Atos 6
ସତିଅର୍ ବାଟ୍ (DSO) vs NVI
1 ସେ ବେଲା, ବେସି ଜିଉଦି ଲକ୍ମନ୍ ଜିସୁର୍ ସିସ୍ ଅଇ ଆଇଲାଇ । ଗିରିକ୍ ବାସା କଇତେରଇବା ଜିଉଦିମନ୍, ଏବ୍ରି ବାସା କଇତେରଇବା ଜିଉଦିମନର୍ ବିରୁଦେ କାତା ଉଟାଇଲାଇ । କାଇକେବଇଲେ ଗିରିକ୍ ବାସାଇ କାତା ଅଇବା ଜିଉଦିମନ୍, ରାଣ୍ଡିମନ୍କେ ଦିନ୍କର୍ କାଦି ବାଟା କଲାବେଲେ ତାକର୍ ରାଣ୍ଡିମନ୍କେ ଏଲା କର୍ତେରଇଲାଇ ପନି ।
1 Naqueles dias, crescendo o número de discípulos, os judeus de fala grega entre eles queixaram-se dos judeus de fala hebraica, porque suas viúvas estavam sendo esquecidas na distribuição diária de alimento.
2 ସେଟାର୍ ପାଇ ବାର୍ଟା ପେରିତ୍ ସିସ୍ମନ୍ ସବୁ ବିସ୍ବାସିମନ୍କେ ରୁଣ୍ଡାଇକରି କଇଲାଇ, “କାଇବାଟା ବାଟାକର୍ବାର୍ ଆଚେ ବଲିକରି ପର୍ମେସରର୍ ବାକିଅ ସିକାଇବାଟା ଜଦି ଆମେ ଏଲା କର୍ବୁ ବଇଲେ ସେଟା ନିକ ବିସଇ ନଏଁ ।
2 Por isso os Doze reuniram todos os discípulos e disseram: "Não é certo negligenciarmos o ministério da palavra de Deus, a fim de servir às mesas.
3 ସେଟାର୍ ପାଇ ଏ ବାଇବଇନିମନ୍, ତମର୍ ବିତ୍ରେଅନି ସୁକଲ୍ଆତ୍ମାଇ ଆରି ଗିଆନେ ପୁରାପୁରୁନ୍ ଅଇରଇବା ଲକ୍ ବଲି ସବୁଲକ୍ ଜାନିରଇବା ସାତ୍ ଲକ୍କେ ବାଚା । ଆମେ ସେମନ୍କେ ଏ ସବୁ ବିସଇ କର୍ବାକେ ଦାଇତ୍ ଦେବୁ ।
3 Irmãos, escolham entre vocês sete homens de bom testemunho, cheios do Espírito e de sabedoria. Passaremos a eles essa tarefa
4 ସେନ୍ତାର୍ ଆଲେ ପାର୍ତନା ଆରି ପର୍ମେସରର୍ ବାକିଅ ସିକାଇବାକେ ଆମେ ସବୁ ଦିଆନ୍ ଦେଇପାରିଅଇସି ।”
4 e nos dedicaremos à oração e ao ministério da palavra".
5 ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
5 Tal proposta agradou a todos. Então escolheram Estêvão, homem cheio de fé e do Espírito Santo, além de Filipe, Prócoro, Nicanor, Timom, Pármenas e Nicolau, um convertido ao judaísmo, proveniente de Antioquia.
6 ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ ।
6 Apresentaram esses homens aos apóstolos, os quais oraram e lhes impuseram as mãos.
7 ଏନ୍ତାରି ପର୍ମେସରର୍ ବାକିଅ ଗୁଲାଇବାଟର୍ ଲକ୍ ସୁନ୍ଲାଇ । ଜିରୁସାଲମେ ଅଦିକ୍ ଅଦିକ୍ ସିସ୍ମନ୍ ବଡ୍ବାର୍ ଦାର୍ଲାଇ, ବେସି ପୁଜାରିମନ୍ ମିସା ଜିସୁକେ ବିସ୍ବାସ୍ କଲାଇ ।
7 Assim, a palavra de Deus se espalhava. Crescia rapidamente o número de discípulos em Jerusalém; também um grande número de sacerdotes obedecia à fé.
8 ପର୍ମେସର୍ଟାନେ ବେସି ଆସିର୍ବାଦ୍ ପାଇ ଆରି ବପୁ ସଙ୍ଗ୍ ପୁରୁନ୍ ଅଇରଇବା ତିପାନ୍, ଲକ୍ମନର୍ ବିତ୍ରେ ବେସି ନ ଅଇବା କାମ୍ମନ୍, କାବା ଅଇଜିବା କାମ୍ମନ୍ ସାଦନ୍ କଲା ।
8 Estêvão, homem cheio da graça e do poder de Deus, realizava grandes maravilhas e sinais entre o povo.
9 ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ ।
9 Contudo, levantou-se oposição dos membros da chamada Sinagoga dos Libertos, dos judeus de Cirene e de Alexandria, bem como das províncias da Cilícia e da Ásia. Esses homens começaram a discutir com Estêvão,
10 ମାତର୍ ସୁକଲ୍ ଆତ୍ମା ତିପାନ୍କେ ଏନ୍ତି ଗିଆନ୍ ଦେଲାଜେ, କେମିସା ତାର୍ କାତା ଚାଡାଇକରି କଇ ନାପାର୍ତେ ରଇଲାଇ ।
10 mas não podiam resistir à sabedoria e ao Espírito com que ele falava.
11 ଏଲେମିସା ସେ “ମସାର୍ ବିରଦେ ଆରି ପର୍ମେସରର୍ ବିରଦେ କାତା କଇବାଟା ଆମେ ସୁନ୍ଲୁ ।” ବଲି, ଏ ମିଚ୍ ସାକି ଦେବାକେ କେତେ ଲକ୍କେ ଲାଁଚ୍ ଦେଇ ଉସ୍କାଇଲାଇ ।
11 Então subornaram alguns homens para dizerem: "Ouvimos Estêvão falar palavras blasfemas contra Moisés e contra Deus".
12 ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ ।
12 Com isso agitaram o povo, os líderes religiosos e os mestres da lei. E, prendendo Estêvão, levaram-no ao Sinédrio.
13 ତାର୍ ପଚେ ସେମନ୍ ତାର୍ ବିରୁଦେ ମିଚ୍ ସାକି ଦେବାକେ କେତେଟା ଲକ୍ମନ୍କେ ବିତ୍ରେ ଆନ୍ଲାଇ । ସେମନ୍ କଇଲାଇ, “ଏ ଲକ୍ ସବୁବେଲେ ଆମର୍ ସୁକଲ୍ ମନ୍ଦିର୍ ଆରି ମସାର୍ ରିତିନିତି ବିରୁଦେ ନିନ୍ଦା କାତା କଇବୁଲ୍ଲାଇନି ।
13 Ali apresentaram falsas testemunhas que diziam: "Este homem não pára de falar contra este lugar santo e contra a lei.
14 ନାଜରିତର୍ ଜିସୁ ମନ୍ଦିର୍ ବାଙ୍ଗାଇ ପାକାଇସି ଆରି ଆମେ ମସାର୍ ଟାନେଅନି ପାଇ ରଇବା ସବୁ ବିଦିବିଦାନ୍ ବାଦ୍ଲାଇ ଦେଇସି ବଲି ଏ ଲକ୍ କଇବାଟା ଆମେ ସୁନି ଆଚୁ ।”
14 Pois o ouvimos dizer que esse Jesus, o Nazareno, destruirá este lugar e mudará os costumes que Moisés nos legou".
15 ସେଡ୍କି ବେଲେ ବଡ୍ସବାଇ ବସି ରଇବା ସବୁ ଲକ୍ ଆକିଗାଡି ତିପାନର୍ ବାଟେ ଦେକ୍ଲାଇ ଜେ, ଏଦେ ଦେକା ! ତାର୍ ମୁ ସରଗର୍ ଦୁତ୍ ପାରା ଡିସ୍ତେ ରଇଲା ।
15 Olhando para ele, todos os que estavam sentados no Sinédrio viram que o seu rosto parecia o rosto de um anjo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 6, comparar traduções ou montar um estudo — tudo direto pelo WhatsApp.