Atos 4
ସତିଅର୍ ବାଟ୍ (DSO) vs ACF
1 ପିତର୍ ଆରି ଜଅନ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇତେ ରଇଲା ବେଲେ ମନ୍ଦିରର୍ କେତେଟା ପୁଜାରି ଆରି ଜାଗୁଆଲ୍ମନର୍ ସେନାପତି ଆରି କେତେଟା ସାଦୁକିମନ୍ ଆସି କେଟ୍ଲାଇ ।
1 E, estando eles falando ao povo, sobrevieram os sacerdotes, e o capitão do templo, e os saduceus,
2 ସେମନ୍ ରିସା ଅଇଗାଲାଇ କାଇକେ ବଇଲେ ପେରିତ୍ ସିସ୍ ଦୁଇଲକ୍ ଜିସୁ ମଲାତେଇଅନି ଉଟ୍ଲା ଆଚେ ବଲି ସିକାଇତେରଇଲାଇ । ଏନ୍ତି ସିକାଇଲେସରି ଲକ୍ମନ୍ ମଲାଟାନେଅନି ଉଟ୍ବାଇବଲି ପର୍ମାନ୍ କର୍ତେ ରଇଲାଇ ।
2 Doendo-se muito de que ensinassem o povo, e anunciassem em Jesus a ressurreição dentre os mortos.
3 ସେଟାର୍ପାଇ ସେ ଦୁଇଟା ପେରିତ୍ ସିସ୍ମନ୍କେ ଦାରି ବାନ୍ଦ୍ଲାଇ । ଆରି ସେ ଦିନେ ବେସି ଅଲ୍ସମ୍ ଅଇଜାଇରଇଲାକେ ଆର୍କର୍ ଦିନ୍ ଜାକ ବନ୍ଦିଗରେ ରକିରଇଲାଇ ।
3 E lançaram mão deles, e os encerraram na prisão até ao dia seguinte, pois já era tarde.
4 ମାତର୍ ବେସି ଲକ୍ ସେମନର୍ ସିକିଆ ସୁନିକରି ବିସ୍ବାସ୍ କଲାଇ, ଆରି ତାକର୍ ବିତ୍ରେଅନି ମୁନୁସ୍ପିଲା ସେ ଅଦିକ୍ ଅଇକରି ପାକାପାକି ପାଁଚ୍ଅଜାର୍ ଅଇଲାଇ ।
4 Muitos, porém, dos que ouviram a palavra creram, e chegou o número desses homens a quase cinco mil.
5 ତାର୍ ଆର୍କର୍ ଦିନେ ଜିଉଦି ନେତାମନ୍, ଆରି ପାର୍ଚିନ୍ମନ୍ ଆରି ନିୟମ୍ ସିକାଉମନ୍ ଜିରୁସାଲମେ ରୁଣ୍ଡ୍ଲାଇ ।
5 E aconteceu, no dia seguinte, reunirem-se em Jerusalém os seus principais, os anciãos, os escribas,
6 ସେମନର୍ ବିତ୍ରେ ବଡ୍ପୁଜାରି ଆନାନ୍, କାୟାପା, ଜଅନ୍, ଆଲେକ୍ଜାଣ୍ଡାର୍ ଆରି ବଡ୍ ପୁଜାରିର୍ କୁଟୁମେ ରଇବା ବିନ୍ ଲକ୍ମନ୍ ମିସ୍ଲାଇ ।
6 E Anás, o sumo sacerdote, e Caifás, e João, e Alexandre, e todos quantos havia da linhagem do sumo sacerdote.
7 ପେରିତ୍ମନ୍କେ ସେମନର୍ ମୁଆଟେ ଡାକାଇ ପାଚାର୍ଲାଇ, “ତମେ ଏଟା ସବୁ କେନ୍ତାର୍ କଲାସ୍ନି ? କାର୍ ବପୁସଙ୍ଗ୍ ନଇଲେ କାର୍ ନାଉଁଦାରି ଏଟା କଲାସ୍ନି ?”
7 E, pondo-os no meio, perguntaram: Com que poder ou em nome de quem fizestes isto?
8 ସେଟାର୍ପାଇ ପିତର୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇ ସେମନ୍କେ କଇଲା, “ତମେ ଜେ କି ଆମର୍ ସାସନ୍କାରିଆମନ୍ ଆରି ପାର୍ଚିନ୍ମନ୍ !
8 Então Pedro, cheio do Espírito Santo, lhes disse: Principais do povo, e vós, anciãos de Israel,
9 ଜଦି ଆଜି ଏ ଚଟାର୍ ପାଇ କରିରଇଲା ନିମାନ୍ କାମର୍ଲାଗି ଆମ୍କେ ପର୍ସନ୍ କଲାସ୍ନି ଆରି ସେ କେନ୍ତାର୍ ନିମାନ୍ ଅଇଲା ବଲି ଜାନ୍ବାକେ ମନ୍ କଲାସ୍ନି,
9 Visto que hoje somos interrogados acerca do benefício feito a um homem enfermo, e do modo como foi curado,
10 ତେବେ ତମେ ଆରି ଇସ୍ରାଏଲର୍ ସବୁ ଲକ୍ ଜାନ୍ବାର୍ ଦର୍କାର୍ ଜେ, ତମର୍ ମୁଆଟେ ଟିଆଅଇରଇଲା ଏ ଲକ୍ ଅବ୍କା ନାଜ୍ରିତ୍ ଗଡର୍ ଜିସୁକିରିସ୍ଟର୍ ବପୁସଙ୍ଗ୍ ପୁରାପୁରୁନ୍ ନିମାନ୍ ଅଇଲା ଆଚେ । ସେ ଜିସୁକେ ତମେ କୁର୍ସେ ମରାଇଲାସ୍ । ମାତର୍ ପର୍ମେସର୍ ତାକେ ମଲାତେଇଅନି ଆରି ତରେକ୍ ଉଟାଇଲା ଆଚେ ।”
10 Seja conhecido de vós todos, e de todo o povo de Israel, que em nome de Jesus Cristo, o Nazareno, aquele a quem vós crucificastes e a quem Deus ressuscitou dentre os mortos, em nome desse é que este está são diante de vós.
11 ଜିସୁର୍ ବିସଇ ଦରମ୍ ସାସ୍ତରେ ଲେକା ଅଇଲାଆଚେ,
11 Ele é a pedra que foi rejeitada por vós, os edificadores, a qual foi posta por cabeça de esquina.
12 ସେ ଆକା ଆମ୍କେ ମୁକ୍ତି ଦେଇସି । ଗୁଲାଇ ଜଗତର୍ପାଇ ପର୍ମେସର୍ ତାକେସେ ଦେଲା ଆଚେ । ଜେ କି ଆମ୍କେ ରକିଆ କର୍ସି ।
12 E em nenhum outro há salvação, porque também debaixo do céu nenhum outro nome há, dado entre os homens, pelo qual devamos ser salvos.
13 ବଡ୍ସବାର୍ ଲକ୍ମନ୍ ପିତର୍ ଆରି ଜଅନର୍ ସାଆସ୍ ଦେକି କାବା ଅଇଗାଲାଇ । ସେମନ୍ ପାଟ୍ସାଟ୍ ନ ପଡି ଅବ୍କା ଲକ୍ମନ୍ସେ ବଲି ଜାନିରଇଲାଇ । ଆରି ସେମନ୍ ଦୁଇ ଲକ୍ ଜିସୁର୍ ସଙ୍ଗ୍ ରଇଲାଇ ବଲି ଚିନିରଇଲାଇ ।
13 Então eles, vendo a ousadia de Pedro e João, e informados de que eram homens sem letras e indoutos, maravilharam-se e reconheceram que eles haviam estado com Jesus.
14 ମାତର୍ ତାକର୍ ବିରୁଦେ କାଇବଲି କଇନାପାର୍ଲାଇ, କାଇକେ ବଇଲେ ନିମାନ୍ ଅଇଲା ଲକ୍କେ ପିତର୍ ଆରି ଜଅନ୍ସଙ୍ଗ୍ ଟିଆଅଇରଇଲାଟା ଦେକ୍ଲାଇ ।
14 E, vendo estar com eles o homem que fora curado, nada tinham que dizer em contrário.
15 ସେଟାର୍ ପାଇ ସେମନ୍ ସିସ୍ମନ୍କେ ସେ ସବାଇଅନି ବାର୍କରାଇଦେଇକରି ତାକର୍ ତାକର୍ ବିତ୍ରେ କାତାବାର୍ତା ଅଇବାର୍ ଦାର୍ଲାଇ ।
15 Todavia, mandando-os sair fora do conselho, conferenciaram entre si,
16 ସେମନ୍ କାତା ଅଇଲାଇ, “ଆମେ ଏମନ୍କେ କାଇଟା କରୁ ? ଏମନ୍ କରିରଇବା ଏ କାବା ଅଇଜିବା କାମ୍ ବିସଇ ଜିରୁସାଲମର୍ ସବୁ ଲକ୍ ଜାନିଗାଲାଇ ଆଚତ୍ । ଏ ସତ୍ ଗଟେନାଇ କି ନାଜାନୁ ବଲି କଇ ନାପାରୁ ।
16 Dizendo: Que havemos de fazer a estes homens? porque a todos os que habitam em Jerusalém é manifesto que por eles foi feito um sinal notório, e não o podemos negar;
17 ମାତର୍ ଏ କାତା ଲକ୍ମନର୍ ବିତ୍ରେ ଆରି ଅଦିକ୍ ଉଡ୍ରା ଅଇ ନ ଜାଅ, ଜିସୁର୍ ବିସଇ ଆରି କେବେ କାର୍ ମୁଆଟେ ନ କଇବାକେ ସେମନ୍କେ ଆମେ ଡାଟ୍ ସଙ୍ଗ୍ ଜାଗ୍ରତ୍ କରାଇଦେଉଁ ।”
17 Mas, para que não se divulgue mais entre o povo, ameacemo-los para que não falem mais nesse nome a homem algum.
18 ସେଟାର୍ ପାଇ ସେମନ୍ ପିତର୍ ଆରି ଜଅନ୍କେ ଆରି ତରେକ୍ ବିତ୍ରେ ଡାକ୍ଲାଇ । ଆରି କେବେମିସା ଜିସୁର୍ ନାଉଁ ଦାରି କାଇମିସା କାତା ନ କଇବାକେ ଆରି ସିକିଆ ନ ଦେବାକେ ଜାଗ୍ରତ୍ କରାଇଦେଲାଇ ।
18 E, chamando-os, disseram-lhes que absolutamente não falassem, nem ensinassem, no nome de Jesus.
19 ମାତର୍ ପିତର୍ ଆରି ଜଅନ୍ କଇଲାଇ, “ତମର୍ ବାଦିଅ ଅଇବୁ, କି ପରମେସରର୍ ବାଦିଅ ଅଇବୁ, କନ୍ ବିସଇ ପରମେସରର୍ ମୁଆଟେ ଟିକ୍ ସେଟା ତମେ ବିଚାର୍ କରା ।
19 Respondendo, porém, Pedro e João, lhes disseram: Julgai vós se é justo, diante de Deus, ouvir-vos antes a vós do que a Deus;
20 କାଇକେ ବଇଲେ ଆମେ ଜାଇଟା ଦେକ୍ଲୁ ଆଚୁ ଆରି ସୁନ୍ଲୁ ଆଚୁ ସେଟା ନ କଇକରି ରଇନାପାରୁ ।”
20 Porque não podemos deixar de falar do que temos visto e ouvido.
21 ମାତର୍ ବଡ୍ସବାର୍ ଲକ୍ ଆରି ଡାଟ୍ସଙ୍ଗ୍ ସେମନ୍କେ ଦମ୍କାଇକରି ଚାଡି ଦେଲାଇ । ସେମନ୍କେ ଡଣ୍ଡ୍ଦେବାଟା କସ୍ଟ ବଲି ସେମନ୍ ଜାନିପାର୍ଲାଇ । କାଇକେ ବଇଲେ ସେ କାବାଅଇଜିବା କାମର୍ ଲାଗି ଲକ୍ମନ୍ ପର୍ମେସର୍କେ ଜୁଆର୍ କର୍ତେ ରଇଲାଇ ।
21 Mas eles ainda os ameaçaram mais e, não achando motivo para os castigar, deixaram-nos ir, por causa do povo; porque todos glorificavam a Deus pelo que acontecera;
22 ଜନ୍ ଲକ୍ କାବା ଅଇଜିବା କାମର୍ଲାଗି ନିମାନ୍ ଅଇରଇଲା, ତାକେ ଚାଲିସ୍ ବରସେଅନି ଅଦିକ୍ ଅଇରଇଲା ।
22 Pois tinha mais de quarenta anos o homem em quem se operara aquele milagre de saúde.
23 ପିତର୍ ଆରି ଜଅନ୍ ମୁକଲ୍ଲା ଦାପ୍ରେ ନିଜର୍ ଦଲେ ବାଉଡିଗାଲାଇ ଆରି ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜାଇଟା କଇରଇଲାଇ, ସେଟା ସେମନ୍କେ ଜାନାଇଲାଇ ।
23 E, soltos eles, foram para os seus, e contaram tudo o que lhes disseram os principais dos sacerdotes e os anciãos.
24 ବିସ୍ବାସିମନ୍ ସବୁ କାତା ସୁନ୍ଲା ପଚେ ଗଟେକ୍ ଅଇ ପର୍ମେସର୍କେ ଏ ପାର୍ତନା କଲାଇ, ଏ ମାପ୍ରୁ ! ସରଗ୍, ଦର୍ତନି, ସମ୍ଦୁର୍ ଆରି ତେଇ ରଇବା ସବୁ ବିସଇ ତମେସେ ତିଆର୍ କଲାସ୍ !
24 E, ouvindo eles isto, unânimes levantaram a voz a Deus, e disseram: Senhor, tu és o Deus que fizeste o céu, e a terra, e o mar e tudo o que neles há;
25 ତମେ ସୁକଲ୍ ଆତ୍ମାଇଅନି ଆମର୍ ଆନିଦାଦିମନର୍ ଆରି ତମର୍ ଦାଙ୍ଗ୍ଡା ଦାଉଦର୍ ଟଣ୍ଡେଅନି ଏ କାତା ସୁନାଇ ରଇଲାସ୍ । ସେ କଇରଇଲା,
25 Que disseste pela boca de Davi, teu servo: Por que bramaram os gentios, e os povos pensaram coisas vãs?
26 ମାପ୍ରୁର୍ ବିରଦେ ଆରି
26 Levantaram-se os reis da terra,E os príncipes se ajuntaram à uma,Contra o Senhor e contra o seu Ungido.
27 କାଇକେବଇଲେ ଏ ନଅରେ ଏରଦ୍ ଆରି ପନ୍ତିୟ ପିଲାତ୍ ଇସ୍ରାଏଲିୟମନର୍ ସଙ୍ଗ୍ ଆରି ଜିଉଦି ନ ଅଇରଇବା ଲକର୍ସଙ୍ଗ୍ ମିସି ଜିସୁର୍ ବିରଦେ ଜଜ୍ନା କଲାଇ । ସେ ସେ ତମର୍ ସୁକଲ୍ ଦାଙ୍ଗ୍ଡା ଆରି ତମେ ବାଚ୍ଲା ମସିଅ ।
27 Porque verdadeiramente contra o teu santo Filho Jesus, que tu ungiste, se ajuntaram, não só Herodes, mas Pôncio Pilatos, com os gentios e os povos de Israel;
28 ତମର୍ ବପୁ ଆରି ମନ୍ କଲାଟା ଇସାବେ ଜାଇଟା ସବୁ ଗଟାଇବାପାଇ ତମେ ଟିକ୍ କରି ରଇଲାସ୍, ସେମନ୍ ଗଟେକ୍ ଅଇ ସେ ସବୁ କର୍ବାକେ ଲାଗିପଡ୍ଲାଇ ।
28 Para fazerem tudo o que a tua mão e o teu conselho tinham anteriormente determinado que se havia de fazer.
29 “ଏ ମାପ୍ରୁ, ସେମନ୍ ଆମ୍କେ ଜନ୍ ଦମକ୍ ଦେଲାଇ ଆଚତ୍ ସେ ବିସଇ ସୁନା ଆରି ନ ଡର୍ତେ ତମର୍ କାତା ଜାନାଇବାକେ ତମର୍ ଏ ଦାଙ୍ଗ୍ଡାମନ୍କେ ଡାଟ୍ କରା ।
29 Agora, pois, ó Senhor, olha para as suas ameaças, e concede aos teus servos que falem com toda a ousadia a tua palavra;
30 ନିମାନ୍ କର୍ବାକେ ତମର୍ ଆତ୍ ଲାମାଆ ଆରି ତମର୍ ସୁକଲ୍ ଦାଙ୍ଗ୍ଡା ଜିସୁର୍ ନାଏଁ ନ ଅଇବା କାମ୍ ଆରି କାବା ଅଇଜିବା କାମ୍ମନ୍ ସାଦନ୍ କରାଆ ।”
30 Enquanto estendes a tua mão para curar, e para que se façam sinais e prodígios pelo nome de teu santo Filho Jesus.
31 ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।
31 E, tendo orado, moveu-se o lugar em que estavam reunidos; e todos foram cheios do Espírito Santo, e anunciavam com ousadia a palavra de Deus.
32 ସବୁ ବିସ୍ବାସିମନ୍ ଗଟେକ୍ ବିସଇ ଚିନ୍ତା କରି ମନ୍ କଲାଇ । କେ ମିସା ନିଜର୍ ସଁମ୍ପତି ନିଜର୍ ବଲି ଦାବି ନ କର୍ତେ ରଇଲାଇ । ତାକର୍ଟାନେ ଜେତ୍କି ରଇଲା ସେଟା ସବୁଲକ୍ ସମାନ୍ କରି ବାଟାସାଟା କର୍ତେ ରଇଲାଇ ।
32 E era um o coração e a alma da multidão dos que criam, e ninguém dizia que coisa alguma do que possuía era sua própria, mas todas as coisas lhes eram comuns.
33 ପେରିତ୍ ସିସ୍ମନ୍ ବପୁସଙ୍ଗ୍ ସାକି ଦେବାର୍ ଦାର୍ଲାଇ । ପର୍ମେସର୍ ମାପ୍ରୁ ଜିସୁକେ କେନ୍ତିକରି ମଲାଟାନେଅନି ଉଟାଇଲା ବଲି । ଆରି ପର୍ମେସର୍ ସବୁ ବିସ୍ବାସିମନ୍କେ ଅଦିକ୍ ଅଦିକ୍ ଜିବନ୍ ଦୁକାଇଲା ।
33 E os apóstolos davam, com grande poder, testemunho da ressurreição do Senhor Jesus, e em todos eles havia abundante graça.
34 ତାକର୍ ଦଲେ ଜିଇବା କାଇବାକେ କାକେ ମିସା ଅବାବ୍ ନ ରଇଲା । ଜନ୍ ଲକ୍ମନ୍କେ ଗର୍ ଆରି ଜମିରଇଲା, ସେମନ୍ ସେଟା ବିକିକରି ଡାବୁ ଆନି,
34 Não havia, pois, entre eles necessitado algum; porque todos os que possuíam herdades ou casas, vendendo-as, traziam o preço do que fora vendido, e o depositavam aos pés dos apóstolos.
35 ପେରିତ୍ମନ୍କେ ସର୍ପିଦେଇରଇଲା । ସେ ଡାବୁ, ପେରିତ୍ ମନ୍ ଅବାବେ ରଇଲା ଲକ୍ମନ୍କେ ବାଟାକରି ଦେଇତେରଇଲାଇ ।
35 E repartia-se a cada um, segundo a necessidade que cada um tinha.
36 ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ ଜନମ୍ କରିରଇବା ଲେବି କୁଟୁମର୍ ଜସେପ୍, ଜାକେ ପେରିତ୍ ସିସ୍ମନ୍ ବର୍ନବା ବଲି ନାଉଁ ଦେଇ ରଇଲାଇ । ବର୍ନବାର୍ ଅରତ୍ ଦୁକ୍ ସାରାଇବା ପିଲା । ସେ ତାର୍ ଜମି ବିକ୍ଲା ଆରି
36 Então José, cognominado pelos apóstolos Barnabé(que, traduzido, é Filho da consolação), levita, natural de Chipre,
37 ଡାବୁ ପେରିତ୍ ସିସ୍ମନ୍କେ ସର୍ପିଦେଲା ।
37 Possuindo uma herdade, vendeu-a, e trouxe o preço, e o depositou aos pés dos apóstolos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 4, comparar traduções ou montar um estudo — tudo direto pelo WhatsApp.