Apocalipse 4
ସତିଅର୍ ବାଟ୍ (DSO) vs VC
1 ସେବେଲେ ମୁଇ ଆରିଗଟେକ୍ ଦର୍ସନ୍ ଦେକ୍ଲି । ସର୍ଗେ ଗଟେକ୍ ଉଗାଡିରଇବା କାପାଟ୍ ରଇଲା । ଆଗେ ସୁନିରଇବା ମଇରି ପାରା ସବଦ୍ ଆରିତରେକ୍ ସୁନ୍ଲି । ଉପ୍ରେ ଚଗି ଆଉ, ଏଟାର୍ପଚେ କାଇଟା ଅଇସି ମୁଇ ତକେ ଜାନାଇବି ।
1 Depois disso, tive uma visão: vi uma porta aberta no céu, e a voz que falara comigo, como uma trombeta, dizia: Sobe aqui e mostrar-te-ei o que está para acontecer depois disso.
2 ସେ ଦାପ୍ରେ ଆତ୍ମା ମକେ ଗଟେକ୍ ସପନ୍ ଦେକାଇଲା । ସର୍ଗର୍ ବସ୍ବାଟାନେ ଗଟେକ୍ ଲକ୍ ବସିରଇବାଟା ମୁଇ ଦେକ୍ଲି ।
2 Imediatamente, fui arrebatado em espírito; no céu havia um trono, e nesse trono estava sentado um Ser.
3 ତାର୍ ମୁ ଇରା ଆରି ମୁକ୍ତା ପାରା ଜଗ୍ଜଗି ଜାଇତେରଇଲା । କାଁଚାପତ୍ରିଆ ଡିସ୍ବାପାରା ଇରା ମୁକ୍ତାର୍ ଇନ୍ଦର୍ଦୁନୁ ବସ୍ବା ଜାଗାର୍ ଚାର୍ବେଟ୍ତି ଗୁଡିଆଇ ଅଇଲାପାରା ଅଇରଇଲା ।
3 E quem estava sentado assemelhava-se pelo aspecto a uma pedra de jaspe e de sardônica. Um halo, semelhante à esmeralda, nimbava o trono.
4 ସେ ବସ୍ବା ଜାଗାର୍ ଗୁଲ୍ଟି ବିତ୍ରେ କଡେ ଚାର୍ଟା ବସ୍ବା ଜାଗା ରଇଲା । ତେଇ ଦବ୍ଲୁଗା ପିନ୍ଦିକରି ଆରି ସୁନାର୍ ମୁକୁଟ୍ ପିନ୍ଦି କଡେଚାରିଟା ପାର୍ଚିନ୍ମନ୍ ବସିରଇଲାଇ ।
4 Ao redor havia vinte e quatro tronos, e neles, sentados, vinte e quatro Anciãos vestidos de vestes brancas e com coroas de ouro na cabeça.
5 ବସ୍ବା ଜାଗାଇଅନି ବିଜ୍ଲି ମାର୍ଲା ଆରି ଗୁଡ୍ଗାଡ୍ କରି ଗଡ୍ଗଡି ମାର୍ଲା । ବସ୍ବା ଜାଗାର୍ ମୁଆଟେ ସାତ୍ଟା ଜଇଉମ୍ଲା ଲାଗ୍ତେରଇଲା । ସେଟା ଅଇଲାନି ପର୍ମେସରର୍ ସାତ୍ଟା ଆତ୍ମା ।
5 Do trono saíam relâmpagos, vozes e trovões. Diante do trono ardiam sete tochas de fogo, que são os sete Espíritos de Deus.
6 ଆରି ବସ୍ବା ଜାଗାର୍ ମୁଆଟେ ନିର୍ମଲ୍ ଅଇକରି ଡିସ୍ବା କାଁଚର୍ ସମ୍ଦୁର୍ ପାରା ରଇଲା । ବସ୍ବା ଜାଗାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ରଇଲାଇ । ତାର୍ ମୁଆଟ୍ ବାଟେ ଆରି ପଚ୍ବାଟେ ଆଁକିମନ୍ ରଇଲା ।
6 Havia ainda diante do trono um mar límpido como cristal. Diante do trono e ao redor, quatro Animais vivos cheios de olhos na frente e atrás.
7 ପର୍ତୁମର୍ ପସୁ ସିଅଁବାଗ୍ପାରା ଡିସ୍ତେ ରଇଲା । ଦୁଇ ଲମର୍ଟା ସଣ୍ଡ୍ପାରା ରଇଲା । ତିନ୍ ଲମର୍ଟା ଲକର୍ ପାରା ବାନିମୁର୍ତି ରଇଲା । ଆରି ସାରାସାରିର୍ଟା ଉଡିବୁଲ୍ବା ଗିଦ୍ ପାରା ଡିସ୍ତେ ରଇଲା ।
7 O primeiro animal vivo assemelhava-se a um leão; o segundo, a um touro; o terceiro tinha um rosto como o de um homem; e o quarto era semelhante a uma águia em pleno vôo.
8 ସେ ଚାରିଟା ଜାକ ଜିବନ୍ ରଇବା ପସୁମନ୍କେ ଗଟେକ୍କେ ଚଅଟା ଲାକା ଡେନା ରଇଲା । ଆରି ତାକର୍ବାଇରେ ବିତ୍ରେ ମିସା ଆଁକି ରଇଲା । ଦିନ୍ ରାତି ଗିତ୍ କଇବାଟା ସେମନ୍ ତେବତ୍ନାଇ । ସବୁର୍ଟାନେ ଅନି ବପୁରଇବା ମାପ୍ରୁ ପର୍ମେସର୍, ସୁକଲ୍ଟା ! ସୁକଲ୍ଟା ! ସୁକଲ୍ ସେ ! ସେ ଆଗ୍ତୁ ରଇଲା, ଏବେ ଆଚେ ଆରି ସେ କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି !
8 Estes Animais tinham cada um seis asas cobertas de olhos por dentro e por fora. Não cessavam de clamar dia e noite: Santo, Santo, Santo é o Senhor Deus, o Dominador, o que é, o que era e o que deve voltar.
9 ଚାରିଟା ଜିବନ୍ ରଇବା ପସୁମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମଇମାର୍, ଡାକ୍ପୁଟା ଆରି ଦନିଅବାଦର୍ ଗିତ୍ ସୁନାଇତେରଇଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି । ସେମନ୍ ସେନ୍ତାରି କଲାକେ
9 E cada vez que aqueles Animais rendiam glória, honra e ação de graças àquele que vive pelos séculos dos séculos,
10 କଡେ ଚାରିଟା ପାର୍ଚିନ୍ମନ୍ ଜେ ବସ୍ବା ଜାଗାଇ ବସିରଇଲା ତାର୍ ମୁଆଟେ ଡାଣ୍ଡାସନ୍ ପଡି ତାକେ ଜୁଆର୍ କଲାଇ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚିରଇସି । ସେମନ୍ ପିନ୍ଦି ରଇବା ମୁକୁଟ୍ ବସ୍ବା ଜାଗାର୍ ମୁଆଟେ ପିଙ୍ଗିଦେଇକରି କଇଲାଇ,
10 os vinte e quatro Anciãos inclinavam-se profundamente diante daquele que estava no trono e prostravam-se diante daquele que vive pelos séculos dos séculos, e depunham suas coroas diante do trono, dizendo:
11 ଏ ଆମର୍ ମାପ୍ରୁ ଆରି ଆମର୍ ପର୍ମେସର୍ ! ସବୁ ମଇମା, ଡାକ୍ପୁଟା ଆରି ବପୁ ତୁଇ ଆକା ପାଇସୁ । ତୁଇ ସବୁଜାକ ତିଆର୍ କଲାସ୍ ଆରି ତମର୍ ମନ୍ କଲା ଇସାବେ ସେମନ୍ ତିଆରିଅଇ ବଁଚ୍ଲାଇନି ।
11 Tu és digno Senhor, nosso Deus, de receber a honra, a glória e a majestade, porque criaste todas as coisas, e por tua vontade é que existem e foram criadas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 4, comparar traduções ou montar um estudo — tudo direto pelo WhatsApp.