Apocalipse 7
ସତିଅର୍ ବାଟ୍ (DSO) vs NVT
1 ତାର୍ପଚେ ଦର୍ତନିର୍ ଚାରିଟା କନେ ଚାରିଟା ଦୁତ୍ ଟିଆଅଇରଇବାଟା ମୁଇ ଦେକ୍ଲି । ଜେନ୍ତାରିକି କାଇ ପବନ୍ ଦର୍ତନି କି ସମ୍ଦୁରେ କି କାଇ ଗଚ୍ ଉପ୍ରେ ନ ଆଇବାକେ ପବନ୍କେ ଦାରି ଅଟକାଇ ରଇଲା ।
1 Então vi quatro anjos em pé nos quatro cantos da terra, impedindo os quatro ventos de soprarem na terra, no mar e em qualquer árvore.
2 ପୁରୁବ୍ ଦିଗେଅନି ଆରି ଗଟେକ୍ ଜିବନ୍ ରଇବା ପର୍ମେସରର୍ ସିଲ୍ ସଙ୍ଗ୍ ଆଇବାଟା ମୁଇ ଦେକ୍ଲି । ସେ ଦୁତ୍ ସେ ଚାର୍ଟା ଦୁତ୍ମନ୍କେ ଆଉଲି ଅଇ ଡାକି କଇଲା । ପର୍ମେସର୍ ସେମନ୍କେ ଦର୍ତନି ଆରି ସମ୍ଦୁର୍ ବିନାସ୍ କର୍ବାକେ ବପୁ ଦେଇରଇଲା ।
2 E vi outro anjo que subia do leste e trazia o selo do Deus vivo. Ele gritou aos quatro anjos que haviam recebido poder para danificar a terra e o mar:
3 ସେ ଦୁତ୍ କଇଲା ଆମର୍ ପର୍ମେସର୍କେ ସେବା କର୍ବା ଲକ୍ମନର୍ କାପାଲେ ଚିନ୍ ନ ଦେବା ଜାକ ଦର୍ତନିକେ କି ସମ୍ଦୁର୍କେ କି ଗଚ୍କେ ବିନାସ୍ ନ କରା ।
3 “Esperem! Não façam mal à terra, nem ao mar, nem às árvores, até que tenhamos colocado o selo de Deus na testa de seus servos”.
4 ସେମନ୍ ସେ ଲକ୍ମନ୍କେ ଚିନ୍ କରି ସାରାଇଲା ପଚେ, ସଏ ଚାଲିସ୍ ଚାରି ଅଜାର୍ ଲକ୍ମନ୍କେ ଚିନ୍ ଦେଲୁ ବଲି ମକେ କଇଲା । ସେମନ୍ ଇସ୍ରାଏଲର୍ ବାର୍ଟା ବଁସେଅନି ରଇଲାଇ ।
4 E ouvi o número dos que foram marcados com o selo de Deus. Eram 144 mil, de todas as tribos de Israel:
5 ଜିଉଦା ବଁସେଅନି ବାରଅଜାର୍ । ସେନ୍ତାରିସେ ରୁବେନ୍ଅନି, ଗାଦ୍ ନାଉଁର୍ ଜାଗାଇଅନି ବାର ଅଜାର୍ ।
5 da tribo de Judá, foram selados doze mil, da tribo de Rúben, doze mil, da tribo de Gade, doze mil,
6 ଆସ୍ରେଅନି, ନାପ୍ତାଲିଅନି, ମାନାସେଅନି, ବାରଅଜାର୍ ।
6 da tribo de Aser, doze mil, da tribo de Naftali, doze mil, da tribo de Manassés, doze mil,
7 ସିମିୟନ୍ଅନି, ଲବିଅନି, ଇସାକର୍ ତେଇଅନି ବାରଅଜାର୍ ।
7 da tribo de Simeão, doze mil, da tribo de Levi, doze mil, da tribo de Issacar, doze mil,
8 ସବ୍ଲୁନେଅନି, ଜସେପେଅନି, ବନିୟମେଅନି, ବାରଅଜାର୍ ଲାକା ଚିନ୍ କଲାଇ ।
8 da tribo de Zebulom, doze mil, da tribo de José, doze mil, da tribo de Benjamim, foram selados doze mil.
9 ତାର୍ପଚେ ମୁଇଦେକ୍ଲି ଏଦେ ଦେକା ! ତେଇ ଏତେକ୍ ମାନ୍ଦା ଲକ୍କେ ଦେକ୍ଲି ଜେ ସେ ଲକ୍ମନ୍କେ କେ ମିସା ଏଜି ନାପାରତ୍ । ସେମନ୍ ସବୁ ଜାତିଅନି, ବଁସେଅନି, ରାଇଜେଅନି, ଆରି ବାସାଇଅନି ଆସିରଇଲାଇ । ସେମନ୍ ବସ୍ବା ଜାଗାର୍ ମୁଆଟେ ଆରି ମେଣ୍ଡାପିଲାର୍ ମୁଆଟେ ଟିଆଅଇଲାଇ । ସେମନ୍ ଦବ୍ ଲୁଗାପିନ୍ଦିକରି ଆରି ଆତେ କଜ୍ରି ଡାଲ୍ ଦାରିରଇଲାଇ ।
9 Depois disso, vi uma imensa multidão, grande demais para ser contada, de todas as nações, tribos, povos e línguas, em pé diante do trono e diante do Cordeiro. Usavam vestes brancas e seguravam ramos de palmeiras.
10 ସେମନ୍ ଆଉଲି ଅଇକରି କଇତେ ରଇଲାଇ, “ଆମର୍ ପର୍ମେସର୍ ଜେ କି ବସ୍ବା ଜାଗାଇ ବସିଆଚେ, ତାର୍ଟାନେଅନି ଆରି ମେଣ୍ଡା ପିଲାର୍ ଟାନେଅନି ମୁକ୍ତି ମିଲ୍ସି ।”
10 E gritavam com grande estrondo: “A salvação vem de nosso Deus, que está sentado no trono, e do Cordeiro!”.
11 ସବୁ ଦୁତ୍ମନ୍ ବସ୍ବା ଜାଗାର୍ ଆରି ପାର୍ଚିନ୍ ମନର୍ ଆରି ଚାରିଟା ଜିବନ୍ ରଇବା ପସୁମନର୍ ଚାରିବେଟ୍ତି ଟିଆଅଇଲାଇ । ତାର୍ପଚେ ସେମନ୍ ବସ୍ବା ଜାଗାର୍ ମୁଆଟେ ଡାଣ୍ଡାସନ୍ ପଡି ପର୍ମେସର୍କେ ଜୁଆର୍ କରି,
11 E todos os anjos estavam em pé ao redor do trono, dos anciãos e dos quatro seres vivos. Prostraram-se com o rosto em terra diante do trono e adoraram a Deus,
12 କଇଲାଇ, ଆମେନ୍, ଦନିଅବାଦ୍, ମଇମା, ଗିଆନ୍, ଡାକ୍ପୁଟା, ବପୁ ଆରି ସକ୍ତି କାଲ୍ କାଲ୍ ଜୁଗ୍ ଜୁଗ୍ ଆମର୍ ପର୍ମେସର୍କେ ଅ । ଆମେନ୍, ବଲି କଇତେରଇଲାଇ ।
12 cantando: “Amém! Louvor e glória e sabedoria, gratidão e honra, força e poder pertencem a nosso Deus, para todo o sempre. Amém!”.
13 ପାର୍ଚିନ୍ ମନର୍ ବିତ୍ରେ ଅନି ଗଟେକ୍ ଲକ୍ ଆସିକରି ମକେ ପାଚାର୍ଲା, “ଏ ଲକ୍ମନ୍ କାଇକେ ଦବ୍ ଲୁଗା ପିନ୍ଦି ଆଚତ୍ ଆରି ସେମନ୍ କନ୍ତିଅନି ଆଇଲାଇ ?”
13 Então um dos anciãos me perguntou: “Quem são estes vestidos de branco? De onde vieram?”.
14 ମୁଇ ତାକେ କଇଲି “ଆଗିଆ ମୁଇ ନାଜାନି, ତୁଇତା ଜାନୁସ୍ ।” ସେ ମକେ କଇଲା “ବେସି ବଡ୍ ତାଡ୍ନା ପଚେ ରକିଆ ପାଇ ଆଇଲାଇଆଚତ୍ । ମେଣ୍ଡାପିଲାର୍ ବନି ସଙ୍ଗ୍ ସେମନ୍ ତାକର୍ ବସ୍ତର୍ ଦଇକରି ଦବ୍ କଲାଇଆଚତ୍ ।”
14 Eu lhe respondi: “Senhor, tu sabes”. E ele disse: “São aqueles que vieram da grande tribulação.
15 ସେଟାର୍ ପାଇ ସେ ଲକ୍ମନ୍ ପର୍ମେସରର୍ ବସ୍ବା ଜାଗାର୍ ମୁଆଟେ ରଇ ତାର୍ ମନ୍ଦିରେ ଦିନ୍ ରାତି ତାକେ ସେବା କଲାଇନି । ଜେ ବସ୍ବା ଜାଗାଇ ବସ୍ଲାଆଚେ, ସେ ସେମନ୍କେ ରକିଆ କର୍ସି ।
15 “Por isso estão diante do trono de Deus e dia e noite o servem em seu templo. E aquele que se senta no trono lhes dará abrigo.
16 ସେମନ୍କେ କେବେ ବୁକ୍ ନ ଲାଗେ କି ସସ୍ ନ କରେ । ବେଲ୍ କି ଅଦିକ୍ ତପି ରଇବା ତାତି ସେମନ୍କେ ପଡାଇନାପାରେ ।
16 Nunca mais terão fome, nem sede, e o calor do sol nunca mais os queimará.
17 କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି ।
17 Pois o Cordeiro que está no centro do trono será seu Pastor. Ele os guiará às fontes de água viva, e Deus enxugará de seus olhos toda lágrima”.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Apocalipse 7, comparar traduções ou montar um estudo — tudo direto pelo WhatsApp.