Apocalipse 15
ସତିଅର୍ ବାଟ୍ (DSO) vs NVT
1 ଏଦେ ଦେକା ! ତାର୍ପଚେ ଆକାସେ ଆରିଗଟେକ୍ କାବା ଅଇଜିବା ଚିନ୍ ମୁଇ ଦେକ୍ଲି । ତେଇ ସାତ୍ଟା ଦୁତ୍ମନ୍କେ ସାତ୍ଟା ମର୍ଡି ସର୍ପାଇ ଅଇରଇଲା । ଏ ସର୍ତେ ମର୍ଡି ସାରାସାରି ବେଲର୍ଟା । କାଇକେବଇଲେ ଏଟା ଅଇଲାନି ଦର୍ତନି ଉପ୍ରେ ପର୍ମେସର୍ ଆନ୍ବା ସାରାସାରିର୍ ଡଣ୍ଡ୍ ।
1 Vi no céu outro sinal grande e maravilhoso. Sete anjos seguravam as últimas sete pragas que completariam a fúria de Deus.
2 ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
2 Vi diante de mim algo semelhante a um mar de vidro misturado com fogo. Nele estavam em pé todos os que haviam vencido a besta, sua estátua e o número que representa seu nome. Todos seguravam harpas que Deus lhes tinha dado
3 ସେ ଲକ୍ମନ୍ ମସା ଜେ କି ପର୍ମେସରର୍ ଗତିଦାଙ୍ଗ୍ଡା, ତାର୍ ଗିତ୍ ଆରି ମେଣ୍ଡାପିଲାର୍ ଗିତ୍ ଗାଇତେରଇଲାଇ । ମାପ୍ରୁ ପର୍ମେସର୍ ଜେ କି ସବୁର୍ ଉପ୍ରେ ଆଚେ, ତମେ କର୍ବା କାମ୍ ବେସି ବଡ୍ ଆରି କାବାଅଇଜିବାଟା । ତୁଇ ରାଇଜ୍ମନର୍ ରାଜା । ତର୍ ବାଟ୍ ସତ୍ ଆରି ସମାନ୍ ।
3 e entoavam o cântico de Moisés, servo de Deus, e o cântico do Cordeiro: “Grandes e maravilhosas são as tuas obras, ó Senhor Deus, o Todo-poderoso. Justos e verdadeiros são os teus caminhos, ó Rei das nações.
4 ତମ୍କେ ପର୍ମେସର୍ ବଲି ନ ନାମ୍ବା ଲକ୍ କେ ନ ରଅତ୍ । ତମ୍କେ ଡାକ୍ପୁଟା ନ କର୍ବା ଲକ୍ କେ ନ ରଅତ୍ । କାଇକେବଇଲେ ତମେସେ ସୁକଲ୍ । ସବୁ ରାଇଜର୍ ଲକ୍ମନ୍ ତମ୍କେ ଜୁଆର୍ କର୍ବାକେ, ତମର୍ ମୁଆଟେ ରୁଣ୍ଡ୍ବାଇ । କାଇକେବଇଲେ ତମର୍ ଦରମ୍ କାମ୍ମନ୍ ସବୁ ସେମନ୍ ଦେକ୍ଲାଇ ଆଚତ୍ ।
4 Quem não te temerá, Senhor? Quem não glorificará teu nome? Pois só tu és santo. Todas as nações virão e adorarão diante de ti, pois teus feitos de justiça foram revelados”.
5 ତାର୍ପଚେ ସୁକଲ୍ ତମୁ ରଇବା ସରଗର୍ ମନ୍ଦିର୍ ଉଗାଡି ଅଇରଇବାଟା ମୁଇ ଦେକ୍ଲି ।
5 Então olhei e vi que se abriu o templo no céu, o tabernáculo da aliança.
6 ସାତ୍ଟା ମର୍ଡି ସର୍ପାଇ ଅଇରଇବା ସାତ୍ଟା ଦୁତ୍ମନ୍ ମନ୍ଦିରେ ଅନି ବାରଇଲାଇ । ସେମନ୍ ଦବ୍ ରଇକରି ଜକ୍ଜକି ଜାଇତେରଇବା ବସ୍ତର୍ ପିନ୍ଦି ରଇଲାଇ । ଆରି ସୁନାର୍ ବେଲ୍ଟୁ ବୁକେ ବାନ୍ଦିଅଇରଇଲାଇ ।
6 Os sete anjos que seguravam as sete pragas saíram do templo. Vestiam linho branco, sem mancha alguma, com uma faixa de ouro sobre o peito.
7 ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେ ଗଟେକ୍ ସବୁବେଲର୍ ପର୍ମେସରର୍ ରିସାସଙ୍ଗ୍ ବର୍ତି ଅଇରଇବା ସାତ୍ଟା ସୁନାର୍ ଗିନା, ସେ ସାତ୍ଟା ଦୁତ୍ମନ୍କେ ଦେଲା ।
7 Um dos quatro seres vivos entregou a cada um dos sete anjos uma taça de ouro cheia da fúria de Deus, que vive para todo o sempre.
8 ପର୍ମେସର୍ ବପୁ ଆରି ତାର୍ ମଇମାର୍ ଲାଗି ମନ୍ଦିର୍ ଦୁଆଁ ସଙ୍ଗ୍ ବର୍ତି ଅଇଲା । ସେ ସାତ୍ଟା ଦୁତ୍ମନ୍ ସାତ୍ଟା ମର୍ଡି ନ ସାରାଇବା ଜାକ, ମନ୍ଦିର୍ ବିତ୍ରେ କେ ପୁରିନାପାର୍ଲାଇ ।
8 O templo se encheu da fumaça da glória e do poder de Deus, e ninguém podia entrar no templo enquanto os anjos não tivessem terminado de derramar as sete pragas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 15, comparar traduções ou montar um estudo — tudo direto pelo WhatsApp.