Atos 14
ସତିଅର୍ ବାଟ୍ (DSO) vs ARIB
1 ଜନ୍ଟା ଆନ୍ଟିଅକିତେଇ ଗଟିରଇଲା, ସେ ସମାନ୍ ବିସଇ ଆକିଅଟାନେ ମିସା ଅଇଲା । ପାଉଲ୍ଆରି ବର୍ନବା ପାର୍ତନା ଗରେ ଏନ୍ତି ଡାଟ୍ ସଙ୍ଗ୍ ପର୍ଚାର୍ କଲାଇ ଜେ ବେସି ଜିଉଦି ଆରି ଗିରିକ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କଲାଇ ।
1 Em Icônio entraram juntos na sinagoga dos judeus e falaram de tal modo que creu uma grande multidão tanto de judeus como de gregos.
2 ମାତର୍ ଜନ୍ ଜିଉଦିମନ୍ ସେ ବାକିଅ ବିସ୍ବାସ୍ କରତ୍ନାଇ, ସେମନ୍ ଜିଉଦି ନ ଅଇଲା ଲକ୍ମନ୍କେ ବେମ୍ଜା କରି, ବିସ୍ବାସି ବାଇମନ୍କେ ବିରଦ୍ କରାଇଲାଇ ।
2 Mas os judeus incrédulos excitaram e irritaram os ânimos dos gentios contra os irmãos.
3 ଏଲେମିସା ପାଉଲ୍ ଆରି ବର୍ନବା ତେଇ ବେସିଦିନ୍ ରଇକରି ଡାଟ୍ ସଙ୍ଗ୍ ମାପ୍ରୁର୍ ବିସଇ ଜାନାଇଲାଇ । ମାପ୍ରୁ ଏମନ୍କେ କାବା ଅଇଜିବା କାମ୍ମନ୍ କରି ଦେକାଇବାକେ ବପୁଦେଲା । ଏନ୍ତାରି ମାପ୍ରୁ ତାର୍ ଜିବନ୍ ଦୁକାଇଲା ବାକିଅ ସତ୍ବଲି ଦେକାଇଲା ।
3 Eles, entretanto, se demoraram ali por muito tempo, falando ousadamente acerca do Senhor, o qual dava testemunho à palavra da sua graça, concedendo que por suas mãos se fizessem sinais e prodígios.
4 ଇକନିଆ ନଅରର୍ ଲକ୍ମନ୍ ଦୁଇଟା ଦଲେ ବାଗ୍ ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ ଜିଉଦିମନର୍ ବାଟେ ଆରି କେତେ ଲକ୍ ପେରିତ୍ ସିସ୍ମନର୍ ବାଟେ ଅଇଲାଇ ।
4 E se dividiu o povo da cidade; uns eram pelos judeus, e outros pelos apóstolos.
5 ତାର୍ପଚେ କେତେଟା ଜିଉଦି ନଇଲା ଲକ୍ ଆରି ଜିଉଦିମନ୍ ସେମନର୍ ନେତାମନର୍ ସଙ୍ଗ୍ ଏକ୍ଜୁଟ୍ ଅଇ ପେରିତ୍ ସିସ୍ମନ୍କେ ବେସି କାରାପ୍ ଚଲାଚଲ୍ତି କରି ସେମନର୍ ଉପ୍ରେ ପାକ୍ନା ମାରି ମରାଇଦେବାକେ ପାଁଚ୍ଲାଇ ।
5 E, havendo um motim tanto dos gentios como dos judeus, juntamente com as suas autoridades, para os ultrajarem e apedrejarem,
6 ମାତର୍ ପାଉଲ୍ ଆରି ବର୍ନବା ସେଟା ଜାନିକରି ଲୁକାନିଆଇ ରଇବା ଲୁସ୍ତାରା ଆରି ଦର୍ବି ଗଡର୍ ଚାରିବେଡ୍ତିର୍ ଜାଗାଇ ଦାପ୍ରେ ପାଲାଇଲାଇ ।
6 eles, sabendo-o, fugiram para Listra e Derbe, cidades da Licaônia, e a região circunvizinha;
7 ଆରି ସିତି ସୁବ୍ କବର୍ ଜାନାଇଲାଇ ।
7 e ali pregavam o evangelho.
8 ଲୁସ୍ତାରାତେଇ ଜନ୍ମେଅନି ଗଡ୍ ବାଙ୍ଗ୍ଟି ରଇଲା ଗଟେକ୍ ଚଟା ଲକ୍ ରଇଲା । ସେ ବିଲ୍କୁଲ୍ ଇଣ୍ଡି ନାପାର୍ତେ ରଇଲା ।
8 Em Listra estava sentado um homem aleijado dos pés, coxo de nascença e que nunca tinha andado.
9 ତେଇ ବସି, ସେ ପାଉଲର୍ ସିକିଆ ସୁନ୍ତେ ରଇଲା । ତାର୍ ମନେ ବିସ୍ବାସ୍ ଅଇଲାଆଚେ ଆରି ସେ ନିମାନ୍ ଅଇପାର୍ସି ବଲି ପାଉଲ୍ ଜାନି ପାର୍ଲା । ସେଟାର୍ ପାଇ ତାର୍ବାଟେ ତିରିଆଇ ଦେକି,
9 Este ouvia falar Paulo, que, fitando nele os olhos e vendo que tinha fé para ser curado,
10 ଆଉଲିଅଇ କଇଲା, “ମଇତର୍ ପାଦ୍ ମାଣ୍ଡିକରି, ସିଦା ଟିଆ ଅ !” ସେ ଲକ୍ ଡେଗଇ କରି ଚାରିବେଟ୍ତି ଇଣ୍ଡ୍ବାର୍ ଦାର୍ଲା ।
10 disse em alta voz: Levanta-te direito sobre os teus pés. E ele saltou, e andava.
11 ତେଇ ରୁଣ୍ଡ୍ଲା ଲକ୍ମନ୍ ପାଉଲର୍ କାମ୍ ଦେକି ତାକର୍ ଲୁକାନିଆ ବାସାଇ ସାର୍ଦା ଅଇ ଆଉଲିଅଇବାର୍ ଦାର୍ଲାଇ । “ଦେକା, ଏ ଲକ୍ମନ୍ ସତଇସେ ଦେବ୍ତା ଅଇରଇବାଇ । ନିଜେ ମନସ୍ ରୁପ୍ ଦାରି ଉତ୍ରି ଆଇଲାଇ ଆଚତ୍ ।”
11 As multidões, vendo o que Paulo fizera, levantaram a voz, dizendo em língua licaônica: Fizeram-se os deuses semelhantes aos homens e desceram até nós.
12 ସେମନ୍ ବର୍ନବାକେ ଜିଅସ୍ ବଲି ଜେ କି ତାକର୍ ମୁକିଅ ଦେବ୍ତା ରଇଲା, ଆରି ପାଉଲ୍କେ ଏରମିସ୍ ବଲି ନାମ୍ଲାଇ । ଏରମିସ୍ କାଇକେବଇଲେ ସେ ବେସି କାତା ଅଇତେରଇଲା ।
12 A Barnabé chamavam Júpiter e a Paulo, Mercúrio, porque era ele o que dirigia a palavra.
13 ଗଡ୍ ବାଇରର୍ ମୁଆଟେ ରଇଲା ଜିଅସ୍ ମନ୍ଦିରର୍ ପୁଜାରି, ଦୁଆର୍ ଲଗେ କେତେଟା ପୁଲ୍ ମାଲା ପିନ୍ଦାଇକରି, କେତେଟା ସଣ୍ଡମନ୍କେ ଆନ୍ଲା । କାଇକେବଇଲେ ସେ ଆରି ସିତି ରୁଣ୍ଡ୍ଲା ଲକ୍ମନ୍ ପେରିତ୍ ସିସ୍ମନର୍ ପାଇ ବଲଦ୍ମନ୍କେ ବିରୁ କର୍ବାକେ ମନ୍ କରିରଇଲାଇ ।
13 O sacerdote de Júpiter, cujo templo estava em frente da cidade, trouxe para as portas touros e grinaldas e, juntamente com as multidões, queria oferecer-lhes sacrifícios.
14 ସେମନ୍ ଜନ୍ କାମ୍ କର୍ବାକେ ଜାଇରଇଲାଇ, ବର୍ନବା ଆରି ପାଉଲ୍ ସେଟା ସୁନ୍ଲା ଦାପ୍ରେ, ନିଜର୍ ବସ୍ତର୍ ଚିରିପାକାଇଲାଇ, ଲକ୍ମନର୍ ବିତ୍ରେ ପାଲାଇଜାଇ ଆଉଲିଅଇ କରି କଇଲାଇ,
14 Quando, porém, os apóstolos Barnabé e Paulo ouviram isto, rasgaram as suas vestes e saltaram para o meio da multidão, clamando
15 “ଏ ଲକ୍ମନ୍ ତମେ କାଇକେ ଏଟା କଲାସ୍ନି ? ଆମେ ତମର୍ ପାରା ଲକ୍ ସେ । ତମ୍କେ ସୁବ୍ କବର୍ ଜାନାଇବାକେ ଆଇଲୁଆଚୁ । ଆରି ଏ ଚୁଚାଇ ରଇବା ପୁତ୍ଲାମନ୍କେ ପୁଜା କର୍ବାଟା ଚାଡିକରି, ଜିବନ୍ ରଇବା ପର୍ମେସର୍କେ ଉପାସନା କରା ବଲି, କଇବାକେ ଆସିଆଚୁ । ଏ ପର୍ମେସର୍ ସରଗ୍, ଦର୍ତନି, ସମ୍ଦୁର୍ ଆରି ତାର୍ ବିତ୍ରେ ରଇବା ସବୁ ବିସଇ ତିଆର୍ କଲାଆଚେ ।
15 e dizendo: Senhores, por que fazeis estas coisas? Nós também somos homens, de natureza semelhante à vossa, e vos anunciamos o evangelho para que destas práticas vãs vos convertais ao Deus vivo, que fez o céu, a terra, o mar, e tudo quanto há neles;
16 ପୁର୍ବେ ନିଜେ ମନ୍କରି ନିଜର୍ ବାଟେ ଜିବାକେ, ପରମେସର୍ ଲକ୍ମନ୍କେ ଚାଡିଦେଇ ରଇଲା ।
16 o qual nos tempos passados permitiu que todas as nações andassem nos seus próprios caminhos.
17 ମାତର୍ ତାକର୍ ସବୁ ନିମାନ୍ କାମେଅନି ସେ ସବୁବେଲାଇ ଚିନ୍ ଦେକାଇଆଚେ; ସେ ଆକାସେଅନି ପାନି ଆରି ସମାନ୍ ବେଲାଇ କାଦି ପାଚାଇସି, ବେସି କାଦି ଜାଗାଇସି ଆରି ସାର୍ଦା ସଙ୍ଗ୍ ତମର୍ ମନ୍ ପୁରୁନ୍ ଅଇଜାଇସି ।”
17 Contudo não deixou de dar testemunho de si mesmo, fazendo o bem, dando-vos chuvas do céu e estações frutíferas, enchendo-vos de mantimento, e de alegria os vossos corações.
18 ଏତ୍କି କଇଲେ ମିସା, ପାଉଲ୍ ଆରି ବର୍ନବାର୍ପାଇ ବଲି ଦେବାର୍ ଆଚେଆକା ବଲି କଇଲାଇ ।
18 E dizendo isto, com dificuldade impediram as multidões de lhes oferecerem sacrifícios.
19 ପଚେ ପିସିକିଆର୍ ଆନ୍ଟିଅକ ଆରି ଇକନିୟଅନି କେତେଟା ଜିଉଦିମନ୍ ଆଇଲାଇ । ସେମନ୍ ଲକ୍ମନ୍କେ ସୁତ୍ରାଇକରି ତାକର୍ବାଟେ ନେଲାଇ । ପାଉଲ୍କେ ପାକ୍ନାମାରାଇଲାଇ ଆରି ତାକେ ମଲାବଲି ବାବି ଗଡ୍ ବାଇରେ ଅର୍ଗଡି ଜିକିନେଲାଇ ।
19 Sobrevieram, porém, judeus de Antioquia e de Icônio e, havendo persuadido as multidões, apedrejaram a Paulo, e arrastaram-no para fora da cidade, cuidando que estava morto.
20 ମାତର୍ ବିସ୍ବାସିମନ୍ ଆସି ତାର୍ ଚାରିବେଟ୍ତି ଟିଆଅଇଲାକେ, ସେ ଉଟିକରି ତାକର୍ ସଙ୍ଗ୍ ଗଡ୍ ବିତ୍ରେ ବାଅଡ୍ଲା । ତାର୍ ଆର୍କର୍ ଦିନେ ସେ ଆରି ବର୍ନବା ଲୁସ୍ରା ଚାଡି ଦର୍ବିଏ ଗାଲାଇ ।
20 Mas quando os discípulos o rodearam, ele se levantou e entrou na cidade. No dia seguinte partiu com Barnabé para Derbe.
21 ପାଉଲ୍ ଆରି ବରନ୍ବା ଦର୍ବିତେଇ ସୁବ୍ କବର୍ ଜାନାଇକରି ବେସି ଲକ୍ମନ୍କେ ସିସ୍କଲାଇ । ତାର୍ ପଚେ ସେମନ୍ ଲୁସ୍ତାରା, ଦର୍ବି, ଇକନିଅ ଆରି ପିସିଦିଆର୍ ଆନ୍ଟିଅକିତେଇ ବାଉଡି ଗାଲାଇ ।
21 E, tendo anunciado o evangelho naquela cidade e feito muitos discípulos, voltaram para Listra, Icônio e Antioquia,
22 ସେମନ୍ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ଅଇ ରଇବାକେ ସାର୍ଦା କଲାଇ । ସେମନ୍ ସିକିଆ ଦେଇ କଇଲାଇ, “ପରମେସରର୍ ରାଇଜେ କେଟ୍ବାକେ ଆଲେ ଆମ୍କେ ବେସି ଦୁକ୍କସ୍ଟ ଦେଇ ଜିବାକେ ଅଇସି ।”
22 confirmando as almas dos discípulos, exortando-os a perseverarem na fé, dizendo que por muitas tribulações nos é necessário entrar no reino de Deus.
23 ସବୁ ମଣ୍ଡଲିର୍ ପାର୍ଚିନ୍ମନ୍କେ ବାଚ୍ଲାଇ ଆରି ଜନ୍ ମାପ୍ରୁର୍ତେଇ ସେମନ୍ ବିସ୍ବାସ୍ କରି ରଇଲାଇ, ସେମନ୍କେ ପାର୍ତନା ଆରି ଉପାସ୍ ସଙ୍ଗ୍ ସର୍ପାଇଲାଇ ।
23 E, havendo-lhes feito eleger anciãos em cada igreja e orado com jejuns, os encomendaram ao Senhor em quem haviam crido.
24 ପିସିଦିଆ ବାଟ୍ଦେଇ ସେମନ୍ ପପୁଲିଆଇ ଆଇଲାଇ ।
24 Atravessando então a Pisídia, chegaram à Panfília.
25 ତାର୍ପଚେ ପର୍ଗାଇ କେଟ୍ଲାଇ । ଆରି ମାପ୍ରୁର୍ କାତା ଜାନାଇ ଆତାଲିଆତେଇ ଗାଲାଇ ।
25 E, tendo anunciado a palavra em Perge, desceram a Atália.
26 ଆତାଲିଆଇ ସେମନ୍ ପାନିଜାଜେ ଚଗି ଆନ୍ଟିଅକିଅତେଇ ବାଉଡି ଆଇଲାଇ । ଏ ଆନ୍ଟିକିଅର୍ ବିସ୍ବାସିମନ୍ ପାଉଲ୍ ଆରି ବର୍ନବାକେ ପର୍ମେସର୍ଟାନେ ସର୍ପାଇଦେଇକରି ବିନ୍ ଜାଗାମନ୍କେ ମାପ୍ରୁର୍ ବାକିଅ ଜାନାଇବାକେ ପାଟାଇରଇଲାଇ ।
26 E dali navegaram para Antioquia, donde tinham sido encomendados à graça de Deus para a obra que acabavam de cumprir.
27 ସେମନ୍ ଆନ୍ଟିକିଅ କେଟି ମଣ୍ଡଲିର୍ ଲକ୍ମନ୍କେ ରୁଣ୍ଡାଇଲାଇ । ପରମେସର୍ ତାକର୍ଟାନେ କରିରଇବା ସବୁ କାମ୍ ସେମନ୍କେ ଜାନାଇଲାଇ । ଜିଉଦି ନ ଅଇଲା ଲକ୍ମନ୍ ଜିସୁଟାନେ ବିସ୍ବାସ୍ କର୍ବାକେ ପର୍ମେସର୍ କେନ୍ତି ବାଟ୍ ଉଗାଡ୍ଲା, ସେଟା ସବୁଜାକ ସେମନ୍କେ ଜାନାଇଲାଇ ।
27 Quando chegaram e reuniram a igreja, relataram tudo quanto Deus fizera por meio deles, e como abrira aos gentios a porta da fé.
28 ପାଉଲ୍ ଆରି ବର୍ନବା ତେଇ ବିସ୍ବାସିମନର୍ ସଙ୍ଗ୍ ବେସି ଦିନ୍ ଜାକ ରଇଲାଇ ।
28 E ficaram ali não pouco tempo, com os discípulos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 14, comparar traduções ou montar um estudo — tudo direto pelo WhatsApp.