Atos 20
ସତିଅର୍ ବାଟ୍ (DSO) vs ARA
1 ଗଣ୍ଡ୍ଗଲ୍ ବନ୍ଦ୍ ଅଇଲା ପଚେ, ପାଉଲ୍ ବିସ୍ବାସିମନ୍କେ ଗଟେକ୍ତେଇ ରୁଣ୍ଡାଇ ସାର୍ଦାର୍ କାତା ସୁନାଇଲା । ସେମନ୍କେ ଜିବିବେ ବଲି କଇ, ତେଇଅନି ବାରଇ ମାକେଦନିଆଇ ଗାଲା ।
1 Cessado o tumulto, Paulo mandou chamar os discípulos, e, tendo-os confortado, despediu-se, e partiu para a Macedônia.
2 ତେଇର୍ ସବୁ ଜାଗାଇ ଗାଲା, ଆରି ବେସି ଲକ୍ମନ୍କେ ଉପ୍ଦେସ୍ ଦେଇ, ସାର୍ଦା କରାଇଲା, ତାର୍ପଚେ ସେ ଗିରିସେ ଗାଲା ।
2 Havendo atravessado aquelas terras, fortalecendo os discípulos com muitas exortações, dirigiu-se para a Grécia,
3 ତେଇ ସେ ତିନ୍ ମାସ୍ ରଇଲା, ଆରି ସିରିଆଇ ଜିବାକେ ତିଆର୍ ଅଇଲାବେଲେ, ଜିଉଦିମନ୍ ତାକର୍ ବିରଦେ କୁଟ୍ପାଁଚ୍ଲାଇନି ବଲି କବର୍ ପାଇ ମାକିଦନିଆବାଟେ ବାଉଡି ଜିବାକେ ଟିକ୍ କଲା ।
3 onde se demorou três meses. Tendo havido uma conspiração por parte dos judeus contra ele, quando estava para embarcar rumo à Síria, determinou voltar pela Macedônia.
4 ବେରିଆତେଇ ରଇବା ପୁରର୍ ପଅ ସପାତର୍, ତେସ୍ଲନିକିୟ ଆରିସ୍ତାକସ୍ ଆରି ସେକୁଦ୍, ଦର୍ବିର୍ ଗାୟ, ଏସିଆ ଦେସର୍ ତୁକିକ୍, ତର୍ପିମ୍ ଆରି ତିମତି ।
4 Acompanharam-no [até à Ásia] Sópatro, de Bereia, filho de Pirro, Aristarco e Secundo, de Tessalônica, Gaio, de Derbe, e Timóteo, bem como Tíquico e Trófimo, da Ásia;
5 ସେମନ୍ ଆଗ୍ତୁ ଜାଇ ତରିୟାଇ ଆମ୍କେ ଜାଗି ରଇଲାଇ ।
5 estes nos precederam, esperando-nos em Trôade.
6 କମିର୍ ନ ପାକାଇ ରୁଟି କାଇବା ପରବର୍ ପଚେ, ଆମେ ପିଲିପେଅନି ପାନିଜାଜେ ଜାଇ ପାଁଚ୍ ଦିନ୍ ପଚେ ତରୟାଇ ସେମନର୍ ସଙ୍ଗ୍ ମିସ୍ଲୁ ଆରି ତେଇ ଗଟେକ୍ ଆଟ୍ ଜାକ ରଇଲୁ ।
6 Depois dos dias dos pães asmos, navegamos de Filipos e, em cinco dias, fomos ter com eles naquele porto, onde passamos uma semana.
7 ଆଟର୍ ପର୍ତୁମ୍ ଦିନର୍ ସଞ୍ଜ୍ବେଲାଇ ଆମେ ସବୁଲକ୍ ମିସି କାଇବାକେ ରୁଣ୍ଡ୍ଲୁ । ପାଉଲ୍ ଲକ୍ମନ୍କେ ମଜାରାତି ଜାକ ଉପ୍ଦେସ୍ ଦେଲା । କାଇକେବଇଲେ ତାର୍ ଆର୍କର୍ ଦିନେ ସେ ଜାଗା ଚାଡି ଜିବାର୍ ରଇଲା ।
7 No primeiro dia da semana, estando nós reunidos com o fim de partir o pão, Paulo, que devia seguir viagem no dia imediato, exortava-os e prolongou o discurso até à meia-noite.
8 ଜନ୍ ଉପର୍ ତାଲାର୍ ବାକ୍ରାଇ ଆମେ ସବା କର୍ତେ ରଇଲୁ, ତେଇ ବେସି ବତିମନ୍ ଲାଗିରଇଲା ।
8 Havia muitas lâmpadas no cenáculo onde estávamos reunidos.
9 ତେଇ ଇଉଟିକସ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡା କିଡ୍କି ଲଗେ ବସି ରଇଲା । ପାଉଲ୍ କାତା କଇବା ବେଲାଇ, ତାକେ ଗୁନ୍ ଡାବି ଆଇଲା, ସେ ଗୁନର୍ ଲାଡେ, ତିନ୍ତାଲାର୍ ଗର୍ ଉପ୍ରେଅନି ତଲେ ଅଦ୍ରିଦେଲା । ସେମନ୍ ତାକେ ଉଟାଇବା ବେଲାଇ, ସେ ମରିଜାଇରଇଲା ।
9 Um jovem, chamado Êutico, que estava sentado numa janela, adormecendo profundamente durante o prolongado discurso de Paulo, vencido pelo sono, caiu do terceiro andar abaixo e foi levantado morto.
10 ମାତର୍ ପାଉଲ୍ ତଲ୍କେ ଉତ୍ରି ଆସି ତାକେ ପାଟାଲି, ଦାରି କଇଲା, “ଡରା ନାଇ । ତାକେ ଜିବନ୍ ଆଚେ ।”
10 Descendo, porém, Paulo inclinou-se sobre ele e, abraçando-o, disse: Não vos perturbeis, que a vida nele está.
11 ତାର୍ପଚେ ସେ ଉପ୍ରେ ବାଉଡିଜାଇ ରୁଟି ବାଙ୍ଗାଇ କାଇଲା, ଆରି ବେଲ୍ ଉଦ୍ବାଜାକ ସେମନର୍ ସଙ୍ଗ୍ ବେସି କାତାବାର୍ତା ଅଇ ତେଇଅନି ବାରଇଲା ।
11 Subindo de novo, partiu o pão, e comeu, e ainda lhes falou largamente até ao romper da alva. E, assim, partiu.
12 ଲକ୍ମନ୍ ଦାଙ୍ଗ୍ଡାକେ ଜିବନ୍ ରଇଲାଟା ଦେକି ତାର୍ ଗରେ ଦାରିଗାଲାଇ ଆରି ସାର୍ଦା ଅଇଲାଇ ।
12 Então, conduziram vivo o rapaz e sentiram-se grandemente confortados.
13 ଆମେ ଆଗ୍ତୁ ଜାଜେ ଚଗି, ଆସସେ ଜିବାକେ ବାରଇଲୁ । ତେଇଅନି ଆମେ ପାଉଲ୍କେ ଜାଜେ ନେଇଜିବାକେ ଟିକ୍ କରିରଇଲୁ । କାଇକେବଇଲେ ସେ ସମ୍ଦୁର୍ବାଟେ ଜାଇ, ସେ ଜାଗାଇ କେଟ୍ବି ବଲି କଇରଇଲା ।
13 Nós, porém, prosseguindo, embarcamos e navegamos para Assôs, onde devíamos receber Paulo, porque assim nos fora determinado, devendo ele ir por terra.
14 ସେ ଜେଡେବେଲା ଆମ୍କେ ଆସସେ ବେଟ୍ ଅଇଲା, ଆମେ ତାକେ ଜାଜେ ଚଗାଇ ମିତିଲିନି ଜାଗାଇ ଗାଲୁ ।
14 Quando se reuniu conosco em Assôs, recebemo-lo a bordo e fomos a Mitilene;
15 ତେଇଅନି ଆରି ଜିବାର୍ଦାରି ତାର୍ ଆର୍କର୍ ଦିନେ କିଅସ୍ ଲଗେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ । ଆରି ଗଟେକ୍ ଦିନ୍ ପଚେ ଆମସେ କେଟ୍ଲୁ । ତାର୍ ଆର୍କର୍ ଦିନେ ମିଲିଟସେ କେଟ୍ଲୁ ।
15 dali, navegando, no dia seguinte, passamos defronte de Quios, no dia imediato, tocamos em Samos e, um dia depois, chegamos a Mileto.
16 ଆସିଆ ରାଇଜେ ଆରି ବେସି ଦିନ୍ ନ ରଇକରି, ଏପିସସ୍ କଣ୍ଡିକଣ୍ଡି ଜାଜ୍ ଚାଲାଇବାକେ ପାଉଲ୍ ଟିକ୍ କଲା । ଜଦି ଅଇପାର୍ସି, ପେନ୍ଟିକସ୍ଟ୍ ଦିନେ ଜିରୁସାଲାମ୍ କେଟ୍ବାକେ ସେ ତେରେପେତେ ଅଇତେ ରଇଲା ।
16 Porque Paulo já havia determinado não aportar em Éfeso, não querendo demorar-se na Ásia, porquanto se apressava com o intuito de passar o dia de Pentecostes em Jerusalém, caso lhe fosse possível.
17 ପାଉଲ୍ ମିଲିଟସେଅନି ଏପିସି ମଣ୍ଡଲିର୍ ପାର୍ଚିନ୍ ମନ୍କେ ତାର୍ ସଙ୍ଗ୍ ମିସ୍ବାକେ ଡାକାଇଲା ।
17 De Mileto, mandou a Éfeso chamar os presbíteros da igreja.
18 ସେମନ୍ ଆସି କେଟ୍ଲାକେ ପାଉଲ୍ କଇଲା, “ରମିୟ ରାଇଜର୍ ଆସିଆଇ କେଟ୍ଲା ପର୍ତୁମ୍ ଦିନେଅନି, କେନ୍ତି ତମର୍ ସଙ୍ଗ୍ ବେସି ବେଲା କାଟାଇଲି ଆଚି, ସେଟା ତମେ ଜାନିଆଚାସ୍ ।
18 E, quando se encontraram com ele, disse-lhes: Vós bem sabeis como foi que me conduzi entre vós em todo o tempo, desde o primeiro dia em que entrei na Ásia,
19 ଜିଉଦିମନର୍ କୁଟ୍ ପାଁଚ୍ନାର୍ ଲାଗି, ମକେ ଜନ୍ ଦୁକ୍ କସ୍ଟ ପାଇକରି ମୁରଚ୍ବାକେ ପଡ୍ଲା, ସେ ବିତ୍ରେ ମୁଇ ପରମେସରର୍ ସେବାକାରିଆ ଇସାବେ ଆଁସୁପାନି ଜଡାଇ, ମୁଣ୍ଡ୍ ତଲେକରି, କାମ୍ କଲିଆଚି ।
19 servindo ao Senhor com toda a humildade, lágrimas e provações que, pelas ciladas dos judeus, me sobrevieram,
20 ତମେ ଜାନିଆଚାସ୍, ଲକ୍ମନର୍ ଲଗେ କବର୍ ଜାନାଇଲାବେଲେ ଆରି ତମର୍ ଗର୍ମନ୍କେ ଉପ୍ଦେସ୍ ଦେଲାବେଲେ, ତମର୍ ଉପ୍କାର୍ ଅଇଲାପାରା କାଇ ବିସଇ ମିସା ଜାନାଇବାକେ ମୁଇ ଦୁଇମନିଆ ଅଇନାଇ ।”
20 jamais deixando de vos anunciar coisa alguma proveitosa e de vo-la ensinar publicamente e também de casa em casa,
21 ଜିଉଦି ଆରି ଗିରିକ୍ ଲକ୍ମନ୍କେ ସବୁକେ ମୁଇ ଡାଟ୍ ସଙ୍ଗ୍ ଜାଗ୍ରତ୍ ରଇବା କାତା ସୁନାଇ ରଇଲି, ଜେନ୍ତାରିକି, ସେମନ୍ ପାପେଅନି ବାଉଡିକରି ପର୍ମେସରର୍ ବାଟେ ମନ୍ ଦେଅତ୍ ଆରି ମାପ୍ରୁ ଜିସୁକେ ବିସ୍ବାସ୍ କରତ୍ ।
21 testificando tanto a judeus como a gregos o arrependimento para com Deus e a fé em nosso Senhor Jesus [Cristo].
22 ଏବେ ସୁକଲ୍ଆତ୍ମାର୍ ଚାଲ୍ନାଦେଲା ଆଦେସ୍ ମାନିକରି, ମୁଇ ଜିରୁସାଲମେ ଗାଲିନି । ତେଇ ମକେ କାଇଟା ଅଇସି ନାଜାନି ।
22 E, agora, constrangido em meu espírito, vou para Jerusalém, não sabendo o que ali me acontecerá,
23 ସୁକଲ୍ଆତ୍ମା ମକେ ଜାଗ୍ରତ୍ କରିଦେଇ ଆଚେ ଜେ, ମୁଇ ସବୁ ନଅରେ ବନ୍ଦି ଗରେ ରଇକରି କସ୍ଟ ପାଇବି ।
23 senão que o Espírito Santo, de cidade em cidade, me assegura que me esperam cadeias e tribulações.
24 ମର୍ ନିଜର୍ ଜିବନ୍, ମର୍ ପାଇ, ମୁଇ ଇନ୍ କଲିନି । ପର୍ମେସରର୍ ଜିବନ୍ ଦୁକାଇଲା ବିସଇ ଆରି ମାପ୍ରୁ ଜିସୁ ଜନ୍ କାତା ଜାନାଇବାକେ ମକେ ଦାଇତ୍ ଦେଲାଆଚେ, ସେଟା ସାରାଇବି ଆରି ସୁବ୍ କବର୍ ଜାନାଇବାଟା ପୁରାପୁରୁନ୍ କର୍ବି । ଏତ୍କି ସେ ମୁଇ ମନ୍ କଲିନି ।
24 Porém em nada considero a vida preciosa para mim mesmo, contanto que complete a minha carreira e o ministério que recebi do Senhor Jesus para testemunhar o evangelho da graça de Deus.
25 “ପର୍ମେସରର୍ ରାଇଜ୍ ବିସଇ ଜାନାଇବାକେ ମୁଇ ତମର୍ ସବୁ ଲକର୍ ଲଗେ ଜାଇଆଚି । ଏବେ ମୁଇ ଜାନିଆଚି, ତମର୍ ବିତ୍ରେଅନି କେମିସା ମର୍ ମୁଁ କେବେ ଦେକି ନାପାରାସ୍ ।
25 Agora, eu sei que todos vós, em cujo meio passei pregando o reino, não vereis mais o meu rosto.
26 ତେବର୍ପାଇ ଆଜି ବେଲା ମିଲ୍ଲା ଆଚେ ବଲି ମୁଇ ଡାଟ୍ ସଙ୍ଗ୍ ତମ୍କେ ଜାନାଇଲିନି । ତମର୍ ବିତ୍ରେଅନି କେ ଜଦି ବାଟ୍ ବାନା ଅଇଗାଲେ, ସେଟାର୍ପାଇ ମୁଇ ଦାଇ ନଇ ।
26 Portanto, eu vos protesto, no dia de hoje, que estou limpo do sangue de todos;
27 କାଇକେବଇଲେ ତମର୍ଟାନେ ପର୍ମେସରର୍ ସବୁଜାକ ଆଦେସ୍ ଜାନାଇବାକେ, ମୁଇ ଦୁଇମନିଆ ଅଇନାଇ ।
27 porque jamais deixei de vos anunciar todo o desígnio de Deus.
28 ତେବର୍ପାଇ ତମେ ନିଜର୍ ବିସଇ ଆରି ସୁକଲ୍ଆତ୍ମା ତାର୍ ସତ୍ ଗିଆନେ ଜନ୍ ବିସ୍ବାସି ମାନ୍ଦାକେ ଦେକାରକାପାଇ ଚାଡିଦେଇ ଆଚେ, ସେ ସବୁ ବିସଇଟାନେ ଜାଗ୍ରତ୍ ଉଆ । ମେଣ୍ଡା ଚାରାଉ ଗଉଡ୍ପାରା ପରମେସରର୍ ମଣ୍ଡଲିର୍ ଜତନ୍ ନିଆ । ସେ ମଣ୍ଡଲିକେ ପରମେସର୍ ତାର୍ ନିଜର୍ ବନିଦେଇ ଗେନିଆଚେ ।
28 Atendei por vós e por todo o rebanho sobre o qual o Espírito Santo vos constituiu bispos, para pastoreardes a igreja de Deus, a qual ele comprou com o seu próprio sangue.
29 ମୁଇ ଜାନିଆଚି, ମୁଇ ଗାଲାପଚେ ତମର୍ ବିତ୍ରେ ଅପର୍ବଲ୍ ଗଦଡୁର୍କାମନ୍ ଆଇବାଇ ଆରି ମେଣ୍ଡାରାସିକେ ଚିନ୍ ଚତର୍ କରିସେ ଚାଡ୍ବାଇ ।
29 Eu sei que, depois da minha partida, entre vós penetrarão lobos vorazes, que não pouparão o rebanho.
30 ବେଲା ଆଇସି, ତମର୍ ନିଜର୍ ଦଲର୍ କେତେ ଲକ୍ ବିସ୍ବାସିମନ୍କେ ମିଚ୍ କାତା କଇ ତାକର୍ ବାଟେ ଡାକି ନେବାଇ ।
30 E que, dentre vós mesmos, se levantarão homens falando coisas pervertidas para arrastar os discípulos atrás deles.
31 ସେ ବେଲେ ତମେ ଜାଗ୍ରତ୍ ଅଇ ରୁଆ । ମୁଇ ତିନ୍ ବରସ୍ ଜାକ ଦିନ୍ ରାତି ଆଁସୁପାନି ଜରାଇ, ତମ୍କେ ଗଟେକ୍ ଗଟେକ୍ କରି, ସବୁ ଲକ୍କେ ସିକାଇ ଆଚି, ଏ କାତା ଏତାଇରୁଆ ।”
31 Portanto, vigiai, lembrando-vos de que, por três anos, noite e dia, não cessei de admoestar, com lágrimas, a cada um.
32 “ଏବେ ମୁଇ ତମ୍କେ ପରମେସର୍କେ, ଆରି ତାର୍ ଜିବନ୍ ଦୁକାଇବା ବାକିଅଟାନେ ସର୍ପି ଦେଲିନି । ସେ ବାକିଅ ତମ୍କେ ଡାଟ୍ କରାଇସି ଆରି ପରମେସରର୍ ଲକ୍ମନର୍ ପାଇ ଅଇବା ସବୁ ଆସିର୍ବାଦ୍ ତମ୍କେ ଦେଇପାର୍ସି ।
32 Agora, pois, encomendo-vos ao Senhor e à palavra da sua graça, que tem poder para vos edificar e dar herança entre todos os que são santificados.
33 ମୁଇ କାର୍ ସୁନା, ରୁପା କି ଲୁଗାପଚିଆ ମିଲାଇବି ବଲି ଆସା କରିନାଇ ।
33 De ninguém cobicei prata, nem ouro, nem vestes;
34 ମର୍ ଏ ଦୁଇଟା ଆତେ କସ୍ଟ କରି, ମର୍ ପାଇ ଆରି ମର୍ସଙ୍ଗ୍ ରଇବାଲକର୍ ପାଇ, ଦର୍କାର୍ ରଇଲାଟା ପୁରାପୁରୁନ୍ କଲିଆଚି ଏଟା ତମେ ଜାନିଆଚାସ୍ ।
34 vós mesmos sabeis que estas mãos serviram para o que me era necessário a mim e aos que estavam comigo.
35 ମିଲାଇବାଟାନେଅନି ଦାନ୍ଦେବାଟା ଅଦିକ୍ ସାର୍ଦାର୍ ବିସଇ ଅଇରଇସି । ନିଜେ ଜିସୁ ମାପ୍ରୁ ଏ ବାକିଅ ସୁମର୍ନା କରିରଇଲା । ଏନ୍ତାରି କସ୍ଟ କାମେଅନି ନାପାର୍ଲା ଲକ୍ମନ୍କେ ସାଇଜ କର୍ବାର୍ ଆଚେ । ଏ ବିସଇ ମୁଇ ତମ୍କେ ସବୁବେଲେ କରିଦେକାଇଆଚି ।”
35 Tenho-vos mostrado em tudo que, trabalhando assim, é mister socorrer os necessitados e recordar as palavras do próprio Senhor Jesus: Mais bem-aventurado é dar que receber.
36 ଏ ସବୁ କାତା କଇସାରାଇ ପାଉଲ୍ ସେମନର୍ ସଙ୍ଗ୍ ମାଣ୍ଡିକୁଟା ଦେଇ ପାର୍ତନା କଲା ।
36 Tendo dito estas coisas, ajoelhando-se, orou com todos eles.
37 ସବୁ ଲକ୍ କାନ୍ଦି କାନ୍ଦି କରି ପାଉଲ୍କେ ପାଟାଲିକରି ଚୁମ୍ଚାଟ୍ କରି ପାଟାଇଦେଲାଇ ।
37 Então, houve grande pranto entre todos, e, abraçando afetuosamente a Paulo, o beijavam,
38 ପାଉଲ୍ ସେମନ୍କେ “ତମେ ଆରି ମକେ ଦେକିନାପାରାସ୍ ।” ବଲି କଇରଇଲାକେ, ସେମନ୍ ବେସି ମନ୍ଦୁକ୍ ଅଇଜାଇରଇଲାଇ । ଲକ୍ମନ୍ ପାଉଲ୍କେ ପାଟାଇ ଦେବାକେ, ଜାଜେ ନେଇ ଚାଡ୍ଲାଇ ।
38 entristecidos especialmente pela palavra que ele dissera: que não mais veriam o seu rosto. E acompanharam-no até ao navio.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 20, comparar traduções ou montar um estudo — tudo direto pelo WhatsApp.