Efésios 4
ସତିଅର୍ ବାଟ୍ (DSO) vs VC
1 ଏ ସବୁର୍ଲାଗି ମାପ୍ରୁର୍ ସେବାକାରିଆ ମୁଇ ବନ୍ଦିଗରେ ଆଚି । ମାପ୍ରୁ ତମ୍କେ କେନ୍ତାରି ଚଲାଚଲ୍ତି କର୍ବାକେ ଡାକ୍ଲାଆଚେ, ସେନ୍ତାରିସେ କରାବଲି ମୁଇ ତମ୍କେ ବାବୁଜିଆ କଲିନି ।
1 Exorto-vos, pois, - prisioneiro que sou pela causa do Senhor -, que leveis uma vida digna da vocação à qual fostes chamados,
2 ତମେ ଲକ୍ମନର୍ ସଙ୍ଗ୍ ମିସାବିଡା ଅଇଲାବେଲେ, ପୁରାପୁରୁନ୍ ଦରମ୍ ଅଇ ସୁଆଲେ ରୁଆ । ତମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାର୍ପାଇ ସାଆସ୍ ଅଇ, ମୁର୍ଚିକରି ରୁଆ ।
2 com toda a humildade e amabilidade, com grandeza de alma, suportando-vos mutuamente com caridade.
3 ଜନ୍ଟା କି ଗଟେକ୍ ମନ୍ ଅଇକରି ରଇବାକେ ସୁକଲ୍ଆତ୍ମା ଆମ୍କେ ବାନ୍ଦିଆଚେ, ସେନ୍ତାରି ସାନ୍ତି ଅଇକରି ରୁଆ ।
3 Sede solícitos em conservar a unidade do Espírito no vínculo da paz.
4 ଆମେ ସବୁ ବିସ୍ବାସି ବାଇବଇନିମନ୍ ଗଟେକ୍ ଗାଗଡ୍ ପାରା ଆରି ସବୁଲକ୍ ସମାନ୍ ଆତ୍ମା ମିଲାଇଆଚୁ । ସେନ୍ତାରିସେ ସମାନ୍ ଆସିର୍ବାଦ୍ ମିଲାଇବାକେ ସେ ଆମ୍କେ ଡାକ୍ଲାଆଚେ ।
4 Sede um só corpo e um só espírito, assim como fostes chamados pela vossa vocação a uma só esperança.
5 ଆମ୍କେ ଗଟେକ୍ ମାପ୍ରୁ ଆଚେ, ସମାନ୍ ସିକିଆଇ ବିସ୍ବାସ୍ କଲୁନି ଆରି ସମାନ୍ ଡୁବନ୍ ନେଲୁ ଆଚୁ।
5 Há um só Senhor, uma só fé, um só batismo.
6 ଗଟେକ୍ ପର୍ମେସର୍କେ ଆମେ ଉପାସନା କଲୁନି । ଜେ କି ସବୁର୍ ବାବା ଅଇଆଚେ । ସେ ଆମର୍ ବିତ୍ରେ ରଇକରି ଆରି ଆମ୍କେ ଦେଇକରି ସବୁର୍ ଉପ୍ରେ ସାସନ୍ କଲାନି ।
6 Há um só Deus e Pai de todos, que atua acima de todos, por todos e em todos.
7 ମାତର୍ କିରିସ୍ଟ ଆମେ ବିନ୍ ବିନ୍ ଲକ୍କେ ବିନ୍ ବିନ୍ ଦାନ୍ ଦେଲାଆଚେ । ସେଟା କାକେ କେନ୍ତାରି ବାଟା କର୍ବାର୍ ଆଚେ, ସେ ସେ ଟିକ୍ କଲାଆଚେ ।
7 Mas a cada um de nós foi dada a graça, segundo a medida do dom de Cristo,
8 ତେବର୍ ପାଇ ସାସ୍ତରେ ଲେକାଅଇଲା ଆଚେ,
8 pelo que diz: Quando subiu ao alto, levou muitos cativos, cumulou de dons os homens {Sl 67,19}.
9 “ସେ ଗଟେକ୍ ଉଁଚ୍ ଜାଗାଇ ଗାଲା ।” ଏନ୍ତାରି ଲେକ୍ବା ଅରତ୍ କାଇଟା ? ଏଟାର୍ ଆରତ୍ ଅଇଲାନି, କିରିସ୍ଟ ଉତ୍ରି କରି ଏ ଜଗତେ ଆସି ସାରି ଆଚେ ।
9 Ora, que quer dizer ele subiu, senão que antes havia descido a esta terra?
10 ଜେ କି ଏ ଜଗତେ ଉତ୍ରି ଆଇଲା, ସେ ସମାନ୍ ଲକ୍ସେ, ସର୍ଗେ ଅନି ଉପ୍ରେ ରଇବା ଜାଗାଇ ଚଗି ଗଲା । ଜେନ୍ତାରି କି ସେ ଗୁଲାଇ ଜଗତ୍କେ ପୁରାପୁରୁନ୍ କର୍ସି ।
10 Aquele que desceu é também o que subiu acima de todos os céus, para encher todas as coisas.
11 ସେ ଆକା କେତେ ଲକ୍ମନ୍କେ ପେରିତ୍ ଅଇବାକେ, କେତେଲକ୍କେ ବବିସତ୍ କାତା କଇବାକେ, କେତେଲକ୍କେ ସୁବ୍କବର୍ ଜାନାଇବାଟା ଅଇବାକେ, କେତେଲକ୍କେ ମଣ୍ଡଲି ଚାଲାଇବାକେ ଆରି କେତେଲକ୍କେ ସିକାଇବାକେ ବପୁ ଦେଇ ବାଚ୍ଲାଆଚେ ।
11 A uns ele constituiu apóstolos; a outros, profetas; a outros, evangelistas, pastores, doutores,
12 ପର୍ମେସରର୍ ଲକ୍ମନ୍ ଜେନ୍ତାରି କି ତାକେ ସେବା କରିପାରତ୍, ତାର୍ଲାଗି ଏ ସବୁ ଦାନ୍ ତାର୍ ଲକ୍ମନ୍କେ ଦେଲା । ଏନ୍ତାରି ଅଇ କିରିସ୍ଟର୍ ଗାଗଡ୍ ପାରା ଅଇବା ବିସ୍ବାସିମନ୍ ବପୁ ଅଇ ସିଦ୍ ଅଅତ୍ ।
12 para o aperfeiçoamento dos cristãos, para o desempenho da tarefa que visa à construção do corpo de Cristo,
13 ଏନ୍ତାରି ଅଇ ଆମେ ସବୁ ବିସ୍ବାସେ ବଡିକରି ଆରି ପର୍ମେସରର୍ ପଅକେ ଜାନିକରି, ସିଦ୍ ଅଇବୁ । ଆମେ ଜେନ୍ତାରିକି ପୁରାପୁରୁନ୍ କିରିସ୍ଟର୍ ପାରା ଅଇବୁ । ସେ ପୁରାପୁରୁନ୍ ସିଦ୍ ଆଚେ ।
13 até que todos tenhamos chegado à unidade da fé e do conhecimento do Filho de Deus, até atingirmos o estado de homem feito, a estatura da maturidade de Cristo.
14 ତେବେ ଆମେ ସାନ୍ ପିଲାମନର୍ ପାରା ନ ଅଇ କରି, ଜଗତର୍ ମନସ୍ମନର୍ ସିକିଆଇ ଆରି ତାକର୍ ଦଦାପେଲା ଅଇବା ପାରା ବିଚାର୍ନା ଇସାବର୍ ବିନ୍ ବିନ୍ ସିକିଆଇ, ଗାଡର୍ ଲଅଡି ଆରି ମାର୍ବା ପବନ୍ ଜେନ୍ତାରି ଡଙ୍ଗାକେ ଏନେତେନେ କର୍ସି, ସେନ୍ତାରି ତାକର୍ ସିକିଆ ସୁନିକରି ଏନେତେନେ ନ ଅଉଁ ।
14 Para que não continuemos crianças ao sabor das ondas, agitados por qualquer sopro de doutrina, ao capricho da malignidade dos homens e de seus artifícios enganadores.
15 ତାର୍ ବାଦୁଲେ ଆମେ ପର୍ମେସରର୍ ସତ୍ ବିସଇର୍ ଆଲାଦ୍ ଜାନାଉଁ । ସେନ୍ତାରି ମୁଣ୍ଡ୍ ଇସାବେ ରଇବା କିରିସ୍ଟର୍ ପାରା ଆମେ ସବୁ ବିସଇତେଇ ସିଦ୍ ଅଇ, ତାର୍ ପାରା ଅଇବୁ ।
15 Mas, pela prática sincera da caridade, cresçamos em todos os sentidos, naquele que é a cabeça, Cristo.
16 କାଇକେବଇଲେ କିରିସ୍ଟ ତାର୍ ସବୁ ଲକ୍ମନ୍କେ ମିସାଇକରି ସଙ୍ଗଇ ଆଚେ । ଗଟେକ୍ ଗାଗଡର୍ ସନ୍ଦି ଜେନ୍ତିକି ସେ ଗାଗଡର୍ ସବୁ ବାଗ୍କେ ମିସାଇକରି ସଙ୍ଗଇସି, ସେନ୍ତାରିସେ ଗାଗଡର୍ ଗଟେକ୍ ଗଟେକ୍ ବାଗ୍ ନିଜର୍ ନିଜର୍ କାମ୍ କଲେ, ଗୁଲାଇ ଗାଗଡ୍ ବଡିକରି ବପୁ ଅଇସି ।
16 É por ele que todo o corpo - coordenado e unido por conexões que estão ao seu dispor, trabalhando cada um conforme a atividade que lhe é própria - efetua esse crescimento, visando a sua plena edificação na caridade.
17 ତେବର୍ ପାଇ ମାପ୍ରୁର୍ ନାଉଁଦାରି ମୁଇ ତମ୍କେ ଜାଗର୍ତା କରିଦେଲିନି । ତମେ ଆରି ପର୍ମେସର୍କେ ନାଜାନ୍ଲା ଲକର୍ପାରା ଚଲାଚଲ୍ତି କରା ନାଇ ।
17 Portanto, eis o que digo e conjuro no Senhor: não persistais em viver como os pagãos, que andam à mercê de suas idéias frívolas.
18 ସେମନ୍ ଚିନ୍ତାକର୍ବାଟା ଚୁଚାଇସେ । ସେମନ୍ ପର୍ମେସରର୍ ବିସଇ ବୁଜି ନାପାରତ୍ । ଆରି ସେ ଦେଇରଇବା ଜିବନେ ଅନି ଦୁରିକେ ଆଚତ୍ । ସେମନ୍ ତାକର୍ ମନ୍ ଡାଟ୍ କଲାର୍ପାଇ ତାକେ ନାଜାନତ୍ ।
18 Têm o entendimento obscurecido. Sua ignorância e o endurecimento de seu coração mantêm-nos afastados da vida de Deus.
19 ସେମନ୍ ପାପ୍ କାମ୍ କଲେ ମିସା, ବୁଲ୍ କଲି ବଲି ଲାଜ୍ କି ଦୁକ୍ ନ ଅଅତ୍ । ତେବର୍ପାଇ ସବୁରକାମର୍ ବେସିଆ କାମ୍ କର୍ବାଟାନେ ସର୍ପିଅଇ ଆଚତ୍ । ଏନ୍ତାରି କାମ୍ କରି କରି ଆରି କର୍ବାକେସେ ଲାଲ୍ସା ଅଇ ଆଚତ୍ ।
19 Indolentes, entregaram-se à dissolução, à prática apaixonada de toda espécie de impureza.
20 ମାତର୍ ତମେ କିରିସ୍ଟର୍ ଟାନେଅନି ସେନ୍ତାରି ସିକିଆ ସିକାସ୍ ନାଇ ।
20 Vós, porém, não foi para isto que vos tornastes discípulos de Cristo,
21 ତମେ ଜେଡେବେଲେ ତାର୍ ବିସଇ ସୁନିକରି ସିକ୍ଲାସ୍, ସେଟା ତାର୍ ସତ୍ ସିକିଆଇଅନି ସିକ୍ଲାସ୍ ।
21 se é que o ouvistes e dele aprendestes, como convém à verdade em Jesus.
22 ଆଗ୍ତୁ ଜନ୍ ପୁର୍ନା ଚଲାଚଲ୍ତି କରି ତମେ ଜିଉନା କାଉନା କର୍ତେ ରଇଲାସ୍, ସେଟା ଚାଡ୍ବାକେ ତମ୍କେ ସିକାଇ ରଇଲାଇ । ତମର୍ ମନେ କାରାପ୍ ଚିନ୍ତା ଆଇବାଟା, ତମ୍କେ ନାଡାଇକରି ତମର୍ ଜିବନ୍ ନସାଇ ଦେଲାଇ ।
22 Renunciai à vida passada, despojai-vos do homem velho, corrompido pelas concupiscências enganadoras.
23 ତମେ ଚିନ୍ତା କର୍ବାଟା ପର୍ମେସର୍ ନୁଆକରି ବାଦ୍ଲାଇବାକେ ତାକେ ସର୍ପି ଦିଆସ୍ ବଲି ସିକାଇଲାଇ ଆଚତ୍ ।
23 Renovai sem cessar o sentimento da vossa alma,
24 ପର୍ମେସର୍ ତମ୍କେ ତାକର୍ ଗୁନ୍ଚଲନ୍ ପାରା ରଇବା ନୁଆ ଗୁନ୍ଚଲନ୍ ଦେଲାଆଚେ । ତେବର୍ପାଇ ସେ ରକାମ୍ ଚଲାଚଲ୍ତି କରା । ପୁରାପୁରୁନ୍ ଦରମ୍ ଅଇକରି ସୁକଲ୍ ଅଇରୁଆ ।
24 e revesti-vos do homem novo, criado à imagem de Deus, em verdadeira justiça e santidade.
25 ତମର୍ ବିତ୍ରେ ମିଚ୍ କଇବାଟା ଚାଡିଦିଆସ୍, ନିଜର୍ ନିଜର୍ ବିତ୍ରେ ସତ୍ କୁଆକୁଇ ଉଆ । କାଇକେବଇଲେ ଆମେ ସବୁଲକ୍ ଗଟେକ୍ ଗାଗଡର୍ ବିନ୍ ବିନ୍ ବାଗ୍ ଅଇଲୁଆଚୁ ।
25 Por isso, renunciai à mentira. Fale cada um a seu próximo a verdade, pois somos membros uns dos outros.
26 ଜେଡେବେଲେ ରିସା ଆଇଲେ, ସେଡେବେଲେ ପାପ୍କରା ନାଇ । ବେଲ୍ ନ ବୁଡ୍ତେ ତମର୍ ରିସା ଚାଡି ଦିଆସ୍ ।
26 Mesmo em cólera, não pequeis. Não se ponha o sol sobre o vosso ressentimento.
27 ତମ୍କେ ପାପ୍ କରାଇବା ସଇତାନ୍କେ ଜାଗା ଦିଆସ୍ନାଇ ।
27 Não deis lugar ao demônio.
28 ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି ।
28 Quem era ladrão não torne a roubar, antes trabalhe seriamente por realizar o bem com as suas próprias mãos, para ter com que socorrer os necessitados.
29 ଜନ୍ କାତା ବିନ୍ଲକ୍ମନ୍କେ ଲଡାକେ ନ ଆସେ, ସେନ୍ତାରି କାତା ତମର୍ ଟଣ୍ଡେ ଅନି ନ ବାରଅ । ତାର୍ବାଦୁଲେ ସେମନ୍କେ ସାର୍ଦା କରାଇ ବପୁ ଆଇବା କାତା କୁଆ । ଜେନ୍ତାରିକି ସୁନ୍ବା ଲକ୍ମନ୍ ତାକର୍ ଲଡାକେ ଆଇବା ବେଲାଇ ସେଟା ସୁନିକରି ସାର୍ଦା ଅଇବାଇ ।
29 Nenhuma palavra má saia da vossa boca, mas só a que for útil para a edificação, sempre que for possível, e benfazeja aos que ouvem.
30 ପର୍ମେସରର୍ ସୁକଲ୍ ଆତ୍ମାକେ ଦୁକ୍ ଦିଆସ୍ ନାଇ । ତାକେ ମୁକଲ୍ବା ଦିନ ଜାକ ଗଟେକ୍ ଚିନ୍ ଇସାବେ ସେ ତମ୍କେ ଦେଲାଆଚେ ।
30 Não contristeis o Espírito Santo de Deus, com o qual estais selados para o dia da Redenção.
31 ସବୁ ରକାମର୍ କୁଟ୍ କାତା ଚିନ୍ତା କର୍ବାଟା, ରିସା ଅଇବାଟା,କିରଜାଟି କର୍ବାଟା, ନିନ୍ଦା କାତା କଇବାଟା, ଇଁସା ତଲା ଅଇବାଟା, ଏ ସବୁଜାକ ତମର୍ଟାନେ ଅନି ଦୁରିକେ ସଙ୍ଗୁଆ ।
31 Toda amargura, ira, indignação, gritaria e calúnia sejam desterradas do meio de vós, bem como toda malícia.
32 ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।
32 Antes, sede uns com os outros bondosos e compassivos. Perdoai-vos uns aos outros, como também Deus vos perdoou, em Cristo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Efésios 4, comparar traduções ou montar um estudo — tudo direto pelo WhatsApp.