Apocalipse 22
ସତିଅର୍ ବାଟ୍ (DSO) vs VC
1 ତାର୍ପଚେ ଦୁତ୍ ମକେ ଜିବନର୍ ପାନି ରଇବା ଗାଡ୍ ଦେକାଇଲା, ଜନ୍ଟା କି କାଁଚ୍ପାରା ଡିସ୍ତେରଇଲା । ପର୍ମେସରର୍ ବସ୍ବା ଜାଗାଇଅନି ଆରି ମେଣ୍ଡାପିଲାର୍ଟାନେଅନି ସେ ଗାଡର୍ ପାନି ଆଇତେରଇଲା ।
1 Mostrou-me então o anjo um rio de água viva resplandecente como cristal de rocha, saindo do trono de Deus e do Cordeiro.
2 ନଅରର୍ ବାଟର୍ ମଜାଇ ସେଟା ବଇ ଆଇତେରଇଲା । ଗାଡର୍ ଦୁଇବାଟେ ଜିବନର୍ ଗଚ୍ ରଇଲା । ସେ ଗଚ୍ ମାସ୍କେ ଗଟେକ୍ ତର୍ ଅଇ ବରସ୍କେ ବାରତର୍ ପଲ୍ ଦାର୍ସି । ରାଇଜ୍ମନ୍ ନିକ ଅଇବାକେ ତାର୍ ପତର୍ମନ୍ ରଇଲା ।
2 No meio da avenida e às duas margens do rio, achava-se uma árvore da vida, que produz doze frutos, dando cada mês um fruto, servindo as folhas da árvore para curar as nações.
3 ପର୍ମେସରର୍ ଅବିସାପ୍ ରଇବା କାଇଟାମିସା ସେ ନଅରେ ନ ଡିସେ । ପର୍ମେସରର୍ ଆରି ମେଣ୍ଡାପିଲାର୍ ବସ୍ବାଜାଗା ସେ ନଅରେ ରଇସି । ଆରି ତାର୍ ଦାଙ୍ଗ୍ଡାମନ୍ ତାକେ ଜୁଆର୍ କର୍ବାଇ ।
3 Não haverá aí nada de execrável, mas nela estará o trono de Deus e do Cordeiro. Seus servos lhe prestarão um culto.
4 ସେମନ୍ ତାକେ ଦେକ୍ବାଇ ଆରି ତାର୍ ନାଉଁ ସେମନର୍ କାପାଲେ ଲେକାଅଇ ରଇସି ।
4 Verão a sua face e o seu nome estará nas suas frontes.
5 ତେଇ ଆରି ରାତି ନ ରଏ । ବତିର୍ ଉଜଲ୍ କି ବେଲର୍ ଉଜଲ୍ ଦର୍କାର୍ ନ ପଡେ । କାଇକେବଇଲେ ମାପ୍ରୁ ପର୍ମେସର୍ ତାକର୍ ଉଜଲ୍ ରଇସି । ସେମନ୍ ରାଜା ଇସାବେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ବାଇ ।
5 Já não haverá noite, nem se precisará da luz de lâmpada ou do sol, porque o Senhor Deus a iluminará, e hão de reinar pelos séculos dos séculos.
6 ତାର୍ପଚେ ଦୁତ୍ ମକେ କଇଲା “ଏ ବାକିଅ ସବୁ ସତ୍ ଆରି ବିସ୍ବାସ୍ କରିଅଇସି । ମାପ୍ରୁ ପର୍ମେସର୍ ଜେ କି ତାର୍ ଆତ୍ମା ବବିସତ୍ବକ୍ତାମନ୍କେ ଦେଇରଇଲା, ସେ ତାର୍ ଦୁତ୍କେ ପାଟାଇଆଚେ । ଆଇବା ଦିନ୍ମନ୍କେ କାଇଟା ଅଇସି, ସେଟା ତାର୍ ଦାଙ୍ଗ୍ଡାମନ୍କେ ଦେକାଇସି ।”
6 Ele me disse: Estas palavras são fiéis e verdadeiras, e o Senhor Deus dos espíritos dos profetas enviou o seu anjo para mostrar aos seus servos o que deve acontecer em breve.
7 ଜିସୁ କଇଲାନି, “ସୁନା ମୁଇ ଦାପ୍ରେ ଆଇଲିନି । ଏ ବଇର୍, ଆଇବା ଦିନ୍ମନ୍କେ ଗଟ୍ବା କାତା, ଜେତ୍କି ଲକ୍ ନାମ୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ।”
7 Eis que venho em breve! Felizes aqueles que põem em prática as palavras da profecia deste livro.
8 ମୁଇ ଜଅନ୍ ଏ ସବୁ ସୁନିଆଚି ଆରି ଦେକିଆଚି । ଏ ସବୁଜାକ ଦେକ୍ଲା ପଚେ ଆରି ସୁନ୍ଲାପଚେ ଜନ୍ ଦୁତ୍ ମକେ ଏ ସବୁ ବିସଇ ଦେକାଇରଇଲା, ତାର୍ ପାଦେ ଡାଣ୍ଡାସନ୍ ପଡ୍ଲି । ମୁଇ ତାକେ ଜୁଆର୍କର୍ବାକେ ଜାଇରଇଲି ।
8 Fui eu, João, que vi e ouvi estas coisas. Depois de as ter ouvido e visto, prostrei-me aos pés do anjo que as mostrava.
9 ମାତର୍ ସେ ମକେ କଇଲା, “ନିଚୁ । କାଇକେବଇଲେ ମୁଇ ମିସା ତମର୍ପାରା ଗଟେକ୍ ଲକ୍ସେ । ତମର୍ ଜେତ୍କି ବବିସତ୍ବକ୍ତା ବାଇମନ୍ ଆରି ଜେତ୍କି ବଇଟାନେ ରଇବା ବାକିଅମନ୍ ଆଚେ, ସେଟାମନ୍ ମାନିକରି ରଇଲାଇନି । ତାକର୍ ପାରା ମୁଇ ମିସା ଗଟେକ୍ ସେବାକାରିଆ । ପର୍ମେସର୍କେ ଜୁଆର୍ କରା ।”
9 Mas ele me disse: Não faças isto! Sou um servo como tu e teus irmãos, os profetas, e aqueles que guardam as palavras deste livro. Prostra-te diante de Deus.
10 ଆରି ସେ ମକେ କଇଲା, ଏ ବଇର୍ ଜେତ୍କି ବିସଇ ତକେ ଜାନାଇଅଇଲାଆଚେ, ସେଟା କେ ନାଜାନ୍ଲା ପାରା ଲୁଚାଇ ସଙ୍ଗନାଇ । କାଇକେବଇଲେ ଏ ସବୁ ଗଟ୍ବା ବେଲା ଲଗେଆଚେ ।
10 Disse ele ainda: Não seles o texto profético deste livro, porque o momento está próximo.
11 ଜେ କରାପ୍ ଚଲାଚଲ୍ତି କରି ଜିଉନା କାଉନା କଲାଇନି, ସେ ସେନ୍ତାରିସେ କାରାପ୍ କର୍ତେ ରଅ । ଜେ କି ନିକ ଚଲାଚଲ୍ତିକରି ଜିଉନା କାଉନା କଲାନି, ସେ ସେନ୍ତାରିସେ ନିକ କର୍ତେରଅ । ଜେ କି ସୁକଲ୍ ଆଚେ, ସେ ସେନ୍ତାରିସେ ସୁକଲ୍ ରଅ ।
11 O injusto faça ainda injustiças, o impuro pratique impurezas. Mas o justo faça a justiça e o santo santifique-se ainda mais.
12 ଜିସୁ କଇଲାନି “ସୁନା ମୁଇ ଦାପ୍ରେ ଆଇଲିନି । ଲକ୍ମନ୍ କରିରଇବା କାମ୍ ଇସାବେ ମୁଇ ସେମନ୍କେ ପୁରୁସ୍କାର୍ ଦେବି ।
12 Eis que venho em breve, e a minha recompensa está comigo, para dar a cada um conforme as suas obras.
13 ମୁଇ ପର୍ତୁମର୍ ଲକ୍ ଆରି ସାରାସାରିର୍ ଲକ୍ । ମୁଇ ଆରାମ୍ କର୍ବି ଆରି ମୁଇସେ ସାରାଇବି ।”
13 Eu sou o Alfa e o Ômega, o Primeiro e o Último, o Começo e o Fim.
14 ଜେତ୍କି ସବୁଲକ୍ ତାକର୍ ବସ୍ତର୍ ଦଇକରି ସୁକଲ୍ କର୍ବାଇ, ସେମନ୍ କେଡେକ୍ କରମର୍ ଲକ୍ ! ଜିବନର୍ ଗଚେଅନି ପଲ୍ କାଇକରି କାବାଟ୍ବାଟେ ଜାଇ କରି ନଅରେ ପୁର୍ବାକେ ସେମନ୍ ଅଦିକାର୍ ପାଇବାଇ ।
14 Felizes aqueles que lavam as suas vestes para ter direito à árvore da vida e poder entrar na cidade pelas portas.
15 ମାତର୍ ଜନ୍ ଲକ୍ମନ୍ ଲାଜ୍ ଅଇବା କାମ୍ମନ୍ କର୍ବାଇ, ଜେନ୍ତିକି, ଜନ୍ତର୍ ମନ୍ତର୍ ଅବିଆସ୍ କର୍ବାଇ, ବେସିଆ କାମ୍ମନ୍ କର୍ବାଇ, ନର୍ ମରାଇବାଇ, ମୁର୍ତି ପୁଜା କର୍ବାଇ, ଆରି କାତାଇ ଆରି କାମେ ମିଚ୍ କଇବାଇ, ସେମନ୍ ନଅରର୍ ବାଇରେ ରଇବାଇ ।
15 Fora os cães, os envenenadores, os impudicos, os homicidas, os idólatras e todos aqueles que amam e praticam a mentira!
16 “ମୁଇ ଜିସୁ, ମଣ୍ଡଲିଟାନେ ରଇବା ତମ୍କେ ସବୁ ଲକ୍କେ ଏ ବିସଇ ଜାନାଇବାକେ ମର୍ ଦୁତ୍କେ ପାଟାଇଆଚି । ମୁଇ ଦାଉଦର୍ କୁଟୁମେ ଆଚି । ମୁଇ କୁକ୍ଡା ଡାକ୍ବାବେଲେ ଉଜଲ୍ଦେବା ତାରା ।”
16 Eu, Jesus, enviei o meu anjo para vos atestar estas coisas a respeito das igrejas. Eu sou a raiz e o descendente de Davi, a estrela radiosa da manhã.
17 ଆତ୍ମା ଆରି କନିଆ ଦାଙ୍ଗ୍ଡି କଇଲାନି ଆଉ, । ଜେତ୍କି ଲକ୍ ଏଟା ସୁନ୍ଲାଇନି, ସେମନ୍ ମିସା ଆଉ, ବଲି କଇବାର୍ଆଚେ । ଆସା ଜେତ୍କି ଲକ୍କେ ସସ୍ କଲାନି, ଜିବନର୍ ପାନି ଇନାମେ ନିଆ ।
17 O Espírito e a Esposa dizem: Vem! Possa aquele que ouve dizer também: Vem! Aquele que tem sede, venha! E que o homem de boa vontade receba, gratuitamente, da água da vida!
18 ମୁଇ ଜଅନ୍ ସବୁକେ ଜାଗ୍ରତ୍ କରାଇଲିନି, ଆଇବା ଦିନ୍ମନ୍କେ ଗଟ୍ବା ଏ ବଇର୍ ଜେତ୍କି ବାକିଅ ଆଚେ, କେ ଜଦି ଇତି ଆରି କାଇ କାଇଟା ମିସାଇଲେ, ପର୍ମେସର୍ ଏ ବଇଟାନେ ଜନ୍ ମର୍ଡି ବିସଇ ଲେକ୍ଲାଆଚେ, ସେ ତାର୍ ପାଇବା ଡଣ୍ଡ୍ ସଙ୍ଗ୍, ଏ ମର୍ଡି ମିସା ମିସାଇସି ।
18 Eu declaro a todos aqueles que ouvirem as palavras da profecia deste livro: se alguém lhes ajuntar alguma coisa, Deus ajuntará sobre ele as pragas descritas neste livro;
19 ଏ ବବିସତ୍ କାତାର୍ ବଇଟାନେଅନି କେ ଜଦି କାଇ ବିସଇ ମିସା ଲୁଚାଇଦେଲେ, ଏ ବଇଟାନେ ଲେକାଅଇରଇବା ଜିବନର୍ ଗଚର୍ ପଲ୍ ଆରି ସୁକଲ୍ ନଅରେଅନି ସେମନ୍ ପାଇରଇବାଟା ତାକର୍ଟାନେଅନି ଦାରିଜାଇସି ।
19 e se alguém dele tirar qualquer coisa, Deus lhe tirará a sua parte da árvore da vida e da Cidade Santa, descritas neste livro.
20 ଜେ କି ଏ ସବୁ ବିସଇର୍ ପାଇ ସାକି ଦେଇସି, ସେ କଇଲାନି ଉଁ ମୁଇ ଦାପ୍ରେସେ ଆଇଲିନି ! ସେନ୍ତାରିସେ ଅ ବେ ! ମାପ୍ରୁ ଜିସୁ ଆଉ !
20 Aquele que atesta estas coisas diz: Sim! Eu venho depressa! Amém. Vem, Senhor Jesus!
21 ମାପ୍ରୁ ଜିସୁ ଜିବନ୍ ଦୁକାଇଲାଟା ସବୁର୍ ଲଗେ ରଅ । ଆମେନ୍ !
21 A graça do Senhor Jesus esteja com todos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 22, comparar traduções ou montar um estudo — tudo direto pelo WhatsApp.