Apocalipse 10
ସତିଅର୍ ବାଟ୍ (DSO) vs ARA
1 ତାର୍ପଚେ ଏଦେ ଦେକା ! ସର୍ଗେଅନି ଆରି ଗଟେକ୍ ବଡ୍ ଦୁତ୍ ଉତ୍ରି ଆଇବାଟା ମୁଇ ଦେକ୍ଲି । ତାକେ ଗଟେକ୍ ବାଦଲ୍ ଗୁଡାଇରଇଲା ଆରି ମୁଣ୍ଡେ ଗଟେକ୍ ଇନ୍ଦର୍ଦୁନୁ ଗୁଡିଆଇ ଅଇରଇଲା । ତାର୍ ମୁ ବେଲ୍ ପାରା ରଇଲା । ତାର୍ ଗଡ୍ମନ୍ ଜଇର୍ କୁନାଦି ପାରା ରଇଲା ।
1 Vi outro anjo forte descendo do céu, envolto em nuvem, com o arco-íris por cima de sua cabeça; o rosto era como o sol, e as pernas, como colunas de fogo;
2 ତାର୍ ଆତେ ଉଗାଡି ଅଇରଇବା ଗଟେକ୍ ସାନ୍ ବଇ ରଇଲା । ସେ ତାର୍ ଉଜାଗଡ୍ ସମ୍ଦୁର୍ ବିତ୍ରେ ସଙ୍ଗଇଲା ଆରି ଡେବ୍ରି ଗଡ୍ ସୁକ୍ଲା ବୁଏଁ ସଙ୍ଗଇଲା ।
2 e tinha na mão um livrinho aberto. Pôs o pé direito sobre o mar e o esquerdo, sobre a terra,
3 ସେ ଆଉଲି ଅଇଲାକେ ସିଅଁମନ୍ ଅଡର୍ଲା ପାରା ସୁନିଅଇଲା । ସେ ଡାକ୍ଲା ପଚେ, ସାତ୍ଟା ଗଡ୍ଗଡିମନ୍ ଅଡ୍ରିକରି କଇଲାଇ ।
3 e bradou em grande voz, como ruge um leão, e, quando bradou, desferiram os sete trovões as suas próprias vozes.
4 ସେମନ୍ କାତା ଅଇଲା ଦାପ୍ରେ ମୁଇ ଲେକ୍ବାକେ ଆରାମ୍ ଅଇରଇଲି । ମାତର୍ ସର୍ଗେଅନି ଗଟେକ୍ ସବଦ୍ ସୁନ୍ଲି, ସାତ୍ଟା ଗଡ୍ଗଡିମନ୍ କଇଲାଟା କେ ନାଜାନ୍ଲାପାରା ସଙ୍ଗ । ସେଟା ଲେକ୍ନାଇ ।
4 Logo que falaram os sete trovões, eu ia escrever, mas ouvi uma voz do céu, dizendo: Guarda em segredo as coisas que os sete trovões falaram e não as escrevas.
5 ତାର୍ପଚେ ମୁଇ ଆଗ୍ତୁ ଦେକିରଇବା ଦୁତ୍ ଜେ କି ସମ୍ଦୁରେ ଆରି ସୁକ୍ଲା ପଦାଇ ଟିଆ ଅଇରଇଲା, ସେ ତାର୍ ଉଜା ଆତ୍ ସରଗ୍ବାଟେ ଲାମାଇଲା ।
5 Então, o anjo que vi em pé sobre o mar e sobre a terra levantou a mão direita para o céu
6 ପର୍ମେସରର୍ ନାଉଁ ଦାରି ସେ ଗଟେକ୍ ସପତ୍ କଲା । ପର୍ମେସର୍ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେ ସର୍ଗେ ରଇବାଟା, ଦର୍ତନିତେଇ ରଇବାଟା ଆରି ସମ୍ଦୁରେ ରଇବା ସବୁଜାକ ତିଆର୍ କଲା । ସେ ଦୁତ୍ କଇଲା, “ଆରି ଅଲ୍ସମ୍ ନ ଅଏ ।”
6 e jurou por aquele que vive pelos séculos dos séculos, o mesmo que criou o céu, a terra, o mar e tudo quanto neles existe: Já não haverá demora,
7 ମାତର୍ ଜେଡେବେଲେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ସି, ସେଡ୍କିବେଲେ, ପର୍ମେସର୍ କାକେ ନ ଜାନାଇରଇବା ତାର୍ ମନ୍ କଲାଟା ପୁରାପୁରୁନ୍ ସିଦ୍ କର୍ସି । ଏଟା ସେ ତାର୍ ଦାଙ୍ଗ୍ଡାମନ୍କେ ଆରି ବବିସତ୍ବକ୍ତାମନ୍କେ ସେ ଆଗ୍ତୁ ଜାନାଇରଇଲା ।
7 mas, nos dias da voz do sétimo anjo, quando ele estiver para tocar a trombeta, cumprir-se-á, então, o mistério de Deus, segundo ele anunciou aos seus servos, os profetas.
8 ତାର୍ପଚେ ସର୍ଗେଅନି ଜନ୍ ସବଦ୍ ମର୍ସଙ୍ଗ୍ କାତା ଅଇତେରଇଲା, ସେଟା ଆରିତରେକ୍ ମକେ କଇଲା “ଜାଆ, ସମ୍ଦୁରେ ଆରି ସୁକ୍ଲା ଜାଗାଇ ଟିଆଅଇରଇବା ଦୁତର୍ ଆତେଅନି ଉଗାଡି ଅଇରଇବା କାଗଜ୍ ବେଟ୍ ।”
8 A voz que ouvi, vinda do céu, estava de novo falando comigo e dizendo: Vai e toma o livro que se acha aberto na mão do anjo em pé sobre o mar e sobre a terra.
9 ମୁଇ ଦୁତର୍ ଲଗେ ଗାଲି ଆରି ସାନ୍ଟା କାଗଜ୍ ମକେ ଦେ ବଲି କଇଲି । ସେ ମକେ କଇଲା “ଏଟା ନେଇକରି କାଆ । ତର୍ ପେଟେ ଏଟା ପିତା ଅଇସି । ମାତର୍ ତର୍ ଟଣ୍ଡେ ସେଟା ମୁ ପାରା ମୁନ୍ଦୁର୍ ରଇସି ।”
9 Fui, pois, ao anjo, dizendo-lhe que me desse o livrinho. Ele, então, me falou: Toma-o e devora-o; certamente, ele será amargo ao teu estômago, mas, na tua boca, doce como mel.
10 ତେଇ ମୁଇ ଦୁତର୍ ଟାନେଅନି ସାନ୍ଟା କାଗଜ୍ ନେଲି ଆରି କାଇଲି । ସେଟା ମର୍ ଟଣ୍ଡେ ପାକାଇଲାକେ ମୁ ପାରା ସୁଆଦ୍ ରଇଲା । ମାତର୍ ଗିଲ୍ଲା ପଚେ ପେଟ୍ ବିତ୍ରେ ପିତା ଅଇଗାଲା ।
10 Tomei o livrinho da mão do anjo e o devorei, e, na minha boca, era doce como mel; quando, porém, o comi, o meu estômago ficou amargo.
11 ତାର୍ପଚେ ମକେ କଇଲା, “ସବୁ ରାଜାମନର୍ ବିସଇ, ବାସାମନର୍ ବିସଇ, ବଁସର୍ ବିସଇ, ଆରି ରାଇଜର୍ ବିସଇ, ଏ ସବୁଜାକର୍ ଉପ୍ରେ ପର୍ମେସରର୍ କବର୍ ତୁଇ ଆରିତରେକ୍ ଜାଇ ଜାନାଇବାର୍ ଆଚେ ।”
11 Então, me disseram: É necessário que ainda profetizes a respeito de muitos povos, nações, línguas e reis.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 10, comparar traduções ou montar um estudo — tudo direto pelo WhatsApp.