Apocalipse 20
ସତିଅର୍ ବାଟ୍ (DSO) vs AAI
1 ତାର୍ପଚେ ଏଦେ ଦେକା ! ସର୍ଗେଅନି ଗଟେକ୍ ଦୁତ୍ ଉତ୍ରି ଆଇବାଟା ମୁଇ ଦେକ୍ଲି । ତାର୍ଲଗେ ପାତାଲର୍ କୁଚିକାଡି ଆରି ଗଟେକ୍ ବଜ୍ ରଇବା ସିକ୍ଲି ରଇଲା ।
1 Naatu ayu marane tounamatar umanamaim efan wanu’umin ana tufatan naatu ana chain bitan auman botan renan aitin.
2 ସେ ଅସୁର୍ ସାଁପ୍କେ ଦାର୍ଲା । ଜନ୍ ଆଗର୍ କାଲେ ରଇଲା ସାଁପ୍, ସେଟା ଅଇଲାନି ସଇତାନ୍ । ତାକେ ଅଜାର୍ ବରସର୍ପାଇ ସିକ୍ଲିସଙ୍ଗ୍ ବାନ୍ଦିଦେଲା ।
2 Farubarubar bai rab, kik owe’owen ana kok, wabin Demon o Satan naatu fatum kwamur one thousand na’atube nama.
3 ଦୁତ୍ ତାକେ ପାତାଲେ ପିଙ୍ଗିଦେଲା ଆରି କୁଚି ପାକାଇକରି ସିଲ୍ ମାର୍ଲା । ଏନ୍ତାରି କଲାକେ ଅଜାର୍ ବରସ୍ ନ ସାର୍ତେ ସେ ବିନ୍ ବିନ୍ ରାଇଜର୍ ଲକ୍ମନ୍କେ ଆରି ନାଡାଇ ନାପାରେ । ତାର୍ପଚେ ଚନେକର୍ପାଇ ତାକେ ଚାଡିଦେବାଇ ।
3 Ta’asiy sou wanu’umin wanawanan ra’iy etawan tufabon naatu ikwah, saise i boro men tafaram ni’afiy maiye kwamur one thousand nasawarabo. Nati ufunamaim i boro hinabotait mar kabumin nama.”
4 ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।
4 “Ayu urama’ama tafanamaim sabuw iyabowat baibatiyen isan ana fair hibitih himarir hima’am aitih. Naatu sabuw Jesu isan hio’orereb isan sikah hi’a’afuw naatu God ana tur isan sikah hi’a’afuw etei ayubih hima’am aitih. Iti sabuw i men kafa’imo sawaidab naatu i ana yumatabe hikwafirihimih, naatu ana ewow auman umahimaim o nakwetahimaim men hikirumimih. Etei hiyawas naatu Keriso bairi kwamur one thousand na’atube hi’aiwob.
5 ଅଜାର୍ ବରସ୍ ନ ସାର୍ବାଜାକ ମରିଜାଇରଇବା ଜେତ୍କି ବାକି ଲକ୍ ଜିବନ୍ ପାଅତ୍ନାଇ । ଏଟାଆକା ପର୍ତୁମ୍ ଜିବନ୍ ପାଇବାଟା ।
5 Murumurubih afa men hiyawas na’atuka hima kwamur one thousand in sawar. Iti i murumurubih hai misir wantoro’ot.
6 ମଲାତେଇଅନି ପର୍ତମେ ଜେତ୍କି ଲକ୍କେ ଉଟାଇରଇଲାଇ, ସେମନ୍ କେଡେକ୍ କରମର୍ ଲକ୍ । ପଚର୍ ମରନ୍ ତାକର୍ ଉପ୍ରେ ସାସନ୍ ନ କରେ । ସେମନ୍ ପର୍ମେସରର୍ ଆରି କିରିସ୍ଟର୍ ପୁଜାରି ଅଇବାଇ । ସେମନ୍ ତାକର୍ ସଙ୍ଗ୍ ଅଜାର୍ବରସ୍ ଜାକ ସାସନ୍ କର୍ବାଇ ।
6 Yasisir naatu baigegewasin i sabuw iyabowat wantoro’ot morobone himimisir maiye isah. Morob bairou’abin i isah i aurin fair en, baise i boro God ana firis naatu Keriso ana firis hinamatar Keriso bairi hini’aiwob kwamur one thousand nab.”
7 ଅଜାର୍ ବରସ୍ ସାର୍ଲାପଚେ ବନ୍ଦିଗରେଅନି ସଇତାନ୍କେ ମୁକ୍ଲାଇବାଇ ।
7 Kwamur etei one thousand nasasawar ufunamaim, Satan boro i ana dibur barene hinabotait.
8 ତେଇଅନି ଜଗତର୍ ରାଇଜ୍ମନ୍କେ ନାଡାଇବାକେ, ଗୁଲାଇ ଜଗତେ ବିଚିଅଇରଇବା ରାଇଜ୍ମନ୍କେ ନାଡାଇବାକେ ସେ ବାରଇସି । ସେଟା ଅଇଲାନି ଗଗ୍ ଆରି ମାଗଗ୍ । ସଇତାନ୍ ସେମନ୍କେ ଜୁଇଦ୍ କର୍ବାକେ ରୁଣ୍ଡାଇସି । ସମ୍ଦୁରେ ରଇବା ବାଲି ଜେତ୍କି ଆଚେ, ସେତ୍କି ଲକ୍ ସେମନ୍ ରଇବାଇ ।
8 naatu natit nan tafaram Gog naatu Magog ana huhun kwafe’en sabuw etei nifufuwih narunawiyih baiyow isan, naatu nati sabuw baiyow isan hinaruru’ay ana itinin riy sisibin dones na’atube.
9 ସେମନ୍ ଗୁଲାଇ ଜଗତେ ବିଚି ଅଇବାଇ । ଆରି ପର୍ମେସରର୍ ଲକ୍ ବାସାଅଇରଇବା ଜାଗାଇ ଆରି ସେ ମନ୍କର୍ବା ନଅରର୍ ଚାରିବେଟ୍ତି ଆଇବାଇ । ମାତର୍ ଏଦେ ଦେକା ! ସର୍ଗେଅନି ଜଇ ଅଦ୍ରି ସେମନ୍କେ କୁରୁପ୍ନାସ୍ କଲା ।
9 Naatu me yabarin yan tasasar hitit hiremor hin God ana sabuw hai ma’ama sis naatu God ana yabow bar merar etei hi’ar bebera’uhih, baise marane wairaf ra’iy na bo’ara’ara’ahih.
10 ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।
10 Naatu Demon mowan bifufuwih hibai hita’asiy wairaf in bitakir wanawanan ra’iy eafufur, sawaidab naatu dinab baifuwenayan hairi hita’asiyih hire’ere’emaim. Nati’imaim boro fai mar hini’akir wanatowan, wanatowan.
11 ତାର୍ପଚେ ମୁଇ ଗଟେକ୍ ବଡ୍ଟା ଦବ୍ ବସ୍ବା ଜାଗା ଆରି ଜେ ତାର୍ ଉପ୍ରେ ବସିରଇଲା, ତାକେ ଦେକ୍ଲି । ସରଗ୍ ଆରି ଦର୍ତନି ତାର୍ ମୁଆଟେଅନି ପାଲାଇଲାଇ ଆରି କେବେ ଡିସତ୍ନାଇ ।
11 Imaibo ayu ura ma’ama kwes gagamin tafanamaim God ma’am aitin. Mar tafaram i nanamaim earouwasa’ir, naatu nati’imaim i aurih efan en.
12 ତାର୍ପଚେ ମୁଇ ଜେତ୍କି ମଲା ବଡ୍ ସାନ୍ ଲକ୍କେ ଦେକ୍ଲି । ସେମନ୍ ବସ୍ବା ଜାଗାର୍ ମୁଆଟେ ଟିଆଅଇରଇବାଟା ମୁଇ ଦେକ୍ଲି । ବଇମନ୍ ଉଗାଡି ଅଇଲା, ଜିବନ୍ ରଇବା ଲକ୍ମନର୍ ବଇ ମିସା ଉଗାଡି ଅଇଲା । ସେମନ୍ କଲା କାମ୍ ଇସାବେ ମଲା ଲକ୍ମନ୍କେ ବିଚାର୍ କଲାଇ । ସେମନ୍ କରିରଇବା କାମ୍ମନ୍ ବଇଟାନେ ଆଗ୍ତୁଅନି ଲେକା ଅଇରଇଲା ।
12 Naatu ayu sabuw murumurubih aitih, gagamin re in kikimin ura ma’ama nanamaim hibatabat, naatu buk etei hibotawiyen. Buk ta hibobotawiy i yawas ana buk. Murumurubih abisa hisinaf bukamaim hikirum hi’inu’in imaim hibabatiyih.
13 ତାର୍ ପଚେ ସମ୍ଦୁରେ ଜେତ୍କିଲକ୍ ମରିରଇଲାଇ, ସେମନ୍ ବାରଇଆଇଲାଇ । ମରନ୍ ଆରି ପାତାଲ୍ ମିସା ସେମନ୍ ଦାରିରଇବା ମଲାଲକ୍ମନ୍କେ ଚାଡିଦେଲାଇ । ସେମନ୍କେ ସବୁକେ କରିରଇବା କାମ୍ ଇସାବେ ବିଚାର୍ନା କଲାଇ ।
13 Riy wanawanan murubih kwahiren, naatu morob naatu morob ana efan, murumurubih hikwahirih. Naatu orot ta’ita’imon hai sinafumaim hibabatiyih.
14 ତାର୍ପଚେ ମଲା ଲକର୍ ଜାଗାଇଅନି ଆଇଲା ସବୁଲକର୍ ଗାଗଡ୍ ଆରି ଆତ୍ମା, ଜଇର୍ ଗାଡେ ପିଙ୍ଗ୍ଲାଇ । ସେ ଗାଡ୍ ଅଇଲାନି ଦୁଇ ଲମରର୍ ମରନ୍
14 Imaibo murumurubih naatu murubih hai efan i hita’asiyih wairaf ana kukuf wanawanan hira’iy, iti wairaf i morob bairou’abin.
15 ସେ ବେଲେ ଜେତ୍କି ଲକର୍ ନାଉଁ ଜିବନ୍ ରଇବା ବଇଟାନେ ଲେକା ନ ଅଇରଇଲା, ସେ ସବୁଲକ୍କେ ଜଇଲାଗ୍ବା ଗାଡେ ପିଙ୍ଗା ଅଇଲା ।
15 Yait ta wabin men yawas ana bukamaim hititita’ur i hita’asiy wairaf ana kukuf wanawananan rara’iy.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 20, comparar traduções ou montar um estudo — tudo direto pelo WhatsApp.