Atos 3
ସତିଅର୍ ବାଟ୍ (DSO) vs ACF
1 ଗଟେକ୍ ଦିନେ ପିତର୍ ଆରି ଜଅନ୍ ପାର୍ତନା କର୍ବାକେ ମନ୍ଦିରେ ଗାଲାଇ, ଜେଡେବେଲେ କି ପାର୍ତନା କର୍ବା ବେଲା ମୁଇଦାନିଆ ତିନ୍ ଗଁଟା ଅଇରଇଲା ।
1 E Pedro e João subiam juntos ao templo à hora da oração, a nona.
2 ତେଇ ଗଟେକ୍ ଲକ୍ ରଇଲା । ସେ ଜନମେଅନି ଚଟା । ତାକେ ସବୁଦିନ୍ ଲକ୍ମନ୍ ବଇକରି ସୁନ୍ଦର୍ ବଲି କଇବା ମନ୍ଦିରର୍ ଡିଆଗଡି, ନିଆ ଆନା କର୍ତେରଇଲାଇ । ସେ ଜେନ୍ତିକି ମନ୍ଦିରେ ଆଇଲା ଲକ୍ମନ୍କେ ବିକ୍ ମାଙ୍ଗି ପାର୍ସି ।
2 E era trazido um homem que desde o ventre de sua mãe era coxo, o qual todos os dias punham à porta do templo, chamada Formosa, para pedir esmola aos que entravam.
3 ପିତର୍ ଆରି ଜଅନ୍ ମନ୍ଦିର୍ ବିତ୍ରେ ପୁର୍ବାଟା ଦେକି ସେ ସେମନ୍କେ କାଇଟା ମିସା ଦିଆ, ବଲି ବିକ୍ମାଗ୍ଲା ।
3 O qual, vendo a Pedro e a João que iam entrando no templo, pediu que lhe dessem uma esmola.
4 ପିତର୍ ଆରି ଜଅନ୍ ତାକେ ନିମାନ୍କରି ତିରିଆଇ ଦେକ୍ଲାଇ ଆରି ପିତର୍ କଇଲା, “ଆମର୍ ବାଟେ ଦେକ୍ !”
4 E Pedro, com João, fitando os olhos nele, disse: Olha para nós.
5 ସେ କାଇଟାଆଲେ ପାଇବା ଆସାଇ ସେମନର୍ ବାଟେ ମୁ ବୁଲାଇ ଦେକ୍ଲା ।
5 E olhou para eles, esperando receber deles alguma coisa.
6 ମାତର୍ ପିତର୍ ତାକେ କଇଲା, “ମର୍ଲଗେ ସୁନା କି ରୁପା ନାଇ, ମକେ ଜାଇଟା ଆଚେ ସେଟା ତକେ ଦେଲିନି । ନାଜରିତର୍ ଜିସୁର୍ ନାଉଁଦାରି ମୁଇ ଆଦେସ୍ ଦେଲିନି, ଉଟ୍ ଆରି ଇଣ୍ଡ୍ !”
6 E disse Pedro: Não tenho prata nem ouro; mas o que tenho isso te dou. Em nome de Jesus Cristo, o Nazareno, levanta-te e anda.
7 ଏନ୍ତି କଇକରି ପିତର୍ ତାକେ ଉଜା ଆତ୍ ଦାରି ଉଟାଇଲା, ସେ ଦାପ୍ରେ ସେ ଲକର୍ ପାଦ୍ ଆରି ଗଡ୍ ସବୁ ଡାଟ୍ ଅଇଲା ।
7 E, tomando-o pela mão direita, o levantou, e logo os seus pés e artelhos se firmaram.
8 ସେ ଚିକାଲ୍ନା ଡେଗଇକରି ଉଟ୍ଲା ଆରି ଇଣ୍ଡ୍ବାର୍ ଦାର୍ଲା । ସେ ଇଣ୍ଡି ଇଣ୍ଡି ଡେଗଇ ଡେଗଇ ପର୍ମେସରର୍ ଡାକ୍ପୁଟା କରିକରି ତାକର୍ ସଙ୍ଗ୍ ମନ୍ଦିରେ ଗାଲା ।
8 E, saltando ele, pôs-se em pé, e andou, e entrou com eles no templo, andando, e saltando, e louvando a Deus.
9 ତେଇ ରଇବା ଲକ୍ମନ୍ ତାକେ ଇଣ୍ଡ୍ବାଟା ଆରି ପର୍ମେସର୍କେ ଡାକ୍ପୁଟା କର୍ବାଟା ଦେକ୍ଲାଇ ।
9 E todo o povo o viu andar e louvar a Deus;
10 ମନ୍ଦିରର୍ ସୁନ୍ଦର୍ ନାଉଁର୍ ଡିଆଗଡି ବସି ରଇଲା ମାଙ୍ଗ୍ତିଆ ବଲି ଚିନ୍ଲାଇ । ଆରି ତାକେ ଜାଇଟା ଗଟି ରଇଲା ସବୁ ଜାନି କାବାଅଇଜାଇ କାନାବାନା ଅଇଲାଇ ।
10 E conheciam-no, pois era ele o que se assentava a pedir esmola à porta Formosa do templo; e ficaram cheios de pasmo e assombro, pelo que lhe acontecera.
11 ସେ ଲକ୍ ପିତର୍କେ ଆରି ଜଅନ୍କେ ନ ଚାଡ୍ତେରଇଲା । ସଲ୍ମନର୍ ପିଣ୍ଡାଇ ତାକର୍ ସଙ୍ଗ୍ ରଇବାଟା ଦେକି, ଲକ୍ମନ୍ କାବାଅଇଗାଲାଇ । ପଚେ ପାଲାଇ ଆଇଲାଇ ।
11 E, apegando-se o coxo, que fora curado, a Pedro e João, todo o povo correu atônito para junto deles, ao alpendre chamado de Salomão.
12 ପିତର୍ ସେମନ୍କେ ଦେକି କଇଲା, “ଏ ଇସ୍ରାଏଲର୍ ବାଇମନ୍, ତମେ କାଇକେ କାବାଅଇଜାଇ ଆମର୍ ବାଟେ ଏନ୍ତାର୍ ଦେକ୍ଲାସ୍ନି ? କାଇଟା ବାବ୍ଲାସ୍ନି ? ଆମର୍ ନିଜର୍ ବପୁସଙ୍ଗ୍ କି ଦରମ୍ସଙ୍ଗ୍ ଏ ଲକ୍କେ ଇଣ୍ଡ୍ବା ବପୁ ଦେଲୁଆଚୁ ?
12 E quando Pedro viu isto, disse ao povo: Homens israelitas, por que vos maravilhais disto? Ou, por que olhais tanto para nós, como se por nossa própria virtude ou santidade fizéssemos andar este homem?
13 ଆମର୍ ଆନିଦାଦିମନର୍ ପର୍ମେସର୍ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ପରମେସର୍ ତାର୍ ସେବାକାରିଆ ଜିସୁକେ ଡାକ୍ପୁଟା କଲାଆଚେ । ମାତର୍ ତମେ ତାକେ ସାସନ୍କାରିଆମନର୍ ଆତେ ସର୍ପିଦେଲାସ୍ । ଏନ୍ତି କି ପିଲାତ୍ ତାକେ ଚାଡିଦେବାକେ ମନ୍କରି ରଇଲେ ମିସା ତାର୍ ମୁଆଟେ ଚାଡ୍ନାଇ ବଲି କଇଲାସ୍ ।
13 O Deus de Abraão, de Isaque e de Jacó, o Deus de nossos pais, glorificou a seu filho Jesus, a quem vós entregastes e perante a face de Pilatos negastes, tendo ele determinado que fosse solto.
14 ସେ ଆକା ଗଟେକ୍ସେ ସୁକଲ୍ ଆରି ଦରମ୍ ଲକ୍ ରଇଲା । ମାତର୍ ତମେ ତାକେ ନାମାସ୍ ନାଇ ଆରି ତାର୍ ବାଦୁଲେ ଗଟେକ୍ ନର୍ମାରୁକେ ମୁକ୍ଲାଇବାକେ ପିଲାତ୍କେ ଗୁଆରି କଲାସ୍ ।
14 Mas vós negastes o Santo e o Justo, e pedistes que se vos desse um homem homicida.
15 ଜେ ଜିବନର୍ ବାଟ୍ ଦେକାଉ, ତାକେ ତମେ ମାର୍ଲାସ୍, ମାତର୍ ପର୍ମେସର୍ ତାକେ ମଲାଟାନେଅନି ଆରି ତରେକ୍ ଜିବନ୍ କରି ଉଟାଇଲା । ଆମେ ଅଇଲୁନି ତାର୍ ସାକି ।
15 E matastes o Príncipe da vida, ao qual Deus ressuscitou dentre os mortos, do que nós somos testemunhas.
16 ତାର୍ ନାଉଁର୍ ବପୁ ସଙ୍ଗ୍ ଏ ଚଟା ନିମାନ୍ ଅଇଲାଆଚେ । ଜନ୍ ଗଟ୍ନା ଏବେ ତମେ ନିଜେ ଦେକି ସତ୍ ବଲି ଜାନ୍ଲାସ୍, ସେଟା ଅବ୍କା ତାର୍ ନାଉଁଦାରି ବିସ୍ବାସ୍ କଲାକେସେ ମିଲ୍ଲା ଆଚେ । ଜିସୁକେ ବିସ୍ବାସ୍ କଲାକେ ସେ ନିମାନ୍ ଅଇଲା ଆଚେ, ଏଟା ତମେ ଦେକ୍ଲାସ୍ ।”
16 E pela fé no seu nome fez o seu nome fortalecer a este que vedes e conheceis; sim, a fé que vem por ele, deu a este, na presença de todos vós, esta perfeita saúde.
17 “ସେଟାର୍ ପାଇ ଏ ଇସ୍ରାଏଲର୍ ବାଇମନ୍, ତମେ ଆରି ତମର୍ ନେତାମନ୍ ଜିସୁକେ ଜାଇଟା କଲାସ୍, ସେଟା ନାଜାନିକରି କଲାସ୍, ଏଟା ମୁଇ ଜାନି ।
17 E agora, irmãos, eu sei que o fizestes por ignorância, como também os vossos príncipes.
18 ବେସି ବରସ୍ ଆଗ୍ତୁ ତାର୍ ବବିସତ୍ବକ୍ତା ମନର୍ଟାନେ ଅନି ଜାନାଇରଇବା କାତା ଇସାବେ ଏବେ ସିଦ୍ ଅଇଲା ଜେ, ସେ ମସିଅ ଦୁକ୍ପାଇବାକେ ଅଇସି ।
18 Mas Deus assim cumpriu o que já dantes pela boca de todos os seus profetas havia anunciado; que o Cristo havia de padecer.
19 ସେନ୍ତିଆଲେ ତମେ ମନ୍ବାଦ୍ଲାଇ କରି ପରମେସରର୍ ବାଟେ ବାଉଡି ଆସା । ତେବେ ସେ ତମର୍ ପାପ୍ କେମା କର୍ସି ।”
19 Arrependei-vos, pois, e convertei-vos, para que sejam apagados os vossos pecados, e venham assim os tempos do refrigério pela presença do Senhor,
20 ଆରି ମାପ୍ରୁର୍ଟାନେଅନି ଆତ୍ମାଇ ବପୁ ପାଇସା, ପରମେସର୍ ତମର୍ପାଇ ସେ ଆଗେଅନି ବାଚ୍ଲା, ମସିଅ ଜିସୁକେ ପାଟାଇସି ।
20 E envie ele a Jesus Cristo, que já dantes vos foi pregado.
21 ପର୍ମେସର୍ ସବୁ ବିସଇ ନୁଆ କର୍ବା ବେଲା ଜାକ ସେ ସର୍ଗେ ରଇସି । ଏଟା ପର୍ମେସର୍ ପୁର୍ବେ ରଇଲା ତାର୍ ସୁକଲ୍ ବବିସତ୍ବକ୍ତାମନ୍କେ ସପତ୍ କରିରଇଲା ।
21 O qual convém que o céu contenha até aos tempos da restauração de tudo, dos quais Deus falou pela boca de todos os seus santos profetas, desde o princípio.
22 ସେ ବିସଇ ମସା କଇରଇଲା, ତମର୍ ମାପ୍ରୁ ପରମେସର୍ ତମର୍ ଲଗେ ମର୍ପାରା ବବିସତ୍ବକ୍ତାକେ ପାଟାଇସି । ତମର୍ ବାଇମନର୍ ବିତ୍ରେ ଅନି ଗଟେକ୍ ଲକ୍କେ ପାଟାଇସି । ସେ ଜେତ୍କି ବିସଇ କଇସି, ସେଟା ସବୁ ତମେ ମାନ୍ବାର୍ ଆଚେ ।
22 Porque Moisés disse aos pais: O Senhor vosso Deus levantará de entre vossos irmãos um profeta semelhante a mim; a ele ouvireis em tudo quanto vos disser.
23 କେ ଜଦି ସେ ବବିସତ୍ବକ୍ତାର୍ କାତା ନ ନାମେ ତାକେ ପରମେସରର୍ ଲକ୍ମନର୍ଟାନେଅନି ଅଲ୍ଗା କରି କୁରୁପ୍ନାସ୍ କରିପାକାଇସି ।
23 E acontecerá que toda a alma que não escutar esse profeta será exterminada dentre o povo.
24 ଜେତ୍କି କବର୍ ସୁନିରଇବା ବବିସତ୍ବକ୍ତା ରଇଲାଇ, ସାମୁଏଲ୍ ଆରି ଜେ ଜେ ତାର୍ ପଚେ ଆଇଲାଇ ଆରି ଏବେ ଜାଇଟା ଗଟ୍ଲା, ସେ ବିସଇ କଇରଇଲାଇ ।
24 Sim, e todos os profetas, desde Samuel, todos quantos depois falaram, também predisseram estes dias.
25 ପର୍ମେସର୍ ବବିସତ୍ବକ୍ତାମନର୍ ଟଣ୍ଡେଅନି ଜନ୍ସବୁ କାତା ଦେଲାଆଚେ ସେଟା ତମର୍ ପାଇସେ ଟିକ୍ । ତମର୍ ଆନିଦାଦିମନର୍ ସଙ୍ଗ୍ ଜନ୍ ରାଜିନାମା କଲାଆଚେ, ତମେ ମିସା ତେଇ ମିସିଆଚାସ୍ । ପର୍ମେସର୍ ଅବ୍ରାଆମ୍କେ କଇରଇଲା, “ମୁଇ ତମର୍ ନାତିତିତି ମନର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ବି ।
25 Vós sois os filhos dos profetas e da aliança que Deus fez com nossos pais, dizendo a Abraão: Na tua descendência serão benditas todas as famílias da terra.
26 ସେଟାର୍ପାଇ ପରମେସର୍ ତାର୍ ସେବାକାରିଆକେ ବାଚ୍ଲା ଆରି ତମ୍କେ ସବୁ ଲକ୍କେ ବାନିଆ ବାଟେଅନି ବାଉଡାଇଆନ୍ବାକେ ଆରି ଆସିର୍ବାଦ୍ କର୍ବାକେ ପର୍ତୁମ୍ ତାକେ ତମର୍ ଲଗେ ପାଟାଇଲା ।”
26 Ressuscitando Deus a seu Filho Jesus, primeiro o enviou a vós, para que nisso vos abençoasse, no apartar, a cada um de vós, das vossas maldades.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 3, comparar traduções ou montar um estudo — tudo direto pelo WhatsApp.