Atos 13
ସତିଅର୍ ବାଟ୍ (DSO) vs NVI
1 ଆନ୍ଟିଅକି ମଣ୍ଡଲିତେଇ କେତେଟା ବବିସତ୍ବକ୍ତା ଆରି ସିକିଆ ଦେବା ଗୁରୁ ରଇଲାଇ । ସେମନର୍ ବିତ୍ରେ ରଇଲାଇ ବର୍ନବା, ସିମନ୍ ଜାକେ କି ନିଗର୍ ଡାକ୍ତେରଇଲାଇ, ଲୁସିଅସ୍, ଜେ କି କୁରିନିୟ ଅନି ଆସିରଇଲା, ମନଏଁମ୍ ଜେ କି ଏରଦର୍ ଗରେ ବଡି ରଇଲା ଆରି ସାଉଲ୍ ।
1 Na igreja de Antioquia havia profetas e mestres: Barnabé, Simeão, chamado Níger, Lúcio de Cirene, Manaém, que fora criado com Herodes, o tetrarca, e Saulo.
2 ସେମନ୍ ମାପ୍ରୁର୍ ସେବା ଆରି ଉପାସ୍ କଲାବେଲେ, ସୁକଲ୍ ଆତ୍ମା ସେମନ୍କେ କଇଲା, “ମୁଇ ଜନ୍ କାମ୍ପାଇ ସାଉଲ୍ ଆରି ବର୍ନବାକେ ଡାକ୍ଲି ଆଚି, ସେଟାର୍ ପାଇ ସେମନ୍କେ ଅଲ୍ଗା କରା ।”
2 Enquanto adoravam ao Senhor e jejuavam, disse o Espírito Santo: "Separem-me Barnabé e Saulo para a obra a que os tenho chamado".
3 ସେଟାର୍ପାଇ ସେମନ୍ ଉପାସ୍ କଲାଇ ଆରି ପାର୍ତନା କରି ତାକର୍ ଉପ୍ରେ ଆତ୍ ସଙ୍ଗଇ ସେମନ୍କେ କବର୍ କଇବା କାମେ ପାଟାଇଲାଇ ।
3 Assim, depois de jejuar e orar, impuseram-lhes as mãos e os enviaram.
4 ସୁକଲ୍ ଆତ୍ମାଇଅନି ଆଦେସ୍ ପାଇକରି ଜାଇରଇବା ବର୍ନବା ଆରି ସାଉଲ୍ ସେଲୁକିଆଇ ଗାଲାଇ । ଆରି ତେଇଅନି ପାନି ଜାଜେ ବସି ସାଇପରସ୍ ସମ୍ଦୁର୍ ମଜାଇ ରଇବା ଜାଗାଇ ଗାଲାଇ ।
4 Enviados pelo Espírito Santo, desceram a Selêucia e dali navegaram para Chipre.
5 ସାଲାମି ଗଡେ କେଟି ଜିଉଦିମନର୍ ପାର୍ତନା ଗର୍ମନ୍କେ ପରମେସରର୍ ବାକିଅ ଜାନାଇଲାଇ । ଜଅନ୍ ମାର୍କ ମିସା ସେମନର୍ ସଙ୍ଗ୍ ରଇକରି ସେମନ୍କେ ସାଇଜ କର୍ତେ ରଇଲାଇ । ପାର୍ତନା ଗର୍|alt="Front view of a synagogue" src="lb00246c.tif" size="col" copy="Horace Knowles ©" ref="୧୩:୫"
5 Chegando em Salamina, proclamaram a palavra de Deus nas sinagogas judaicas. João estava com eles como auxiliar.
6 ସେମନ୍ ସାଇପରସ୍ ଜାଗା ଚାଡି ପାପ୍ତେ ନାଉଁର୍ ଜାଗାଇ ଗାଲାଇ । ତେଇ ବାର୍ଜିସୁ ନାଉଁର୍ ଗଟେକ୍ ମଁତର୍ ସିକିରଇବା ଜିଉଦିକେ ବେଟ୍ଅଇଲାଇ । ସେ ନିଜ୍କେ ମିଚ୍ରେ ବବିସତ୍ବକ୍ତା ବଲି କଇତେ ରଇଲା ।
6 Viajaram por toda a ilha, até que chegaram a Pafos. Ali encontraram um judeu, chamado Barjesus, que praticava magia e era falso profeta.
7 ସେ ସମ୍ଦୁର୍ ମଜାଇ ରଇଲା ଜାଗାର୍ ସାସନ୍ କାରିଆର୍ ସର୍ଗିଅ ପାଉଲର୍ ମଇତର୍ ରଇଲା । ସର୍ଗିଅସ୍ ଗଟେକ୍ ଗିଆନି ଲକ୍ ରଇଲା । ସେ ପରମେସରର୍ ବାକିଅ ସୁନ୍ବାକେ ମନ୍ କରି ବର୍ନବା ଆରି ପାଉଲ୍କେ ଡାକାଇଲା ।
7 Ele era assessor do procônsul Sérgio Paulo. O procônsul, sendo homem culto, mandou chamar Barnabé e Saulo, porque queria ouvir a palavra de Deus.
8 ମାତର୍ ଗୁନିଆଁ ଏଲିମାସ୍, (ଏଟା ତାର୍ ଗିରିକ୍ ନାଉଁ) ସେମନ୍କେ ନିଚୁ ବଲି କଇଲା, କାଇକେ ବଇଲେ, ସେ ସାସନ୍ କାରିଆ କିରିସ୍ଟକେ ବିସ୍ବାସ୍ ନ କର ବଲି ବାବ୍ତେ ରଇଲା ।
8 Mas Elimas, o mágico ( esse é o significado do seu nome ) opôs-se a eles e tentava desviar da fé o procônsul.
9 ମାତର୍ ସାଉଲ୍ ଜାର୍ ନାଉଁକି ପାଉଲ୍, ସୁକଲ୍ ଆତ୍ମାଇ ପୁରୁନ୍ ଅଇ, ମଁତର୍ ଜାନିରଇବା ଲକର୍ ବାଟେ ନିକ ଦେକ୍ଲା ।
9 Então Saulo, também chamado Paulo, cheio do Espírito Santo, olhou firmemente para Elimas e disse:
10 ଆରି କଇଲା, “ଏ ସଇତାନର୍ ପିଲା ! ତୁଇ, ସବୁ ନିମାନ୍ ବିସଇ ବିରଦ୍ କଲାସ୍ନି । ତୁଇ ସବୁ ରକାମର୍ କରାପ୍ କାମେ ପୁରୁନ୍ ଅଇ ଆଚୁସ୍ ଆରି ସବୁବେଲେ ପର୍ମେସରର୍ କାମ୍ ମିଚ୍ ବଲି ଦେକାଇବାକେ ଚେସ୍ଟା କଲୁସ୍ନି ।
10 "Filho do diabo e inimigo de tudo o que é justo! Você está cheio de toda espécie de engano e maldade. Quando é que vai parar de perverter os retos caminhos do Senhor?
11 ଏବେ ମାପ୍ରୁର୍ ଆତେ ଡଣ୍ଡ୍ ପାଇସୁ । ତୁଇ କାଣା ଅଇଜାଇକରି ଚନେକର୍ପାଇ ବେଲର୍ ଉଜଲ୍ ଦେକି ନାପାରୁସ୍ ।”
11 Saiba agora que a mão do Senhor está contra você, e você ficará cego e incapaz de ver a luz do sol durante algum tempo". Imediatamente vieram sobre ele névoa e escuridão, e ele, tateando, procurava quem o guiasse pela mão.
12 ଏଟା ଦେକି ସାସନ୍କାରିଆର୍ ବିସ୍ବାସ୍ ଅଇଲା, କାଇକେ ବଇଲେ ମାପ୍ରୁର୍ ସିକିଆ ସୁନି ସେ କାବା ଅଇଜାଇରଇଲା ।
12 O procônsul, vendo o que havia acontecido, creu, profundamente impressionado com o ensino do Senhor.
13 ପାଉଲ୍ ଆରି ତାର୍ ସଙ୍ଗ୍ ଜିବା ଲକ୍ମନ୍ ପାପସ୍ ଜାଗାଇ ଅନି ପାନିଜାଜେ ଜାଇ ପପୁଲିଆର୍ ପର୍ଗା ନାଉଁ ଜାଗାର୍ ଗଟେକ୍ ଗଡେ କେଟ୍ଲାଇ । ଜଅନ୍ମାର୍କ ତେଇ ସେମନ୍କେ ଚାଡିକରି ଜିରୁସାଲାମ୍ ବାଉଡିଗାଲା ।
13 De Pafos, Paulo e seus companheiros navegaram para Perge, na Panfília. João os deixou ali e voltou para Jerusalém.
14 ସେମନ୍ ପର୍ଗାଇଅନି ଜାଇ ପିସିଦିଆର୍ ଆନ୍ଟିଅକେ କେଟ୍ଲାଇ । ଆରି ବିସ୍ରାମ୍ବାର୍ ଦିନେ ପାର୍ତନା ଗରେ ଜାଇ ବସ୍ଲାଇ ।
14 De Perge prosseguiram até Antioquia da Pisídia. No sábado, entraram na sinagoga e se assentaram.
15 ମସାର୍ ନିୟମ୍ ଆରି ବବିସତ୍ବକ୍ତାମନର୍ ଲେକା ପଡ୍ଲା ପଚେ, ପାର୍ତନା ଚାଲାଉମନ୍ ସେମନ୍କେ ଏ କାତା କଇପାଟାଇଲାଇ, “ବାଇମନ୍ ଜଦି ଲକ୍ମନର୍ ସାର୍ଦା ବଡାଇବାପାରା ଉପ୍ଦେସ୍ ଦେବାର୍ ଆଚେ, ତେବେ କୁଆ ।”
15 Depois da leitura da Lei e dos Profetas, os chefes da sinagoga lhes mandaram dizer: "Irmãos, se vocês têm uma mensagem de encorajamento para o povo, falem".
16 ପାଉଲ୍ ଟିଆଅଇ ଲକ୍ମନ୍କେ ଚିମ୍ରାଇ ଅଇବାକେ ଆତ୍ ସାଗିଆ କରି କଇଲା ।
16 Pondo-se de pé, Paulo fez sinal com a mão e disse: "Israelitas e gentios que temem a Deus, ouçam-me!
17 ଇସ୍ରାଏଲ୍ ଜାତିର୍ ପରମେସର୍ ଆମର୍ ଆନିଦାଦିମନ୍କେ ବାଚ୍ଲା । ଆରି ମିସର୍ ଦେସେ ସେମନ୍ ପର୍ଦେସିଅଇ ରଇତେ ରଇଲା ବେଲେ, ଗଟେକ୍ ବଡ୍ ଜାତି କଲା । ପରମେସର୍ ତାର୍ ବଡ୍ ବପୁ ସଙ୍ଗ୍ ସେମନ୍କେ ମିସରେଅନି ବାର୍କରାଇ ଆନ୍ଲା ।
17 O Deus do povo de Israel escolheu nossos antepassados, e exaltou o povo durante a sua permanência no Egito; com grande poder os fez sair daquele país
18 ଆରି ଚାଲିସ୍ ବରସ୍ ଜାକ ମରୁବାଲିବୁଏଁ ସେମନର୍ ସାଦ୍ବାନ୍ଦ୍ କଲାଟା ମୁରଚ୍ଲା ।
18 e os aturou no deserto durante cerca de quarenta anos.
19 ସେ କିଣାନେ ସାତ୍ଟା ଦଲ୍କେ ନସ୍ଟ କରି ତାର୍ ବାଚ୍ଲା ଲକ୍ମନ୍କେ ସେ ଦେସ୍ ଦେଲା ।
19 Ele destruiu sete nações em Canaã e deu a terra delas como herança ao seu povo.
20 ପାକାପାକି ଚାର୍ ସଅ ପଚାସ୍ ବରସ୍ ବିତ୍ରେ ଏ ସବୁ ଗଟ୍ନା ଗଟିଗାଲା ।”
20 Tudo isso levou cerca de quatrocentos e cinqüenta anos. "Depois disso, ele lhes deu juízes até o tempo do profeta Samuel.
21 ଜେଡେବେଲେ ସେମନ୍ ଗଟେକ୍ ରାଜା ଦର୍କାର୍ ବଲି କଇଲାଇ, ପରମେସର୍ ସେମନ୍କେ ଚାଲିସ୍ ବରସ୍ ଜାକ ସାସନ୍ କର୍ବାକେ ବେନ୍ଜାମିନ୍ କୁଟୁମର୍ କିସ୍ଅର୍ ପଅ ସାଉଲ୍କେ ବାଚ୍ଲା । ସାଉଲ୍ ଇସ୍ରାଏଲିୟମନ୍କେ ଚାଲିସ୍ବରସ୍ ସାସନ୍ କଲା ।
21 Então o povo pediu um rei, e Deus lhes deu Saul, filho de Quis, da tribo de Benjamim, que reinou quarenta anos.
22 ତାର୍ ପଚେ ପର୍ମେସର୍ ତାକେ ରାଜା ପଦ୍ ଚାଡାଇକରି ଦାଉଦ୍କେ ସେମନର୍ ରାଜା କଲା ।” ପରମେସର୍ ତାର୍ ବିସଇ କଇରଇଲା, “ମୁଇ ଜନ୍ ରକାମେ ଲକ୍ମନ୍କେ ଆଲାଦ୍ କର୍ବି, ଜେସିର୍ ପଅ ଦାଉଦ୍ ସେନ୍ତାରି ଗଟେକ୍ ଲକ୍ । ସେ ମୁଇ ମନ୍କଲା ଇସାବେ ସବୁଜାକ କାମ୍ କର୍ସି ।”
22 Depois de rejeitar Saul, levantou-lhes Davi como rei, sobre quem testemunhou: ‘Encontrei Davi, filho de Jessé, homem segundo o meu coração; ele fará tudo o que for da minha vontade’.
23 ଏ ଦାଉଦର୍ କୁଟୁମର୍ ଲକର୍ଟାନେଅନି ପର୍ମେସର୍ ସେ କାତା ଦେଲା ଇସାବେ ଜିସୁକେ ଇସ୍ରାଏଲ୍ ଜାତିର୍ ମୁକ୍ତିକାରିଆ କଲାଆଚେ ।
23 "Da descendência desse homem Deus trouxe a Israel o Salvador Jesus, como prometera.
24 ଜିସୁ ତାର୍ କାମ୍ ଆରାମ୍ କର୍ବା ଆଗ୍ତୁ, ଜଅନ୍ ଇସ୍ରାଏଲର୍ ସବୁ ଲକର୍ ଲଗେ ଜାନାଇକରି, ସେମନ୍କେ ପାପେଅନି ମନ୍ ବାଉଡାଇ ଡୁବନ୍ ନେବାକେ ଅଇସି ବଲି କଇରଇଲା ।
24 Antes da vinda de Jesus, João pregou um batismo de arrependimento para todo o povo de Israel.
25 ଆରି ଜଅନ୍ ତାର୍ ସେବା କାମ୍ ସାରାଇବା ଆଗ୍ତୁ ଲକ୍ମନ୍କେ ପାଚାର୍ଲା, “ମର୍ ବିସଇ ତମେ କାଇଟା ବାବ୍ଲାସ୍ନି ? ତମେ ଜାକେ ଜାଗି ଆଚାସ୍, ମୁଇ ସେ ନଇ । ମାତର୍ ସୁନା ! ସେ ଦାପ୍ରେ ଆଇଲାନି । ତାର୍ ଗତିଦାଙ୍ଗ୍ଡା ଅଇକରି ପାଣ୍ଡଇର୍ ପିତା ମିସା କୁସ୍ଲାଇବାକେ ମର୍ ଅଦିକାର୍ ନଇ ।”
25 Quando estava completando sua carreira, João disse: ‘Quem vocês pensam que eu sou? Não sou quem vocês pensam. Mas eis que vem depois de mim aquele cujas sandálias não sou digno nem de desamarrar’.
26 ଏ ମର୍ ଇସ୍ରାଏଲର୍ ବାଇମନ୍, ଅବ୍ରାଆମର୍ ନାତିତିତିମନ୍ ଆରି ପରମେସର୍କେ ପାର୍ତନା କର୍ବାକେ ଇତି ରୁଣ୍ଡ୍ଲା ଜିଉଦି ନଇଲା ଲକ୍ମନ୍, ଆମ୍କେ ସେ ମୁକ୍ତିର୍ କବର୍ ମିଲ୍ଲା ଆଚେ ।
26 "Irmãos, filhos de Abraão, e gentios que temem a Deus, a nós foi enviada esta mensagem de salvação.
27 ମାତର୍ ସେ ଆକା ଉଦାର୍କାରିଆ । ଜିରୁସାଲମର୍ ଲକ୍ ଆରି ସେମନର୍ ନେତାମନ୍ ବିସ୍ରାମ୍ବାରେ ବବିସତ୍ବକ୍ତାମନର୍ ଲେକାଇଅନି ପଡ୍ଲାଟା ଲକ୍ମନ୍ ବୁଜତ୍ନାଇ । ଏଲେମିସା ଜିସୁକେ ଦସି କରି ବବିସତ୍ବକ୍ତାମନର୍ କାତା ସିଦ୍ କଲାଇ ।
27 O povo de Jerusalém e seus governantes não reconheceram Jesus, mas, ao condená-lo, cumpriram as palavras dos profetas, que são lidas todos os sábados.
28 ଜିସୁକେ ବେସି ଲକ୍ ଦସ୍ଦେଲାଇ । ମାତର୍ କେ ମିସା ମରନର୍ ଡଣ୍ଡ୍ ପାଇବା ଏତ୍କି ଦସ୍ କଜି ନାପାର୍ଲାଇ । ଏଲେମିସା ତାକେ ମରନର୍ ଡଣ୍ଡ୍ ଦେବାକେ ପିଲାତ୍କେ ବାଦିଅ କଲାଇ ।
28 Mesmo não achando motivo legal para uma sentença de morte, pediram a Pilatos que o mandasse executar.
29 ସାସ୍ତରେ ଜନ୍ ସବୁ ବିସଇ ଲେକା ଆଚେ, ସେ ଇସାବେ ସବୁ କାମ୍ କଲାପଚେ ସେମନ୍ ତାକେ କୁର୍ସେଅନି ଉତ୍ରାଇ ଆନ୍ଲାଇ । ବିନ୍ଲକ୍ମନ୍ ଆସିକରି ତାର୍ ଗାଗଡ୍ ନେଇ ସମାଦିଟାନେ ସଙ୍ଗଇଲାଇ ।
29 Tendo cumprido tudo o que estava escrito a respeito dele, tiraram-no do madeiro e o colocaram num sepulcro.
30 ମାତର୍ ପର୍ମେସର୍ ତାକେ ମଲାତେଇଅନି ଉଟାଇଲା ।
30 Mas Deus o ressuscitou dos mortos,
31 ବେସି ଦିନ୍ ଜାକ, ତାର୍ ସଙ୍ଗ୍ ଗାଲିଲିଅନି ଜିରୁସାଲମ୍ ଆଇବାଜିବା ଲକ୍ମନ୍ ତାକେ ଦେକ୍ଲାଇ । ଏବେ ସେମନ୍ ଇସ୍ରାଏଲ୍ ଲକ୍ମନର୍ତେଇ ତାର୍ ସାକି ଆଚତ୍ ।
31 e, por muitos dias, foi visto por aqueles que tinham ido com ele da Galiléia para Jerusalém. Eles agora são testemunhas dele para o povo.
32 ଆମର୍ ଆନିଦାଦିମନକେ ପର୍ମେସର୍ କାତା ଦେଇରଇଲା ଇସାବେ ଆମେ ତମ୍କେ ଏ ସୁବ୍ କବର୍ ଜାନାଇଲୁନି ।
32 "Nós lhes anunciamos as boas novas: o que Deus prometeu a nossos antepassados
33 ପରମେସର୍ ଜିସୁକେ ମଲାତେଇଅନି ଉଟାଇକରି ସେଟା ସିଦ୍ କଲାଆଚେ । ସେମନର୍ ପିଲାମନ୍ ଆମ୍କେ, ଆମର୍ ବିତ୍ରେ ସେ କାତା ଦେଲାଟା ସିଦ୍ ଅଇଲା ଆଚେ । ଗିତ୍ ସଙ୍ଗିତାର୍ ଦୁଇ ଲମର୍ ଗିତେ ଦାଉଦ୍ ଏନ୍ତାରି ଲେକିଆଚେ,
33 ele cumpriu para nós, seus filhos, ressuscitando Jesus, como está escrito no Salmo segundo: ‘Tu és meu filho; eu hoje te gerei’.
34 ଆରି ପର୍ମେସର୍ ପୁର୍ବେଅନି ସପତ୍ କରି କାତାଦେଇରଇଲା । ମୁଇ ତାକେ ମଲାତେଇଅନି ଉଟାଇବି । ତାର୍ ଗାଗଡ୍ ସମାଦିତେଇ କୁଇ ଜିବାକେ ନ ଦେଇ ।
34 O fato de que Deus o ressuscitou dos mortos, para que nunca entrasse em decomposição, é declarado nestas palavras: ‘Eu lhes dou as santas e fiéis bênçãos prometidas a Davi’.
35 ଦାଉଦ୍ ଆରି ଗଟେକ୍ ଗିତସଙ୍ଗିତାଇ ଲେକ୍ଲାଆଚେ,
35 Assim ele diz noutra passagem: ‘Não permitirás que o teu Santo sofra decomposição’.
36 ଦାଉଦ୍ ସାସନ୍ କଲାବେଲେ ପର୍ମେସର୍ ମନ୍ କଲା ଇସାବେ କାମ୍ କରି ସାରାସାରି ମଲା । ଆରି ଆନିଦାଦିମନର୍ ସଙ୍ଗ୍ ତପିଅଇଲା । ତାର୍ ଗାଗଡ୍ ସମାଦିତେଇ କୁଇଲା ।
36 "Tendo, pois, Davi servido ao propósito de Deus em sua geração, adormeceu, foi sepultado com os seus antepassados e seu corpo se decompôs.
37 ମାତର୍ ପର୍ମେସର୍ ଜାକେ ମଲାଟାନେଅନି ଉଟାଇଲା, ତାର୍ ଗାଗଡ୍ କୁଏ ନାଇ ।
37 Mas aquele a quem Deus ressuscitou não sofreu decomposição.
38 ତେବର୍ପାଇ ମର୍ ଏ ଇସ୍ରାଏଲର୍ ବାଇମନ୍, ତମେ ଏଟା ଜାନିରୁଆ । ଜିସୁ କରିରଇବା କାମେଅନି ସେ, ତମର୍ ପାପ୍ କେମା ଅଇସି ।
38 "Portanto, meus irmãos, quero que saibam que mediante Jesus lhes é proclamado o perdão dos pecados.
39 ମସାର୍ ନିୟମ୍ ମାନିକରି ଆଚୁ ବଇଲେ ପାପ୍ କେମା ନ ଅଇତା । ମାତର୍ ଜିସୁର୍ ଟାନେ ବିସ୍ବାସ୍ କଲାର୍ପାଇ ଆମେ ସବୁଲକ୍ ପାପେ ଅନି ମୁକ୍ଲି ଆଚୁ, ସେଟା ତମେ ଜାନ୍ବାର୍ ଆଚେ ।
39 Por meio dele, todo aquele que crê é justificado de todas as coisas das quais não podiam ser justificados pela lei de Moisés.
40 ଜାଗ୍ରତ୍, ବବିସତ୍ବକ୍ତାମନ୍ ଜାଇଟା କଇଲାଇ ଆଚତ୍, ସେଟା ଜେନ୍ତିକି ତମ୍କେ ନ ଗଟ ।
40 Cuidem para que não lhes aconteça o que disseram os profetas:
41 ପର୍ମେସର୍ କଇଲା,
41 ‘Olhem, escarnecedores, admirem-se e pereçam; pois nos dias de vocês farei algo que vocês jamais creriam se alguém lhes contasse! ’"
42 ପାଉଲ୍ ଆରି ବର୍ନବା ପାର୍ତନା ଗରେଅନି ବାରଇବା ବେଲେ, ଆରି ଗଟେକ୍ ବିସ୍ରାମ୍ବାରେ ବାଉଡି ଆସି ଏ ସବୁ ବିସଇ ଆରି ବୁଜାଇବାକେ, ଲକ୍ମନ୍ ବାବୁଜିଆ କଲାଇ ।
42 Quando Paulo e Barnabé estavam saindo da sinagoga, o povo os convidou a falar mais a respeito dessas coisas no sábado seguinte.
43 ଲକ୍ମନ୍ ପାର୍ତନା ଗରେଅନି ଉଟିଗାଲା ପଚେ, ବେସି ଜିଉଦିମନ୍ ଆରି ଜିଉଦି ଦରମ୍ ନେଇରଇବା ଜିଉଦି ନ ଅଇଲା ଲକ୍ମନ୍, ସାଉଲ୍ ଆରି ବର୍ନବାର୍ ସଙ୍ଗ୍ ଜିବାର୍ଦାର୍ଲାଇ । ପେରିତ୍ ସିସ୍ମନ୍ ତାକର୍ ସଙ୍ଗ୍ କାତା ଅଇ ପରମେସରର୍ ଜିବନ୍ଦୁକାଇଲାଟାକେ ମାନିକରି ଜିଇବାକେ ସେମନ୍କେ ସାର୍ଦା କରାଇଲାଇ ।
43 Despedida a congregação, muitos dos judeus e estrangeiros piedosos convertidos ao judaísmo seguiram Paulo e Barnabé. Estes conversavam com eles, recomendando-lhes que continuassem na graça de Deus.
44 ତାର୍ ଆର୍କର୍ ବିସ୍ରାମ୍ବାରେ ଆନ୍ଟିଅକିଅ ଗଡର୍ ସବୁ ଲକ୍ ମାପ୍ରୁର୍ ବାକିଅ ସୁନ୍ବାକେ ଜିଉଦିମନର୍ ପାର୍ତନା ଗରେ ରୁଣ୍ଡ୍ଲାଇ ।
44 No sábado seguinte, quase toda a cidade se reuniu para ouvir a palavra do Senhor.
45 ବେସି ଲକ୍ ରୁଣ୍ଡ୍ଲାଟା ଦେକି, ଜିଉଦି ନେତାମନ୍ ଇଁସା ଅଇଲାଇ । ଆରି ପାଉଲ୍ କଇବା କାତା, ବିରଦ୍ କରି ନିନ୍ଦା କଲାଇ ।
45 Quando os judeus viram a multidão, ficaram cheios de inveja e, blasfemando, contradiziam o que Paulo estava dizendo.
46 ମାତର୍ ପାଉଲ୍ ଆରି ବର୍ନବା ଅଦିକ୍ ଡାଟ୍ ସଙ୍ଗ୍ କଇଲାଇ, “ପର୍ତମେ ପରମେସରର୍ ବାକିଅ ତମର୍ ଲଗେ ଜାନାଇବାର୍ ଦର୍କାର୍ ରଇଲା । ମାତର୍ ତମେ ସେଟା ନିଚ୍ଲାସ୍ନି । ଆରି ତାର୍ ସଙ୍ଗ୍ ନ ସାର୍ବା ଜିବନ୍ ପାଇବାକେ ଅଦିକାର୍ ନାଇ ବଲି ବିଚାର୍ କଲାସ୍ନି । ସେଟାର୍ପାଇ ଆମେ ତମ୍କେ ଚାଡି, ଏ କାତା ଜିଉଦି ନଇଲା ଲକ୍ମନ୍କେ କଇବାର୍ ଗାଲୁନି ।
46 Então Paulo e Barnabé lhes responderam corajosamente: "Era necessário anunciar primeiro a vocês a palavra de Deus; uma vez que a rejeitam e não se julgam dignos da vida eterna, agora nos voltamos para os gentios.
47 କାଇକେ ବଇଲେ ମାପ୍ରୁ ଆମ୍କେ ଏ ଆଦେସ୍ ଦେଲା ଆଚେ ।”
47 Pois assim o Senhor nos ordenou: ‘Eu fiz de você luz para os gentios, para que você leve a salvação até aos confins da terra’ ".
48 ଜିଉଦି ନଇଲା ଲକ୍ମନ୍ ଏଟା ସୁନି ବେସି ସାର୍ଦା ଅଇଗାଲାଇ ଆରି ପର୍ମେସରର୍ କବର୍ ପାଇ ଜୁଆର୍ କଲାଇ । ଜନ୍ ଲକ୍ମନ୍ ନ ସାର୍ବା ଜିବନର୍ ପାଇ ବାଚାଇ ଅଇରଇଲାଇ, ସେମନ୍ ସେ କବର୍ ସୁନି ବିସ୍ବାସ୍ କଲାଇ ।
48 Ouvindo isso, os gentios alegraram-se e bendisseram a palavra do Senhor; e creram todos os que haviam sido designados para a vida eterna.
49 ତେଇର୍ ବିସ୍ବାସିମନ୍ ସେ ଜାଗାଇ ବୁଲି ବୁଲି ମାପ୍ରୁର୍ ବାକିଅ ଜାନାଇଲାଇ ।
49 A palavra do Senhor se espalhava por toda a região.
50 ମାତର୍ ସେ ଗଡର୍ ବଡ୍ ଲକ୍ମନ୍ ଆରି ପର୍ମେସର୍କେ ଉପାସନା କର୍ବା ଉପର୍କେ ରଇବା ଜିଉଦି ନ ଅଇଲା ମାଇଜିମନ୍କେ ସୁତ୍ରାଇକରି, ତେଇର୍ ଜିଉଦିମନ୍, ପାଉଲ୍ ଆରି ବର୍ନବାକେ ବିରଦ୍ କଲାଇ । ସେମନ୍ ତାଉଁକେ ତାଡ୍ନା ଦେବାର୍ ଆରାମ୍ କଲାଇ । ଆରି ସେ ଜାଗାଇଅନି ବାର୍ କରିଦେଲାଇ ।
50 Mas os judeus incitaram as mulheres piedosas de elevada posição e os principais da cidade. E, provocando perseguição contra Paulo e Barnabé, os expulsaram do seu território.
51 ତେଇଅନି ଜିବାବେଲେ ପେରିତ୍ ସିସ୍ମନ୍ ସେ ଲକ୍ମନର୍ ବିରଦେ ତାକର୍ ପାଦର୍ ଦୁଲି ପାପ୍ଡିଦେଇ ଇକନିଅତେଇ ଗାଲାଇ ।
51 Estes sacudiram o pó dos seus pés em protesto contra eles e foram para Icônio.
52 ଆନ୍ଟିଅକର୍ ବିସ୍ବାସିମନ୍ ସୁକଲ୍ ଆତ୍ମାଇ ଆରି ସାର୍ଦାଇ ପୁରୁନ୍ ଅଇଲାଇ ।
52 Os discípulos continuavam cheios de alegria e do Espírito Santo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 13, comparar traduções ou montar um estudo — tudo direto pelo WhatsApp.