Atos 18
ସତିଅର୍ ବାଟ୍ (DSO) vs ACF
1 ତାର୍ପଚେ ପାଉଲ୍ ଆତେନ୍ସ୍ ଚାଡି କରନ୍ତିଅ ଗାଲା ।
1 E depois disto partiu Paulo de Atenas, e chegou a Corinto.
2 ତେଇ ପନ୍ତସ୍ତେଇ ଜନମ୍ କରିରଇବା ଆକିଲା ନାଉଁର୍ ଗଟେକ୍ ଜିଉଦିକେ ବେଟ୍ ଅଇଲା । ବଡ୍ ସାସନ୍କାରିଆ କଲଡିଅସ୍, ସବୁ ଜିଉଦିକେ ରମ୍ ଦେସ୍ ଚାଡ୍ବାକେ ଆଦେସ୍ ଦେଇରଇଲା । ସେଟାର୍ପାଇ, ସେ ଅଲପ୍ ଦିନ୍ ଆଗ୍ତୁ ତାର୍ ମାଇଜି ପିରିସ୍କିଲାର୍ ସଙ୍ଗ୍ ଇଟାଲିଅନି ଆସିରଇଲା ।
2 E, achando um certo judeu por nome Áqüila, natural do Ponto, que havia pouco tinha vindo da Itália, e Priscila, sua mulher (pois Cláudio tinha mandado que todos os judeus saíssem de Roma), ajuntou-se com eles,
3 ପାଉଲ୍ ସେମନ୍କେ ବେଟ୍ ଅଇବାକେ ଜାଇ ସେମନର୍ ସଙ୍ଗ୍ ରଇଲା । କାଇକେବଇଲେ ସେ ମିସା ସେମନର୍ ପାରା ତୁମ୍ ତିଆର୍ କରି ଜିଉନାକାଉନା କର୍ତେରଇଲା ।
3 E, como era do mesmo ofício, ficou com eles, e trabalhava; pois tinham por ofício fazer tendas.
4 ଜିଉଦି ଆରି ଗିରିକ୍ ମନ୍ ମାପ୍ରୁକେ ଅଦିକ୍ ବିସ୍ବାସ୍ କରାଇବାକେ, ସବୁ ବିସ୍ରାମ୍ବାରେ ପାର୍ତନା ଗରେ ଆଲ୍ଚନା କର୍ତେ ରଇଲା ।
4 E todos os sábados disputava na sinagoga, e convencia a judeus e gregos.
5 ସିଲା ଆରି ତିମତି ମାସିଦନିଆଇଅନି ବାଉଡି ଆଇଲା ପଚେ ପାଉଲ୍ ଜିଉଦିମନର୍ ଲଗେ ଜିସୁର୍ ସୁବ୍ କବର୍ ଜାନାଇବାକେ ପୁରାପୁରି ବେଲା ଦେଲା ଆରି ଜିସୁକେ ମସିଅ ବଲି ସାକି ଦେଲା ।
5 E, quando Silas e Timóteo desceram da Macedônia, foi Paulo impulsionado no espírito, testificando aos judeus que Jesus era o Cristo.
6 ମାତର୍ ସେମନ୍ ତାକେ ବିରଦ୍ କରି ତାର୍ କୁଟ୍ ପାଁଚ୍ବାର୍ ଦାର୍ଲାଇ, ସେଟା ବିରଦ୍ କର୍ବା ଇସାବେ, ତାର୍ ବସ୍ତରର୍ ଦୁଲି ପାପ୍ଡିଦେଇ ସେ ସେମନ୍କେ କଇଲା, “ଜଦି ତମେ କୁରୁପ୍ନାସ୍ ଅଇସା, ତେବେ ସେଟାର୍ପାଇ ତମେ ନିଜେ ଦାଇ ଅଇସା । ମୁଇ ଏଟାର୍ପାଇ ଦାଇ ନଇ, ଏବେ ମୁଇ ଜିଉଦି ନଇଲା ଲକ୍ମନର୍ ଲଗେ ଜିବି ।”
6 Mas, resistindo e blasfemando eles, sacudiu as vestes, e disse-lhes: O vosso sangue seja sobre a vossa cabeça; eu estou limpo, e desde agora parto para os gentios.
7 ସେଟାର୍ପାଇ ସେ ସେମନ୍କେ ଚାଡି ପର୍ମେସର୍କେ ପାର୍ତନା କର୍ବା ତିତସ୍ ଜୁସ୍ତ ନାଉଁର୍ ଗଟେକ୍ ଜିଉଦି ନଇଲା ଲକର୍ ଗରେ ରଇବାକେ ଗାଲା । ଜୁସ୍ତର୍ ଗର୍ ପାର୍ତନା ଗର୍ ଲଗେ ରଇଲା ।
7 E, saindo dali, entrou em casa de um homem chamado chamado Justo, que servia a Deus, e cuja casa estava junto da sinagoga.
8 ପାର୍ତନା ଗରର୍ ମୁକିଅ କିରିସ୍ପସ୍ ଆରି ତାର୍ କୁଟୁମର୍ ସବୁ ଲକ୍ ମାପ୍ରୁର୍ତେଇ ବିସ୍ବାସ୍ କଲାଇ ଆରି କରନ୍ତିଅର୍ ଅଦିକ୍ ଅଦିକ୍ ଲକ୍ ପାଉଲର୍ ସିକିଆ ସୁନି ବିସ୍ବାସ୍ କଲାଇ ଆରି ପାନିତେଇବୁଡି ଡୁବନ୍ ନେଲାଇ ।
8 E Crispo, principal da sinagoga, creu no Senhor com toda a sua casa; e muitos dos coríntios, ouvindo-o, creram e foram batizados.
9 ଗଟେକ୍ ରାତି, ପାଉଲ୍ ଦର୍ସନ୍ ଦେକ୍ଲା । ଦର୍ସନେ ମାପ୍ରୁ ତାକେ କଇଲା, “ଡର୍ ନାଇ, ଜାନାଇତେ ରଅ, ସେଟା ତେବାନାଇ ।
9 E disse o Senhor em visão a Paulo: Não temas, mas fala, e não te cales;
10 କାଇକେ ବଇଲେ ମୁଇ ତର୍ ସଙ୍ଗ୍ ଆଚି । କେ ତମ୍କେ କାଇଟା କରି ନାପାରତ୍, କାଇକେବଇଲେ ଏ ନଅରେ ମର୍ ବେସି ଲକ୍ ଆଚତ୍ ।”
10 Porque eu sou contigo, e ninguém lançará mão de ti para te fazer mal, pois tenho muito povo nesta cidade.
11 ସେଟାର୍ପାଇ ପାଉଲ୍ ପର୍ମେସରର୍ ବାକିଅ ସିକିଆ ଦେଇ, ତେଇ ବର୍ସେକ୍ ଚ ମାସ୍ ଜାକ ରଇଗାଲା ।
11 E ficou ali um ano e seis meses, ensinando entre eles a palavra de Deus.
12 ଗାଲିୟନ୍ ଆକାୟର୍ ରମିଅ ସାସନ୍କାରିଆ ରଇଲା ବେଲେ, ଜିଉଦିମନ୍ ଏକ୍ଜୁଟ୍ଅଇ ପାଉଲ୍କେ ଦାରି ବିଚାର୍ନା ଜାଗାଇ ନେଲାଇ ।
12 Mas, sendo Gálio procônsul da Acaia, levantaram-se os judeus concordemente contra Paulo, e o levaram ao tribunal,
13 ସେମନ୍ କଇଲାଇ, “ଏ ଲକ୍ ଆମର୍ ନିୟମ୍ ବିରଦେ ପରମେସର୍କେ ପାର୍ତନା କର୍ବାକେ ଲକ୍ମନ୍କେ ସୁତ୍ରାଇଲାନି ।”
13 Dizendo: Este persuade os homens a servir a Deus contra a lei.
14 ପାଉଲ୍ କାତା ଅଇବାକେ ଗାଲାବେଲେ, ଗାଲିଅ ଜିଉଦିମନ୍କେ କଇଲା, “ଜଦି ଇତି କାଇ ଦସ୍ ନଇଲେ ଅପ୍ରାଦର୍ ବିସଇ ରଇସି, ତେବେ ତମର୍ ବିସଇ ସମାଲି କରି, ତମର୍ କାତା ସୁନ୍ବାଟା, ମର୍ ଇସାବେ ଟିକ୍ ଅଇସି ।
14 E, querendo Paulo abrir a boca, disse Gálio aos judeus: Se houvesse, ó judeus, algum agravo ou crime enorme, com razão vos sofreria,
15 ମାତର୍ ଏ କାତା ତମର୍ ବିଦିବିଦାନ୍ ଆରି ରିତିନିତିର୍ କାତା ଅଇଲାର୍ ପାଇ, ଏଟା ତମେ ଟିକ୍କର୍ବାଟା ନିକ ଅଇସି । ମୁଇ ଏନ୍ତି ବିଚାର୍ ନ କରି ।”
15 Mas, se a questão é de palavras, e de nomes, e da lei que entre vós há, vede-o vós mesmos; porque eu não quero ser juiz dessas coisas.
16 ଏନ୍ତି କଇକରି ସେମନ୍କେ ବିଚାର୍ନା ଜାଗାଇଅନି କେଦିଦେଲା ।
16 E expulsou-os do tribunal.
17 ସେମନ୍ ପାର୍ତନା ଗରର୍ ମୁକିଆ ସସ୍ତନସ୍କେ ଦାରି ବିଚାର୍ନା ଜାଗାର୍ ମୁଆଟେ ମାଡ୍ମାର୍ଲାଇ । ମାତର୍ ଗାଲିଅ ସେଟାକେ ମନ୍ଦେଏ ନାଇ ।
17 Então todos os gregos agarraram Sóstenes, principal da sinagoga, e o feriram diante do tribunal; e a Gálio nada destas coisas o incomodava.
18 ପାଉଲ୍ କରନ୍ତିତେଇ ବିସ୍ବାସି ବାଇମନ୍ ସଙ୍ଗ୍ ବେସି ବେଲା ଜାକ ରଇଲା । ତାର୍ପଚେ ସେମନ୍କେ ଚାଡି ପିରିସ୍କିଲା ଆରି ଆକିଲାର୍ ସଙ୍ଗ୍, ସିରିଆ ଜିବାକେ ପାନିଜାଜେ ବାଟ୍ ଦାର୍ଲାଇ । ସେକେରିଆଅନି ଜିବାଟା ଆରାମ୍ କର୍ବା ଆଗ୍ତୁ ତାକର୍ ଗଟେକ୍ ମାନତ୍ ଇସାବେ ପାଉଲ୍ ମୁଣ୍ଡ୍ କୁରାଇଅଇଲା ।
18 E Paulo, ficando ainda ali muitos dias, despediu-se dos irmãos, e dali navegou para a Síria, e com ele Priscila e Áqüila, tendo rapado a cabeça em Cencréia, porque tinha voto.
19 ସେମନ୍ ଏପିସିସ୍ତେଇ କେଟ୍ଲା ପଚେ ପାଉଲ୍ ପିରିସ୍କିଲା ଆରି ଆକିଲାକେ ପାଟାଇଦେଲା । ତେଇ ସେ ପାର୍ତନା ଗରେ ଜାଇ ଜିଉଦିମନର୍ ସଙ୍ଗ୍ କାତାବାର୍ତା ଅଇଲା ।
19 E chegou a Éfeso, e deixou-os ali; mas ele, entrando na sinagoga, disputava com os judeus.
20 ଲକ୍ମନ୍ ତାକେ ଆରି ବେସି ଦିନ୍ ରଇବାକେ କଇଲାଇ, ମାତର୍ ସେ ରାଜି ନଇଲା ।
20 E, rogando-lhe eles que ficasse por mais algum tempo, não conveio nisso.
21 ଜିବା ବେଲାଇ ସେ ସେମନ୍କେ କଇଲା, “ଜଦି ପରମେସର୍ ମନ୍ କଲେ, ତମର୍ ଲଗେ ବାଉଡି ଆଇବି ।” ତାର୍ ପଚେ ସେ ଏପିସେ ଅନି ଜାଜେ ଚଗି ଗାଲା ।
21 Antes se despediu deles, dizendo: É-me de todo preciso celebrar a solenidade que vem em Jerusalém; mas querendo Deus, outra vez voltarei a vós. E partiu de Éfeso.
22 ସେ ସିରିଆ କେଟିକରି ତେଇଅନି ଜିରୁସାଲାମେ ଗାଲା ଆରି ମଣ୍ଡଲିକେ ଜୁଆର୍ ଜାନାଇ ତେଇଅନି ଆନ୍ଟିକିଅ ଗାଲା ।
22 E, chegando a Cesaréia, subiu a Jerusalém e, saudando a igreja, desceu a Antioquia.
23 ତେଇ କେତେ ଦିନ୍ ରଇଲା ପଚେ, ସେ ଆରି ତରେକ୍ ଜିବାଟା ଆରାମ୍ କରି ଗାଲାତିଅ ଆରି ପିରିଜିଆ ବାଟ୍ଦେଇ ଗାଲା । ବାଟେ ବିସ୍ବାସିମନ୍କେ ବିସ୍ବାସେ ଡାଟ୍ ଅଇରଇବାକେ ସାଆସ୍ ଦେଲା ।
23 E, estando ali algum tempo, partiu, passando sucessivamente pela província da Galácia e da Frígia, confirmando a todos os discípulos.
24 ସେ ବେଲାଇ ଆଲେକ୍ଜାଣ୍ଡ୍ରିଆଇ ଜନମ୍ ଅଇ ରଇଲା, ଆପଲ୍ ନାଉଁର୍ ଗଟେକ୍ ଜିଉଦି ଏପିସେ ଆଇଲା । ସେ ଗଟେକ୍ ନିମାନ୍ ସଙ୍ଗ୍ କାତାକଉ ଆରି ଦରମ୍ ସାସ୍ତରେ ତାର୍ ବେସି ଗିଆନ୍ ରଇଲା ।
24 E chegou a Éfeso um certo judeu chamado Apolo, natural de Alexandria, homem eloqüente e poderoso nas Escrituras.
25 ସେ ମାପ୍ରୁ ଜିସୁର୍ ବାଟ୍ ବିସଇ ସିକିଆ ପାଇରଇଲା ଆରି ଆତ୍ମାଇ ପୁରାପୁରୁନ୍ ଅଇକରି ବେସି ସାର୍ଦା ସଙ୍ଗ୍ ସତ୍ କାତା ବାର୍କରି, ସିକିଆ ଦେଇତେ ରଇଲା । ମାତର୍ କାଲି ଜଅନ ଡୁବନ୍ ଦେବା ବିସଇ ଜାନି ରଇଲା ।
25 Este era instruído no caminho do Senhor e, fervoroso de espírito, falava e ensinava diligentemente as coisas do Senhor, conhecendo somente o batismo de João.
26 ପାର୍ତନା ଗରେ ସେ ନ ଡର୍ତେ ସିକିଆ ଦେବାକେ ଲାଗ୍ଲା । ତାର୍ ସିକିଆ ସୁନି ପିରିସ୍କିଲା ଆରି ଆକିଲା ତାକର୍ ନିଜର୍ ଗରେ ଡାକିନେଲାଇ ଆରି ତେଇ ପରମେସରର୍ ବାଟ୍ ବିସଇ ଅଦିକ୍ ବୁଜାଇଦେଲାଇ ।
26 Ele começou a falar ousadamente na sinagoga; e, quando o ouviram Priscila e Aqüila, o levaram consigo e lhe declararam mais precisamente o caminho de Deus.
27 ତାର୍ ପଚେ ଆପଲ ଆକାୟା ରାଇଜେ ଜିବାକେ ଟିକ୍ କଲାକେ, ଏପିସର୍ ବିସ୍ବାସି ବାଇମନ୍ ତାକେ ସାଇଜ୍ କଲାଇ ଆରି ତାକେ ସାର୍ଦା ସଙ୍ଗ୍ ଗତିଆ କର୍ବାକେ କଇ ଆକାୟାର୍ ବିସ୍ବାସିମନ୍କେ ଚିଟି ଲେକ୍ଲାଇ । ସେ ତେଇ କେଟିକରି ପରମେସର ଜିବନ୍ ଦୁକାଇଲାକେ ବିସ୍ବାସି ଅଇରଇବା ଲକ୍ମନ୍କେ ବେସି ସାଇଜ କଲା ।
27 Querendo ele passar à Acaia, o animaram os irmãos, e escreveram aos discípulos que o recebessem; o qual, tendo chegado, aproveitou muito aos que pela graça criam.
28 ଜିସୁ ଜେ ମସିଅ, ତାକର୍ ବେସି ଡାଟ୍ ଜୁକ୍ତି, ଦରମ୍ ସାସ୍ତରେଅନି ଜାନାଇ କରି, ଜିଉଦିମନ୍କେ ଆରାଇଲା ।
28 Porque com grande veemência, convencia publicamente os judeus, mostrando pelas Escrituras que Jesus era o Cristo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 18, comparar traduções ou montar um estudo — tudo direto pelo WhatsApp.