Colossenses 3
ସତିଅର୍ ବାଟ୍ (DSO) vs ACF
1 କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ ।
1 Portanto, se já ressuscitastes com Cristo, buscai as coisas que são de cima, onde Cristo está assentado à destra de Deus.
2 ଏ ଜଗତର୍ ବିସଇ ନ ବାବିକରି ସରଗର୍ ବିସଇ ଚିନ୍ତାକରା ।
2 Pensai nas coisas que são de cima, e não nas que são da terra;
3 କାଇକେବଇଲେ ତମେ ମରିକରି ପର୍ମେସରର୍ ମୁଆଟେ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ବିତାଇଲାସ୍ନି । ସେ ଜିବନ୍ ଲୁଚିକରିଆଚେ ।
3 Porque já estais mortos, e a vossa vida está escondida com Cristo em Deus.
4 କିରିସ୍ଟ ଅଇଲାନି ତମର୍ ଜିବନ୍ । ସେ ବାଅଡ୍ଲାବେଲେ ତମେ ମିସା ସବୁର୍ ଦେକ୍ତେ ତାର୍ ମଇମାତେଇ ମିସ୍ସା ।
4 Quando Cristo, que é a nossa vida, se manifestar, então também vós vos manifestareis com ele em glória.
5 ତମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ପାପ୍ କାମ୍ କର୍ତେରଇଲାସ୍, ସେଟାମନ୍ ଆରି କରାନାଇ । ଜେନ୍ତାରି କି ବେସିଆ କାମ୍, ସୁକଲ୍ ନ ରଇବା ଚଲାଚଲ୍ତି, ଗାଗଡର୍ ଲାଲ୍ସାଅଇବାଟା, କାରାପ୍ ବିସଇ ମନ୍ କର୍ବାଟା, ଆରି ଲବ୍ ଅଇବାଟା, ଏ ସବୁ ବିସଇ ପୁତ୍ଲାମନ୍କେ ଜୁଆର୍ କର୍ବାଟା ସଙ୍ଗ୍ ସମାନ୍ ।
5 Mortificai, pois, os vossos membros, que estão sobre a terra: a fornicação, a impureza, o afeição desordenada, a vil concupiscência, e a avareza, que é idolatria;
6 ଏ ସବୁ କାମେ ବୁଡିକରି ଜନ୍ଲକ୍ମନ୍ ପର୍ମେସରର୍ କାତା ନ ମାନତ୍, ସେମନ୍କେ ତାର୍ ବଡ୍ ରିସା ଆଇସି ।
6 Pelas quais coisas vem a ira de Deus sobre os filhos da desobediência;
7 ପୁର୍ବେ ତମେ ମିସା ଏ ସବୁ କାମେ ମିସି ରଇକରି ସେନ୍ତାରି ଚଲାଚଲ୍ତି କର୍ତେରଇଲାସ୍ ।
7 Nas quais, também, em outro tempo andastes, quando vivíeis nelas.
8 ମାତର୍ ଏବେ ସେନ୍ତାରି ବିସଇ କରା ନାଇ । ଜେନ୍ତିକି ରିସା ଅଇବାଟା, ଇସାତଲା କର୍ବାଟା, ବିନ୍ଲକ୍କେ ଗିନ୍ କର୍ବାଟା, ନିନ୍ଦାକାତା କଇବାଟା, ଆରି ପିଟ୍ତେ କାତାକଇବାଟା ଚାଡିଦିଆସ୍ ।
8 Mas agora, despojai-vos também de tudo: da ira, da cólera, da malícia, da maledicência, das palavras torpes da vossa boca.
9 ନିଜର୍ ନିଜର୍ ବିତ୍ରେ ମିଚ୍ କାତା କୁଆବଲା ଉଆନାଇ । କାଇକେ ବଇଲେ ତମେ ପୁର୍ନା ଗୁନ୍ଚଲନର୍ ସବୁ ଅବିଆସ୍ ଚାଡିଦେଇକରି,
9 Não mintais uns aos outros, pois que já vos despistes do velho homem com os seus feitos,
10 ନୁଆ ଚଲାଚଲ୍ତି ଆରାମ୍କରି ଆଚାସ୍ । ପର୍ମେସର୍ ତମ୍କେ ଦେଇରଇବା ଏ ନୁଆ ଚଲାଚଲ୍ତିତେଇ ତମେ ତାର୍ ବିସଇ ଅଦିକ୍ ଅଦିକ୍ ଜାନ୍ସା ଆରି ତାର୍ପାରା ଅଦିକ୍ ଅଦିକ୍ ଅଇଆଇସା ।
10 E vos vestistes do novo, que se renova para o conhecimento, segundo a imagem daquele que o criou;
11 ତମେ ଜିଉଦି ଲକ୍ ଉଆ କି ଜିଉଦି ନ ଅଇଲା ଲକ୍ ଉଆ, ସୁନତ୍ ଅଇଲାଲକ୍ କି ସୁନତ୍ ନ ଅଇଲା ଲକ୍, ଦାପ୍ରେ ରିସା ଅଇ ମାରିମରାଇବା ଲକ୍ କି ବିନ୍ ଦେସର୍ ଗତିଦାଙ୍ଗ୍ଡା କି ମୁକ୍ଲାଇଲା ଲକ୍, ସେଟା କାଇଟା ନଏଁ । ମାତର୍ କିରିସ୍ଟ ସବୁର୍ଟାନେ ଆଚେ ଆରି ସେ ଆକା ସବୁର୍ ଉପ୍ରେ ସାସନ୍ କଲାନି ।
11 Onde não há grego, nem judeu, circuncisão, nem incircuncisão, bárbaro, cita, servo ou livre; mas Cristo é tudo, e em todos.
12 ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ ।
12 Revesti-vos, pois, como eleitos de Deus, santos e amados, de entranhas de misericórdia, de benignidade, humildade, mansidão, longanimidade;
13 ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ ।
13 Suportando-vos uns aos outros, e perdoando-vos uns aos outros, se alguém tiver queixa contra outro; assim como Cristo vos perdoou, assim fazei vós também.
14 ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି ।
14 E, sobre tudo isto, revesti-vos de amor, que é o vínculo da perfeição.
15 ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
15 E a paz de Deus, para a qual também fostes chamados em um corpo, domine em vossos corações; e sede agradecidos.
16 କିରିସ୍ଟର୍ ବାକିଅ ଦିଆନ୍କରି ଲାଗିରୁଆ । ତମର୍ ତମର୍ ବିତ୍ରେ ସିକିକରି ଜାଗ୍ରତ୍ ଅଇରୁଆ । ଏଟା ଗିଆନ୍ ସଙ୍ଗ୍ କରା । ଗିତ୍ ସଙ୍ଗିତା ବଇର୍ ଗିତ୍ମନ୍, ବିନ୍ ଗିତ୍ମନ୍ ଆରି ସୁକଲ୍ ଗିତ୍ମନ୍ କଇତେରୁଆ । ମନ୍ବିତ୍ରେ ଦନିଅବାଦ୍ କଇକରି ପର୍ମେସର୍କେ ଗିତ୍ କଇତେରୁଆ ।
16 A palavra de Cristo habite em vós abundantemente, em toda a sabedoria, ensinando-vos e admoestando-vos uns aos outros, com salmos, hinos e cânticos espirituais, cantando ao Senhor com graça em vosso coração.
17 ତମେ କାଇଟା ମିସା କଇଲେ କି କଲେ, ସେ ସବୁ ମାପ୍ରୁ ଜିସୁର୍ ନାଉଁଦାରି ବାବା ପର୍ମେସର୍କେ ଦନିଅବାଦ୍ ଦିଆସ୍ ।
17 E, quanto fizerdes por palavras ou por obras, fazei tudo em nome do Senhor Jesus, dando por ele graças a Deus Pai.
18 ଏ ମାଇଜିମନ୍, ତମେ ନିଜର୍ ନିଜର୍ ମୁନୁସ୍ମନର୍ କାତା ମାନିକରି ରୁଆ । ଜିସୁ କିରିସ୍ଟର୍ ସଙ୍ଗ୍ ମିସିରଇଲାର୍ ପାଇ ଏନ୍ତାରି କର୍ବାଟା ନିକ ।
18 Vós, mulheres, estai sujeitas a vossos próprios maridos, como convém no Senhor.
19 ଏ ମୁନୁସ୍ମନ୍, ତମେ ନିଜର୍ ନିଜର୍ ମାଇଜିମନ୍କେ ଆଲାଦ୍ କରି ଦରମ୍ ଉଆ ।
19 Vós, maridos, amai a vossas mulheres, e não vos irriteis contra elas.
20 ଏ ପିଲାଟକିମନ୍, ତମର୍ ଆୟାବାବାର୍ କାତା ମାନିକରି ରୁଆ । ସେଟା ପର୍ମେସର୍କେ ସାର୍ଦା କରାଇସି ।
20 Vós, filhos, obedecei em tudo a vossos pais, porque isto é agradável ao Senhor.
21 ଏ ଆୟା ବାବାମନ୍, ତମର୍ ପିଲାଟକିମନ୍କେ ସବୁବେଲେ ଲାଗିକରି ମନ୍ ବାଙ୍ଗାଆ ନାଇ ।
21 Vós, pais, não irriteis a vossos filhos, para que não percam o ânimo.
22 ଏ ଗତିଦାଙ୍ଗ୍ଡାମନ୍, ତମେ କରିରଇବା ସବୁକାମ୍ଟାନେ ତମର୍ ଜଗତେରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍ ତମର୍ କାମ୍ ଦେକି ବଲ୍ ବଲ୍ବାକେ ନାଇ ମାତର୍ ମାପ୍ରୁକେ ଡରିକରି ସତ୍ ମନେ ରଇ ସବୁ କାମ୍ କରା ।
22 Vós, servos, obedecei em tudo a vossos senhores segundo a carne, não servindo só na aparência, como para agradar aos homens, mas em simplicidade de coração, temendo a Deus.
23 ତମେ ଜାଇଟା କଲେମିସା ପୁରାପୁରୁନ୍ ମନ୍, ଦିଆନ୍, ଜିବନ୍, ପରାନ୍ ଦେଇ ମାପ୍ରୁର୍ପାଇ କଲା ଇସାବେ କରା । ଲକ୍ମନର୍ ପାଇ କାମ୍ କଲାପାରା କରାନାଇ ।
23 E tudo quanto fizerdes, fazei-o de todo o coração, como ao Senhor, e não aos homens,
24 କାଇକେବଇଲେ ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି ଆରି ତାର୍ ଲକ୍ମନ୍କେ ସେ ଦେବି ବଲି କାତା ଦେଇରଇବା ସବୁ ଆସିର୍ବାଦ୍ ତମେ ପାଇସା ବଲି ଜାନିଆଚାସ୍ । ତମେ ସେବା କର୍ବା ସାଉକାର୍ କିରିସ୍ଟ, ବଲି ଏତାଇରୁଆ ।
24 Sabendo que recebereis do Senhor o galardão da herança, porque a Cristo, o Senhor, servis.
25 ଜଦି କେ ମିସା ବୁଲ୍ କାମ୍ କରି ଲାଗିରଇଲେ, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ଆରି ସେ ସବୁଲକ୍କେ ସମାନ୍ ନାପ୍ବା ଡାଙ୍ଗ୍ସଙ୍ଗ୍ ବିଚାର୍ କର୍ସି ।
25 Mas quem fizer agravo receberá o agravo que fizer; pois não há acepção de pessoas.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Colossenses 3, comparar traduções ou montar um estudo — tudo direto pelo WhatsApp.