Atos 23
ସତିଅର୍ ବାଟ୍ (DSO) vs NVI
1 ପାଉଲ୍ ବଡ୍ସବାର୍ ଲକ୍ମନ୍କେ ସିଦା ଦେକି କଇଲା, “ଏ ଇସ୍ରାଏଲର୍ ବାଇମନ୍ ! ଆଜିକେ ଜାକ ମୁଇ ପରମେସରର୍ ମୁଆଟେ କେନ୍ତାର୍ ଜିବନ୍ ବିତାଇ ଆଚି, ସେ ବିସଇଟାନେ ମନ୍ ପୁରାପୁରୁନ୍ ନିର୍ମଲ୍ ଆଚେ ।”
1 Paulo, fixando os olhos no Sinédrio, disse: "Meus irmãos, tenho cumprido meu dever para com Deus com toda a boa consciência, até o dia de hoje".
2 ଏ କାତା ସୁନିକରି ଅନନିଅ ନାଉଁର୍ ବଡ୍ ପୁଜାରି ପାଉଲର୍ ଲଗେ ଟିଆଅଇରଇବା ଲକ୍ମନ୍କେ, ତାର୍ ଗାଲେ ଚାପଡ୍ ମାରା ବଲି ତିଆର୍ଲା ।
2 Diante disso o sumo sacerdote Ananias deu ordens aos que estavam perto de Paulo para que lhe batessem na boca.
3 ପାଉଲ୍ ତାକେ କଇଲା, “ଏ ଚୁନ୍ ମାରିଅଇଲା ଦବ୍ଲା ଉଆଁରି କତି, ପର୍ମେସର୍ ତକେ ଡଣ୍ଡ୍ ଦେଇସି ଆକା । ନିୟମ୍ ଇସାବେ ମର୍ ବିଚାର୍ କର୍ବାକେ, ତୁଇ ତେଇ ବସିଆଚୁସ୍ । ଏଲେ ମିସା, ନିୟମ୍ ବାଙ୍ଗିକରି ମକେ ମାର୍ବାକେ ତିଆର୍ଲୁସ୍ନି !”
3 Então Paulo lhe disse: "Deus te ferirá, parede branqueada! Estás aí sentado para me julgar conforme a lei, mas contra a lei me mandas ferir? "
4 ଲଗେ ରଇବା ଲକ୍ମନ୍ ପାଉଲ୍କେ କଇଲାଇ, “ପର୍ମେସର୍ ବାଚିରଇବା ବଡ୍ ପୁଜାରିକେ ତୁଇ ନିନ୍ଦା କଲୁସ୍ନି !”
4 Os que estavam perto de Paulo disseram: "Você ousa insultar o sumo sacerdote de Deus? "
5 ପାଉଲ୍ କଇଲା, “ଏ ଇସ୍ରାଏଲର୍ ବାଇମନ୍, ସେ ବଡ୍ ପୁଜାରି ବଲି ମୁଇ ନାଜାନିରଇଲି । ସାସ୍ତରେ ଲେକାଆଚେ, ତମେ ନିଜର୍ ଜାତିର୍ ସାସନ୍କାରିଆକେ କରାପ୍ କାତା କଇବାର୍ନାଇ ।”
5 Paulo respondeu: "Irmãos, eu não sabia que ele era o sumo sacerdote, pois está escrito: ‘Não fale mal de uma autoridade do seu povo’ ".
6 ବଡ୍ ସବାର୍ ମେମର୍ମନର୍ ବିତ୍ରେ କେତେଟା ପାରୁସି ଆରି କେତେଟା ସାଦୁକିମନ୍ ରଇଲାଟା ଦେକି ପାଉଲ୍ ବଡ୍ ସବାର୍ ଲକ୍ମନ୍କେ ଦେକାଇ ଆଉଲି ଅଇକରି କଇଲା, “ଏ ଇସ୍ରାଏଲର୍ ବାଇମନ୍, ମୁଇ ଗଟେକ୍ ପାରୁସି ଲକ୍, ମର୍ ଆୟା ବାବା ମିସା ପାରୁସି । ମଲା ଲକ୍ମନ୍ ଆରିତରେକ୍ ଉଟ୍ବାଟା ମର୍ ଆସା ଆଚେ ବଲି, ଇତି ମର୍ ବିଚାର୍ନା ଅଇଲାନି ।”
6 Então Paulo, sabendo que alguns deles eram saduceus e os outros fariseus, bradou no Sinédrio: "Irmãos, sou fariseu, filho de fariseu. Estou sendo julgado por causa da minha esperança na ressurreição dos mortos! "
7 ପାଉଲ୍ ଏ କାତା କଇଲା ଦାପ୍ରେ, ପାରୁସି ଆରି ସାଦୁକିମନର୍ ବିତ୍ରେ ଲାଗାଜଡା ଅଇଗାଲାଇ ଆରି ସେମନ୍ ବେଗ୍ଲି ଗାଲାଇ ।
7 Dizendo isso, surgiu uma violenta discussão entre os fariseus e os saduceus, e a assembléia ficou dividida.
8 କାଇକେବଇଲେ ସାଦୁକିମନର୍ ବିସ୍ବାସ୍ ଇସାବେ ମଲା ଲକ୍ମନ୍ ନ ଉଟତ୍ । ସରଗର୍ ଦୁତ୍ କି ଆତ୍ମା ମିସା ନାଇ ବଲି, ବିସ୍ବାସ୍ କର୍ବାଇ, ମାତର୍ ପାରୁସିମନ୍ ଏ ତିନ୍ଟା ଜାକ ବିସ୍ବାସ୍ କର୍ତେରଇଲାଇ ।
8 ( Os saduceus dizem que não há ressurreição nem anjos nem espíritos, mas os fariseus admitem todas essas coisas. )
9 ସେମନର୍ କିରଜାଟି ଅଇବାଟା ଅଦିକ୍ ଅଦିକ୍ ଅଇଆଇଲା । ପାରୁସି ଦଲର୍ କେତେଟା ଦରମ୍ ଗୁରୁ ଉଟିକରି ଡାଟ୍ ସଙ୍ଗ୍ କଇଲାଇ, “ଆମେ ଏ ଲକର୍ ଟାନେଅନି କାଇ ଦସ୍ ମିସା ମିଲାଉ ନାଇ । କେଜାନେ ଆକେ ଗଟେକ୍ ସରଗର୍ ଦୁତ୍ କି ଆତ୍ମା କାତା କଇରଇସି ।”
9 Houve um grande alvoroço, e alguns dos mestres da lei que eram fariseus se levantaram e começaram a discutir intensamente, dizendo: "Não encontramos nada de errado neste homem. Quem sabe se algum espírito ou anjo falou com ele? "
10 ତାକର୍ ଦଦାପେଲା ଅଦିକ୍ ଅଦିକ୍ ଅଇଗାଲାକେ ଲକ୍ମନ୍ ପାଉଲ୍କେ ଗନ୍ଦାଗନ୍ଦା କରି ଚିରି ପାକାଇବାଇ ବଲି ସନିଅମନର୍ ମୁକିଅ ଡର୍ଲା । ତେବେ ସେ ଗଣ୍ଡ୍ଗଲ୍ ଅଇବା ଲକ୍ମନର୍ ବିତ୍ରେଅନି ପାଉଲ୍କେ ରକିଆ କରି ଗଡ୍ ବିତ୍ରେ ଦାରି ଜିବାକେ ସନିଅମନ୍କେ ତିଆର୍ଲା ।
10 A discussão tornou-se tão violenta que o comandante teve medo que Paulo fosse despedaçado por eles. Então ordenou que as tropas descessem e o retirassem à força do meio deles, levando-o para a fortaleza.
11 ସେ ରାତି ମାପ୍ରୁ ପାଉଲର୍ ଲଗେ ଟିଆଅଇ କଇଲା, “ଡର୍ ନାଇ ! ମର୍ ପାଇ ଇତି ଜିରୁସାଲାମେ ତୁଇ ସାକି ଦେଇ ଆଚୁସ୍ । ରମ୍ ଦେସେ ମିସା ତୁଇ ସେନ୍ତାରି କର୍ବାର୍ ଆଚେ ।”
11 Na noite seguinte o Senhor, pondo-se ao lado dele, disse: "Coragem! Assim como você testemunhou a meu respeito em Jerusalém, deverá testemunhar também em Roma".
12 ଆରକର୍ ଦିନର୍ ସାକାଲେ କେତେଟା ଜିଉଦିମନ୍ ଗଟେକ୍ଟାନେ ରୁଣ୍ଡି ଜଜ୍ନା କଲାଇ । ପାଉଲ୍କେ ନ ମରାଇବା ଜାକ ସେମନ୍ ଅରନ୍ପାନି ନ ଚିଉ ବଲି ସପତ୍ କଲାଇ ।
12 Na manhã seguinte os judeus tramaram uma conspiração e juraram solenemente que não comeriam nem beberiam enquanto não matassem Paulo.
13 ଚାଲିସ୍ତେଇଅନି ଅଦିକ୍ ଲକ୍ ଏ ଜଜ୍ନା କଲାଇ ।
13 Mais de quarenta homens estavam envolvidos nessa conspiração.
14 ସେମନ୍ ଜାଇକରି ମୁକିଅ ପୁଜାରିମନ୍କେ ଆରି ପାର୍ଚିନ୍ମନ୍ କେ କଇଲାଇ, “ପାଉଲ୍କେ ନ ମରାଇବା ଜାକ ଅରନ୍ପାନି ନ ଚିଉ ବଲି ଆମେ ସପତ୍ କରିଆଚୁ ।
14 E, dirigindo-se aos chefes dos sacerdotes e aos líderes dos judeus, disseram: "Juramos solenemente, sob maldição, que não comeremos nada enquanto não matarmos Paulo.
15 ତମେ ଆରି ବଡ୍ସବାର୍ ଲକ୍ମନ୍ ରମିୟ ନେତା ପାଉଲ୍କେ ଇତି ଆରିତରେକ୍ ଆନା ବଲି କବର୍ ପାଟାଆ । ତାର୍ ବିସଇର୍ ଟିକିନିକି ଜାନ୍ବାର୍ ଆଚେ ବଲି ମିଚ୍ କଇକରି ଆନାଆ । ସେ ବଡ୍ ସବାଇ ଆଇବା ବେଲେ ତାକେ ବାଟେ ଜାଗି ମାରି ମରାଇଦେବୁ ।”
15 Agora, portanto, vocês e o Sinédrio peçam ao comandante que o faça comparecer diante de vocês com o pretexto de obter informações mais exatas sobre o seu caso. Estaremos prontos para matá-lo antes que ele chegue aqui".
16 ପାଉଲର୍ ବାନ୍ଜା ଏମନର୍ କୁଟ୍ କାତା ସୁନିକରି ଗଡ୍ ବିତ୍ରେ ଗାଲା ଆରି ସବୁ କାତା ପାଉଲ୍କେ କଇଦେଲା ।
16 Entretanto, o sobrinho de Paulo, filho de sua irmã, teve conhecimento dessa conspiração, foi à fortaleza e contou tudo a Paulo,
17 ପାଉଲ୍ ଗଟେକ୍ ରମିୟ ଅଦିକାରିକେ ଡାକାଇ କରି କଇଲା, “ଏ ଦାଙ୍ଗ୍ଡାକେ ସନିଅମନର୍ ମୁକିଅ ଲଗେ ଦାରି ଜାଅତ୍ । ସେ ତାକେ କାଇଟାକି କଇବାର୍ ଆଚେ ।”
17 que, chamando um dos centuriões, disse: "Leve este rapaz ao comandante; ele tem algo para lhe dizer".
18 ସନିଅ ତାକେ ମୁକିଆର୍ ଲଗେ ନେଇ କଇଲା, “ବନ୍ଦି ରଇବା ପାଉଲ୍ ମକେ ଡାକି ଏ ଦାଙ୍ଗ୍ଡାକେ ତମର୍ ଲଗେ ଆନ୍ବାକେ କଇଲା । ତମ୍କେ ପନି ସେ କାଇଟା କଇବାର୍ ଆଚେ ।”
18 Assim ele o levou ao comandante. Então disse o centurião: "Paulo, o prisioneiro, chamou-me, pediu-me que te trouxesse este rapaz, pois ele tem algo para te falar".
19 ସନିଅମନର୍ ମୁକିଅ ତାର୍ ଆତ୍ ଦାରିକରି ଗଟେକ୍ ପାଲିକେ ଡାକିନେଲା ଆରି ପାଚାର୍ଲା, “କାଇଟା କଇବାର୍ ଆଚେ କଅ !”
19 O comandante tomou o rapaz pela mão, levou-o à parte e perguntou: "Que você tem para me dizer? "
20 ଦାଙ୍ଗ୍ଡା କଇଲା, “ପାଉଲର୍ ଟିକିନିକି ବିସଇ ଜାନ୍ବାର୍ ଆଚେ ବଲି ନାଡାଇକରି ତାକେ ଜିଉଦିମନ୍ ବଡ୍ ସବାଇ ନେବାକେ, ତମ୍କେ ଗୁଆରି କର୍ବାଇ ।
20 Ele respondeu: "Os judeus planejaram pedir-te que apresentes Paulo ao Sinédrio amanhã, sob pretexto de buscar informações mais exatas a respeito dele.
21 ମାତର୍ ତମେ ତାକର୍ କାତା ସୁନା ନାଇ । କାଇକେ ବଇଲେ ଚାଲିସ୍ତେଇଅନି ଅଦିକ୍ ଲକ୍ ଲୁଚିକରି ପାଉଲ୍କେ ମରାଇବାକେ ଜାଗିଆଚତ୍ । ‘ତାକେ ନ ମରାଇବା ଜାକ ଅରନ୍ପାନି ନ କାଉଁ’ ବଲି ସପତ୍ କଲାଇ ଆଚତ୍ । ଏବେ ସେମନ୍ ତମର୍ ଆଦେସ୍ ଦେବାଟାକେ ଜାଗିକରି ଆଚତ୍ ।”
21 Não te deixes convencer, pois mais de quarenta deles estão preparando uma emboscada contra Paulo. Eles juraram solenemente não comer nem beber enquanto não o matarem. Estão preparados agora, esperando que prometas atender-lhes o pedido".
22 ସନିଅମନର୍ ମୁକିଅ କଇଲା, “ତୁଇ ମକେ ଏ କାତା ଜାନାଇ ଆଚି ବଲି କାକେ କଅ ନାଇ ।” ଏନ୍ତାରି କଇକରି ଦାଙ୍ଗ୍ଡାକେ ପାଟାଇ ଦେଲା ।
22 O comandante despediu o rapaz e recomendou-lhe: "Não diga a ninguém que você me contou isso".
23 ସନିଅମନର୍ ମୁକିଅ ତାର୍ ତଲେ ରଇଲା ଦୁଇଟା ସନିଅକେ ଡାକାଇ କଇଲା, “ଆଜି ରାତି ନଅଟା ବିତ୍ରେ ସିସେରିଆ ଜିବାକେ ଦୁଇସ ସନିଅକେ ତିଆର୍, ଆରି ସତୁରିଟା ଗଡାଇ ଚଗୁମନ୍ ଆରି ଦୁଇ ସଅ ବର୍ଚି ଦାରୁମନ୍କେ ଟିକ୍ କର୍ ।
23 Então ele chamou dois de seus centuriões e ordenou-lhes: "Preparem um destacamento de duzentos soldados, setenta cavaleiros e duzentos lanceiros a fim de irem para Cesaréia esta noite, às nove horas da noite.
24 ପାଉଲ୍ ଜିବା ପାଇ କେତେଟା ଗଡା ଦିଆସ୍ ଆରି ନିକ ସଙ୍ଗେ ତାକେ ସାସନ୍କାରିଆ ପେଲିକ୍ସ୍ ଲଗେ ଦାରି ଜାଆ ।”
24 Providenciem montarias para Paulo, e levem-no em segurança ao governador Félix".
25 ସନିଅମନର୍ ମୁକିଅ ପେଲିକ୍ସ୍କେ ଏନ୍ତି ଗଟେକ୍ ଚିଟି ଲେକ୍ଲା,
25 O comandante escreveu uma carta nestes termos:
26 “ଏ ଚିଟି ମୁଇ କାଲାଡିଆକେ ଲିସିଆର୍ ସବୁର୍ଟାନେଅନି ଡାକ୍ପୁଟା ରଇବା ସନ୍ମାନର୍ ସାସନ୍କାରିଆ ପେଲିକ୍ସ୍କେ ଲେକ୍ଲିନି, ଜୁଆର୍ !
26 Cláudio Lísias, ao Excelentíssimo Governador Félix, Saudações.
27 ଆଗିଆ, ଜିଉଦିମନ୍ ଏ ଲକ୍କେ ଦାରି ତାକେ ମର୍ତେ ମାରିଦେବାକେ ଚେସ୍ଟା କର୍ତେ ରଇଲାଇ । ସେ ଗଟେକ୍ ରମିୟ ଲକ୍ ବଲି ଜାନ୍ଲା ପଚେ, ମୁଇ ତାକେ ମର୍ ସନିଅମନ୍ ସଙ୍ଗେ ତାକେ ରକିଆ କଲି ।
27 Este homem foi preso pelos judeus, que estavam prestes a matá-lo quando eu, chegando com minhas tropas, o resgatei, pois soube que ele é cidadão romano.
28 ସେମନର୍ ବିରଦେ ସେ କାଇ ଦସ୍ କଲା ଆଚେ, ସେଟା ଜାନ୍ବାକେ ତାକେ ମୁଇ ସେମନର୍ ବଡ୍ସବାଇ ଦାରିଗାଲି ।
28 Querendo saber por que o estavam acusando, levei-o ao Sinédrio deles.
29 ମାତର୍ ସେ ମରନର୍ କି ବନ୍ଦି ଡଣ୍ଡ୍ ପାଇବା ପାରା କାଇମିସା ବୁଲ୍ କାମ୍ କରେ ନାଇ ବଲି ମୁଇ ଜାନିପାର୍ଲି । ତାର୍ ବିରଦେ ଅଇଲା ଦାବା ସବୁ, ତାକର୍ ନିଜର୍ ଦରମ୍ ବିସଇ ।
29 Descobri que ele estava sendo acusado em questões acerca da lei deles, mas não havia contra ele nenhuma acusação que merecesse morte ou prisão.
30 ଆରି ତାର୍ ବିରଦେ ଗଟେକ୍ କୁଟ୍ ଜଜ୍ନା ଅଇଲାନି ବଲି କବର୍ ସୁନି, ବେଗି ବେଗି ତମର୍ ଲଗେ ପାଟାଇ ଦେବାକେ ଟିକ୍ କଲି, ତାର୍ ବିରଦେ ରଇଲା ଦାବା, ତର୍ ମୁଆଟେ ଜାନାଇବାକେ ତାର୍ ଦାବାଦାରିମନ୍କେ ମୁଇ କଇଲିଆଚି ।”
30 Quando fui informado de que estava sendo preparada uma cilada contra ele, enviei-o imediatamente a Vossa Excelência. Também ordenei que os seus acusadores apresentassem a Vossa Excelência aquilo que têm contra ele.
31 ସନିଅମନ୍ ସେ ଆଦେସ୍ ଇସାବେ ପାଉଲ୍କେ ସେ ରାତି ଆନ୍ତିପଟ୍ରିସେ କେଟାଇଦେଲାଇ ।
31 Os soldados, cumprindo o seu dever, levaram Paulo durante a noite, e chegaram a Antipátride.
32 ତାର୍ ଆର୍କର୍ ଦିନେ ଇଣ୍ଡିଜିବା ସନିଅମନ୍ ଗଡେ ବାଉଡିଗାଲାଇ ଆରି ଗଡାଇ ଜାଉ ସନିଅମନ୍କେ ଜିବାକେ କଇଲାଇ ।
32 No dia seguinte deixaram a cavalaria prosseguir com ele, e voltaram para a fortaleza.
33 ସନିଅମନ୍ ପାଉଲ୍କେ ଦାରି ସିସେରିଆଇ କେଟ୍ଲାଇ । ତେଇ ସନିଅମନର୍ ମୁକିଅର୍ ଚିଟି ସଙ୍ଗେ ପାଉଲ୍କେ ସାସନ୍କାରିଆର୍ ଆତେ ଜିମାଦେଇଦେଲାଇ ।
33 Quando a cavalaria chegou a Cesaréia, deu a carta ao governador e lhe entregou Paulo.
34 ସାସନ୍କାରିଆ ଚିଟି ପଡି ପାଉଲ୍କେ କନ୍ ରାଇଜେଅନି ଆସିଆଚୁସ୍ ? ବଲି ପାଚାର୍ଲା । ପାଉଲ୍ ସିଲିସିଆଇଅନି, ବଲି ଜାନ୍ଲା ।
34 O governador leu a carta e perguntou de que província era ele. Informado de que era da Cilícia,
35 ସେ କଇଲା, “ତମର୍ ଦାବାଦାରିମନ୍ ଆସି କେଟ୍ଲା ପଚେ, ମୁଇ ତର୍ କାତା ସୁନ୍ବି ।” ତାର୍ ପଚେ ପାଉଲ୍କେ ଏରଦ୍ ରାଜାର୍ ନଅରେ ବନ୍ଦି କରି ସଙ୍ଗଇବାକେ ଆଦେସ୍ ଦେଲା ।
35 disse: "Ouvirei seu caso quando os seus acusadores chegarem aqui". Então ordenou que Paulo fosse mantido sob custódia no palácio de Herodes.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 23, comparar traduções ou montar um estudo — tudo direto pelo WhatsApp.