Apocalipse 16
ସତିଅର୍ ବାଟ୍ (DSO) vs NVT
1 ତାର୍ପଚେ ଗଟେକ୍ ମନ୍ଦିରେଅନି ଗଟେକ୍ ଜବର୍ ସବଦ୍ ସେ ସାତ୍ଟା ଦୁତ୍ମନ୍କେ କାତା ଅଇବାଟା ମୁଇ ସୁନ୍ଲି । “ଜାଆ ଆରି ପର୍ମେସରର୍ ରିସା ବର୍ତି ଅଇରଇବା ସାତ୍ଟା ଗିନା ଦର୍ତନି ଉପ୍ରେ ଆଜାଡିଦେସ୍ ।”
1 Então ouvi uma poderosa voz que vinha do templo dizer aos sete anjos: “Vão e derramem sobre a terra as sete taças da fúria de Deus”.
2 ପର୍ତୁମ୍ ଦୁତ୍ ଗାଲା ଆରି ତାର୍ ରିସାର୍ ଗିନା ଦର୍ତନି ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା ! ଜନ୍ ଲକ୍ମନ୍ ଜେ କି ପସୁର୍ ଚିନ୍ ଗଦିଅଇରଇଲାଇ ଆରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ, ତାକର୍ ଗାଗ୍ଡେ ମୁର୍ଚି ନାପାର୍ଲା ପାରା ଉଟାନ୍ ବାରଇଲା ।
2 O primeiro anjo saiu do templo e derramou sua taça sobre a terra, e se abriram feridas horríveis e malignas naqueles que tinham a marca da besta e adoravam sua estátua.
3 ତାର୍ପଚେ ଦୁଇ ଲମର୍ ଦୁତ୍ ତାର୍ ରିସାର୍ ଗିନା ସମ୍ଦୁରେ ଆଜାଡି ଦେଲା । ଆରି ଏଦେ ଦେକା ! ତେଇର୍ ପାନି ମଲାଲକର୍ ବନିପାରା ଅଇଗାଲା । ଆରି ସମ୍ଦୁରେ ରଇବା ଜଁତ୍ଜିଆଦ୍ ମରିଗାଲାଇ ।
3 O segundo anjo derramou sua taça sobre o mar, que se transformou em sangue como de um cadáver, e morreram todas as criaturas do mar.
4 ତାର୍ପଚେ ତିନ୍ ଲମର୍ ଦୁତ୍ ତାର୍ ରିସାର୍ ଗିନା ଗାଡ୍ମନ୍କେ ଆରି ପାଜ୍ରାମନ୍କେ ଆଜାଡିଦେଲା । ସେଟାମନର୍ ପାନି ସବୁ ବନି ଅଇଗାଲା ।
4 O terceiro anjo derramou sua taça sobre os rios e as fontes, que se transformaram em sangue.
5 ତାର୍ପଚେ ପାନି ଦେକାରକା କର୍ବା ଦୁତ୍ ଏନ୍ତାରି କଇବାଟା ମୁଇ ସୁନ୍ଲି “ଏ ସୁକଲ୍ ରଇବା ପର୍ମେସର୍ ତମେ ଆଗେଅନି ଆରି ଏବେ ମିସା ଆଚାସ୍ । ତମର୍ ବିଚାର୍ନା ଟିକ୍ ଆଚେ ।
5 E ouvi o anjo que tinha autoridade sobre a água dizer: “Tu és justo, ó Santo, que és e que eras, pois enviaste estes julgamentos.
6 ପର୍ମେସର୍ ଲକ୍ମନର୍ ଆରି ବବିସତ୍ବକ୍ତାମନର୍ ବନି ଡାଲିଦେଲାଇ । ତେବର୍ପାଇ ତମେ ସେମନ୍କେ କାଇବାକେ ବନି ଦେଇଆଚାସ୍ । ସେମନ୍ କରିରଇବା କାମର୍ ପଲ୍ ସେମନ୍ ଆକା ପାଇଲାଇ ଆଚତ୍ ।”
6 Porque eles derramaram o sangue de teu povo santo e de teus profetas, tu lhes deste sangue para beber; é sua justa retribuição”.
7 ତାର୍ପଚେ ବେଦିଟାନେଅନି ଗଟେକ୍ ସବଦ୍ ମୁଇ ସୁନ୍ଲି । “ମାପ୍ରୁ ପର୍ମେସର୍ ଜେ କି ସବୁର୍ ଉପ୍ରେ ଆଚେ, ତମର୍ ବିଚାର୍ନା ସମାନ୍ ଆରି ସତ୍ ।”
7 E ouvi uma voz que vinha do altar dizer: “Sim, Senhor Deus, o Todo-poderoso, teus julgamentos são verdadeiros e justos”.
8 ତାର୍ପଚେ ଚାରି ଲମର୍ ଦୁତ୍ ତାର୍ ରିସାର୍ ଗିନା ବେଲ୍ ଉପ୍ରେ ଆଜାଡ୍ଲା । ଆରି ଏଦେ ଦେକା ! ତାର୍ ଅପର୍ବଲ୍ ତାତି ସଙ୍ଗ୍ ଲକ୍ମନ୍କେ ପଡାଇଦେବାକେ ବେଲ୍ ଆଦେସ୍ ପାଇଲା ।
8 O quarto anjo derramou sua taça sobre o sol, que com seu fogo fez queimar as pessoas.
9 ସେ ଅପର୍ବଲ୍ ତାତିର୍ ଲାଗି ସେମନ୍ ପଡିଗାଲାଇ । ଆରି ପର୍ମେସରର୍ ନାଉଁ ଦାରି ସାଇପ୍ ଦେଲାଇ । କାଇକେବଇଲେ ଏ ସବୁର୍ ମର୍ଡି ଉପ୍ରେ ତାର୍ଆକା ଅଦିକାର୍ ରଇଲା । ମାତର୍ ସେମନ୍ ଏନ୍ତାର୍ ଅଇଲାଇ ମସିଆ ତାକର୍ ପାପେଅନି ବାଉଡତ୍ନାଇ । ଆରି ପର୍ମେସରର୍ ବଡ୍ କାମ୍କେ ମାନତ୍ନାଇ ।
9 Todos foram queimados pelo intenso calor e blasfemaram contra o nome de Deus, que tinha controle sobre essas pragas. E não se arrependeram nem deram glória a Deus.
10 ତାର୍ପଚେ ପାଁଚ୍ ଲମର୍ ଦୁତ୍ ତାର୍ ରିସାର୍ ଗିନା ପସୁର୍ ବସ୍ବା ଜାଗାର୍ ଉପ୍ରେ ଆଜାଡିଦେଲା । ଆରି ଏଦେ ଦେକା ! ପସୁର୍ ରାଇଜେ ଆନ୍ଦାର୍ ଡାବିଅଇଦେଲା । ଆରି ଦୁକାର୍ ଲାଗି ଲକ୍ମନ୍ ନିଜର୍ ନିଜର୍ ଜିବ୍ ଚାବିଅଇଦେଲାଇ ।
10 O quinto anjo derramou sua taça sobre o trono da besta, e seu reino foi lançado na escuridão. Angustiados, seus súditos rangiam os dentes
11 ତାକର୍ ଦୁକା ଆରି ଉଟାନର୍ ଲାଗି ସରଗର୍ ପର୍ମେସର୍କେ ସେମନ୍ ସାଇପ୍ ଦେଲାଇ । ମାତର୍ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ସେମନ୍ ବାଉଡତ୍ନାଇ ।
11 e, por causa de suas dores e feridas, blasfemavam contra o Deus do céu. E não se arrependeram de seus atos perversos.
12 ତାର୍ପଚେ ଚଅ ଲମର୍ ଦୁତ୍ ତାର୍ ରିସାର୍ ଗିନା ଇଉପର୍ଟିସ୍ ନାଉଁର୍ ଗଟେକ୍ ବଡ୍ଗାଡେ ଆଜାଡିଦେଲା । ଆରି ଏଦେ ଦେକା ! ସେ ଗାଡର୍ ପାନି ଆଁଟିଗାଲା । ସେନ୍ତାରି ପୁର୍ବେଅନି ଜନ୍ ରାଜାମନ୍ ଆରି ତାକର୍ ସନିଅମନ୍ ଆଇବାର୍ ରଇଲା, ସେମନର୍ପାଇ ବାଟ୍ ତିଆର୍ଅଇଲା ।
12 O sexto anjo derramou sua taça sobre o grande rio Eufrates, e ele secou, abrindo caminho para os reis que vêm do Oriente.
13 ତାର୍ପଚେ ତିନ୍ଟା ବେଙ୍ଗ୍ପାରା ଡିସ୍ବା ଅସୁକଲ୍ ଆତ୍ମାମନ୍କେ ମୁଇ ଦେକ୍ଲି । ସେମନ୍ ଅସୁର୍ସାଁପର୍ ଟଣ୍ଡେଅନି, ପସୁର୍ ଟଣ୍ଡେଅନି ଆରି ମିଚ୍ କଇବା ବବିସତ୍ବକ୍ତାର୍ ଟଣ୍ଡେଅନି ବାରଇ ଆଇତେରଇଲାଇ ।
13 Então vi saltarem da boca do dragão, da boca da besta e da boca do falso profeta três espíritos impuros semelhantes a sapos.
14 ସେମନ୍ କାବାଅଇଜିବା କାମ୍ କର୍ବା ଡୁମାମନର୍ ଆତ୍ମାମନ୍ । ଏ ତିନ୍ଟା ଆତ୍ମା ଜଗତେ ରଇବା ସବୁ ରାଜାମନର୍ଟାନେ ଗାଲାଇ । ବେସି ବପୁ ରଇବା ପର୍ମେସରର୍ ବଡ୍ ଦିନର୍ ଜୁଇଦେ ସେ ଆତ୍ମାମନ୍ ସବୁ ରାଜାମନ୍କେ ଟୁଲିଆଇ ଆନ୍ବାଇ ।
14 São espíritos demoníacos que realizam sinais e vão aos governantes da terra a fim de reuni-los para a batalha contra o Senhor, no grande dia de Deus, o Todo-poderoso.
15 ସୁନା, ମୁଇ ଚର୍ ପାରା ଆଇଲିନି । ଜନ୍ ଲକ୍ମନ୍ ଜାଗ୍ରତ୍ ରଇକରି ତାକର୍ ବସ୍ତର୍ ଜାଗର୍ତା କରି ସଙ୍ଗଇବାଇ, ସେମନ୍ କେଡେକ୍ କରମର୍ ଲକ୍ମନ୍ । ମୁଇ ଆଇବା ଦିନେ ସେମନ୍ ଗଟେକ୍ ଡୁମ୍ଣ୍ଡା ଅଇକରି ଏନେତେନେ ବୁଲ୍ବା ଲକ୍ ପାରା ନ ରଏ । ଆରି ସେମନ୍ ଲକ୍ମନ୍କେ ଦେକି ଲାଜ୍ ନ ଅଅତ୍ ।
15 “Eu virei inesperadamente, como ladrão! Feliz é aquele que me espera alerta e mantém puras suas vestes, para que não precise andar nu e envergonhado.”
16 ତାର୍ପଚେ ଆତ୍ମାମନ୍ ସବୁ ରାଜାମନ୍କେ ଗଟେକ୍ ଜାଗାଇ ଟୁଲିଆଇ ଆନ୍ଲାଇ । ଏବ୍ରି ବାସାଇ ସେ ଜାଗାର୍ ନାଉଁ ଅଇଲାନି ଅମିଗର୍ଦନ୍ ।
16 E os espíritos reuniram todos os governantes e seus exércitos no lugar que, em hebraico, se chama Armagedom .
17 ତାର୍ପଚେ ସାତ୍ ଲମର୍ ଦୁତ୍, ତାର୍ ରିସାର୍ ଗିନା ପବନେ ଆଜାଡିଦେଲା । ଆରି ଏଦେ ଦେକା !! ମନ୍ଦିରେ ରଇବା ବସ୍ବା ଜାଗାଇ ଅନି ଗଟେକ୍ ବଡ୍ ସବଦ୍ ଆଇଲା । “ସେଟା ସବୁ ସାରିଗାଲା !”
17 O sétimo anjo derramou sua taça no ar, e do trono do templo veio um forte grito: “Está terminado!”.
18 ଦାପ୍ରେ ବିଜ୍ଲି ମାର୍ଲା, ଗଡ୍ଗଡି ମାର୍ଲା ଆରି ବେସି ଦର୍ତନି ଚୁଲ୍ବୁଲ୍ଲା । ମୁନୁସ୍ ଜାତି ତିଆର୍ କଲାତେଇଅନି ଏନ୍ତାରି ଦର୍ତନି ଚୁଲ୍ବୁଲ୍ବାଟା କେବେ ନ ଅଇରଇଲା । ଏଟା ସବୁର୍ଟାନେ ଅନି କାରାପ୍ ରଇଲା ।
18 Então houve relâmpagos, estrondos e trovões, e um forte terremoto, o mais violento desde a criação da humanidade.
19 ସେ ବଡ୍ ନଅର୍ ତିନ୍ବାଗ୍ ଅଇଗାଲା । ସବୁ ଦେସର୍, ସବୁ ରାଇଜର୍ ନଅର୍ମନ୍, ବିନାସ୍ ଅଇଗାଲା । ପର୍ମେସର୍ ଡାକ୍ପୁଟା ରଇବା ବାବିଲନ୍କେ ଏତାଇଲା । ଆରି ତାର୍ ଗିନାଇଅନି ତାକେ ମଦ୍ କୁଆଇଲା । ଏଟାର୍ ଅରତ୍ ଅଇଲାନି, ତାର୍ ରିସାଇଅନି ଆଇବା ବଡ୍ ଡଣ୍ଡ୍ ସେମନ୍ ପାଇବାଇ ।
19 A grande cidade, Babilônia, se dividiu em três partes, e as cidades de muitas nações tombaram. Deus se lembrou de todos os pecados da Babilônia e a fez beber do cálice cheio do vinho de sua furiosa ira.
20 ସମ୍ଦୁର୍ ମଜାଇ ରଇବା ସୁକ୍ଲା ଜାଗାମନ୍ ସବୁ କୁପ୍ଲି, କି ଡଙ୍ଗର୍ମନ୍ ନ ରଇଲା ।
20 Todas as ilhas desapareceram, e todos os montes foram arrasados.
21 ଆକାସେଅନି ପଚାସ୍ କେଜି ଲାକା ରଇବା କାରାପାକ୍ନାମନ୍ ଲକ୍ମନର୍ ଉପ୍ରେ ଅଦର୍ଲା । କାରାପାକ୍ନା ଅଦର୍ଲା ବିପଦର୍ଲାଗି ଲକ୍ମନ୍ ପର୍ମେସର୍କେ ସାଇପ୍ ଦେଲାଇ । କାଇକେବଇଲେ ସେଟାଗଟେକ୍ ବଡ୍ ବିପଦ୍ ରଇଲା ।
21 Houve uma forte tempestade de granizo, com pedras que pesavam até 35 quilos caindo do céu sobre as pessoas. E elas blasfemaram contra Deus por causa da terrível praga de granizo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 16, comparar traduções ou montar um estudo — tudo direto pelo WhatsApp.