାଉଲର୍ ଜୁଆର୍ ଜାନାଇଲୁନି । ମୁଇ ଲେକିରଇବା ସବୁ ଚିଟିପତର୍ ଲଗେ ମୁଇ ଏନ୍ତାରି ଦସ୍ତକତ୍ କରି ଲେକିରଇବି ।
17 A saudação é de próprio punho: Paulo. Este é o sinal em cada epístola; assim é que eu assino.
18 ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାନି ତମ୍କେ ସବୁକେ ମିଲ ।
18 A graça de nosso Senhor Jesus Cristo seja com todos vós.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar 2 Tessalonicenses 3, comparar traduções ou montar um estudo — tudo direto pelo WhatsApp.