Colossenses 2
ସତିଅର୍ ବାଟ୍ (DSO) vs BKJ
1 କାଇକେବଇଲେ ତମର୍ପାଇ, ଲାଉଦିକିଆର୍ ଲକ୍ମନ୍କେ ଆରି ଏବେ ଜେତ୍କି ଲକ୍ ମକେ ନ ଦେକିରଇଲାଇ, ସେ ସବୁଲକର୍ ପାଇ, ମୁଇ କେତେକ୍ କସ୍ଟ କଲିନି, ସେଟା ତମେ ଜାନା ବଲିକରି ମନ୍କଲିନି ।
1 Porque quero que saibais quão grande luta tenho por vós, e pelos que estão em Laodiceia, e por quantos não viram o meu rosto em carne;
2 ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
2 Que seus corações sejam confortados, e estejam unidos no amor, e para todas as riquezas da plena certeza de entendimento, para o reconhecimento do mistério de Deus, e do Pai, e de Cristo.
3 ସେ ନିଜେ ଏ କବରର୍ ଅରତ୍ ବୁଜାଇପାର୍ସି । ସେଟା ଗଟେକ୍ ବେସି ମୁଲିଅ ରଇବା ବିସଇ ।
3 Em quem estão escondidos todos os tesouros da sabedoria e do conhecimento.
4 କେ ମିସା କାତାର୍ ଚାଲାକିସଙ୍ଗ୍ ତମ୍କେ ନ ନାଡାଅତ୍ ବଲି ଆସାକରି ଏଟା ମୁଇ ତମ୍କେ ଲେକ୍ଲିନି । ସେମନ୍ କଇବା କାତା ସତ୍ପାରା ଲାଗ୍ଲେମିସା ନାଡାଇ ଉଆନାଇ ।
4 E isto eu digo para que ninguém vos engane com palavras persuasivas.
5 କାଇକେବଇଲେ ଗାଗଡ୍ ଇସାବେ ମୁଇ ତମର୍ ସଙ୍ଗ୍ ନ ରଇଲେ ମିସା ଆତ୍ମା ଇସାବେ ଆଚି । ତମେ କିରିସ୍ଟକେ ଡାଟ୍ସଙ୍ଗ୍ ବିସ୍ବାସ୍ କଲାଟା ଆରି ଗଟେକ୍ ମନ୍ ଅଇରଇବାଟା ଦେକି ମୁଇ ବେସି ସାର୍ଦା ଅଇଲିନି ।
5 Porque ainda que esteja ausente quanto ao corpo, ainda estou convosco em espírito, regozijando-me e vendo a vossa ordem e a firmeza da vossa fé em Cristo.
6 ତେବେ ଜିସୁକିରିସ୍ଟକେ ତମର୍ ମାପ୍ରୁ ଇସାବେ ଜେନ୍ତି ବିସ୍ବାସ୍ କରିଆଚାସ୍, ସେନ୍ତାରି ତାର୍ସଙ୍ଗ୍ ମିସିକରି ରୁଆ ।
6 Como, portanto, recebestes o Senhor Jesus Cristo, assim andai nele,
7 କିରିସ୍ଟର୍ ବିସଇ ବିସ୍ବାସ୍ କରିରଇବା କବର୍ ଡାଟ୍ସଙ୍ଗ୍ ଦାରିରୁଆ । ତାର୍ ବିସଇ ଅଦିକ୍ ଅଦିକ୍ ସିକା ଆରି ବିସ୍ବାସେ ଡାଟ୍ ଉଆ । ଜେନ୍ତିକି ତମ୍କେ ସିକାଇଲାପାରା, ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
7 enraizado e edificado nele, e estabelecido na fé, assim como fostes ensinados, abundando nela com ação de graças.
8 କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।
8 Tende cuidado para que nenhum homem vos deteriore pela filosofia e vaidade, segundo a tradição dos homens, segundo os rudimentos do mundo e não segundo Cristo;
9 କାଇକେବଇଲେ ନର୍ରୁପ୍ ଦାରିରଇବାବେଲେ ମିସା କିରିସ୍ଟ ପୁରାପୁରୁନ୍ ପର୍ମେସର୍ ରଇଲା ।
9 porque nele habita corporalmente toda a plenitude da divindade.
10 ଆରି ତମେ ତାର୍ ସଙ୍ଗ୍ ମିସିରଇଲାର୍ପାଇ ଆତ୍ମା ଇସାବେ ପୁରାପୁରୁନ୍ ଅଇଆଚାସ୍ । ବିନ୍ ବିନ୍ ବପୁ ଆରି ଅଦିକାର୍ ଉପ୍ରେ ରଇ, କିରିସ୍ଟର୍ ସାସନ୍ ବଡ୍ ।
10 E estais completos nele, que é a cabeça de todo principado e poder;
11 ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ ।
11 nele também fostes circuncidados com uma circuncisão não feita por mão no despojo do corpo dos pecados da carne, mediante a circuncisão de Cristo.
12 ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।
12 Sepultados com ele no batismo, onde também ressuscitastes com ele pela fé na operação de Deus, quem o ressuscitou dos mortos.
13 ତମେ ଜିଉଦି ନ ଅଇଲା ଲକ୍ମନ୍ ପର୍ମେସରର୍ ନିୟମ୍ ନ ମାନ୍ଲାର୍ପାଇ ତାର୍ଟାନେଅନି ବେଗ୍ଲି ରଇଲାସ୍ । ଆରି ତମର୍ ପାପର୍ ଗୁନ୍ଚଲନର୍ ବପୁଅନି ମୁକ୍ଲି ନ ରଇଲାସ୍ । ମାତର୍ ପର୍ମେସର୍ କିରିସ୍ଟର୍ ସଙ୍ଗ୍ ଗଟେକ୍ ନୁଆ ଜିବନ୍ କରି ତମ୍କେ ଉଟାଇଆଚେ । ସେ ଆମର୍ ସବୁ ପାପ୍ କେମାକରି ଦେଲାଆଚେ ।
13 E, quando vós estáveis mortos nos vossos pecados e na incircuncisão da vossa carne, vos vivificou juntamente com ele, perdoando-vos todas as ofensas,
14 ଆମେ କରିରଇବା ସବୁ ପାପ୍ ଲେକାଅଇରଇବା ଚିଟିପତର୍ ଜନ୍ଟା କି ଆମ୍କେ ଦସିକରିରଇଲା, ସେ ସବୁ ପର୍ମେସର୍ ଲିବାଇଦେଲା । ଲେକ୍ଲାଟାମନ୍ କୁରୁସ୍କାଟେ କୁଟି ମାରି କୁରୁପ୍ନାସ୍ କଲା ।
14 apagando a escrita de ordenanças que era contra nós, a qual nos era contrária, e tirou-a do meio de nós, cravando-a na sua cruz.
15 ସାସନ୍ କରି ଅଦିକାରେ ରଇବା ସବୁ କାରାପ୍ ଆତ୍ମାମନ୍କେ ସେ ଆରାଇଲା । କିରିସ୍ଟ କୁରୁସ୍କାଟେ ମଲାକେ, ସେ ସବୁ ସାସନ୍କାରିଆମନ୍କେ ଆରାଇଲା ବଲି ଦେକାଇଲା ।
15 E, despojando os principados e potestades, os expôs abertamente, triunfando sobre eles em si mesmo.
16 ତେବର୍ପାଇ ତମର୍ କାଇବା, ପିଇବା, ବିସଇ ଅ କି ତାକର୍ କେତେଟା ପରବ୍ଚନ୍ଦ୍ଟାନେ କି ଉଆଁସ୍ରାତି ବେଲେ କି ବିସ୍ରାମ୍ବାରେ ତମେ ମିସାସ୍ନାଇ, ବଲି କାକେ ବିଚାର୍ କର୍ବାକେ ଦିଆସ୍ନାଇ ।
16 Portanto, nenhum homem vos julgue pelo alimento, ou pela bebida, ou por causa dos dias de festa, ou da lua nova, ou dos shabats;
17 ଏ ସବୁ ନିୟମ୍ ପର୍ମେସର୍ ଆମ୍କେ ଦେବିବଲି କାତାଦେଇରଇବା ବିସଇର୍ ଚିନ୍ । ଏ ସବୁ ନିୟମର୍ ଚିନ୍ କିରିସ୍ଟର୍ଟାନେ ପୁରାପୁରୁନ୍ ସିଦ୍ ଅଇସି ।
17 que são sombras das coisas futuras, mas o corpo é de Cristo.
18 ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।
18 Que nenhum homem vos engane de vossa recompensa com uma falsa humildade e adoração de anjos, intrometendo-se em coisas que ele não viu, em vão inflado por sua mente carnal.
19 କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।
19 E não ligado à cabeça, da qual todo o corpo, tendo alimento ministrado, e unido pelas juntas e ligaduras, cresce em aumento de Deus.
20 ତମେ କିରିସ୍ଟର୍ ସଙ୍ଗ୍ ମଲାର୍ପାଇ ଏ ଜଗତର୍ ସାସନ୍କାରିଆମନର୍ ଟାନେଅନି ମୁକ୍ଲିଆଚାସ୍ । ତେବେ ଏ ଜଗତେ ରଇବା ନିୟମ୍ମନ୍ ଏବେ ଜାକ କାଇକେ ମାନିଆଚାସ୍ ?
20 Se, pois, estais mortos com Cristo quanto aos rudimentos do mundo, por que, como se vivêsseis no mundo, vos sujeitais às ordenanças,
21 ଏନ୍ତାରିଟାମନ୍ ଦାରାନାଇ କି କାଆନାଇ କି, ଏନ୍ତାରିଟାମନ୍ ଚିଆନାଇ ମିସା । ଏ ନିୟମ୍ମନ୍ କାଇକେ ମାନିକରି ଆଚାସ୍ ?
21 (não toques, não proves, não manuseies;
22 ଏ ସବୁଜାକ ନିୟମ୍ ମାନିକରି ଚାଲ୍ଲେ ତମ୍କେ କାଇ ଲଡାକେ ନ ଆସେ । କାଇକେବଇଲେ ସେଟା ଲକ୍ମନ୍ ତିଆର୍କଲାଟା ।
22 as quais coisas todas perecem pelo uso), segundo os mandamentos e doutrinas dos homens?
23 ଏ ରକାମର୍ ନିୟମ୍ ବେସି ଗିଆନ୍ ରଇଲାପାରା ଡିସ୍ସି । ବାଦିଅକରି ଦୁତ୍ମନ୍କେ ଉପାସନା କର୍ବାଟାନେ ଆରି ଲକ୍ମନ୍କେ ଦେକାଇଅଇଲା ପାରା ନିଜ୍କେ ନିଚ୍କରି ଆରି ଗାଗଡ୍କେ କସ୍ଟ ଦେବା ବିସଇ ସିକାଇବାଇ । ମାତର୍ ଏ ସବୁ ନିୟମ୍ ଲକ୍ମନର୍ ପାପର୍ ଗୁନ୍ଚଲନ୍ ଜାଗ୍ରତ୍ କରି ସଙ୍ଗଇବାକେ କାଇ ମୁଲିଅ ନ ରଏ ।
23 Que tais coisas, de fato, mostram uma sabedoria na adoração, humildade e em disciplina do corpo, mas não são de honra alguma, senão para a satisfação da carne.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Colossenses 2, comparar traduções ou montar um estudo — tudo direto pelo WhatsApp.