Atos 2
ସତିଅର୍ ବାଟ୍ (DSO) vs NVI
1 ଜନ୍ ଦିନେ ସେମନ୍ ପେନ୍ଟିକସ୍ଟ୍ ପରବ୍ ମାନ୍ତେରଇଲାଇ, ଜିସୁକେ ବିସ୍ବାସ୍ କର୍ବା ସବୁ ଲକ୍ମନ୍ ଗଟେକ୍ ଜାଗାଇ ରୁଣ୍ଡିରଇଲାଇ ।
1 Chegando o dia de Pentecoste, estavam todos reunidos num só lugar.
2 ଅଟାତ୍ ଆକାସେଅନି ବେସି ପବନ୍ ଆଇଲାପାରା ଗଟେକ୍ ସବଦ୍ ଅଇଲା । ଆରି ଜନ୍ ଗରେ ସେମନ୍ ବସି ରଇଲାଇ, ସେଟା ସେ ସବଦେ ପୁରୁନ୍ ଅଇଲା ।
2 De repente veio do céu um som, como de um vento muito forte, e encheu toda a casa na qual estavam assentados.
3 ତାର୍ପଚେ ସେମନ୍ ଦେକ୍ଲାଇ, କେତେଟା ଜଇଜିବ୍ ଉଦ୍ଲିକରି ବିଚି ଅଇଲା । ଆରି ତେଇ ରଇଲା ସବୁ ବିସ୍ବାସିମନ୍କେ ଚିଇଲା ।
3 E viram o que parecia línguas de fogo, que se separaram e pousaram sobre cada um deles.
4 ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
4 Todos ficaram cheios do Espírito Santo e começaram a falar noutras línguas, conforme o Espírito os capacitava.
5 ଜଗତର୍ ବିନ୍ ବିନ୍ ଦେସେଅନି ଆସିରଇଲା ଜିଉଦି ଲକ୍ମନ୍ ସେଡ୍କିବେଲେ ଜିରୁସାଲମେ ରଇଲାଇ ।
5 Havia em Jerusalém judeus, tementes a Deus, vindos de todas as nações do mundo.
6 ଏନ୍ତାରି ଅଇଲାଟା ଦେକି ସେମନ୍ ସାର୍ଦା ଅଇଗାଲାଇ । କାଇକେବଇଲେ ସେ ବିସ୍ବାସିମନ୍ ତାକର୍ ତାକର୍ ବାସାଇ କାତା ଅଇବାଟା ସେମନ୍ ସୁନ୍ଲାଇ ।
6 Ouvindo-se este som, ajuntou-se uma multidão que ficou perplexa, pois cada um os ouvia falar em sua própria língua.
7 ସେମନର୍ ବୁଦିଗୁପିଗାଲା ଆରି କାବା ଅଇଜାଇ ପାଚାର୍ଲାଇ, “ଏନ୍ତାରି ବାସାଇ କାତା ଅଇବା ଲକ୍ମନ୍ ଗାଲିଲିଅନି ନଅତ୍ କି ?
7 Atônitos e maravilhados, eles perguntavam: "Acaso não são galileus todos estes homens que estão falando?
8 ସେନ୍ତିଆଲେ ଆମେ କେନ୍ତି ସେମନ୍କେ ଆମର୍ ନିଜର୍ ନିଜର୍ ଜନମ୍ ଜାଗାର୍ ବାସାଇ କାତା ଅଇବାଟା ସୁନିଆଚୁ ?
8 Então, como os ouvimos, cada um de nós, em nossa própria língua materna?
9 ଆମେ ପାର୍ତିୟ, ମାଦିୟ, ଏଲାମିୟ ଆରି ମେସପଟାମିୟ, ଜିଉଦା ଦେସ୍ ଆରି କାପ୍ପାଦକିଆ, ପନ୍ତ୍ ଆରି ଆସିଆ,
9 Partos, medos e elamitas; habitantes da Mesopotâmia, Judéia e Capadócia, Ponto e da província da Ásia,
10 ପିରିଜିଆ ଆରି ପପୁଲିଆ, ମିସର୍ ଆରି କୁରିଣି ଲଗେ ରଇଲା ଲିବିଆ ଜାଗାର୍ ଲକ୍ । ଆମର୍ ବିତ୍ରେ ରମ୍ରାଇଜେଅନି ଆସିରଇବା, ଜନମେ ଅନି ଜିଉଦି ଅଇଲା ଲକ୍ ଆଚୁ ଆରି ପଚେ ଜିଉଦି ଦରମ୍ ନେଲା ଲକ୍ ମିସା ଆଚୁ ।
10 Frígia e Panfília, Egito e das partes da Líbia próximas a Cirene; visitantes vindos de Roma,
11 ଆମର୍ ବିତ୍ରେଅନି କେତେଲକ୍ କିର୍ତିୟଅନି ଆରି ଆରବିୟଅନି ଆଇଲୁ ଆଚୁ । ଏନ୍ତି ଆମେ ସବୁ ବିନ୍ ବିନ୍ ଜାଗାଇଅନି ଆଇଲୁ ଆଚୁ । ଏନ୍ତି ବଇଲେ ମିସା ପର୍ମେସର୍ କଲା ବଡ୍ ବଡ୍ କାବାଅଇଜିବା କାମ୍ ଏ ଲକ୍ମନ୍ ଆମର୍ ନିଜର୍ ନିଜର୍ ବାସାଇ କାତାଅଇବାଟା ସୁନ୍ଲୁନି ।”
11 tanto judeus como convertidos ao judaísmo; cretenses e árabes. Nós os ouvimos declarar as maravilhas de Deus em nossa própria língua! "
12 ଏନ୍ତି ବଲି ସେମନ୍ ବେସି କାବାଅଇଗାଲାଇ । ଆରି ସେମନର୍ ବୁଦି ଆଜି ଗାଲା । ଆରି ତାକର୍ ତାକର୍ ବିତ୍ରେ “ଏଟା କେନ୍ତାର୍ ଅଇଲା ତେବେ ?” ବଲି ସବୁ ବେଲେ ପାଚାର୍ଉଚାର୍ ଅଇତେ ରଇଲାଇ ।
12 Atônitos e perplexos, todos perguntavam uns aos outros: "Que significa isto? "
13 ମାତର୍ ବିନ୍ ଲକ୍ମନ୍ ବିସ୍ବାସିମନ୍କେ କିଜାଇକରି କଇଲାଇ, “ସେମନ୍ ମାତିଆଚତ୍ !”
13 Alguns, todavia, zombavam deles e diziam: "Eles beberam vinho demais".
14 ପିତର୍ ତାର୍ ସଙ୍ଗ୍ ରଇଲା ଏଗାର୍ଟା ପେରିତ୍ ମନର୍ ସଙ୍ଗ୍ ଟିଆଅଇ ଆଉଲି ଅଇ କଇଲା, “ଏ ମର୍ ପାରା ଜିଉଦି ଲକ୍ମନ୍ ଆରି ଜିରୁସାଲମେ ରଇବା ସବୁ ବାଇମନ୍, ମର୍ କାତା ମନ୍ଦେଇ ନିମାନ୍ ସୁନା । ଏଟା କାଇଟା ଅଇଲାନି ବଲି ମୁଇ ତମ୍କେ ବୁଜାଇ କଇବି ।
14 Então Pedro levantou-se com os Onze e, em alta voz, dirigiu-se à multidão: "Homens da Judéia e todos os que vivem em Jerusalém, deixem-me explicar-lhes isto! Ouçam com atenção:
15 ଏବେ ସାକ୍ଲିଆ ନଅଟା ବେଲା ଅଇଲା ଆଚେ । ତମେ ବାବ୍ଲାପାରା ଏ ଲକ୍ମନ୍ ମାତତ୍ ନାଇ ।
15 estes homens não estão bêbados, como vocês supõem. Ainda são nove horas da manhã!
16 ଏଟା ଜଏଲ୍ ନାଉଁର୍ ବବିସତ୍ବକ୍ତା କଇଲା କାତା ପାରା ଗଟ୍ନା ଗଟି ଆଚେ ।”
16 Pelo contrário, isto é o que foi predito pelo profeta Joel:
17 ସେଟା କାଇଟା ବଇଲେ ପର୍ମେସର୍ କଇଲାନି,
17 ‘Nos últimos dias, diz Deus, derramarei do meu Espírito sobre todos os povos. Os seus filhos e as suas filhas profetizarão, os jovens terão visões, os velhos terão sonhos.
18 ସେ ଦିନ୍ମନ୍କେ ମର୍ ଆତ୍ମା ଜବର୍ ଅଇତେ ମର୍ ଦାଙ୍ଗ୍ଡା ଅଇରଇବା ମାଇଜିମୁନୁସ୍ମନ୍କେ ଆଜାଡି ଦେବି ।
18 Sobre os meus servos e as minhas servas derramarei do meu Espírito naqueles dias, e eles profetizarão.
19 ଆକାସେ କାବା ଅଇଜିବା କାମ୍ କର୍ବି ।
19 Mostrarei maravilhas em cima no céu e sinais em baixo, na terra, sangue, fogo e nuvens de fumaça.
20 ବେଲ୍କେ ଆନ୍ଦାର୍ ଡିସ୍ଲା ପାରା କରାଇବି,
20 O sol se tornará em trevas e a lua em sangue, antes que venha o grande e glorioso dia do Senhor.
21 ଜେତ୍କି ଲକ୍ ମର୍ ନାଉଁ ଦାରି ଡାକ୍ବାଇ,
21 E todo aquele que invocar o nome do Senhor será salvo! ’
22 ପିତର୍ କଇଲା, “ଏ ଇସ୍ରାଏଲ୍ ଦେସର୍ ଲକ୍ମନ୍ ତମେ ମୁଇ କଇବା କାତା ସୁନା । ପରମେସର୍ସେ ବାଚି ପାଟାଇଲା ଲକ୍, ନାଜରିତ୍ ଗଡର୍ ଜିସୁ ବଲିକରି ସେ ତମର୍ ଲଗେ ରଇଲା ବେଲେ, ଦେକାଇଦେଲା । ସେଟା କେନ୍ତାର୍ ବଇଲେ, ପରମେସର୍ ତାର୍ତେଇଅନି କାବା ଅଇଜିବା କାମ୍ କଲାଆଚେ । ଏଟା ସତ୍ ବଲି ତମେ ଜାନିଆଚାସ୍ ।
22 "Israelitas, ouçam estas palavras: Jesus de Nazaré foi aprovado por Deus diante de vocês por meio de milagres, maravilhas e sinais, que Deus fez entre vocês por intermédio dele, como vocês mesmos sabem.
23 ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
23 Este homem lhes foi entregue por propósito determinado e pré-conhecimento de Deus; e vocês, com a ajuda de homens perversos, o mataram, pregando-o na cruz.
24 ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
24 Mas Deus o ressuscitou dos mortos, rompendo os laços da morte, porque era impossível que a morte o retivesse.
25 ଏ ବିସଇ ଦାଉଦ୍ ରାଜା ଏନ୍ତି କଇ ଆଚେ । ସେଟା କାଇଟା ବଇଲେ,
25 A respeito dele, disse Davi: ‘Eu sempre via o Senhor diante de mim. Porque ele está à minha direita, não serei abalado.
26 ସେଟାର୍ ପାଇ ମୁଇ ସାର୍ଦାସଙ୍ଗ୍ ଆଚି ।
26 Por isso o meu coração está alegre e a minha língua exulta; o meu corpo também repousará em esperança,
27 କାଇକେ ବଇଲେ ତୁଇ ମକେ ମଲାଲକ୍ମନର୍ ଜାଗାଇ ଚାଡି ନ ଦିଆସ୍ ।
27 porque tu não me abandonarás no sepulcro, nem permitirás que o teu Santo sofra decomposição.
28 ତମେ ମକେ ଜିବନର୍ ବାଟ୍ ଦେକାଇ ଆଚାସ୍ ।
28 Tu me fizeste conhecer os caminhos da vida e me encherás de alegria na tua presença’.
29 ଆରି ପିତର୍ କଇଲା, “ଏ ଇସ୍ରାଏଲର୍ ବାଇବଇନିମନ୍, ଆମର୍ ଆନିଦାଦିବେଲର୍ ଦାଉଦ୍ ରାଜାର୍ ବିସଇ ଡାଟ୍ସଙ୍ଗ୍ କଇବାକେ ମର୍ ଅଦିକାର୍ ଆଚେ । ସେ ମଲାକେ ତାକେ ତପି ଦେଲାଇ । ସେ ତପ୍ଲା ଜାଗା ଏବେ ଜାକ ଇତି ଆଚେ ।
29 "Irmãos, posso dizer-lhes com franqueza que o patriarca Davi morreu e foi sepultado, e o seu túmulo está entre nós até o dia de hoje.
30 ସେ ଗଟେକ୍ ବବିସତ୍ବକ୍ତା ରଇଲା ଆରି ପର୍ମେସର୍ ସପତ୍କରି କଇଲା ବିସଇ ଜାନିରଇଲା । ପର୍ମେସର୍ ତାକେ କାତା ଦେଇରଇଲା ଜେ, ତାର୍ ଗଟେକ୍ ନାତିତିତି ଦିନେକ୍ ତାର୍ପାରା ସାସନ୍ କର୍ସି ।
30 Mas ele era profeta e sabia que Deus lhe prometera sob juramento que colocaria um dos seus descendentes em seu trono.
31 ଏ ବିସଇ ଆଗେ ସେ ଜାନି ରଇଲାର୍ପାଇ ପର୍ମେସର୍ ମସିଅକେ ମଲାତେଇଅନି ଆରିତରେକ୍ ଜିବନ୍ କରାଇସି ବଲି ସେ କଇପାର୍ଲା ।”
31 Prevendo isso, falou da ressurreição do Cristo, que não foi abandonado no sepulcro e cujo corpo não sofreu decomposição.
32 ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
32 Deus ressuscitou este Jesus, e todos nós somos testemunhas desse fato.
33 ପରମେସର୍ ତାକେ ତାର୍ ଉଜାବାଟେ ବସ୍ବାକେ ଉଟାଇଆଚେ । ଆରି ସେ କାତା ଦେଲା ଇସାବେ ତାର୍ଟାନେଅନି ସୁକଲ୍ଆତ୍ମା ପାଇଲାଆଚେ । ତମେ ଏବେ ଜନ୍ଟା ଦେକ୍ଲାସ୍ନି ଆରି ସୁନ୍ଲାସ୍ନି, ସେଟା ଅଇଲାନି ତାର୍ ଦାନ୍କରି ରଇବାଟା । ଜନ୍ଟା କି ସେ ଆମ୍କେ ଜବର୍ ଅଇତେ ଆଜାଡି ଦେଲାଆଚେ ।
33 Exaltado à direita de Deus, ele recebeu do Pai o Espírito Santo prometido e derramou o que vocês agora vêem e ouvem.
34 ସର୍ଗେ ଗାଲା ଲକ୍ ଦାଉଦ୍ ନଏଁ । ମାତର୍ ସେ କଇଲା,
34 Pois Davi não subiu ao céu, mas ele mesmo declarou: ‘O Senhor disse ao meu Senhor: Senta-te à minha direita
35 ଆରି ତର୍ ସତ୍ରୁମନ୍କେ ତର୍ ପାଦ୍ତଲେ ନ ଆନ୍ବା ଜାକ ମର୍ ଉଜାବାଟେ ବସି ର ।
35 até que eu ponha os teus inimigos como estrado para os teus pés’.
36 ପିତର୍ ଆରି କଇଲା “ଏ ଇସ୍ରାଏଲର୍ ସବୁ ଲକ୍ମନ୍, ତମେ ଜନ୍ ଜିସୁକେ କୁର୍ସେ କୁଟିମାରି ମରାଇରଇଲାସ୍, ପର୍ମେସର୍ ତାକେ ମାପ୍ରୁ ଆରି ମସିଅ କଲାଆଚେ ବଲି ଡାଟ୍ସଙ୍ଗ୍ ଜାନ୍ବାର୍ଆଚେ ।”
36 "Portanto, que todo Israel fique certo disto: Este Jesus, a quem vocês crucificaram, Deus o fez Senhor e Cristo".
37 ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?”
37 Quando ouviram isso, os seus corações ficaram aflitos, e eles perguntaram a Pedro e aos outros apóstolos: "Irmãos, que faremos? "
38 ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
38 Pedro respondeu: "Arrependam-se, e cada um de vocês seja batizado em nome de Jesus Cristo, para perdão dos seus pecados, e receberão o dom do Espírito Santo.
39 ଏ ସପତ୍ ତମର୍ପାଇ ଆରି ତମର୍ ପିଲାମନର୍ପାଇ । ଆରି ଇତିଅନି ଦୁରିକେ ରଇବା ସବୁର୍ପାଇ । ଜନ୍ ସବୁଲକ୍କେ ସେ, ତାର୍ ଲଗେ ଡାକ୍ଲାନି ।”
39 Pois a promessa é para vocês, para os seus filhos e para todos os que estão longe, para todos quantos o Senhor, o nosso Deus chamar".
40 ଆରି ପିତର୍ ସେମନ୍କେ ଜାଗ୍ରତ୍ କରାଇବାକେ ବେସି ବିସଇ କଇଲା ଆରି ସେମନ୍କେ ବାବୁଜିଆ କଲା । ବିସ୍ବାସ୍ ନ କର୍ବା ଜିଉଦି ବାଇମନ୍କେ ଆଇତେରଇବା ବଡ୍ ଡଣ୍ଡେଅନି ନିଜ୍କେ ରକିଆ କରା। ବଲି କଇଲା ।
40 Com muitas outras palavras os advertia e insistia com eles: "Salvem-se desta geração corrompida! "
41 ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
41 Os que aceitaram a mensagem foram batizados, e naquele dia houve um acréscimo de cerca de três mil pessoas.
42 ସେମନ୍ ପେରିତ୍ମନ୍ ସିକାଇଲା ବିସଇ ମାନ୍ଲାଇ । ମିସିବିଡି ରଇବାକେ, ମିସିକରି କାଇବାକେ, ଆରି ପାର୍ତନା କର୍ବାକେ ।
42 Eles se dedicavam ao ensino dos apóstolos e à comunhão, ao partir do pão e às orações.
43 ଆରି ଲକ୍ମନ୍ ଡରିଜାଇତେରଇଲାଇ । ପର୍ମେସର୍ ପେରିତ୍ମନର୍ ତେଇଅନି ବେସି କାବାଅଇଜିବା କାମ୍ମନ୍ କର୍ତେ ରଇଲା । ସବୁ ଲକ୍ମନ୍ ପରମେସର୍କେ ନାମ୍ଲାଇ ।
43 Todos estavam cheios de temor, e muitas maravilhas e sinais eram feitos pelos apóstolos.
44 ଜିସୁକେ ବିସ୍ବାସ୍ କଲା ଲକ୍ମନ୍ ଗଟେକ୍ ଗରର୍ ଲକ୍ପାରାଅଇ ରଇତେ ରଇଲାଇ । ଆରି ତାକର୍ତେଇ କାଇକାଇଟା ରଇଲା, ସେଟା ସେମନ୍ ବାଟା କର୍ତେରଇଲାଇ ।
44 Todos os que criam mantinham-se unidos e tinham tudo em comum.
45 ତାକର୍ ବିତ୍ରେ କେତେଲକ୍ ଜମି ଆରି ନିଜର୍ପାଇ ରଇବାଟା ବିକିକରି, ସେ ଡାବୁ ଦର୍କାର୍ ଅଇଲା ଲକ୍ମନ୍କେ ଦେଇତେରଇଲାଇ ।
45 Vendendo suas propriedades e bens, distribuíam a cada um conforme a sua necessidade.
46 ସବୁଦିନ୍ ପାର୍ତନା କର୍ବା ମନ୍ଦିରେ ଗଟେକ୍ ଦଲ୍ଅଇ ମିସ୍ତେରଇଲାଇ । ଗରେ ଗରେ ମିସିବିଡି କାଇତେରଇଲାଇ । ସାର୍ଦାସଙ୍ଗ୍ ରଇକରି, ମନେ କାଇଟା ନ ବାବି ଦିଆନିଆ ଅଇତେରଇଲାଇ ।
46 Todos os dias, continuavam a reunir-se no pátio do templo. Partiam o pão em suas casas, e juntos participavam das refeições, com alegria e sinceridade de coração,
47 ସେମନ୍ ପର୍ମେସର୍କେ ଡାକ୍ପୁଟା କର୍ତେରଇଲାଇ ଆରି ଜିରୁସାଲେମର୍ ସବୁଲକ୍ ସେମନ୍କେ ନିକ ବଲି ବାବ୍ତେରଇଲାଇ । ମାପ୍ରୁ ଜନ୍ ଲକ୍ମନ୍କେ ମୁକ୍ତି କର୍ତେରଇଲା, ଦିନ୍କେ ଦିନ୍ ସେମନର୍ ଦଲେ ମିସାଇତେରଇଲା ।
47 louvando a Deus e tendo a simpatia de todo o povo. E o Senhor lhes acrescentava todos os dias os que iam sendo salvos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 2, comparar traduções ou montar um estudo — tudo direto pelo WhatsApp.