Atos 8
ସତିଅର୍ ବାଟ୍ (DSO) vs ARIB
1 ସାଉଲ୍ ତିପାନର୍ ମରନେ ରାଜିଅଇକରି ତେଇ ରଇଲା ।
1 Naquele dia levantou-se grande perseguição contra a igreja que estava em Jerusalém; e todos exceto os apóstolos, foram dispersos pelas regiões da Judéia e da Samária.
2 ପର୍ମେସର୍କେ ନାମ୍ବା କେତେକ୍ ଲକ୍ ଆକ୍ମାରି କାନ୍ଦିକରି ତିପାନର୍ ମଲା ଗାଗଡ୍ ନେଇ ସମାଦି କଲାଇ ।
2 E uns homens piedosos sepultaram a Estêvão, e fizeram grande pranto sobre ele.
3 ମାତର୍ ସାଉଲ୍ ମଣ୍ଡଲିକେ କୁରୁପ୍ନାସ୍ କର୍ବାକେ ଚେସ୍ଟା କଲା । ସେ ଗରେ ଗରେ ଜାଇ ଜିସୁକେ ବିସ୍ବାସ୍ କର୍ବା ମୁନୁସ୍ ପିଲା ଆରି ମାଇଜି ଟକିମନ୍ ସବୁକେ ଜିକି ଆନି ବନ୍ଦି ଗରେ ପୁରାଇ ଦେଲା ।
3 Saulo porém, assolava a igreja, entrando pelas casas e, arrastando homens e mulheres, os entregava à prisão.
4 ଜିରୁସାଲମେଅନି ପାଲାଇରଇବା ବିସ୍ବାସିମନ୍ ଗୁଲାଇବାଟେ ଜାଇ ସୁବ୍କବର୍ ଜାନାଇବାର୍ ଦାର୍ଲାଇ ।
4 No entanto os que foram dispersos iam por toda parte, anunciando a palavra.
5 ସେମନର୍ ବିତ୍ରେଅନି ପିଲିପ୍ ବଲି ଗଟେକ୍ ଲକ୍ ସମିରଣର୍ ମୁକିଅ ନଅରେ ଜାଇ, ତେଇ ରଇବା ଲକ୍ମନ୍କେ ମସିଅ କଇରଇବା କାତା ଜାନାଇଲା ।
5 E descendo Filipe à cidade de Samária, pregava-lhes a Cristo.
6 ପିଲିପ୍ କଇବା କାତା ସୁନି ଆରି ସେ କରିରଇବା କାବା ଅଇଜିବା କାମ୍ମନ୍ ସବୁ ଦେକି ଲକ୍ମନ୍ ତାକେ ଅଦିକ୍ ମନ୍ଦିଆନ୍ ଦେଇ ସୁନ୍ବାର୍ ଦାର୍ଲାଇ ।
6 As multidões escutavam, unânimes, as coisas que Filipe dizia, ouvindo-o e vendo os sinais que operava;
7 କେତେ କେତେ ଲକ୍ମନର୍ ଟାନେଅନି ଡୁମାମନ୍ କିର୍କିରି କରି ବାରଇ ଗାଲାଇ । କେତେ କେତେ ଚେରେଙ୍ଗ୍ ରଗି ଆରି ଆତ୍ ଗଡ୍ ନ ଆଇବାଟାମନ୍ ନିକ ଅଇଗାଲାଇ ।
7 pois saíam de muitos possessos os espíritos imundos, clamando em alta voz; e muitos paralíticos e coxos foram curados;
8 ଏଟାର୍ ପାଇ ସେ ନଅର୍ ସାଇସାର୍ଦା ଅଇରଇଲା ।
8 pelo que houve grande alegria naquela cidade.
9 ସମରିଆ ଜାଗାଇ ସିମନ୍ ନାଉଁର୍ ଗଟେକ୍ ଲକ୍ ତାର୍ ଜନ୍ତର୍ ମନ୍ତର୍ ବିଦିଆ କରିକରି ତେଇର୍ ଲକ୍ମନ୍କେ କାବା କରାଇତେରଇଲା ।
9 Ora, estava ali certo homem chamado Simão, que vinha exercendo naquela cidade a arte mágica, fazendo pasmar o povo da Samária, e dizendo ser ele uma grande personagem;
10 ସେ, ମୁଇ ନିଜେ ଗଟେକ୍ ବଡ୍ ଲକ୍ ବଲାଇଅଇତେରଇଲା । ଆରି ସେ ନଅରେ ରଇବା ସାନ୍ ବଡ୍ ସବୁ ତାକେ ମାନିରଇଲାଇ । ପର୍ମେସରର୍ ଜନ୍ ବପୁ ମଆନ୍ ସେ ବପୁ ଏଟା ଆକା ବଲି ଲକ୍ମନ୍ କଇତେ ରଇଲାଇ ।
10 ao qual todos atendiam, desde o menor até o maior, dizendo: Este é o Poder de Deus que se chama Grande.
11 ବେସି ବରସ୍ ଦାରି ତାର୍ ଗୁନି ବିଦିଆର୍ ବପୁ ସଙ୍ଗ୍ ତେଇର୍ ଲକ୍ମନ୍କେ କାବା କରାଇତେରଇଲା । ସେଟାର୍ପାଇ ଗୁଲାଇ ସମିରଣିୟ ଲକ୍ମନ୍ ତାକେ ମାନିକରି ରଇଲାଇ ।
11 Eles o atendiam porque já desde muito tempo os vinha fazendo pasmar com suas artes mágicas.
12 ମାତର୍ ପିଲିପର୍ ଟାନେଅନି ପର୍ମେସରର୍ ରାଇଜ ଆରି ଜିସୁର୍ ବିସଇ ସୁନ୍ଲାଇ । ସୁନିକରି ତେଇର୍ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ । ଆରି ସେ ଜାଗାର୍ ବିସ୍ବାସ୍ କଲା ମନସ୍ ପିଲା ଆରି ମାଇଜିଟକିକେ ପିଲିପ୍ ଡୁବନ୍ ଦେଲା ।
12 Mas, quando creram em Filipe, que lhes pregava acerca do reino de Deus e do nome de Jesus, batizavam-se homens e mulheres.
13 ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।
13 E creu até o próprio Simão e, sendo batizado, ficou de contínuo com Filipe; e admirava-se, vendo os sinais e os grandes milagres que se faziam.
14 ସମରିଆର୍ ଲକ୍ମନ୍ ପର୍ମେସରର୍ ବାକିଅ ବିସ୍ବାସ୍ କଲାଇ ଆଚତ୍ ବଲି ଜିରୁସାଲାମ୍ ରଇବା ପେରିତ୍ ସିସ୍ମନ୍ ସୁନ୍ଲାଇ । ପିତର୍ ଆରି ଜଅନ୍କେ ସେମନର୍ ଲଗେ ପାଟାଇଲାଇ ।
14 Os apóstolos, pois, que estavam em Jerusalém, tendo ouvido que os da Samária haviam recebido a palavra de Deus, enviaram-lhes Pedro e João;
15 ସେମନ୍ ତେଇ କେଟ୍ଲା ପଚେ ସମିରଣର୍ ବିସ୍ବାସିମନ୍ ସୁକଲ୍ ଆତ୍ମା ପାଇବାକେ, ପାର୍ତନା କଲାଇ ।
15 os quais, tendo descido, oraram por eles, para que recebessem o Espírito Santo.
16 କାଇକେ ବଇଲେ ସେଡ୍କିବେଲ୍ ଜାକ କାର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ନ ରଇଲା । ସେମନ୍କେ ଜିସୁକିରିସ୍ଟର୍ ନାଉଁଦାରି ଅବ୍କାସେ ଡୁବନ୍ ଦେଇରଇଲା ।
16 Porque sobre nenhum deles havia ele descido ainda; mas somente tinham sido batizados em nome do Senhor Jesus.
17 ପିତର୍ ଆରି ଜଅନ୍ ସେମନର୍ ଉପ୍ରେ ଆତ୍ ସଙ୍ଗଇଲା ଦାପ୍ରେ ସେମନ୍ ସୁକଲ୍ ଆତ୍ମା ପାଇଲାଇ ।
17 Então lhes impuseram as mãos, e eles receberam o Espírito Santo.
18 ପେରିତ୍ ସିସ୍ମନ୍ ବିସ୍ବାସିମନର୍ ଉପ୍ରେ ଆତ୍ ସଙ୍ଗଇଲାକେ ସୁକଲ୍ଆତ୍ମା ପାଇଲାଟା ଦେକି, ସିମନ୍, ପିତର୍ ଆରି ଜଅନ୍କେ ଡାବୁ ଜାଚ୍ଲା ଆରି କଇଲା,
18 Quando Simão viu que pela imposição das mãos dos apóstolos se dava o Espírito Santo, ofereceu-lhes dinheiro,
19 “ମୁଇ ବିନ୍ ଲକର୍ ଉପ୍ରେ ଆତ୍ ସଙ୍ଗଇଲେ, ସେମନ୍ ଜେନ୍ତି ସୁକଲ୍ ଆତ୍ମା ପାଇପାର୍ବାଇ, ସେଟାର୍ ପାଇ ମକେ ସେ ବପୁ ଦିଆ ।”
19 dizendo: Dai-me também a mim esse poder, para que aquele sobre quem eu impuser as mãos, receba o Espírito Santo.
20 ମାତର୍ ପିତର୍ ତାକେ କଇଲା, “ତର୍ ଡାବୁ ତର୍ ସଙ୍ଗ୍ ନସ୍ଟ ଅ । ତର୍ ସଙ୍ଗ୍ ତର୍ ଡାବୁ ମିସା ନର୍କେ ଜାଅ । କାଇକେବଇଲେ ପର୍ମେସରର୍ ଦାନ୍ ଡାବୁସଙ୍ଗ୍ ଗେନ୍ବି ବଲି ବାବ୍ଲୁସ୍ନି ।
20 Mas disse-lhe Pedro: Vá tua prata contigo à perdição, pois cuidaste adquirir com dinheiro o dom de Deus.
21 ଆମର୍ କାମ୍ଟାନେ ତର୍ କାଇମିସା ବାଗ୍ ନାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ତର୍ ମନ୍ ନିକ ନାଇ ।
21 Tu não tens parte nem sorte neste ministério, porque o teu coração não é reto diante de Deus.
22 ସେଟାର୍ ପାଇ ତମର୍ ଏ କରାପ୍ ବାବ୍ନାର୍ ପାଇ ମନ୍ ବାଦ୍ଲାଆ । ଏନ୍ତାରି ବିସଇ ଚିନ୍ତାକଲାର୍ ପାଇ ମାପ୍ରୁ ଜେନ୍ତାରି କେମା ଦେଇସି, ତାର୍ ଲାଗି, ମାପ୍ରୁକେ ପାର୍ତନା କର୍ ।
22 Arrepende-te, pois, dessa tua maldade, e roga ao Senhor para que porventura te seja perdoado o pensamento do teu coração;
23 କାଇକେ ବଇଲେ ମୁଇ ଦେକ୍ଲିନି ଜେ ତର୍ ମନ୍ ଆଁକାରେ ବର୍ତି ଅଇଆଚେ । ତୁଇ ପାପର୍ ବନ୍ଦନେ ବନ୍ଦିଅଇ ଆଚୁସ୍ ।”
23 pois vejo que estás em fel de amargura, e em laços de iniqüidade.
24 ସିମନ୍ ସେମନ୍କେ କଇଲା, “ତମେ ଜାଇଟା ସବୁ କଇଲାସ୍ ସେଟା ଜେନ୍ତି ମର୍ ଉପ୍ରେ ନ ଗଟ । ମୁଇ ତମ୍କେ ବାବୁଜିଆ କଲିନି ମର୍ପାଇ ମାପ୍ରୁକେ ପାର୍ତନା କରା ।”
24 Respondendo, porém, Simão, disse: Rogai vós por mim ao Senhor, para que nada do que haveis dito venha sobre mim.
25 ନିଜର୍ ଜିବନେ ଅଇରଇବା ବିସଇର୍ ସାକି ଆରି ମାପ୍ରୁର୍ ସୁବ୍ କବର୍ କଇସାରାଇଲା ପଚେ ପିତର୍ ଆରି ଜଅନ୍ ଜିରୁସାଲାମେ ବାଅଡ୍ଲାଇ । ବାଅଡ୍ବା ବାଟେ ସେମନ୍ ସମିରଣର୍ ବେସି ଗାଉଁମନ୍କେ ସୁବ୍କବର୍ ଜାନାଇଲାଇ ।
25 Eles, pois, havendo testificado e falado a palavra do Senhor, voltando para Jerusalém, evangelizavam muitas aldeias dos samaritanos.
26 ପର୍ମେସରର୍ ଗଟେକ୍ ଦୁତ୍ ପିଲିପ୍କେ କଇଲା, “ତିଆର୍ ଅ, ଆରି ଦକିଣ୍ ଦିଗେ ଜିରୁସାଲମେଅନି ଗାଜା ବଲି ଗଟେକ୍ ଜାଗାଇ ଜିବାବାଟେ ଜା । ଆଜିକାଲି ଏବାଟେ ଆରି ଲକ୍ମନ୍ ଆସ୍ ଜା କରତ୍ ନାଇ ।”
26 Mas um anjo do Senhor falou a Filipe, dizendo: Levanta-te, e vai em direção do sul pelo caminho que desce de Jerusalém a Gaza, o qual está deserto.
27 ପିଲିପ୍ ତିଆର୍ ଅଇ ସେବାଟେ ଗାଲା । ଏଦେ ଦେକା ! ଇତିଅପିଆର୍ ଗଟେକ୍ ଲକ୍ ! ସେ ଗଟେକ୍ ବେଜୁ ରଇଲା । ସେ ଜିରୁସାଲମେ ପାର୍ତନା କର୍ବାକେ ଆସିରଇଲା ।
27 E levantou-se e foi; e eis que um etíope, eunuco, mordomo-mor de Candace, rainha dos etíopes, o qual era superintendente de todos os seus tesouros e tinha ido a Jerusalém para adorar,
28 ସେ ଗଟେକ୍ ମୁକିଅ ଆରି ଇତିଅପିଆ ରାନିର୍ ବାଣ୍ଡାର୍ଗରିଆ ରଇଲା । ସେ ପର୍ମେସର୍କେ ଉପାସନା କର୍ବାକେ ଜିରୁସାଲେମ୍ ଜାଇରଇଲା । ତାର୍ ରତେ ବସି ଗରେ ବାଉଡି ଆଇତେରଇଲା । ବସିକରି ଜିସାୟ ବବିସତ୍ବକ୍ତାର୍ ବଇଟାନେଅନି ଆଉଲି ଅଇ ପଡ୍ତେରଇଲା ।
28 regressava e, sentado no seu carro, lia o profeta Isaías.
29 ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
29 Disse o Espírito a Filipe: Chega-te e ajunta-te a esse carro.
30 ପିଲିପ୍ ପାଲାଇ ପାଲାଇ ଗାଲା ଆରି ସେ ଲକ୍ ଜିସାୟ ବବିସତ୍ବକ୍ତାର୍ ବଇ ପଡ୍ବାଟା ସୁନ୍ଲା । ସେ ତାକେ ପାଚାର୍ଲା “ତୁଇ ଜାଇଟା ପଡ୍ଲୁସ୍ନି, ସେଟା ବୁଜିପାର୍ଲୁସ୍ନିକି ?”
30 E correndo Filipe, ouviu que lia o profeta Isaías, e disse: Entendes, porventura, o que estás lendo?
31 ସେ ବାଣ୍ଡାର୍ ଗରିଆ କଇଲା, “କେ ମିସା ଗଟେକ୍ ଲକ୍ ବୁଜାଇ ନ ଦେଲେ ମୁଇ କେନ୍ତି ବୁଜିପାର୍ବି ?” ତାର୍ ସଙ୍ଗ୍ ରତେ ବସ୍ବାକେ ସେ ପିଲିପ୍କେ ଡାକ୍ଲା । ପିଲିପ୍ ଜାଇ ବସ୍ଲା ।
31 Ele respondeu: Pois como poderei entender, se alguém não me ensinar? e rogou a Filipe que subisse e com ele se sentasse.
32 ଦରମ୍ ସାସ୍ତରର୍ ଏ ପଦ୍ ପଡ୍ତେ ରଇଲା,
32 Ora, a passagem da Escritura que estava lendo era esta: Foi levado como a ovelha ao matadouro, e, como está mudo o cordeiro diante do que o tosquia, assim ele não abre a sua boca.
33 ଲକ୍ମନ୍ ନିନ୍ଦା କଲାବେଲେ ତାକେ ନିଆଇ ମିଲେ ନାଇ
33 Na sua humilhação foi tirado o seu julgamento; quem contará a sua geração? porque a sua vida é tirada da terra.
34 ବାଣ୍ଡାର୍ଗରିଆ ପିଲିପ୍କେ ପାଚାର୍ଲା, “ମୁଇ ତକେ ଗୁଆରି କଲିନି । ବବିସତ୍ବକ୍ତା କାର୍ ବିସଇ କଇଲାନି, ମକେ କୁଆ । ତାର୍ ନିଜର୍ ବିସଇ କି ଆରି କାର୍ ବିସଇ ?”
34 Respondendo o eunuco a Filipe, disse: Rogo-te, de quem diz isto o profeta? de si mesmo, ou de algum outro?
35 ପିଲିପ୍ ଦରମ୍ ସାସ୍ତରର୍ ଏ ପଦେଅନି ଆରାମ୍ କରି ଜିସୁର୍ ବିସଇର୍ ସୁବ୍ କବର୍ ତାକେ ଜାନାଇଲା ।
35 Então Filipe tomou a palavra e, começando por esta escritura, anunciou-lhe a Jesus.
36 ସେମନ୍ ଜାଉ ଜାଉ ଗଟେକ୍ ବନ୍ଦ୍ ଲଗେ କେଟ୍ଲାଇ । ସେ ବାଣ୍ଡାର୍ଗରିଆ କଇଲା,
36 E indo eles caminhando, chegaram a um lugar onde havia água, e disse o eunuco: Eis aqui água; que impede que eu seja batizado?
37 “ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।”
37 {E disse Felipe: é lícito, se crês de todo o coração. E, respondendo ele, disse: Creio que Jesus Cristo é o Filho de Deus.}
38 ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା ।
38 mandou parar o carro, e desceram ambos à água, tanto Filipe como o eunuco, e Filipe o batizou.
39 ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
39 Quando saíram da água, o Espírito do Senhor arrebatou a Filipe, e não o viu mais o eunuco, que jubiloso seguia o seu caminho.
40 ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।
40 Mas Filipe achou-se em Azoto e, indo passando, evangelizava todas as cidades, até que chegou a Cesaréia.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Atos 8, comparar traduções ou montar um estudo — tudo direto pelo WhatsApp.